• About
  • Advertise
  • Privacy & Policy
  • Contact
Odisha Taza News
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
Odisha Taza News
No Result
View All Result
Home ଓଡ଼ିଶା

ସଖୀ ଦେଖଗୋ ରାଧାମାଧବ ବେଶ ….

Proprietor Abhimanyu Maharana by Proprietor Abhimanyu Maharana
May 14, 2025
in ଓଡ଼ିଶା, ପୁରୀ, ହୋମ୍
0
ମାଟିଆପଡ଼ା ରେଳ ଓଭରବ୍ରିଜ : ଇଜ୍ଜତ ଗଲା ପରେ ସୁନା ଶାଢୀ ପିନ୍ଧିବା ନ୍ଯାୟରେ ଚାଲିଛି କାମ
Share on FacebookShare on TwitterWhatsapp

ପୁରୀ  (ଓଡ଼ିଶା ତାଜା ନ୍ୟୁଜ୍) :- ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ମାନବୀୟଲୀଳା ଜଗନ୍ନାଥ ଧାମରେ ଦେଖିବାକୁ ମିଳେ । ଗ୍ରୀଷ୍ମ ଋତୁରେ ଅତ୍ଯଧିକ ଗରମ ଯୋଗୁ ଚନ୍ଦନ କୁଣ୍ଡରେ ବୁଡି ରହିବା ଓ ନରେନ୍ଦ୍ର ପୁଷ୍କରିଣୀରେ ଚାପ ଖେଳିବା ପରେ ଶ୍ରୀମନ୍ଦିରକୁ ଫେରିଥାନ୍ତି । ମହାପ୍ରଭୁଙ୍କ ବାହାର ଚନ୍ଦନଯାତ୍ରା ୨୧ ଦିନ ଓ ଭିତର ଚନ୍ଦନଯାତ୍ରା ୨୧ ଦିନ ଏପରି ୪୨ ଦିନ ଚନ୍ଦନଯାତ୍ରା ଅନୁଷ୍ଠିତ ହୋଇଥାଏ । ଏହାକୁ ଚନ୍ଦନଜାତ ବା ଗନ୍ଧଲେପନ ଯାତ୍ରା କୁହାଯାଏ । ମହାପ୍ରଭୁଙ୍କ ଚଳନ୍ତି ପ୍ରତିମା ମଦନମୋହନ, କୃଷ୍ଣ, ବଳରାମ, ସୁବର୍ଣ୍ଣ ଲକ୍ଷ୍ମୀ ପ୍ରତିମା ଓ ରୌପ୍ଯ ସରସ୍ଵତୀ ପ୍ରତିମା ବାହାର ଚନ୍ଦନ ପାଇଁ ଶ୍ରୀମନ୍ଦିରରୁ ବିମାନରେ ନରେନ୍ଦ୍ର ପୁଷ୍କରିଣୀ ଚନ୍ଦନ ଚକଡାକୁ ବିଜେ କରିଥାନ୍ତି ।

ମଣିବିମାନରେ ମଦନମୋହନ,ଶ୍ରୀଦେବୀ ଓ ଭୂଦେବୀ ବିଜେ କରି ହଲି ହଲି ଓ ଝୁଲି ଝୁଲି ବଡଦାଣ୍ଡରେ ଯିବା ସମୟରେ ଏକ ଆଧ୍ୟାତ୍ମିକ ପରିବେଶ ସୃଷ୍ଟି ହୋଇଥାଏ । ବିମାନ ଆଗରେ ଭକ୍ତ ଓ ସେବାୟତ ମାନେ ଦେଖଗୋ ସଖୀ ରାଧାମାଧବ ବେଶ ଗୀତ ବୋଲିଥାନ୍ତି । ବିମାନ ପଛ ପାଲିଙ୍କିରେ କୃଷ୍ଣ ଓ ବଳରାମ ବିଜେ କରନ୍ତି । ପ୍ରଭୁଙ୍କ ସୁରକ୍ଷା ଦାୟିତ୍ବରେ ପଞ୍ଚୁ ପାଣ୍ଡବ ରୂପେ ପରିଚିତ ପଞ୍ଚ ମହାଦେବ ଶ୍ରୀଲୋକନାଥ,ଶ୍ରୀଜମ୍ବେଶ୍ବର,ଶ୍ରୀମାର୍କଣ୍ଡେଶ୍ବର, ଶ୍ରୀକପାଳମୋଚନ ଓ ଶ୍ରୀନୀଳକଣ୍ଠେଶ୍ବର ବିଜେ କରିଥାନ୍ତି । ଏପରି ୧୦ ଗୋଟି ଚଳନ୍ତି ପ୍ରତିମା ନରେନ୍ଦ୍ର ପୁଷ୍କରିଣୀରେ ଜଳକ୍ରୀଡା କରନ୍ତି । ପୁଷ୍କରିଣୀ କୂଳରେ ହୋଇଥିବା ଛାମୁଣ୍ଡିଆ ତଳେ ରୂପା ପିଙ୍ଗଣରେ ଥିବା ସୁବାସିତ ଜଳରେ ପଦ ଧୌତ କରିଥାନ୍ତି । ନନ୍ଦା ଓ ଭଦ୍ରା ଦୁଇଟି ଚାପ ନୌକା ପୁଷ୍ପ ସୁସଜ୍ଜିତ ହୋଇ ରହିଥାନ୍ତି ।

