• About
  • Advertise
  • Privacy & Policy
  • Contact
Odisha Taza News
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
Odisha Taza News
No Result
View All Result
Home ଓଡ଼ିଶା

ପ୍ରଦେଶ କଂଗ୍ରେସ ପକ୍ଷରୁ ତ୍ରିରଙ୍ଗା ଯାତ୍ରା ଅନୁଷ୍ଠିତ

Proprietor Abhimanyu Maharana by Proprietor Abhimanyu Maharana
May 15, 2025
in ଓଡ଼ିଶା, ଖୋର୍ଦ୍ଧା, ମହାନଗର, ରାଜନୀତି, ହୋମ୍
0
ପ୍ରଦେଶ କଂଗ୍ରେସ ପକ୍ଷରୁ ତ୍ରିରଙ୍ଗା ଯାତ୍ରା ଅନୁଷ୍ଠିତ
Share on FacebookShare on TwitterWhatsapp

ଭୁବନେଶ୍ୱର (ଓଡ଼ିଶା ତାଜା ନ୍ୟୁଜ୍)  :- ଅଖିଳ ଭାରତ କଂଗ୍ରେସ କମିଟିର ଆହ୍ୱାନକ୍ରମେ ପ୍ରଦେଶ କଂଗ୍ରେସ ପକ୍ଷରୁ ପିସିସି ସଭାପତି ଶ୍ରୀ ଭକ୍ତ ଚରଣ ଦାସଙ୍କ ନେତୃତ୍ୱରେ ପାକିସ୍ଥାନର ଆତଙ୍କବାଦକୁ ଦମନ କରିବା ପାଇଁ ବୀରତ୍ୱ, ଅସୀମ ସାହସ, ଅମାପଶକ୍ତିର ପରାକାଷ୍ଠା ପ୍ରଦର୍ଶନ କରିଥିବା ଭାରତୀୟ ଯବାନ ମାନଙ୍କର ସମ୍ମାନର୍ଥେ ତ୍ରୀରଙ୍ଗା ଯାତ୍ରା ଅନୁଷ୍ଠିତ ହୋଇଯାଇଛି । ଏହି ଯାତ୍ରା ରାମ ମନ୍ଦିର ଛକ ଠାରୁ ଆରମ୍ଭ ହୋଇ ମାଷ୍ଟରକ୍ୟାଂଟିନ ଛକଠାରେ ସମାପନ ହୋଇଥିଲା । ସେଠାରେ ସେବାଦଳ ପକ୍ଷରୁ ଭାରତର ସ୍ଥଳ, ଜଳ ଓ ବାୟୁ ସେନାଙ୍କ ପ୍ରତି ସଲାମୀ କାର୍ଯ୍ୟକ୍ରମ ହୋଇଥିଲା ।

ତ୍ରୀରଙ୍ଗା ଯାତ୍ରାରେ କଂଗ୍ରେସକର୍ମୀ ମାନେ ଜାତୀୟ ପତାକା ଧରି “ଜୟହୀନ୍ଦ”, “ଜୟଜବାନ” ସ୍ଳୋଗାନ ଦେଇ ଯାତ୍ରା କରିଥିଲେ । ଏହି କାର୍ଯ୍ୟକ୍ରମରେ ଦେଶାତ୍ମକ ବୋଧକ ସଂଗୀତ ଡାକବାଜି ଯନ୍ତ୍ର ମାଧ୍ୟମରେ ପରିବେଷଣ କରାଯାଇଥିଲା । ଏହି ଅବସରରେ ପିସିସି ସଭାପତି ଶ୍ରୀଯୁକ୍ତ ଭକ୍ତ ଦାସ କହିଥିଲେ ଯେ ଭାରତର ବୀର ଯବାନ ମାନେ ଆତଙ୍କବାଦୀ ରାଷ୍ଟ୍ର ପାକିସ୍ଥାନକୁ ଯେଉଁ କଡ଼ା ଜବାବ ଦେଇଛନ୍ତି ସେଥିପାଇଁ କଂଗ୍ରେସ ଦଳ, ଏହାର ନେତୃବୃନ୍ଦ ଓ କର୍ମୀମାନେ ଗର୍ବିତ । ଆତଙ୍କବାଦକୁ ଦମନ କରିବାପାଇଁ ଦେଶର ସେନାବାହିନୀ ସୁସଜ୍ଜିତ ଓ କର୍ତ୍ତବ୍ୟରତ ରହିଛନ୍ତି ।

