• About
  • Advertise
  • Privacy & Policy
  • Contact
Odisha Taza News
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
Odisha Taza News
No Result
View All Result
Home ଓଡ଼ିଶା

ସ୍ଲୋଗ – ପାନୀୟଜଳ ଅଭାବରୁ ଜାତୀୟରାଜପଥ ଅବରୋଧ କରିବା ସହ ବିଡିଓ ଙ୍କୁ ବିନ୍ଧିକି ବଡାଇବାକୁ ଅଡିବସିଥିଲେ

Proprietor Abhimanyu Maharana by Proprietor Abhimanyu Maharana
May 16, 2025
in ଓଡ଼ିଶା, ଗଜପତି, ହୋମ୍
0
ସ୍ଲୋଗ – ପାନୀୟଜଳ ଅଭାବରୁ ଜାତୀୟରାଜପଥ ଅବରୋଧ କରିବା ସହ ବିଡିଓ ଙ୍କୁ ବିନ୍ଧିକି ବଡାଇବାକୁ ଅଡିବସିଥିଲେ
Share on FacebookShare on TwitterWhatsapp

ଆର,ଉଦୟଗିରି (ଓଡ଼ିଶା ତାଜା ନ୍ୟୁଜ୍)  :- ସରକାର ପାନୀୟ ଜଳ ଯୋଗାଣ ପାଇଁ ଗ୍ରାମାଞ୍ଚଳ ମାନଙ୍କରେ କୋଟି କୋଟି ଟଙ୍କା ଖର୍ଚ୍ଚ କରିଆସୁଥିବା ବେଳେ ଗଜପତି ଜିଲ୍ଲା ଆର -ଉଦୟଗିରି ଠାରେ ମହିଳାମାନେ ପାନୀୟଜଳ ଅଭାବରୁ ଗାଡି ମଟର ଅବରୋଧ କରିଛନ୍ତି l ଯାହାଫଳରେ ବ୍ରହ୍ମପୁର ଠାରୁ ପାରଳାଖେମୁଣ୍ଡିକୁ ସଂଲଘ୍ନ କରୁଥିବା 326 ନମ୍ବର ଜାତୀୟ ରାଜପଥ ସମ୍ପୂର୍ଣ ଭାବେ ଠପ ହେଇପଡ଼ିଛି l ସୂଚନା ପ୍ରକାରେ ଏଠାରେ ଦୀର୍ଘ 5ରୁ 6 ମାସ ହେବ ପିଇବା ପାଇଁ ଜଳ ସଙ୍କଟ ଦେଖା ଦେଇଛି l ସମସ୍ୟାର ସମାଧାନ ପାଇଁ ଗ୍ରାମବାସୀ ବାରମ୍ବାର ବ୍ଲକ ପ୍ରଶାସନକୁ ଅବଗତ କଲେ ମଧ୍ୟ କୌଣସି ପ୍ରକାର ସ୍ଥାୟୀ ସମାଧାନ ହେଇପାରନାହିଁ l

ଯାହା ଫଳରେ ଆଜି ଆର -ଉଦୟଗିରିର ଶତାଧିକା ମହିଳା ଓ ପୁରୁଷ ଏକତ୍ରିତ ହୋଇ ଦୀର୍ଘ 3ଘଣ୍ଟା ପର୍ଯ୍ୟନ୍ତ ରାସ୍ତା ଅବରୋଧ କରିବା ସହ ସ୍ଥାନୀୟ ବିଡିଓ ଲରିମନ ଖର୍ସେଲଙ୍କୁ ବାନ୍ଧି ବାଡେଇ ପାଇଁ ଅଡିବସିଥିଲେ । କାରଣ ଏହି ବିଷୟ ନେଇ ଗ୍ରାମର ମହିଳାମାନେ ବହୁବାର ଜଣାଇଥିଲେ ମଧ୍ୟ ସେ କୌଣସି ପଦକ୍ଷେପ ନେଇନଥିଲେ କା ଗ୍ରାମର ପାଣି ସମସ୍ୟା ସମାଧାନ କରିନଥିରୁ ଗ୍ରାମର ବିଡିଓ ଶ୍ରୀ ଖର୍ସେଲ ବାନ୍ଧି ବାଡେବା ପାଇଁ ଅଡିବସିଥିଲେ । ଏବଂ ପରେ ବ୍ଲକ ପ୍ରଶାସନ,ପାନୀୟଜଳ ଯୋଗାଣ ଅଧିକାରୀ ଓ ପୋଲିସ ପ୍ରଶାସନର ପୂରଣା ମଟର ବାହର କରି ନୂତନ ମଟର ଲଗାଇବା,

