• About
  • Advertise
  • Privacy & Policy
  • Contact
Odisha Taza News
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
Odisha Taza News
No Result
View All Result
Home ଓଡ଼ିଶା

ରାଜସୁନାଖଳାରେ ଆୟୋଜିତ ହେଲା ତି୍ରଙ୍ଗା ଯାତ୍ରା : ପତାକା ଦେଖାଇ ଶୁଭାରମ୍ଭ କଲେ – ବାଚସ୍ପତି ଶ୍ରୀମତୀ ପାଢ଼ୀ

Proprietor Abhimanyu Maharana by Proprietor Abhimanyu Maharana
May 15, 2025
in ଓଡ଼ିଶା, ନୟାଗଡ଼ ନିଉଜ୍, ମହାନଗର, ହୋମ୍
0
ରାଜସୁନାଖଳାରେ ଆୟୋଜିତ ହେଲା ତି୍ରଙ୍ଗା ଯାତ୍ରା : ପତାକା ଦେଖାଇ ଶୁଭାରମ୍ଭ କଲେ – ବାଚସ୍ପତି ଶ୍ରୀମତୀ ପାଢ଼ୀ
Share on FacebookShare on TwitterWhatsapp

ଅପରେସନ୍‌ ସିନ୍ଦୂର ଦେଶର ଏକତା ଓ ସାର୍ବଭୌମତ୍ୱ ପ୍ରତି ରହିଥିବା ପ୍ରତିବଦ୍ଧତାର ପ୍ରମାଣ : ବାଚସ୍ପତି

ଭୁବନେଶ୍ୱର(ଓଡ଼ିଶା ତାଜା ନ୍ୟୁଜ୍) :- ଅପ୍ରେଲ ୨୨ ତାରିଖ ଦିନ ଜାମ୍ମୁର ପହଲଗାମ୍‌ଠାରେ ଆତଙ୍କବାଦୀଙ୍କ ବିଭତ୍ସ କାଣ୍ଡର ଜବାବ୍‌ରେ ଭାରତର ଯଶସ୍ୱୀ ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀଙ୍କ ନିର୍ଦ୍ଦେଶରେ ଭାରତ ଆତଙ୍କବାଦୀଙ୍କ ବିରୁଦ୍ଧରେ ମଇ ୭ ତାରିଖ ଦିନ ‘ଅପରେସନ୍‌ ସିନ୍ଦୂର’ ଆରମ୍ଭ କରିଥିଲା । ଭାରତୀୟ ସେନାବାହିନୀର ଅଭୂତପୂର୍ବ ସାହସ, ପରାକାଷ୍ଠା ଯୋଗୁଁ ପାକିସ୍ତାନରେ ଥିବା ଆତଙ୍କବାଦୀଙ୍କ ଆଧ୍ୱଂସ ପାଇବା ସହ ବହୁ ଆତଙ୍କବାଦୀ ମୃତାହତ ହୋଇଥିଲେ । ଏହି ଆକ୍ରମଣରେ ବ୍ୟତିବ୍ୟସ୍ତ ହୋଇ ମାତ୍ର ତିନି ଦିନ ପରେ ମଇ ୧୦ ତାରିଖ ଦିନ ପାକିସ୍ତାନ ଅସ୍ତ୍ରବିରତିର ପ୍ରସ୍ତାବ ଦେଇଥିଲା ।

