• About
  • Advertise
  • Privacy & Policy
  • Contact
Odisha Taza News
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
Odisha Taza News
No Result
View All Result
Home ଓଡ଼ିଶା

ସ୍ବାସ୍ଥ୍ୟ କର୍ମଚାରୀ କୁଂ ଅବସରକାଳୀନ ସମ୍ବର୍ଦ୍ଧନା

Proprietor Abhimanyu Maharana by Proprietor Abhimanyu Maharana
May 31, 2025
in ଓଡ଼ିଶା, ନୟାଗଡ଼ ନିଉଜ୍, ହୋମ୍
0
ସ୍ବାସ୍ଥ୍ୟ କର୍ମଚାରୀ କୁଂ ଅବସରକାଳୀନ ସମ୍ବର୍ଦ୍ଧନା
Share on FacebookShare on TwitterWhatsapp

ଦଶପଲ୍ଲା (ଓଡ଼ିଶା ତାଜା ନ୍ୟୁଜ୍) :- ଦଶପଲ୍ଲା ବ୍ଲକ୍ ବାଣୀଗୋଛା ସେକ୍ଟର ଅନ୍ତର୍ଗତ ନରାଜିପଡା ସବ୍ – ସେଣ୍ଟର ରେ କାର୍ଯ୍ୟରତ ସ୍ବାସ୍ଥ୍ୟ କର୍ମଚାରୀ ସୁରେଶନ ସାହୁ ଚଳିତ ମାସ ୩୧ ତାରିଖରେ ଅବସର ଗ୍ରହଣ କରିବେ । ତେଣୁ ଶ୍ରୀ ସାହୁଙ୍କୁ ଆଜି ବାଣୀଗୋଛା ସେକ୍ଟର ତରଫରୁ ଅବସରକାଳୀନ ବିଦାୟ ସମ୍ବର୍ଦ୍ଧନା ଦିଆଯାଇଛି । ଆଜିର ଏହି ସମ୍ବର୍ଦ୍ଧନା ଉତ୍ସବରେ ଡ କାଳୀପ୍ରସାଦ ଷଡ଼ଙ୍ଗୀ, ଫାର୍ମାସିଷ୍ଟ କଂ ସମେତ ,ବାଣୀଗୋଛା ସେକ୍ଟର ର ସମସ୍ତ ମହିଳା ସ୍ବାସ୍ଥ୍ୟକର୍ମୀ ( ଏ ଏନ ଏମ୍ ) ,ପୁରୁଷ ସ୍ବାସ୍ଥ୍ୟକର୍ମୀ,

ସୁପରଭାଇ,ଆଶାସାଥୀ,ଆଶାକର୍ମୀ ଓ ଡାକ୍ତରଖାନା କର୍ମଚାରୀ ପ୍ରଭୃତି ଯୋଗଦେଇ ଶ୍ରୀ ସାହୁଙ୍କୁ ଉପାୟନ, ଉପଢୌକନ ପ୍ରଦାନ କରି ଅଶୃଳ ନୟନରେ ବିଦାୟ ଦେଇଥିଲେ । ପ୍ରକାଶ ଥାଉକି ଶ୍ରୀ ସାହୁ ଜଣେ ଅବସରପ୍ରାପ୍ତ ସେନା କର୍ମଚାରୀ ଅଟନ୍ତି । ସେ ୧୯୮୪ ମସିହାରେ ସେନାରେ ଯୋଗଦେଇ ନିଜର ବିରତ୍ବ ଓ କର୍ତ୍ତବ୍ୟ ନିଷ୍ଠା ପ୍ରତିପାଦନ କରି ୨୦୦୨ ମସିହାରେ ସେନାରୁ ଅବସର ଗ୍ରହଣ କରିବାପରେ ନିଜର ସେବା ମନୋଭାବ କୁ ବଜାଇ ରଖିବା ପାଇଁ

୨୦୦୬ ମସିହାରେ ସ୍ବାସ୍ଥ୍ୟ ବିଭାଗରେ ଯୋଗ ଦେଇଥିଲେ । ସେ ଜଣେ ଆଦର୍ଶ , କର୍ତ୍ତବ୍ୟନିଷ୍ଠ ,ନିତିବାନ,ନିରଳସ ,ସହୃଦୟ ଓ ଅତ୍ୟନ୍ତ ଦେଶଭକ୍ତ ବ୍ୟକ୍ତି ହିସାବରେ ଜଣାଶୁଣା ଥିଲେ । ସେ ଚାକିରିକାଳ ମଧ୍ୟରେ ନିଜର କର୍ତ୍ତବ୍ୟ ରେ କେବେ ଅବହେଳା କରୁ ନ ଥିବାବେଳେ,ଅବହେଳା କରୁଥିବା ବ୍ୟକ୍ତିଙ୍କୁ କର୍ତ୍ତବ୍ୟ ପରାୟଣ ହେବାକୁ ଉତ୍ସାହିତ କରୁଥିଲେ । ଏ ଭଳି ଜଣେ ବ୍ୟକ୍ତି ସ୍ବାସ୍ଥ୍ୟ ବିଭାଗରୁ ଅବସର ନେବା ସମୟରେ ଉପସ୍ଥିତ ବିଭାଗୀୟ ସହକର୍ମୀ ଓ ସାଧାରଣ ଜନତାକଂ ଆଖି ଲୁହ ଛଳଛଳ ହୋଇ ଯାଇଥିଲା ।