ନୌକାରେ ଥିବା ରୂପା ସିଂହାସନରେ ମଦନମୋହନ, ଭୂଦେବୀ,ଶ୍ରୀଦେବୀଙ୍କ ସମେତ କୃଷ୍ଣ ଓ ବଳରାମ ଉପବେଶନ କରି ନରେନ୍ଦ୍ର ଦୀପଦାଣ୍ଡି ଚାରିପଟ ନୌକାବିହାର କରିଥାନ୍ତି । ଅନ୍ଯ ଏକ ଚାପ ନୌକାରେ ପଞ୍ଚ ମହାଦେବ ଉପବେଶନ କରି ଚାପ ଖେଳିଥାନ୍ତି । ସ୍ନାନ ନୀତି ପାଇଁ ତିନୋଟି କୁଣ୍ଡରେ ଚନ୍ଦନ, କର୍ପୂର, କସ୍ତୁରୀ,ଜାଇଫଳ, ମଲ୍ଲୀ, ଚମ୍ପା, ଜୁଇ, ସୁଗନ୍ଧରାଜ, ଗୋଲାପ ବ୍ଯବହୃତ ହୋଇ ସୁବାସିତ ଜଳ ପ୍ରସ୍ତୁତ କରାଯାଇଥାଏ । ସେହି କୁଣ୍ଡରେ ଚଳନ୍ତି ପ୍ରତିମା ବୁଡ ପକାନ୍ତି । ବିଭିନ୍ନ ଦିନରେ ଶ୍ରୀମଦନମୋହନଙ୍କୁ ବେଶ କରାଯାଇଥାଏ । ଦିନ ଚାପ ପରେ ରାତି ଚାପ ଅନୁଷ୍ଠିତ ହୋଇଥାଏ । ରାତି ଚାପରେ ବଜନ୍ତ୍ରୀ ନୌକାରେ ଘଣ୍ଟୁଆ, କାହାଳିଆ ଓ ତେଲିଙ୍ଗି ବାଜା ବାଦକ ମହାପ୍ରଭୁଙ୍କ ଚାପ ନୌକା ଆଗରେ ବଜାଇ ବଜାଇ ଯାଇଥାନ୍ତି ।

ଏହି ସମୟରେ ଶୀତଳ ଭୋଗ, ମାଣ୍ଡୁଅ ଭୋଗ, ବିଡିଆ ମଣୋହି ଭୋଗ ଲାଗି କରାଯାଇଥାଏ । ଭଉଁରୀ ଦିନ ଦିନ ଚାପରେ ୧୦ ଠାକୁର ୨୧ ଘେରା ଚାପ ଖେଳିଥାନ୍ତି । ମହାପ୍ରଭୁଙ୍କ ମାନବୀୟଲୀଳା ଦର୍ଶନ କରିବା ପାଇଁ ଭକ୍ତଙ୍କ ଗହଳି ଲାଗି ରହିଛି । ଚନ୍ଦନଯାତ୍ରା ପାଇଁ ନରେନ୍ଦ୍ର ପୁଷ୍କରିଣୀ ସଜେଇ ହେବା ସହ ରାତିରେ ରଙ୍ଗୀନ ଆଲୋକ ମାଳାରେ ଝଲସୁଥାଏ । ଶ୍ରୀମନ୍ଦିର ପ୍ରଶାସନ, ପୋଲିସ ପ୍ରଶାସନ, ଜିଲ୍ଲା ପ୍ରଶାସନ ପକ୍ଷରୁ ସମସ୍ତ ବ୍ଯବସ୍ଥା କରାଯାଇଛି । ଚନ୍ଦନ ଚକଡାରେ ପ୍ରତିଦିନ ଭକ୍ତି ସଙ୍ଗୀତ କଣ୍ଠଶିଳ୍ପୀଙ୍କ ଦ୍ବାରା ପରିବେଷଣ କରାଯାଇ ଆଧ୍ୟାତ୍ମିକ ପରିବେଶ ସୃଷ୍ଟି ହୋଇଛି ।

Proprietor Abhimanyu Maharana

Proprietor Abhimanyu Maharana

  • Trending
  • Comments
  • Latest
ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

June 13, 2024
ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

February 24, 2020
ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

May 19, 2020
ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା  ।

ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା ।

July 1, 2020
ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

0
“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

0
କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

0
ହୀରାକୁଦ – ନିଷିଦ୍ଧଞ୍ଚଳ ରେ  ତିନି ଅଭିନେତ୍ରୀ ଙ୍କ  ସହିତ  ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

ହୀରାକୁଦ – ନିଷିଦ୍ଧଞ୍ଚଳ ରେ ତିନି ଅଭିନେତ୍ରୀ ଙ୍କ ସହିତ ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

