• About
  • Advertise
  • Privacy & Policy
  • Contact
Odisha Taza News
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
Odisha Taza News
No Result
View All Result
Home ଓଡ଼ିଶା

ସେନାବାହିନୀକୁ ଦୃଢ଼ ସମର୍ଥନ କରିବାପାଇଁ ରାଜ୍ୟପାଳଙ୍କ ଆହ୍ବାନ

Proprietor Abhimanyu Maharana by Proprietor Abhimanyu Maharana
May 11, 2025
in ଓଡ଼ିଶା, ଖୋର୍ଦ୍ଧା, ମହାନଗର, ହୋମ୍
0
ସେନାବାହିନୀକୁ ଦୃଢ଼ ସମର୍ଥନ କରିବାପାଇଁ ରାଜ୍ୟପାଳଙ୍କ ଆହ୍ବାନ
Share on FacebookShare on TwitterWhatsapp

ଭୁବନେଶ୍ୱର (ଓଡ଼ିଶା ତାଜା ନ୍ୟୁଜ୍) :- ଆତଙ୍କବାଦ ର କୌଣସି ଧର୍ମ ନାହିଁ, ହିଂସା ର କୌଣସି ଶାସ୍ତ୍ର ନାହିଁ ବୋଲି ରାଜ୍ୟପାଳ ଡ. ହରି ବାବୁ କମ୍ଭମପାଟି କହିଛନ୍ତି। ଚଳିତ ମଇ ୧୦ ତାରିଖ ଅପରାହ୍ନରେ ରାଜ ଭବନର ନ୍ୟୁ ଅଭିଷେକ ହଲ ଠାରେ ଆୟୋଜିତ ଏକ ସ୍ବତନ୍ତ୍ର ବୈଠକ ରେ ରାଜ୍ୟପାଳ ଏପରି କହିଛନ୍ତି। ପହଲଗାମ ରେ ସମ୍ପ୍ରତି ଘଟିଯାଇଥିବା ଜଘନ୍ୟ ଆତଙ୍କବାଦୀ ଆକ୍ରମଣ ଘଟଣା ଏବଂ ତତ୍ ପରେ ଭାରତ ଓ ପାକିସ୍ତାନ ମଧ୍ୟରେ ଉପୁଜିଥିବା ଘଟଣା କ୍ରମ ପରିପ୍ରେକ୍ଷୀରେ ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀ ଙ୍କ ଉପସ୍ଥିତିରେ ଅନୁଷ୍ଠିତ ଏହି ବୈଠକ ରେ ବିଭିନ୍ନ ଧାର୍ମିକ ଅନୁଷ୍ଠାନ ର କର୍ମକର୍ତ୍ତା ଏବଂ ବିଭିନ୍ନ ଗୋଷ୍ଠୀ ର ପ୍ରତିନିଧି ମାନେ ଏହି ବୈଠକ ରେ ଅଂଶଗ୍ରହଣ କରିଥିଲେ।

୨୬ ନିରୀହ ଲୋକଙ୍କ ଜୀବନ ନେଇଥିବା ପହଲଗାମ ଆତଙ୍କବାଦୀ ଆକ୍ରମଣ ଉପରେ ଗଭୀର ଦୁଃଖ ପ୍ରକାଶ କରି ଡ. କମ୍ଭମପାଟି କହିଛନ୍ତି ଯେ, ଏହା କେବଳ ନିରୀହ ନାଗରିକଙ୍କ ଉପରେ ଆକ୍ରମଣ ନୁହେଁ ବରଂ ଭାରତର ଧାରଣା, ଆମର ଏକତା, ଗଣତନ୍ତ୍ର ଏବଂ ଶାନ୍ତି ଉପରେ ଆକ୍ରମଣ। ରାଜ୍ୟପାଳ ସୂଚନା ଦେଇ କହିଥିଲେ ଯେ ସଶସ୍ତ୍ର ବାହିନୀ ଅପରେସନ ସିନ୍ଦୂର ଆରମ୍ଭ କରିଛି, ଯେଉଁଥିରେ ସୀମାପାର ଆତଙ୍କବାଦୀ ଶିବିର ଗୁଡ଼ିକୁ ଟାର୍ଗେଟ କରି ସଠିକ୍ ଆକ୍ରମଣ କରାଯାଇଛି। ଆମର ସାହସୀ ସୈନିକମାନେ ଆମର ସାର୍ବଭୌମତ୍ୱକୁ ରକ୍ଷା କରିବା ଆଗଧାଡିରେ ଛିଡ଼ା ହୋଇଛନ୍ତି।

