• About
  • Advertise
  • Privacy & Policy
  • Contact
Odisha Taza News
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
Odisha Taza News
No Result
View All Result
Home ଓଡ଼ିଶା

ପଞ୍ଚାୟତ ଅର୍ଥ ଆତ୍ମସାତ ଘଟଣା ରେ ପିଇଓ – ଜିଆରଏସ ନିଲମ୍ବିତ

Proprietor Abhimanyu Maharana by Proprietor Abhimanyu Maharana
June 2, 2025
in ଓଡ଼ିଶା, କନ୍ଧମାଳ, ରାଜନୀତି, ହୋମ୍
0
ପଞ୍ଚାୟତ ଅର୍ଥ ଆତ୍ମସାତ ଘଟଣା ରେ ପିଇଓ – ଜିଆରଏସ ନିଲମ୍ବିତ
Share on FacebookShare on TwitterWhatsapp

ବାଲିଗୁଡ଼ା (ଓଡ଼ିଶା ତାଜା ନ୍ୟୁଜ୍) :- କନ୍ଧମାଳ ଜିଲ୍ଲା ବାଲିଗୁଡା ଉପଖଣ୍ଡ ଅନ୍ତର୍ଗତ କୋଟଗଡ ବ୍ଲକ ଅନ୍ତର୍ଗତ ଦୁର୍ଗାପଙ୍ଗା ପଞ୍ଚାୟତରେ ମନରେଗା କାର୍ଯ୍ୟର ଫଲ୍ସ ବିଲ ପାଣ୍ଠି, ଚତୁର୍ଦଶ ଅର୍ଥକମିଶନ ପାଣ୍ଠି, ପଞ୍ଚଦଶ ଅର୍ଥ କମିଶନ ପାଣ୍ଠି ଆତ୍ମସାତ ଘଟଣା ରେ କନ୍ଧମାଳ ଜିଲ୍ଲାପାଳ ଙ୍କ ଛାଟ ବାଜିଛି | ସୂଚନାନୁସାରେ, କୋଟଗଡ ବ୍ଲକରେ ୨୦୨୨-୨୩ରେ ମନରେଗା ରେ ବ୍ୟାପକ ଦୁର୍ନୀତି ନେଇ ଗତବର୍ଷ ଜୁନ ପହିଲା ରେ କେନ୍ଦ୍ର ସରକାରଙ୍କ ମେଟେରିଆଲ ବିଲ ପୈଠ ପରେ ବ୍ୟାପକ କଳ୍ପନା ଜଳ୍ପନା ପ୍ରକାଶ ପାଇଥିଲା,

ତାସହ କୋଟଗଡ ବିଡିଓ ଶୁଭକାନ୍ତ ନାୟକଙ୍କ ଦୁର୍ଗାପଙ୍ଗା ପଂଚାୟତ ରେ ପ୍ରାୟ ଦେଢ଼ କୋଟି ଅର୍ଥ ର ହିସାବ ମିଳୁ ନ ଥିବା ନେଇ ଉପରିସ୍ଥ ଜିଲ୍ଲା ଅଧିକାରୀଙ୍କୁ ପତ୍ର ଦ୍ୱାରା ତଦନ୍ତ କରିବାକୁ ସୁପାରିଶ କରାଯାଇଥିବା ଜାଣିବାକୁ ମିଳିଥିଲା l  ସେବେଠାରୁ କୋଟଗଡ ବ୍ଲକର ଦୁର୍ଗାପଙ୍ଗା ପଂଚାୟତ ର କର୍ମଚାରୀ ଓ ସରପଞ୍ଚଙ୍କୁ ବିଭାଗୀୟ ଅଧିକାରୀଙ୍କ ତନାଘନା ଦେଖିବାକୁ ମିଳିଥିଲା ଓ ଭିଜିଲାନ୍ସ ମଧ୍ୟ ବାରମ୍ବାର କୋଟଗଡ ଆସି ତଥ୍ୟ ପ୍ରମାଣ ଯୋଗାଡ଼ କରି ଫେରିଥିବା ଦେଖିବାକୁ ମିଳିଥିଲା l କିନ୍ତୁ ତଦନ୍ତ ରେ ଶିଥିଳତା ଦେଖାଦେବାରୁ ବାରମ୍ବାର ଗଣମାଧ୍ୟମରେ ଶିରୋନାମା ପାଲଟିଥିଲା l