ତଳ ଲୋକେ ମଟର ବ୍ୟବହାର କରିବା ଯୋଗୁଁ ଉପର ଲୋକଙ୍କୁ ପାଣି ଆସୁନି ସେଥିଯୋଗୁ ଗ୍ରାମରେ ପାଣି ଛାଡିବା ସମୟରେ ବିଦ୍ୟୁତ ବିଭାଗର ଉଚ ଅଧିକାରୀ ସହ କଥାହୋଇ ବିଦ୍ୟୁତ କାଟି ଗ୍ରାମକୁ ପାଣି ଛଡାଯିବ, ପାଣି ବ୍ୟବହାରି ମାନଙ୍କ ଠାରୁ ଟିକସ ଆଦାୟ କରିଥିବା ସହ ପୁଲିସ, ତହସିଦାର , ବିଡିଓ ଓ ଜଳ ଯୋଗାଣ ଅଧିକାରୀ ସାହିର ଘର ମଟର ବ୍ୟବହାର କରୁଥିବା ବ୍ୟକ୍ତିଙ୍କ ମଟର ବାହର କରାଯିବ ସହ ଟେଙ୍କର ଦ୍ବାରା ପାଣି ଯୋଗାଯିବ ବୋଲି ପ୍ରତିଶୃତି ପରେ ଦୀଘ୍ର ୫ ଘଣ୍ଟା ରାସ୍ତା ଅବରୋଧ ହଟିଥିଲା । ଏହି ରାସ୍ତା ଅବରୋଧ ଯୋଗୁଁ ପାରଳାଖେମଣ୍ଡି, ମୋହନା ଓ ବ୍ରହ୍ମପୁର ସବ୍ ଯାତ୍ରିମାନେ ବହୁ ସମୟ ହଟହଟା ହୋଇଥିଲେ । ପ୍ରତିଶୃତିପରେ ରାସ୍ତାରୁ ହଟିଥିଲେ ଲୋକେ l କିନ୍ତୁ ଯଥା ଶୀଘ୍ର ଯଦି ପ୍ରଶାସନ ସମସ୍ୟାର ସମାଧାନ ନକରନ୍ତି ତାହେଲେ ଆଗାମୀ ଦିନରେ ପୁଣି ଧାରଣାରେ ବସିବେ ବୋଲି ଲୋକେ କହିଛନ୍ତି ।

Proprietor Abhimanyu Maharana

Proprietor Abhimanyu Maharana

  • Trending
  • Comments
  • Latest
ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

June 13, 2024
ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

February 24, 2020
ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

May 19, 2020
ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା  ।

ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା ।

July 1, 2020
ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

0
“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

0
କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

0
ହୀରାକୁଦ – ନିଷିଦ୍ଧଞ୍ଚଳ ରେ  ତିନି ଅଭିନେତ୍ରୀ ଙ୍କ  ସହିତ  ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

ହୀରାକୁଦ – ନିଷିଦ୍ଧଞ୍ଚଳ ରେ ତିନି ଅଭିନେତ୍ରୀ ଙ୍କ ସହିତ ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

0
ପ୍ରସାଦ ଡାଲ୍‌ମା ହାଣ୍ଡିରେ ସାପ ୩୦ ଜଣ ମେଡିକାଲରେ ଭର୍ତି

ପ୍ରସାଦ ଡାଲ୍‌ମା ହାଣ୍ଡିରେ ସାପ ୩୦ ଜଣ ମେଡିକାଲରେ ଭର୍ତି

March 20, 2026
ମାଲକାନଗିରି ଜିଲ୍ଲା ଗସ୍ତ କଲେ ମହିଳା ଓ ଶିଶୁ ବିକାଶ ସଚିବ ଡଃ ମୃଣାଳିନୀ ଦର୍ଶାଲ; ପୁଷ୍ଟିହୀନତା ଦୂରୀକରଣ ଉପରେ ଗୁରୁତ୍ୱ

ମାଲକାନଗିରି ଜିଲ୍ଲା ଗସ୍ତ କଲେ ମହିଳା ଓ ଶିଶୁ ବିକାଶ ସଚିବ ଡଃ ମୃଣାଳିନୀ ଦର୍ଶାଲ; ପୁଷ୍ଟିହୀନତା ଦୂରୀକରଣ ଉପରେ ଗୁରୁତ୍ୱ

March 20, 2026
ପେଦାୱାଡ଼ାରେ ଜିଲ୍ଲା ସ୍ତରୀୟ ଅଭିଯୋଗ ଶୁଣାଣି ଶିବିର : ଲୋକଙ୍କ ସମସ୍ୟା ବୁଝିଲେ ଜିଲ୍ଲାପାଳ