Proprietor Abhimanyu Maharana

Proprietor Abhimanyu Maharana

  • Trending
  • Comments
  • Latest
ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

June 13, 2024
ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

February 24, 2020
ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

May 19, 2020
ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା  ।

ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା ।

July 1, 2020
ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

0
“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

0
କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

0
ହୀରାକୁଦ – ନିଷିଦ୍ଧଞ୍ଚଳ ରେ  ତିନି ଅଭିନେତ୍ରୀ ଙ୍କ  ସହିତ  ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

ହୀରାକୁଦ – ନିଷିଦ୍ଧଞ୍ଚଳ ରେ ତିନି ଅଭିନେତ୍ରୀ ଙ୍କ ସହିତ ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

0
ଡ଼ଃ ସୁରେଶ ଚନ୍ଦ୍ର ଜେନା ଙ୍କ ଜନ୍ମ ବାର୍ଷିକ ପାଳନ

ଡ଼ଃ ସୁରେଶ ଚନ୍ଦ୍ର ଜେନା ଙ୍କ ଜନ୍ମ ବାର୍ଷିକ ପାଳନ

May 6, 2026
ସାମାଜିକ ଗଣମାଧ୍ୟମରେ ଅପମାନଜନକ ଓ ଅଶାଳୀନ ପୋଷ୍ଟ

ସାମାଜିକ ଗଣମାଧ୍ୟମରେ ଅପମାନଜନକ ଓ ଅଶାଳୀନ ପୋଷ୍ଟ

May 6, 2026
ଗରୀବ ଶ୍ରେଣୀର ଝିଅ ହେଲେ ଟପ୍ପର

ଗରୀବ ଶ୍ରେଣୀର ଝିଅ ହେଲେ ଟପ୍ପର

May 6, 2026
ଗଜପତି ଜିଲା ରେ ଗଂଜେଇ ବିହନ ଶୂନ୍ୟ

ଗଜପତି ଜିଲା ରେ ଗଂଜେଇ ବିହନ ଶୂନ୍ୟ

May 6, 2026

Recent News

Welcome to Odisha Taza News.
Chief Editor: Abhimanyu Maharana
Email: odishatazanews1@gmail.com
whatsapp - 9938341180
contact no - 7008991872

Browse by Category

  • Uncategorized
  • ଅନୁଗୁଳ
  • ଅପରାଧ
  • ଓଡ଼ିଶା
  • କଟକ
  • କନ୍ଧମାଳ
  • କରୋନା
  • କଳାହାଣ୍ଡି
  • କେନ୍ଦୁଝର
  • କେନ୍ଦ୍ରାପଡା
  • କୋରାପୁଟ
  • କ୍ରୀଡ଼ା
  • ଖେଳ
  • ଖୋର୍ଦ୍ଧା
  • ଗଜପତି
  • ଗଞ୍ଜାମ
  • ଜଗତସିଂହପୁର
  • ଜୀବନଚର୍ଯ୍ୟା
  • ଝାରସୁଗୁଡା
  • ଢେଙ୍କାନାଳ
  • ଦେବଗଡ଼
  • ଦେଶ
  • ନବରଙ୍ଗପୁର
  • ନୟାଗଡ଼ ନିଉଜ୍
  • ନୂଆପଡ଼ା
  • ପଂଚାୟତ ନିର୍ବାଚନ
  • ପୁରୀ
  • ଫୋଟୋ ଗ୍ୟାଲେରୀ
  • ବରଗଡ଼
  • ବଲାଙ୍ଗିର
  • ବାଣିଜ୍ୟ
  • ବାଲେଶ୍ଵର
  • ବିଚିତ୍ର
  • ବିଶ୍ଵ
  • ବୌଦ୍ଧ
  • ଭଦ୍ରକ
  • ମନୋରଞ୍ଜନ
  • ମୟୁରଭଞ୍ଜ
  • ମହାନଗର
  • ମାଲକାନଗିରି
  • ଯାଜପୁର
  • ରାଜନୀତି
  • ରାୟଗଡା
  • ରାଶିଫଳ
  • ଶିକ୍ଷା ଓ ନିଯୁକ୍ତି
  • ସମ୍ବଲପୁର
  • ସୁନ୍ଦରଗଡ଼
  • ସୁବର୍ଣ୍ଣପୁର
  • ହୋମ୍

Recent News

ଡ଼ଃ ସୁରେଶ ଚନ୍ଦ୍ର ଜେନା ଙ୍କ ଜନ୍ମ ବାର୍ଷିକ ପାଳନ

ଡ଼ଃ ସୁରେଶ ଚନ୍ଦ୍ର ଜେନା ଙ୍କ ଜନ୍ମ ବାର୍ଷିକ ପାଳନ

May 6, 2026
ସାମାଜିକ ଗଣମାଧ୍ୟମରେ ଅପମାନଜନକ ଓ ଅଶାଳୀନ ପୋଷ୍ଟ

ସାମାଜିକ ଗଣମାଧ୍ୟମରେ ଅପମାନଜନକ ଓ ଅଶାଳୀନ ପୋଷ୍ଟ

May 6, 2026
  • About
  • Advertise
  • Privacy & Policy
  • Contact

© 2023 Odisha Taza News.

No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ

© 2023 Odisha Taza News.

Go to mobile version