ଏହି ମହାନ ସଂଗ୍ରାମରେ ସମସ୍ତ ଭାରତୀୟ ଏକତ୍ରୀତ ଏବଂ ଏକ ସ୍ୱରରେ ଆତଙ୍କବାଦ ବିରୁଦ୍ଧରେ ଲଢୁଛନ୍ତି । ସେନାବାହିନୀ ପଛରେ ଆମେ ଅଟଳ ରହିଛୁ । କଂଗ୍ରେସ ସଭାପତି ମଲ୍ଲିକାର୍ଜ୍ଜୁନ ଖଡ଼ଗେ ଏବଂ ଜନନାୟକ ରାହୁଲ ଗାନ୍ଧୀ ତଥା ଦେଶର ସମସ୍ତ କଂଗ୍ରେସ କର୍ମୀ ଓ ନେତୃବୃନ୍ଦ ଭାରତୀୟ ସେନାଙ୍କର ଅତୁଲ୍ୟ ଶକ୍ତି ପ୍ରଦର୍ଶନର ପ୍ରଶଂସା କରୁଛନ୍ତି । ଏହି କାର୍ଯ୍ୟକ୍ରମରେ ଯୋଗଦେଇ ଏଆଇସିସି ପ୍ରଭାରୀ ଶ୍ରୀ ଅଜୟ କୁମାର ଲଲ୍ଲୁ କହିଥିଲେ ଯେ ଆମର ଯବାନମାନେ ଦେଶର ସମ୍ମାନ, ସ୍ୱାଭିମାନ ଓ ସୁରକ୍ଷା ପାଇଁ ନିଜ ଜୀବନକୁ ବାଜି ଲଗାଇ ସୀମାରେ ଲଢ଼େଇ କରୁଛନ୍ତି ।

ସେମାନଙ୍କର ତ୍ୟାଗ, ରାଷ୍ଟ୍ରଭକ୍ତି ଓ ଦେଶବାସୀଙ୍କ ପାଇଁ ଅଙ୍ଗୀକାରର ପଟ୍ଟାନ୍ତର ନାହିଁ । ଏହି କାର୍ଯ୍ୟକ୍ରମରେ ଏଆଇସିସିର ସହ ପ୍ରଭାରୀ ରୋଜାଲିନ ତିର୍କୀ, ପୂର୍ବତନ ପିସିସି ସଭାପତି ନିରଞ୍ଜନ ପଟ୍ଟନାୟକ, ଜୟଦେବ ଜେନା, ପ୍ରସାଦ ହରିଚନ୍ଦନ, ଶରତ ରାଉତ,ଶ୍ରୀକାନ୍ତ ଜେନା, ତାରା ପ୍ରସାଦ ବାହିନୀପତି, ଜଗନ୍ନାଥ ପଟ୍ଟନାୟକ, ସୁରେଶ କୁମାର ରାଉତରାୟ, ସମୀର ରାଉତରାୟ, ଶିବାନନ୍ଦ ରାୟ, ଅନନ୍ତ ପ୍ରସାଦ ସେଠୀ, ରମେଶ ଜେନା, ବିଶ୍ୱଜିତ ଦାଶ, ମହମ୍ମଦ ମୋକିମ, ରଞ୍ଜିତ ପାତ୍ର, ଉଦିତ ପ୍ରଧାନ, ଶୁଭେନ୍ଦୁ ମହାନ୍ତି, ଲଲାଟେନ୍ଦୁ ମହାପାତ୍ର,