ପେଦାୱାଡ଼ାରେ ଜିଲ୍ଲା ସ୍ତରୀୟ ଅଭିଯୋଗ ଶୁଣାଣି ଶିବିର : ଲୋକଙ୍କ ସମସ୍ୟା ବୁଝିଲେ ଜିଲ୍ଲାପାଳ

March 20, 2026
ମାଲକାନଗିରି ଜିଲ୍ଲାପାଳ ସୋମେଶ କୁମାର ଉପାଧ୍ୟାୟଙ୍କୁ ଭବ୍ୟ ବିଦାୟ ସମ୍ବର୍ଦ୍ଧନା

ମାଲକାନଗିରି ଜିଲ୍ଲାପାଳ ସୋମେଶ କୁମାର ଉପାଧ୍ୟାୟଙ୍କୁ ଭବ୍ୟ ବିଦାୟ ସମ୍ବର୍ଦ୍ଧନା

March 20, 2026

Recent News

Welcome to Odisha Taza News.
Chief Editor: Abhimanyu Maharana
Email: odishatazanews1@gmail.com
whatsapp - 9938341180
contact no - 7008991872

Browse by Category

  • Uncategorized
  • ଅନୁଗୁଳ
  • ଅପରାଧ
  • ଓଡ଼ିଶା
  • କଟକ
  • କନ୍ଧମାଳ
  • କରୋନା
  • କଳାହାଣ୍ଡି
  • କେନ୍ଦୁଝର
  • କେନ୍ଦ୍ରାପଡା
  • କୋରାପୁଟ
  • କ୍ରୀଡ଼ା
  • ଖେଳ
  • ଖୋର୍ଦ୍ଧା
  • ଗଜପତି
  • ଗଞ୍ଜାମ
  • ଜଗତସିଂହପୁର
  • ଜୀବନଚର୍ଯ୍ୟା
  • ଝାରସୁଗୁଡା
  • ଢେଙ୍କାନାଳ
  • ଦେବଗଡ଼
  • ଦେଶ
  • ନବରଙ୍ଗପୁର
  • ନୟାଗଡ଼ ନିଉଜ୍
  • ନୂଆପଡ଼ା
  • ପଂଚାୟତ ନିର୍ବାଚନ
  • ପୁରୀ
  • ଫୋଟୋ ଗ୍ୟାଲେରୀ
  • ବରଗଡ଼
  • ବଲାଙ୍ଗିର
  • ବାଣିଜ୍ୟ
  • ବାଲେଶ୍ଵର
  • ବିଚିତ୍ର
  • ବିଶ୍ଵ
  • ବୌଦ୍ଧ
  • ଭଦ୍ରକ
  • ମନୋରଞ୍ଜନ
  • ମୟୁରଭଞ୍ଜ
  • ମହାନଗର
  • ମାଲକାନଗିରି
  • ଯାଜପୁର
  • ରାଜନୀତି
  • ରାୟଗଡା
  • ରାଶିଫଳ
  • ଶିକ୍ଷା ଓ ନିଯୁକ୍ତି
  • ସମ୍ବଲପୁର
  • ସୁନ୍ଦରଗଡ଼
  • ସୁବର୍ଣ୍ଣପୁର
  • ହୋମ୍

Recent News

ପ୍ରସାଦ ଡାଲ୍‌ମା ହାଣ୍ଡିରେ ସାପ ୩୦ ଜଣ ମେଡିକାଲରେ ଭର୍ତି

ପ୍ରସାଦ ଡାଲ୍‌ମା ହାଣ୍ଡିରେ ସାପ ୩୦ ଜଣ ମେଡିକାଲରେ ଭର୍ତି

March 20, 2026
ମାଲକାନଗିରି ଜିଲ୍ଲା ଗସ୍ତ କଲେ ମହିଳା ଓ ଶିଶୁ ବିକାଶ ସଚିବ ଡଃ ମୃଣାଳିନୀ ଦର୍ଶାଲ; ପୁଷ୍ଟିହୀନତା ଦୂରୀକରଣ ଉପରେ ଗୁରୁତ୍ୱ

ମାଲକାନଗିରି ଜିଲ୍ଲା ଗସ୍ତ କଲେ ମହିଳା ଓ ଶିଶୁ ବିକାଶ ସଚିବ ଡଃ ମୃଣାଳିନୀ ଦର୍ଶାଲ; ପୁଷ୍ଟିହୀନତା ଦୂରୀକରଣ ଉପରେ ଗୁରୁତ୍ୱ

March 20, 2026
  • About
  • Advertise
  • Privacy & Policy
  • Contact

© 2023 Odisha Taza News.

No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ

© 2023 Odisha Taza News.

Go to mobile version