• About
  • Advertise
  • Privacy & Policy
  • Contact
Odisha Taza News
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
Odisha Taza News
No Result
View All Result
Home ଓଡ଼ିଶା

ବାଲିଗୁଡାରେ ପ୍ରବଳ ଖରା ଓ ଗରମ ସାଙ୍ଗକୁ ଅଘୋଷିତ ବିଜୁଳି କାଟ୍ କୁ ନେଇ ଉପଭୋକ୍ତାଙ୍କ ମହଲରେ ଅସନ୍ତୋଷ : ଜନଜୀବନ ଅସ୍ତବ୍ୟସ୍ତ

Proprietor Abhimanyu Maharana by Proprietor Abhimanyu Maharana
May 12, 2025
in ଓଡ଼ିଶା, କନ୍ଧମାଳ, ହୋମ୍
0
ବାଲିଗୁଡାରେ ପ୍ରବଳ ଖରା ଓ ଗରମ ସାଙ୍ଗକୁ ଅଘୋଷିତ ବିଜୁଳି କାଟ୍ କୁ ନେଇ ଉପଭୋକ୍ତାଙ୍କ ମହଲରେ ଅସନ୍ତୋଷ : ଜନଜୀବନ ଅସ୍ତବ୍ୟସ୍ତ
Share on FacebookShare on TwitterWhatsapp

ବାଲିଗୁଡା (ଓଡ଼ିଶା ତାଜା ନ୍ୟୁଜ୍)  :-  ରାଜ୍ୟରେ ଦିନକୁ ଦିନ ବଢି ଚାଲିଛି ଗ୍ରୀଷ୍ମପ୍ରବାହ I ଏହାର ପ୍ରଭାବ କନ୍ଧମାଳ ଜିଲ୍ଳା ବାଲିଗୁଡା ସହରରେ ମଧ୍ୟ ଦେଖିବାକୁ ମିଳିଛି I ଦିନସାରା ଚଳଚଞ୍ଚଳ ରହୁଥିବା ବାଲିଗୁଡା ସହରର ସ୍ଥିତି କିନ୍ତୁ ବର୍ତ୍ତମାନ ବଦଳି ଯାଇଛି I ବର୍ତ୍ତମାନ ଦିନ ବେଳା ଏହାର ରାସ୍ତାଘାଟ ସମ୍ପୂର୍ଣ୍ଣ ଶୂନଶାନ୍ ରହୁଛି I ବର୍ତ୍ତମାନ ସକାଳ ଆଠ ଘଣ୍ଟା ପରଠାରୁ ଖରା ବୃଦ୍ଧି ପାଇ ଦିନ ଏଗାରଟା ବେଳକୁ ଏହା ଅସହ୍ୟ ହୋଇପଡୁଛି I ଏହି ଖରା ସନ୍ଧ୍ୟା ପାଞ୍ଚଟା ପର୍ଯ୍ୟନ୍ତ ରହୁଛି I ଏପଟେ ଦିନ ବାରଟା ପରଠାରୁ ଅପରାହ୍ନ ଚାରିଟା ପର୍ଯ୍ୟନ୍ତ ସହରରେ କୌଣସି ଲୋକଙ୍କୁ ଦେଖିବାକୁ ମିଳୁନି I

ଗାଡ଼ିମଟର ଯାତାୟତ ସମ୍ପୂର୍ଣ୍ଣରୂପେ ବନ୍ଦ ରହୁଛି କହିଲେ ଅତ୍ୟୁକ୍ତି ହେବ ନାହିଁ I ରାସ୍ତାଘାଟ ଖାଁ ଖାଁ ଲାଗୁଛି I ପୂର୍ବରୁ ଏହିଭଳି ଖରା କେବେ ହୋଇନଥିବା କଥା ସ୍ଥାନୀୟ ଜନସାଧାରଣ କହୁଛନ୍ତି I ଦିନ ସାରା ପ୍ରବଳ ଖରା ସାଙ୍ଗକୁ ରାତିର ପ୍ରବଳ ଗୁଳୁଗୁଳି ଜୀବନ ଯନ୍ତ୍ରଣାକୁ ବଢାଇଦେଉଛି I ଗୁଳୁଗୁଳି ଯୋଗୁଁ ଲୋକଙ୍କୁ ରାତି ଗୋଟାଏ ପର୍ଯ୍ୟନ୍ତ ନିଦ ହେଉନି I ଆଜି ବାଲିଗୁଡା ରେ ତାପମାତ୍ରା ସର୍ବାଧିକ ୩୯ ଡିଗ୍ରିଥିବା ଜଣାପଡିଛି । ଗତ ପାଞ୍ଚ ଦିନ ହେଲା ପାରଦ ୪୦ ରୁ ୪୨ ଡିଗ୍ରୀ ରହୁଛି । ଆଗାମୀ ଦିନରେ ଏହା ଅଧିକା ଡିଗ୍ରୀ ଛୁଇଁବାର ସମ୍ଭାବନା ଅଛି । ପ୍ରବଳ ଗରମରେ ଛୋଟ ଛୁଆ, ବୟସ୍କଙ୍କ ଅବସ୍ଥା ଅତି ଶୋଚନୀୟ ହୋଇପଡୁଛି I ଏସି, କୁଲର୍, ପଙ୍ଖା କିଛି ବି କାମ କରୁନି I ଏହା ସହିତ ତାଳ ଦେଉଛି ଆଘୋଷିତ ବିଦ୍ୟୁତ୍ କାଟ I