ଭାରତୀୟ ସେନାର ଶୌର୍ଯ୍ୟ ଓ ପରାକ୍ରମ ଯୋଗୁଁ ଆଜି ଦେଶବାସୀ ଗର୍ବିତ । ଭାରତର ସାର୍ବଭୌମତ୍ୱ ଓ ଭାରତୀୟଙ୍କ ସୁରକ୍ଷା ପାଇଁ ସେନାବାହିନୀର ଏହି ଦେଶଭକ୍ତି ଓ ବୀରତ୍ୱକୁ ସମ୍ମାନ ଜଣାଇ ଆଜି ରଣପୁର ବ୍ଲକ୍‌ର ରାଜସୁନାଖଳା ଗ୍ରାମପଞ୍ଚାୟତସ୍ଥିତ ରାଷ୍ଟ୍ରୀୟ ସୁରକ୍ଷା ନାଗରିକ ସମାଜ ପକ୍ଷରୁ ଏକ ତି୍ରରଙ୍ଗା ରାଲି ଅନୁଷ୍ଠିତ ହୋଇଯାଇଛି । ବାଚସ୍ପତି ଶ୍ରୀମତୀ ସୁରମା ପାଢ଼ୀ ଏହି ରାଲିକୁ ପତାକା ଦେଖାଇ ଶୁଭାରମ୍ଭ କରିଥିଲେ । ଭାରତ ମାତା କି ଜୟ, ବନ୍ଦେ ମାତରମ୍‌ ଧ୍ୱନିରେ ଗଗନପବନ ପ୍ରକମ୍ପିତ ହୋଇଥିଲା । ବହୁ ସଂଖ୍ୟାରେ ସ୍ଥାନୀୟ ଜନତା, ରଣପୁର ନାଗରିକ ସମାଜ, ବରିଷ୍ଠ ନାଗରିକ ସଂଘ, ବିବେକାନନ୍ଦ ପାଠାଗାର, ବଣିକ ସଂଘ, ବିଭିନ୍ନ ସାମାଜିକ ସଂଗଠନ, ସେ୍ୱଚ୍ଛାସେବୀ ସଂଗଠନ ଏବଂ ଶତାଧିକ ମହିଳା ଏହି ରାଲିରେ ଯୋଗଦେଇଥିଲେ । ଅପରାହ ୪ଟା ସମୟରେ ଏହି ତି୍ରରଙ୍ଗା ଶୋଭାଯାତ୍ରା ରାଜସୁନାଖେଳା ବସଷ୍ଟାଣ୍ଡରୁ ବାହାରି ଦକ୍ଷିଣକାଳୀ ମନ୍ଦିର ପର୍ଯ୍ୟନ୍ତ ଯାଇଥିଲା ।

୧୨୦ ମିଟର ଲମ୍ବର ତି୍ରରଙ୍ଗା ପତାକା ଧରି ରାଲି ଦକ୍ଷିଣକାଳୀ ମନ୍ଦିର ପ୍ରାଙ୍ଗଣରେ ପହଞ୍ଚିବା ପରେ ସ୍ଥାନୀୟ ସରପଞ୍ଚ ସ୍ଥାନୀୟ ସରପଞ୍ଚ ଚିତ୍ତରଞ୍ଜନ ପ୍ରଧାନଙ୍କ ନେତୃତ୍ୱରେ ଏକ ସାଧାରଣ ସଭାର ଆୟୋଜନ କରାଯାଇଥିଲା । ଜନସାଧାରଣଙ୍କ ମନରେ ଅପୂର୍ବ ଉତ୍ସାହ, ଉଦ୍ଦୀପନା ଓ ବିଜୟର ଆନନ୍ଦ ସହ ଦେଶପ୍ରେମର ଭାବ ଦେଖି ବାଚସ୍ପତି ଶ୍ରୀମତୀ ପାଢ଼ୀ ଅଭିଭୂତ ହୋଇଥିଲେ । ବାଚସ୍ପତି ଶ୍ରୀମତୀ ପାଢ଼ୀ ରାଲିକୁ ସମ୍ବୋଧନ କରି ମାତୃଜାତି ପ୍ରତି ରହିଥିବା ଗଭୀର ସମ୍ବେଦନା ତଥା ଦେଶର କନ୍ୟାର ସିନ୍ଦୂରର ସୁରକ୍ଷା ମାଧ୍ୟମରେ ସମଗ୍ର ଦେଶବାଦୀଙ୍କ ସୁରକ୍ଷା, ଦେଶର ଏକତା ଏବଂ ସାର୍ବଭୌମତ୍ୱ ପ୍ରତି ରହିଥିବା ପ୍ରତିବଦ୍ଧତାର ପରିଣାମ ଅପରେସନ୍‌ ସିନ୍ଦୂର ବୋଲି ମତବ୍ୟକ୍ତ କରିଥିଲେ ।