ଆଉ ଗତ ୨୯/୫/୨୫ରେ ଜିଲ୍ଲାପାଳଙ୍କ କାର୍ଯ୍ୟାନୁଷ୍ଠାନ ପତ୍ର ସଂଖ୍ୟା ୬୮୮ ଅନୁଯାୟୀ ବିଷ୍ଣୁ ଚରଣ ବେହେରା ତତକାଳୀନ ପିଇଓଙ୍କୁ ନିଲମ୍ବନ ଆଦେଶ ସହ ଗତ ୨୮/୫/୨୫ରେ ଜିଲ୍ଲାପରିଷଦ କନ୍ଧମାଳ କାର୍ଯ୍ୟାଳୟ ଜିଲ୍ଲାପାଳ ତଥା ଡିପିସି ମନରେଗା ବିଭାଗ ଦ୍ୱାରା କାର୍ଯ୍ୟାନୁଷ୍ଠାନ ପତ୍ର ସଂଖ୍ୟା ୨୦୯୮ ଅନୁଯାଇ ତତକାଳୀନ ଦୁର୍ଗାପଙ୍ଗା ଜିଆରଏସ ଓ ବର୍ତମାନ ବେଲଘର ଗୁମାପଂଚାୟତ ର ଏଡିଓ ବଳରାମ ସେଠୀଙ୍କୁ ମଧ୍ୟ ନିଲମ୍ବନ କରାଯାଇଥିବା ନିଲମ୍ବନ ପତ୍ରରୁ ଜଣାପଡିଛି l

Proprietor Abhimanyu Maharana

Proprietor Abhimanyu Maharana

  • Trending
  • Comments
  • Latest
ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

June 13, 2024
ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

February 24, 2020
ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

May 19, 2020
ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା  ।

ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା ।

July 1, 2020
ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

0
“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

0
କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

0
ହୀରାକୁଦ – ନିଷିଦ୍ଧଞ୍ଚଳ ରେ  ତିନି ଅଭିନେତ୍ରୀ ଙ୍କ  ସହିତ  ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

ହୀରାକୁଦ – ନିଷିଦ୍ଧଞ୍ଚଳ ରେ ତିନି ଅଭିନେତ୍ରୀ ଙ୍କ ସହିତ ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

0
Junior & Senior Artistic Gymnastics National Championships 2026–27

Junior & Senior Artistic Gymnastics National Championships 2026–27

April 28, 2026
ଉତ୍କଳଗୌରବ ମଧୁସୂଦନ ଦାସଙ୍କ ଜୟନ୍ତୀରେ ମାଲ୍ୟାର୍ପଣ ଓ ଶ୍ରଦ୍ଧାଞ୍ଜଳି

ଉତ୍କଳଗୌରବ ମଧୁସୂଦନ ଦାସଙ୍କ ଜୟନ୍ତୀରେ ମାଲ୍ୟାର୍ପଣ ଓ ଶ୍ରଦ୍ଧାଞ୍ଜଳି

April 28, 2026
ବିରୋଧୀ ଦଳମାନଙ୍କର ମହିଳା ବିରୋଧୀ ମାନସିକତା ବିରୁଦ୍ଧରେ ନୟାଗଡ଼ରେ ବିଜେପିର ସାମ୍ବାଦିକ ସମ୍ମିଳନୀ

ବିରୋଧୀ ଦଳମାନଙ୍କର ମହିଳା ବିରୋଧୀ ମାନସିକତା ବିରୁଦ୍ଧରେ ନୟାଗଡ଼ରେ ବିଜେପିର ସାମ୍ବାଦିକ ସମ୍ମିଳନୀ