ଏହି ଗୁରୁତ୍ବପୂର୍ଣ୍ଣ ସମୟରେ ଆମକୁ ସେମାନଙ୍କ ପଛରେ ଦୃଢ଼ ଭାବରେ ଛିଡ଼ା ହେବାକୁ ପଡ଼ିବ ବୋଲି ରାଜ୍ୟପାଳ କହିବା ସହିତ ସମସ୍ତେ ପରଲୋକଗତ ଏବଂ ଆହତଙ୍କ ପାଇଁ ପାର୍ଥନା କରିବାକୁ କହିଥିଲେ ଏବଂ ଶିକ୍ଷାନୁଷ୍ଠାନ ଗୁଡିକ ଏକତା ପ୍ରଦର୍ଶନ କରିବା ନିମନ୍ତେ ଜାତୀୟ ପତାକା ଉଡ଼ାଇବାକୁ କହିଥିଲେ। ବିଶ୍ୱାସ, ଭାଷା ଏବଂ ରୀତିରେ ବିବିଧତା ଥିଲେ ମଧ୍ୟ ଆମର ରାଷ୍ଟ୍ର ଏବଂ ଏହାର ମୂଲ୍ୟବୋଧକୁ ରକ୍ଷା କରିବା ପାଇଁ ଆମେ ଏକତାବଦ୍ଧ ବୋଲି ବାର୍ତ୍ତା ଦେବାକୁ ଆହ୍ବାନ ଜଣାଇଥିଲେ। ସାଧାରଣ ନାଗରିକ ଏବଂ ସୈନିକ ସମେତ ପୀଢ଼ିତ ପରିବାରଙ୍କୁ ଗଭୀର ସମବେଦନା ଜଣାଇବା ସହିତ ଆହତମାନଙ୍କ ଆଶୁ ଆରୋଗ୍ୟ ପାଇଁ ପ୍ରାର୍ଥନା କରିଥିଲେ। ଭାରତ କେବେ ଆତଙ୍କବାଦ ଆଗରେ ନତ ହେବନାହିଁ । 

ଆମର ଶକ୍ତି, ଆମର ଏକତା ଏବଂ ଆମକୁ ସୁରକ୍ଷା ଦେଉଥିବା ଲୋକଙ୍କ ପ୍ରତି ଆମର ଅଟଳ ସମର୍ଥନ ରହିଛି ବୋଲି ସମଗ୍ର ବିଶ୍ୱକୁ ବାର୍ତ୍ତା ଦେବାକୁ ରାଜ୍ୟପାଳ ଆହ୍ବାନ ଦେଇଥିଲେ। ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଏହି ବୈଠକରେ ଯୋଗଦେଇ ଉଦବୋଦନ ଦେଇ କହିଥିଲେ ଯେ ଆତଙ୍କବାଦ ମାନବତା ବିରୁଦ୍ଧରେ ଏକ ଯୁଦ୍ଧ। ମୁଖ୍ୟମନ୍ତ୍ରୀ ଉଲ୍ଲେଖ କରିଥିଲେ ଯେ ଯେତେବେଳେ ଦେଶକୁ ଆବଶ୍ୟକତା ପଡ଼ିଥାଏ, ସେତେବେଳେ ସମସ୍ତ ଗୋଷ୍ଠୀ କିପରି ଏକାଠି ହୁଅନ୍ତି ବୋଲି ଅବତାରଣା କରିବା ସହିତ ଅବଦୁଲ ହମିଦଙ୍କ ସାହସିକତା ଏବଂ ବଳିଦାନର ଉଦାହରଣ ଦେଇଥିଲେ।