ଲୋକେ ଗୁଳୁଗୁଳିରେ ଛଟପଟ ହୋଇ ବିଳମ୍ବରେ ଶୋଉଥିବା ବେଳେ ସକାଳୁ ସକାଳୁ ଅଘୋଷିତ ବିଦ୍ୟୁତ୍ କାଟ ହେବା ଯୋଗୁଁ ଲୋକଙ୍କ ଯନ୍ତ୍ରଣା ସକାଳୁ ସକାଳୁ ହିଁ ବଢ଼ି ଯାଉଛି I ସହରରେ ମନ ଇଚ୍ଛା ବିଦ୍ୟୁତ୍ କାଟ ହେବା ଯୋଗୁଁ ଜନ ଅସନ୍ତୋଷ ବୃଦ୍ଧି ପାଉଛି I କେଉଁ କାରଣରୁ ବିଜୁଳିକାଟ୍ କରାଯାଉଛି ତାହା ଜଣାପଡୁନି । ପୂର୍ବରୁ ତାର ଛିଡିଯିବା କିମ୍ବା ଶଙ୍ଖ ଫାଟିଯିବା କଥା କହି ବିଜୁଳି ବିଭାଗ ବିଜୁଳିକାଟ୍ କରୁଥିବା ବେଳେ ଏବେ ମେଣ୍ଟନାନ୍ସ କଥା କହି ବିଜୁଳିକାଟ୍ କରାଯାଉଛି ବୋଲି ଶୁଣିବାକୁ ମିଳୁଛି । ଖରା ହେଉ କି ବର୍ଷା କିମ୍ବା ଶୀତ ସବୁ ବେଳେ ବିଜୁଳି କାଟ୍ । ସେହିପରି ସାମାନ୍ୟ ବର୍ଷା ପବନ କିମ୍ବା ବିଜୁଳି ଘଡଘଡି ହେଲେ ଘଣ୍ଟା ଘଣ୍ଟା ଧରି ବିଜୁଳି କାଟ୍ କରାଯାଉଛି ।

ଏହି ବିଜୁଳିକାଟ୍ ର କୌଣସି ସମୟସୀମା ନାହିଁ । ଯେତେବେଳେ ନାହିଁ ସେତେବେଳେ କରାଯାଉଛି ବିଜୁଳିକାଟ୍ । ଦିନର ଅଧିକାଂଶ ସମୟ ବିଜୁଳି ରହୁନଥିବା ବେଳେ ବିଳମ୍ବିତ ରାତି ଆଉ ଭୋର ସମୟରେ ମଧ୍ୟ ବିଜୁଳିକାଟ୍ କରାଯାଉଛି ।ଏ ନେଇ ସମଗ୍ର ବାଲିଗୁଡା ଅଞ୍ଚଳରେ ଅଘୋଷିତ ବିଜୁଳିକାଟ୍ କୁ ନେଇ ଉପଭୋକ୍ତାଙ୍କ ମହଲରେ ତିବ୍ର ଅସନ୍ତୋଷ ଦେଖାଦେଇଛି। ଅଧିକାଂଶ ସମୟରେ ବିନା କାରଣରେ ବିଜୁଳିକାଟ୍ କରାଯିବାର କାରଣ ଜଣାପଡୁନି । ଏ ସଂପର୍କରେ ବିଭାଗୀୟ ନିର୍ବାହୀ ଯନ୍ତ୍ରୀ ପ୍ରଶାନ୍ତ କୁମାର ପଟ୍ଟନାୟକଙ୍କୁ ପଚରାଯିବାରୁ ସେ କହିଲେ ଯେ, ଫୁଲବାଣୀ ସେକ୍ସନ ବିଦ୍ୟୁତ ବାରମ୍ବାର ଟ୍ରିପ ନେଉଛି, ଯାହାକି କଣ୍ଟ୍ରୋଲ କରି ହେଉନାହିଁ, ଏଣୁ ବାରମ୍ବାର ବିଦ୍ୟୁତ ବିଭ୍ରାଟ ହେଉଛି, ଏଣୁ ବେଶୀ ସମୟ ଏପରି ହେଲେ ବାଧ୍ୟ ହୋଇ ଲୋ ଭୋଲଟେଜ ରେ ରାଇକିଆ ଷ୍ଟ୍ରକଚର ଲାଇନ ଦିଆ ଯାଉଛି ବୋଲି ପ୍ରକାଶ କରିଛନ୍ତି l

Proprietor Abhimanyu Maharana

Proprietor Abhimanyu Maharana

  • Trending
  • Comments
  • Latest
ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