April 28, 2026
ଜାତିଗତ ଜନ ଗଣନାର ୧୨ ନମ୍ବର କଲମରେ ପଚାରା ଯାଉଥିବା ପ୍ରଶ୍ନରେ ଓବିସି ସାମିଲ କରିବା ଦାବି ନେଇ ରାଜଧାନୀ ରେ ବିକ୍ଷୋଭ ଓ ଧାରଣା

ଜାତିଗତ ଜନ ଗଣନାର ୧୨ ନମ୍ବର କଲମରେ ପଚାରା ଯାଉଥିବା ପ୍ରଶ୍ନରେ ଓବିସି ସାମିଲ କରିବା ଦାବି ନେଇ ରାଜଧାନୀ ରେ ବିକ୍ଷୋଭ ଓ ଧାରଣା

April 28, 2026

Recent News

Welcome to Odisha Taza News.
Chief Editor: Abhimanyu Maharana
Email: odishatazanews1@gmail.com
whatsapp - 9938341180
contact no - 7008991872

Browse by Category

  • Uncategorized
  • ଅନୁଗୁଳ
  • ଅପରାଧ
  • ଓଡ଼ିଶା
  • କଟକ
  • କନ୍ଧମାଳ
  • କରୋନା
  • କଳାହାଣ୍ଡି
  • କେନ୍ଦୁଝର
  • କେନ୍ଦ୍ରାପଡା
  • କୋରାପୁଟ
  • କ୍ରୀଡ଼ା
  • ଖେଳ
  • ଖୋର୍ଦ୍ଧା
  • ଗଜପତି
  • ଗଞ୍ଜାମ
  • ଜଗତସିଂହପୁର
  • ଜୀବନଚର୍ଯ୍ୟା
  • ଝାରସୁଗୁଡା
  • ଢେଙ୍କାନାଳ
  • ଦେବଗଡ଼
  • ଦେଶ
  • ନବରଙ୍ଗପୁର
  • ନୟାଗଡ଼ ନିଉଜ୍
  • ନୂଆପଡ଼ା
  • ପଂଚାୟତ ନିର୍ବାଚନ
  • ପୁରୀ
  • ଫୋଟୋ ଗ୍ୟାଲେରୀ
  • ବରଗଡ଼
  • ବଲାଙ୍ଗିର
  • ବାଣିଜ୍ୟ
  • ବାଲେଶ୍ଵର
  • ବିଚିତ୍ର
  • ବିଶ୍ଵ
  • ବୌଦ୍ଧ
  • ଭଦ୍ରକ
  • ମନୋରଞ୍ଜନ
  • ମୟୁରଭଞ୍ଜ
  • ମହାନଗର
  • ମାଲକାନଗିରି
  • ଯାଜପୁର
  • ରାଜନୀତି
  • ରାୟଗଡା
  • ରାଶିଫଳ
  • ଶିକ୍ଷା ଓ ନିଯୁକ୍ତି
  • ସମ୍ବଲପୁର
  • ସୁନ୍ଦରଗଡ଼
  • ସୁବର୍ଣ୍ଣପୁର
  • ହୋମ୍

Recent News

Junior & Senior Artistic Gymnastics National Championships 2026–27

Junior & Senior Artistic Gymnastics National Championships 2026–27

April 28, 2026
ଉତ୍କଳଗୌରବ ମଧୁସୂଦନ ଦାସଙ୍କ ଜୟନ୍ତୀରେ ମାଲ୍ୟାର୍ପଣ ଓ ଶ୍ରଦ୍ଧାଞ୍ଜଳି

ଉତ୍କଳଗୌରବ ମଧୁସୂଦନ ଦାସଙ୍କ ଜୟନ୍ତୀରେ ମାଲ୍ୟାର୍ପଣ ଓ ଶ୍ରଦ୍ଧାଞ୍ଜଳି

April 28, 2026
  • About
  • Advertise
  • Privacy & Policy
  • Contact

© 2023 Odisha Taza News.

No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ

© 2023 Odisha Taza News.

Go to mobile version