ସମସ୍ତ ସେନାବାହିନୀର ସମନ୍ୱୟ ଏବଂ ଦେଶ ସାମରିକ କୌଶଳରେ ବିଶ୍ୱର ସର୍ବଶ୍ରେଷ୍ଠ ଦେଶ ବୋଲି ପ୍ରମାଣ ଦର୍ଶାଇ ପ୍ରଧାନମନ୍ତ୍ରୀ ଓ ସୈନ୍ୟବାହିନୀଙ୍କ ପ୍ରତି ଶ୍ରୀମତୀ ପାଢ଼ୀ ଗଭୀର କୃତଜ୍ଞତା ଜଣାଇଥିଲେ । ଯୁବ ସମାଜସେବୀ ଅଭିଷେକ ସାମନ୍ତରାୟ ରଣପୁରର ଯୁବସମାଜ ରଘୁ-ଦିବାକରଙ୍କ ଦାୟତ ଏବଂ ପ୍ରଧାନମନ୍ତ୍ରୀଙ୍କ ଆତଙ୍କବାଦର ମୂଳୋତ୍ପାଟନ ସଂକଳ୍ପ ସହିତ ଅଛନ୍ତି ବୋଲି କହିଥିଲେ । ଅନ୍ୟମାନଙ୍କ ମଧ୍ୟରେ ଜୟନ୍ତ ନାୟକ, ପରେଶ ମିଶ୍ର, ଚନ୍ଦ୍ର ବିଜୟୀ ମିଶ୍ର, ସନ୍ନ୍ୟାସୀ ନାୟକ, ତପନ ପ୍ରଧାନ, ଭୁବନେଶ୍ୱରୀ ସାହୁ, ଶିଶିର ସାହୁ, ନିର୍ମଳ କୁମାର ମତ୍ତଗଜସିଂହ, ମହେନ୍ଦ୍ର ସାହୁ, ମଦନ ମୋହନ ସାହୁ ପ୍ରମୁଖ ଉପସ୍ଥିତ ରହି ଜନସାଧାରଣଙ୍କୁ ଉତ୍ସାହିତ କରିଥିଲେ ।

Proprietor Abhimanyu Maharana

Proprietor Abhimanyu Maharana

  • Trending
  • Comments
  • Latest
ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

June 13, 2024
ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

February 24, 2020
ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

May 19, 2020
ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା  ।

ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା ।

July 1, 2020
ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

0
“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

0
କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

0
ହୀରାକୁଦ – ନିଷିଦ୍ଧଞ୍ଚଳ ରେ  ତିନି ଅଭିନେତ୍ରୀ ଙ୍କ  ସହିତ  ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

ହୀରାକୁଦ – ନିଷିଦ୍ଧଞ୍ଚଳ ରେ ତିନି ଅଭିନେତ୍ରୀ ଙ୍କ ସହିତ ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