ନଗେନ୍ଦ୍ର ପ୍ରଧାନ, ରବି ମଲ୍ଲିକ, ନବଜ୍ୟୋତି ପଟ୍ଟନାୟକ, ସୁବ୍ରତ ମହାପାତ୍ର, ବିଜୟଲକ୍ଷ୍ମୀ ସାହୁ, ବିଭୁତି ମିଶ୍ର, ପ୍ରଫୁଲ୍ଲ ପ୍ରଧାନ, ଦେବାଶିଷ ପଟ୍ଟନାୟକ, ଜାନକୀ ବଲ୍ଲଭ ପଟ୍ଟନାୟକ, ବିଶ୍ୱରଞ୍ଜନ ମହାନ୍ତି, ସୋଫିଆ ପିର୍ଦ୍ଦୋସ, ପ୍ରଶାନ୍ତ ଚମ୍ପତ୍ତି, ପ୍ରକାଶ ଜେନା, କିଶୋର ଜେନା, ଜିଆଉଲ ହକ, ଉମାବଲ୍ଲଭ ରଥ, ମହମ୍ମଦ ଇମଦାଦ, ଅମିୟ ପଟ୍ଟନାୟକ, ମନୋରଞ୍ଜନ ଦାଶ, ଚିନ୍ମୟ ସୁନ୍ଦର ଦାସ, ମନୋଜ ସିଂ, ସୁଧାଂଶୁ ଦେଓ, ପ୍ରକାଶ ମିଶ୍ର, ମାନସ ରଞ୍ଜନ ଆଚାର୍ଯ୍ୟ, ପୃଥିବୀ ବଲ୍ଲଭ ପଟ୍ଟନାୟକ, ଗୀତାଞ୍ଜଳି ମହାନ୍ତି, ପଦ୍ମାକର ଗୁରୁ, ସ୍ମୃତି ଲେଙ୍କା, ମାନସ ମଲ୍ଲିକ, ରଜନୀ ମହାନ୍ତି, ଶାନ୍ତନୁ ସାହୁ, ନଟବର ବାରିକ, ବାଙ୍କନିଧି ବେହେରା,

ସିଦ୍ଧାର୍ଥ ଦାସ, ରାଜକିଶୋର ବାରିକ, ପ୍ରଦୀପ୍ତ ଦାସ, ସୁଶାନ୍ତ ତ୍ରିପାଠୀ, ଲଲାଟେନ୍ଦୁ ଦାସ, ଅଶୋକ ଦାସ, ଲିଙ୍ଗରାଜ ସାହୁ, ପ୍ରଣତୀ ମିଶ୍ର, କୁସୁମ ପ୍ରଧାନ, ସିର୍ଦ୍ଧାଥ ମହାନ୍ତି, ବିପ୍ଳବ ଚୌଧୁରୀ, ହିଂମାଶୁ ଲେଙ୍କା, ଅଜୟ ସାହୁ, ରାଜୀବ ପଟ୍ଟନାୟକ, ସନ୍ତୋଷ ଜେନା, ଜୟକୃଷ୍ଣ ସୁବୁଦ୍ଧି, ଶିଳ୍ପିଶ୍ରୀ ହରିଚନ୍ଦନ, ଶ୍ରେୟାସ୍ମିତା ପଣ୍ଡା, ସିଦ୍ଧାର୍ଥ ମହାନ୍ତି, ଉଷାରାଣୀ ବେହେରା, ସୁଭାଷ ପ୍ରଧାନ, ଏମଡି ଶାହାଦୁଲ୍ଲା, ଶାନ୍ତାୟନ ମିଶ୍ର, ଅନିମା ମିଞ୍ଜ, ନିରୁପମା ପାତ୍ର, ଅଭୟ ସ୍ୱାଇଁ, ସତ୍ୟବ୍ରତ ନାୟକ, ସନ୍ତୋଷ ପ୍ରଧାନ, ସମସିଦା ତାଇବା, ବଟକୃଷ୍ଣ ରାଉତରାୟ, ଦୀପକ ସାହୁ,ସସ୍ମିତା ପଣ୍ଡା, ପ୍ରଦୀପ ମହାପାତ୍ର, ନଳିନୀ କାନ୍ତ ନାୟକ, ସୁଦୀପ ସାମଲ, ଶିବକୁମାର ନାୟାର, ନିଶିକାନ୍ତ ମିଶ୍ର,