June 13, 2024
ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

February 24, 2020
ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

May 19, 2020
ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା  ।

ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା ।

July 1, 2020
ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

0
“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

0
କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

0
ହୀରାକୁଦ – ନିଷିଦ୍ଧଞ୍ଚଳ ରେ  ତିନି ଅଭିନେତ୍ରୀ ଙ୍କ  ସହିତ  ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

ହୀରାକୁଦ – ନିଷିଦ୍ଧଞ୍ଚଳ ରେ ତିନି ଅଭିନେତ୍ରୀ ଙ୍କ ସହିତ ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

0
“ଦେଶ ବିଦେଶ” ର ସ୍ଵନକ୍ଷେତ୍ର ଦିବସ ପାଳିତ 

“ଦେଶ ବିଦେଶ” ର ସ୍ଵନକ୍ଷେତ୍ର ଦିବସ ପାଳିତ 

May 8, 2026
Advento Communications Honored for Excellence in  PR Services

Advento Communications Honored for Excellence in PR Services

May 8, 2026
ଭୁବନେଶ୍ୱରରେ ଆୟୋଜିତ ହେବ ଇଷ୍ଟର୍ଣ୍ଣ ଇଣ୍ଡିଆ ରିଜିଓନାଲ ଷ୍ଟୁଡେଣ୍ଟ୍‌ସ କନ୍‌ଫେରେନ୍ସ-୨୦୨୬

Eastern India Regional Students’ Conference–2026 to be Held at Bhubaneswar

May 8, 2026
ଭୁବନେଶ୍ୱରରେ ଆୟୋଜିତ ହେବ ଇଷ୍ଟର୍ଣ୍ଣ ଇଣ୍ଡିଆ ରିଜିଓନାଲ ଷ୍ଟୁଡେଣ୍ଟ୍‌ସ କନ୍‌ଫେରେନ୍ସ-୨୦୨୬

ଭୁବନେଶ୍ୱରରେ ଆୟୋଜିତ ହେବ ଇଷ୍ଟର୍ଣ୍ଣ ଇଣ୍ଡିଆ ରିଜିଓନାଲ ଷ୍ଟୁଡେଣ୍ଟ୍‌ସ କନ୍‌ଫେରେନ୍ସ-୨୦୨୬

May 8, 2026

Recent News

Welcome to Odisha Taza News.
Chief Editor: Abhimanyu Maharana
Email: odishatazanews1@gmail.com
whatsapp - 9938341180
contact no - 7008991872

Browse by Category

  • Uncategorized
  • ଅନୁଗୁଳ
  • ଅପରାଧ
  • ଓଡ଼ିଶା
  • କଟକ
  • କନ୍ଧମାଳ
  • କରୋନା
  • କଳାହାଣ୍ଡି
  • କେନ୍ଦୁଝର
  • କେନ୍ଦ୍ରାପଡା
  • କୋରାପୁଟ
  • କ୍ରୀଡ଼ା
  • ଖେଳ
  • ଖୋର୍ଦ୍ଧା
  • ଗଜପତି
  • ଗଞ୍ଜାମ
  • ଜଗତସିଂହପୁର
  • ଜୀବନଚର୍ଯ୍ୟା
  • ଝାରସୁଗୁଡା
  • ଢେଙ୍କାନାଳ
  • ଦେବଗଡ଼
  • ଦେଶ
  • ନବରଙ୍ଗପୁର
  • ନୟାଗଡ଼ ନିଉଜ୍
  • ନୂଆପଡ଼ା
  • ପଂଚାୟତ ନିର୍ବାଚନ
  • ପୁରୀ
  • ଫୋଟୋ ଗ୍ୟାଲେରୀ
  • ବରଗଡ଼
  • ବଲାଙ୍ଗିର
  • ବାଣିଜ୍ୟ
  • ବାଲେଶ୍ଵର
  • ବିଚିତ୍ର
  • ବିଶ୍ଵ
  • ବୌଦ୍ଧ
  • ଭଦ୍ରକ
  • ମନୋରଞ୍ଜନ
  • ମୟୁରଭଞ୍ଜ
  • ମହାନଗର
  • ମାଲକାନଗିରି
  • ଯାଜପୁର
  • ରାଜନୀତି
  • ରାୟଗଡା
  • ରାଶିଫଳ
  • ଶିକ୍ଷା ଓ ନିଯୁକ୍ତି
  • ସମ୍ବଲପୁର
  • ସୁନ୍ଦରଗଡ଼
  • ସୁବର୍ଣ୍ଣପୁର
  • ହୋମ୍

Recent News

“ଦେଶ ବିଦେଶ” ର ସ୍ଵନକ୍ଷେତ୍ର ଦିବସ ପାଳିତ 

“ଦେଶ ବିଦେଶ” ର ସ୍ଵନକ୍ଷେତ୍ର ଦିବସ ପାଳିତ 

May 8, 2026
Advento Communications Honored for Excellence in  PR Services

Advento Communications Honored for Excellence in PR Services

May 8, 2026
  • About
  • Advertise
  • Privacy & Policy
  • Contact

© 2023 Odisha Taza News.

No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ

© 2023 Odisha Taza News.

Go to mobile version