ଭାରତୀୟ ଭାବେ ଆମର ସର୍ବୋତ୍ତମ ପରିଚୟ ରହିଛି। ଜାତି, ଧର୍ମ, ବର୍ଣ୍ଣ ନିର୍ବିଶେଷରେ ଆମେ ସମସ୍ତେ ଭାରତୀୟ ବୋଲି କହିବା ସହିତ ସମସ୍ତେ ଏକଜୁଟ ହୋଇ ଦେଶ ପାଇଁ ନିଜର କର୍ତ୍ତବ୍ୟ ନିଭାଇବାକୁ ଆହ୍ବାନ ଜଣାଇଥିଲେ। ଏହି ବୈଠକରେ ମୁଖ୍ୟ ଶାସନ ସଚିବ ମନୋଜ ଆହୁଜା, ଅତିରିକ୍ତ ମୁଖ୍ୟ ଶାସନ ସଚିବ ସତ୍ୟବ୍ରତ ସାହୁ, ପୋଲିସ ମହାନିର୍ଦ୍ଦେଶକ ୱାଇ ବି ଖୁରାନିଆ, ଅନୁସୂଚିତ ଜନଜାତି ଓ ଅନୁସୂଚିତ ଜାତି ଉନ୍ନୟନ, ସଂଖ୍ୟାଲଘୁ ଏବଂ ପଛୁଆବର୍ଗ କଲ୍ୟାଣ ବିଭାଗର ପ୍ରମୁଖ ଶାସନ ସଚିବ ସଞ୍ଜୀବ କୁମାର ମିଶ୍ର, ପ୍ରତିରକ୍ଷା ବିଭାଗରେ ବରିଷ୍ଠ ଅଧିକାରୀ ପ୍ରମୁଖ ଉପସ୍ଥିତ ଥିଲେ। ସଂଜୀବ ବାରିକ, ରାଜ୍ୟପାଳଙ୍କ ଲୋକସମ୍ପର୍କ ଅଧିକାରୀ l

Proprietor Abhimanyu Maharana

Proprietor Abhimanyu Maharana

  • Trending
  • Comments
  • Latest
ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

June 13, 2024
ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

February 24, 2020
ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

May 19, 2020
ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା  ।

ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା ।

July 1, 2020
ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

0
“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

0
କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

0
ହୀରାକୁଦ – ନିଷିଦ୍ଧଞ୍ଚଳ ରେ  ତିନି ଅଭିନେତ୍ରୀ ଙ୍କ  ସହିତ  ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

ହୀରାକୁଦ – ନିଷିଦ୍ଧଞ୍ଚଳ ରେ ତିନି ଅଭିନେତ୍ରୀ ଙ୍କ ସହିତ ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

0
ମେ ୨୬ ଓ ୨୭ରେ ଓଡ଼ିଶା ଅମଲା ରାଜ୍ଯସଂଘର ସମ୍ମିଳନୀ

ମେ ୨୬ ଓ ୨୭ରେ ଓଡ଼ିଶା ଅମଲା ରାଜ୍ଯସଂଘର ସମ୍ମିଳନୀ

May 11, 2026
ଚାଙ୍ଗଡା ଘରେ ରକ୍ତଛିଟା ମହାପ୍ରଭୁଙ୍କ ମହାସ୍ନାନ

ଚାଙ୍ଗଡା ଘରେ ରକ୍ତଛିଟା ମହାପ୍ରଭୁଙ୍କ ମହାସ୍ନାନ

May 11, 2026
ନୟାଗଡ଼ ସରକାରୀ ବାଳିକା ଉଚ୍ଚ ବିଦ୍ୟାଳୟର କୃତୀ ଛାତ୍ରୀଙ୍କୁ ସମ୍ବର୍ଦ୍ଧନା

ନୟାଗଡ଼ ସରକାରୀ ବାଳିକା ଉଚ୍ଚ ବିଦ୍ୟାଳୟର କୃତୀ ଛାତ୍ରୀଙ୍କୁ ସମ୍ବର୍ଦ୍ଧନା

May 11, 2026
Russia’s Newfound Love in the Pink City & India’s Echo in the Northern Lights