0
ଡ଼ଃ ସୁରେଶ ଚନ୍ଦ୍ର ଜେନା ଙ୍କ ଜନ୍ମ ବାର୍ଷିକ ପାଳନ

ଡ଼ଃ ସୁରେଶ ଚନ୍ଦ୍ର ଜେନା ଙ୍କ ଜନ୍ମ ବାର୍ଷିକ ପାଳନ

May 6, 2026
ସାମାଜିକ ଗଣମାଧ୍ୟମରେ ଅପମାନଜନକ ଓ ଅଶାଳୀନ ପୋଷ୍ଟ

ସାମାଜିକ ଗଣମାଧ୍ୟମରେ ଅପମାନଜନକ ଓ ଅଶାଳୀନ ପୋଷ୍ଟ

May 6, 2026
ଗରୀବ ଶ୍ରେଣୀର ଝିଅ ହେଲେ ଟପ୍ପର

ଗରୀବ ଶ୍ରେଣୀର ଝିଅ ହେଲେ ଟପ୍ପର

May 6, 2026
ଗଜପତି ଜିଲା ରେ ଗଂଜେଇ ବିହନ ଶୂନ୍ୟ

ଗଜପତି ଜିଲା ରେ ଗଂଜେଇ ବିହନ ଶୂନ୍ୟ

May 6, 2026

Recent News

ଡ଼ଃ ସୁରେଶ ଚନ୍ଦ୍ର ଜେନା ଙ୍କ ଜନ୍ମ ବାର୍ଷିକ ପାଳନ

ଡ଼ଃ ସୁରେଶ ଚନ୍ଦ୍ର ଜେନା ଙ୍କ ଜନ୍ମ ବାର୍ଷିକ ପାଳନ

May 6, 2026
ସାମାଜିକ ଗଣମାଧ୍ୟମରେ ଅପମାନଜନକ ଓ ଅଶାଳୀନ ପୋଷ୍ଟ

ସାମାଜିକ ଗଣମାଧ୍ୟମରେ ଅପମାନଜନକ ଓ ଅଶାଳୀନ ପୋଷ୍ଟ

May 6, 2026
ଗରୀବ ଶ୍ରେଣୀର ଝିଅ ହେଲେ ଟପ୍ପର

ଗରୀବ ଶ୍ରେଣୀର ଝିଅ ହେଲେ ଟପ୍ପର

May 6, 2026
ଗଜପତି ଜିଲା ରେ ଗଂଜେଇ ବିହନ ଶୂନ୍ୟ

ଗଜପତି ଜିଲା ରେ ଗଂଜେଇ ବିହନ ଶୂନ୍ୟ

May 6, 2026
Odisha Taza News

Welcome to Odisha Taza News.
Chief Editor: Abhimanyu Maharana
Email: odishatazanews1@gmail.com
whatsapp - 9938341180
contact no - 7008991872

Browse by Category

  • Uncategorized
  • ଅନୁଗୁଳ
  • ଅପରାଧ
  • ଓଡ଼ିଶା
  • କଟକ
  • କନ୍ଧମାଳ
  • କରୋନା
  • କଳାହାଣ୍ଡି
  • କେନ୍ଦୁଝର
  • କେନ୍ଦ୍ରାପଡା
  • କୋରାପୁଟ
  • କ୍ରୀଡ଼ା
  • ଖେଳ
  • ଖୋର୍ଦ୍ଧା
  • ଗଜପତି
  • ଗଞ୍ଜାମ
  • ଜଗତସିଂହପୁର
  • ଜୀବନଚର୍ଯ୍ୟା
  • ଝାରସୁଗୁଡା
  • ଢେଙ୍କାନାଳ
  • ଦେବଗଡ଼
  • ଦେଶ
  • ନବରଙ୍ଗପୁର
  • ନୟାଗଡ଼ ନିଉଜ୍
  • ନୂଆପଡ଼ା
  • ପଂଚାୟତ ନିର୍ବାଚନ
  • ପୁରୀ
  • ଫୋଟୋ ଗ୍ୟାଲେରୀ
  • ବରଗଡ଼
  • ବଲାଙ୍ଗିର
  • ବାଣିଜ୍ୟ
  • ବାଲେଶ୍ଵର
  • ବିଚିତ୍ର
  • ବିଶ୍ଵ
  • ବୌଦ୍ଧ
  • ଭଦ୍ରକ
  • ମନୋରଞ୍ଜନ
  • ମୟୁରଭଞ୍ଜ
  • ମହାନଗର
  • ମାଲକାନଗିରି
  • ଯାଜପୁର
  • ରାଜନୀତି
  • ରାୟଗଡା
  • ରାଶିଫଳ
  • ଶିକ୍ଷା ଓ ନିଯୁକ୍ତି
  • ସମ୍ବଲପୁର
  • ସୁନ୍ଦରଗଡ଼
  • ସୁବର୍ଣ୍ଣପୁର
  • ହୋମ୍

Recent News

ଡ଼ଃ ସୁରେଶ ଚନ୍ଦ୍ର ଜେନା ଙ୍କ ଜନ୍ମ ବାର୍ଷିକ ପାଳନ

ଡ଼ଃ ସୁରେଶ ଚନ୍ଦ୍ର ଜେନା ଙ୍କ ଜନ୍ମ ବାର୍ଷିକ ପାଳନ

May 6, 2026
ସାମାଜିକ ଗଣମାଧ୍ୟମରେ ଅପମାନଜନକ ଓ ଅଶାଳୀନ ପୋଷ୍ଟ

ସାମାଜିକ ଗଣମାଧ୍ୟମରେ ଅପମାନଜନକ ଓ ଅଶାଳୀନ ପୋଷ୍ଟ

May 6, 2026
  • About
  • Advertise
  • Privacy & Policy
  • Contact

© 2023 Odisha Taza News.

No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ

© 2023 Odisha Taza News.

Go to mobile version