0
ବାଲିଅନ୍ତା,ରାମଚନ୍ଦ୍ରପୁରରେ ଯୁବକଙ୍କୁ ସଂଘବଦ୍ଧ ଭାବେ ପିଟି ପିଟି ହତ୍ୟା

ବାଲିଅନ୍ତା,ରାମଚନ୍ଦ୍ରପୁରରେ ଯୁବକଙ୍କୁ ସଂଘବଦ୍ଧ ଭାବେ ପିଟି ପିଟି ହତ୍ୟା

May 8, 2026
CII Odisha Announces New Leadership for 2026-27 with a Roadmap for Industrial Growth and Sustainable Development in Odisha

CII Odisha Announces New Leadership for 2026-27 with a Roadmap for Industrial Growth and Sustainable Development in Odisha

May 8, 2026
ଦୁଇ ଜଣ ଅଜଣା ବ୍ୟକ୍ତିଙ୍କ ମୃତ ଦେହକୁ ଉଦ୍ଧାର କଲା ବାଦାମବାଡ଼ି ପୋଲିସ

ଦୁଇ ଜଣ ଅଜଣା ବ୍ୟକ୍ତିଙ୍କ ମୃତ ଦେହକୁ ଉଦ୍ଧାର କଲା ବାଦାମବାଡ଼ି ପୋଲିସ

May 7, 2026
Taneira celebrates Savitri Vrata with the Inaya collection and exclusive festive offers

ସାବିତ୍ର ଉପଲକ୍ଷେ ତନେଇରା ପକ୍ଷରୁ ‘ଇନାୟା’ କଲେକ୍ସନ : ଆକର୍ଷଣୀୟ ଅଫର ପାଇବେ ଗ୍ରାହକ

May 7, 2026

Recent News

Welcome to Odisha Taza News.
Chief Editor: Abhimanyu Maharana
Email: odishatazanews1@gmail.com
whatsapp - 9938341180
contact no - 7008991872

Browse by Category

  • Uncategorized
  • ଅନୁଗୁଳ
  • ଅପରାଧ
  • ଓଡ଼ିଶା
  • କଟକ
  • କନ୍ଧମାଳ
  • କରୋନା
  • କଳାହାଣ୍ଡି
  • କେନ୍ଦୁଝର
  • କେନ୍ଦ୍ରାପଡା
  • କୋରାପୁଟ
  • କ୍ରୀଡ଼ା
  • ଖେଳ
  • ଖୋର୍ଦ୍ଧା
  • ଗଜପତି
  • ଗଞ୍ଜାମ
  • ଜଗତସିଂହପୁର
  • ଜୀବନଚର୍ଯ୍ୟା
  • ଝାରସୁଗୁଡା
  • ଢେଙ୍କାନାଳ
  • ଦେବଗଡ଼
  • ଦେଶ
  • ନବରଙ୍ଗପୁର
  • ନୟାଗଡ଼ ନିଉଜ୍
  • ନୂଆପଡ଼ା
  • ପଂଚାୟତ ନିର୍ବାଚନ
  • ପୁରୀ
  • ଫୋଟୋ ଗ୍ୟାଲେରୀ
  • ବରଗଡ଼
  • ବଲାଙ୍ଗିର
  • ବାଣିଜ୍ୟ
  • ବାଲେଶ୍ଵର
  • ବିଚିତ୍ର
  • ବିଶ୍ଵ
  • ବୌଦ୍ଧ
  • ଭଦ୍ରକ
  • ମନୋରଞ୍ଜନ
  • ମୟୁରଭଞ୍ଜ
  • ମହାନଗର
  • ମାଲକାନଗିରି
  • ଯାଜପୁର
  • ରାଜନୀତି
  • ରାୟଗଡା
  • ରାଶିଫଳ
  • ଶିକ୍ଷା ଓ ନିଯୁକ୍ତି
  • ସମ୍ବଲପୁର
  • ସୁନ୍ଦରଗଡ଼
  • ସୁବର୍ଣ୍ଣପୁର
  • ହୋମ୍

Recent News

ବାଲିଅନ୍ତା,ରାମଚନ୍ଦ୍ରପୁରରେ ଯୁବକଙ୍କୁ ସଂଘବଦ୍ଧ ଭାବେ ପିଟି ପିଟି ହତ୍ୟା

ବାଲିଅନ୍ତା,ରାମଚନ୍ଦ୍ରପୁରରେ ଯୁବକଙ୍କୁ ସଂଘବଦ୍ଧ ଭାବେ ପିଟି ପିଟି ହତ୍ୟା

May 8, 2026
CII Odisha Announces New Leadership for 2026-27 with a Roadmap for Industrial Growth and Sustainable Development in Odisha

CII Odisha Announces New Leadership for 2026-27 with a Roadmap for Industrial Growth and Sustainable Development in Odisha

May 8, 2026
  • About
  • Advertise
  • Privacy & Policy
  • Contact

© 2023 Odisha Taza News.

No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ

© 2023 Odisha Taza News.

Go to mobile version