ବିଶ୍ୱକେଶନ ହରିଚନ୍ଦନ ମହାପାତ୍ର, ସନ୍ତୋଷ ବଳ, ସିଲି ସେଠୀ, ବିଶ୍ୱଜିତ ଦାସ, ଜାକବ ପ୍ରଧାନ, ସଂଜୟ ମଣ୍ଡଳ, ବିନୋଦ ନାୟକ, ମିତ୍ରଭାନୁ ମହାପାତ୍ର, ପ୍ରତାପ ପ୍ରଧାନ, ଅଶୋକ ମଙ୍ଗରାଜ, ସଂଜୟ ରାୟ, ଆଲୋକ ନନ୍ଦ, ନିରଞ୍ଜନ ନାୟକ, ମିହିର ଆଚାର୍ଯ୍ୟ, ମୋହନ ଜେନା, ମନୋଜ ସାହୁ, ପ୍ରାଚୀ ରାଉତରାୟ, ମନିଶା ଦାସ ପଟ୍ଟନାୟକ, ଜୟଶ୍ରୀ ପାତ୍ର, ସ୍ନେହାପ୍ରଭା ଜେନା, ବିରଞ୍ôଚ ବାରିକ, ଦେବାଶିଷ ମହାପାତ୍ର, ବନମାଳି ଦାସ, ସୁଧାଂଶୁ ମହାନ୍ତି ପ୍ରମୁଖ ଅଂଶଗ୍ରହଣ କରିଥିଲେ ।

Proprietor Abhimanyu Maharana

Proprietor Abhimanyu Maharana

  • Trending
  • Comments
  • Latest
ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

June 13, 2024
ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

February 24, 2020
ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

May 19, 2020
ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା  ।

ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା ।

July 1, 2020
ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

0
“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

0
କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

0
ହୀରାକୁଦ – ନିଷିଦ୍ଧଞ୍ଚଳ ରେ  ତିନି ଅଭିନେତ୍ରୀ ଙ୍କ  ସହିତ  ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

ହୀରାକୁଦ – ନିଷିଦ୍ଧଞ୍ଚଳ ରେ ତିନି ଅଭିନେତ୍ରୀ ଙ୍କ ସହିତ ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

0
Junior & Senior Artistic Gymnastics National Championships 2026–27

Junior & Senior Artistic Gymnastics National Championships 2026–27

April 28, 2026
ଉତ୍କଳଗୌରବ ମଧୁସୂଦନ ଦାସଙ୍କ ଜୟନ୍ତୀରେ ମାଲ୍ୟାର୍ପଣ ଓ ଶ୍ରଦ୍ଧାଞ୍ଜଳି

ଉତ୍କଳଗୌରବ ମଧୁସୂଦନ ଦାସଙ୍କ ଜୟନ୍ତୀରେ ମାଲ୍ୟାର୍ପଣ ଓ ଶ୍ରଦ୍ଧାଞ୍ଜଳି

April 28, 2026
ବିରୋଧୀ ଦଳମାନଙ୍କର ମହିଳା ବିରୋଧୀ ମାନସିକତା ବିରୁଦ୍ଧରେ ନୟାଗଡ଼ରେ ବିଜେପିର ସାମ୍ବାଦିକ ସମ୍ମିଳନୀ

ବିରୋଧୀ ଦଳମାନଙ୍କର ମହିଳା ବିରୋଧୀ ମାନସିକତା ବିରୁଦ୍ଧରେ ନୟାଗଡ଼ରେ ବିଜେପିର ସାମ୍ବାଦିକ ସମ୍ମିଳନୀ