ଭାରତ-ରୁଷିଆ ଚଳଚ୍ଚିତ୍ରଗତ ସହଯୋଗୀତା ବୈଶ୍ୱିକ ସହ-ପ୍ରଯୋଜନା, ସାଂସ୍କୃତିକ କୂଟନୀତି ଓ ସହଭାଗୀ କାହାଣୀ କଥନ ଜରିଆରେ ଏକ ମଜଭୁତ ନୂଆ ଅଧ୍ୟାୟକୁ ପ୍ରବେଶ କଲା

May 11, 2026

Recent News

Welcome to Odisha Taza News.
Chief Editor: Abhimanyu Maharana
Email: odishatazanews1@gmail.com
whatsapp - 9938341180
contact no - 7008991872

Browse by Category

  • Uncategorized
  • ଅନୁଗୁଳ
  • ଅପରାଧ
  • ଓଡ଼ିଶା
  • କଟକ
  • କନ୍ଧମାଳ
  • କରୋନା
  • କଳାହାଣ୍ଡି
  • କେନ୍ଦୁଝର
  • କେନ୍ଦ୍ରାପଡା
  • କୋରାପୁଟ
  • କ୍ରୀଡ଼ା
  • ଖେଳ
  • ଖୋର୍ଦ୍ଧା
  • ଗଜପତି
  • ଗଞ୍ଜାମ
  • ଜଗତସିଂହପୁର
  • ଜୀବନଚର୍ଯ୍ୟା
  • ଝାରସୁଗୁଡା
  • ଢେଙ୍କାନାଳ
  • ଦେବଗଡ଼
  • ଦେଶ
  • ନବରଙ୍ଗପୁର
  • ନୟାଗଡ଼ ନିଉଜ୍
  • ନୂଆପଡ଼ା
  • ପଂଚାୟତ ନିର୍ବାଚନ
  • ପୁରୀ
  • ଫୋଟୋ ଗ୍ୟାଲେରୀ
  • ବରଗଡ଼
  • ବଲାଙ୍ଗିର
  • ବାଣିଜ୍ୟ
  • ବାଲେଶ୍ଵର
  • ବିଚିତ୍ର
  • ବିଶ୍ଵ
  • ବୌଦ୍ଧ
  • ଭଦ୍ରକ
  • ମନୋରଞ୍ଜନ
  • ମୟୁରଭଞ୍ଜ
  • ମହାନଗର
  • ମାଲକାନଗିରି
  • ଯାଜପୁର
  • ରାଜନୀତି
  • ରାୟଗଡା
  • ରାଶିଫଳ
  • ଶିକ୍ଷା ଓ ନିଯୁକ୍ତି
  • ସମ୍ବଲପୁର
  • ସୁନ୍ଦରଗଡ଼
  • ସୁବର୍ଣ୍ଣପୁର
  • ହୋମ୍

Recent News

ମେ ୨୬ ଓ ୨୭ରେ ଓଡ଼ିଶା ଅମଲା ରାଜ୍ଯସଂଘର ସମ୍ମିଳନୀ

ମେ ୨୬ ଓ ୨୭ରେ ଓଡ଼ିଶା ଅମଲା ରାଜ୍ଯସଂଘର ସମ୍ମିଳନୀ

May 11, 2026
ଚାଙ୍ଗଡା ଘରେ ରକ୍ତଛିଟା ମହାପ୍ରଭୁଙ୍କ ମହାସ୍ନାନ

ଚାଙ୍ଗଡା ଘରେ ରକ୍ତଛିଟା ମହାପ୍ରଭୁଙ୍କ ମହାସ୍ନାନ

May 11, 2026
  • About
  • Advertise
  • Privacy & Policy
  • Contact

© 2023 Odisha Taza News.

No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ

© 2023 Odisha Taza News.

Go to mobile version