April 28, 2026
ଜାତିଗତ ଜନ ଗଣନାର ୧୨ ନମ୍ବର କଲମରେ ପଚାରା ଯାଉଥିବା ପ୍ରଶ୍ନରେ ଓବିସି ସାମିଲ କରିବା ଦାବି ନେଇ ରାଜଧାନୀ ରେ ବିକ୍ଷୋଭ ଓ ଧାରଣା

ଜାତିଗତ ଜନ ଗଣନାର ୧୨ ନମ୍ବର କଲମରେ ପଚାରା ଯାଉଥିବା ପ୍ରଶ୍ନରେ ଓବିସି ସାମିଲ କରିବା ଦାବି ନେଇ ରାଜଧାନୀ ରେ ବିକ୍ଷୋଭ ଓ ଧାରଣା

April 28, 2026

Recent News

Welcome to Odisha Taza News.
Chief Editor: Abhimanyu Maharana
Email: odishatazanews1@gmail.com
whatsapp - 9938341180
contact no - 7008991872

Browse by Category

  • Uncategorized
  • ଅନୁଗୁଳ
  • ଅପରାଧ
  • ଓଡ଼ିଶା
  • କଟକ
  • କନ୍ଧମାଳ
  • କରୋନା
  • କଳାହାଣ୍ଡି
  • କେନ୍ଦୁଝର
  • କେନ୍ଦ୍ରାପଡା
  • କୋରାପୁଟ
  • କ୍ରୀଡ଼ା
  • ଖେଳ
  • ଖୋର୍ଦ୍ଧା
  • ଗଜପତି
  • ଗଞ୍ଜାମ
  • ଜଗତସିଂହପୁର
  • ଜୀବନଚର୍ଯ୍ୟା
  • ଝାରସୁଗୁଡା
  • ଢେଙ୍କାନାଳ
  • ଦେବଗଡ଼
  • ଦେଶ
  • ନବରଙ୍ଗପୁର
  • ନୟାଗଡ଼ ନିଉଜ୍
  • ନୂଆପଡ଼ା
  • ପଂଚାୟତ ନିର୍ବାଚନ
  • ପୁରୀ
  • ଫୋଟୋ ଗ୍ୟାଲେରୀ
  • ବରଗଡ଼
  • ବଲାଙ୍ଗିର
  • ବାଣିଜ୍ୟ
  • ବାଲେଶ୍ଵର
  • ବିଚିତ୍ର
  • ବିଶ୍ଵ
  • ବୌଦ୍ଧ
  • ଭଦ୍ରକ
  • ମନୋରଞ୍ଜନ
  • ମୟୁରଭଞ୍ଜ
  • ମହାନଗର
  • ମାଲକାନଗିରି
  • ଯାଜପୁର
  • ରାଜନୀତି
  • ରାୟଗଡା
  • ରାଶିଫଳ
  • ଶିକ୍ଷା ଓ ନିଯୁକ୍ତି
  • ସମ୍ବଲପୁର
  • ସୁନ୍ଦରଗଡ଼
  • ସୁବର୍ଣ୍ଣପୁର
  • ହୋମ୍

Recent News

Junior & Senior Artistic Gymnastics National Championships 2026–27

Junior & Senior Artistic Gymnastics National Championships 2026–27

April 28, 2026
ଉତ୍କଳଗୌରବ ମଧୁସୂଦନ ଦାସଙ୍କ ଜୟନ୍ତୀରେ ମାଲ୍ୟାର୍ପଣ ଓ ଶ୍ରଦ୍ଧାଞ୍ଜଳି

ଉତ୍କଳଗୌରବ ମଧୁସୂଦନ ଦାସଙ୍କ ଜୟନ୍ତୀରେ ମାଲ୍ୟାର୍ପଣ ଓ ଶ୍ରଦ୍ଧାଞ୍ଜଳି

April 28, 2026
  • About
  • Advertise
  • Privacy & Policy
  • Contact

© 2023 Odisha Taza News.

No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ

© 2023 Odisha Taza News.

Go to mobile version