• About
  • Advertise
  • Privacy & Policy
  • Contact
Odisha Taza News
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
Odisha Taza News
No Result
View All Result
Home Uncategorized

ବରୀ ବିଧାୟିକା ଶ୍ରୀମତୀ ସୁନନ୍ଦା ଦାସ ଙ୍କ କରୋନା ଆକ୍ରାନ୍ତ ପରିପ୍ରେକ୍ଷୀରେ : ଦ୍ରୁତ ଆରୋଗ୍ୟ କାମନା କରି ଅଙ୍ଗାଳୋ ବିଜୁ ଛାତ୍ର ଜନତା ଦଳ ତରଫରୁ ସମୂହ ଦୀପଦାନ ।

Proprietor Abhimanyu Maharana by Proprietor Abhimanyu Maharana
September 3, 2020
in Uncategorized, ଓଡ଼ିଶା, କରୋନା, ଦେଶ, ହୋମ୍
0
ବରୀ ବିଧାୟିକା ଶ୍ରୀମତୀ ସୁନନ୍ଦା ଦାସ ଙ୍କ କରୋନା ଆକ୍ରାନ୍ତ ପରିପ୍ରେକ୍ଷୀରେ : ଦ୍ରୁତ ଆରୋଗ୍ୟ କାମନା କରି ଅଙ୍ଗାଳୋ ବିଜୁ ଛାତ୍ର ଜନତା ଦଳ ତରଫରୁ ସମୂହ ଦୀପଦାନ  ।
Share on FacebookShare on TwitterWhatsapp

ଓଡିଶା ତାଜା ନ୍ୟୁଜ୍ (୩ ସେପ୍ଟେମ୍ବର ଗୁରୁବାର ) ବରୀ :– ବରୀ ବ୍ଲକ ଅନ୍ତର୍ଗତ ଅଙ୍ଗାଳୋ ଗ୍ରାମପଞ୍ଚାୟତ ସ୍ଥିତ ସାମେଶ୍ଵର ମନ୍ଦିରରେ ଠାରେ ବରୀ ବିଧାୟିକା ଶ୍ରୀମତୀ ସୁନନ୍ଦା ଦାସ ଙ୍କ କରୋନା ଆକ୍ରାନ୍ତ ପରିପ୍ରେକ୍ଷୀରେ ରେ ଦ୍ରୁତ ଆରୋଗ୍ୟ କାମନା କରି ଅଙ୍ଗାଳୋ ବିଜୁ ଛାତ୍ର ଜନତା ଦଳ ତରଫରୁ ସାମାଜିକ ଦୂରତା ମଧ୍ୟରେ କୋଭିଡ ଆଇନକୁ ସମ୍ମାନ ଜଣାଇ ସମୂହ ଦୀପଦାନ କରାଯାଇଛି ।

ଏହି କାର୍ଯ୍ୟକ୍ରମ ରେ ଅଙ୍ଗାଳୋ ପଞ୍ଚାୟତର ଛାତ୍ର ନେତା ଶ୍ରୀମାନ ଅନୀକେତ ରାଉତ, ଅଭିଜିତ ସାମଲ, ଆଶିଷ ଜେନା, ବିଶ୍ୱଜିତ୍ ସାମଲ,ସିନୁ ରାଉତ ପ୍ରମୁଖ ଏହି ଦୀପଦାନରେ ସାମିଲ ହୋଇଥିଲେ । ସେହିପରି ଅନ୍ୟାସୀପୁର ପଞ୍ଚାୟତ ର ବାଜପଡ଼ା ଗ୍ରାମର ଗ୍ରାମବାସୀ ବୃନ୍ଦ ଅଧିଷ୍ଠାତ୍ରୀ ଦେବୀ “ମା କ୍ଷେତ୍ରପାଳ” ଙ୍କ ନିକଟରେ ପୂଜା ଅର୍ଚ୍ଚନା କରି ବିଧାୟିକା ଙ୍କ ଶୀଘ୍ର ଆରୋଗ୍ୟ କାମନା କରିଛନ୍ତି ।

ସୂଚନା ଯୋଗ୍ୟ ବରୀ ବିଧାୟିକା ଶ୍ରୀମତୀ ସୁନନ୍ଦା ଦାସ ଗତ ୨ଦିନ ଧରି କୋରନା ରୋଗରେ ପୀଡିତ ଥିବା ନେଇ ନିଜ ଅଫିସିଆଲ୍ ସୋସିଆଲ ମିଡ଼ିଆ ଆକାଉଣ୍ଟ୍ ମଧ୍ୟମରେ ସୂଚନା ଦେଇଥିଲେ। ମାନ୍ୟବର ମୁଖ୍ୟମନ୍ତ୍ରୀ ତଥା ବିଜୁ ଜନତା ଦଳର ସୁପ୍ରିମ ଶ୍ରୀ ନବୀନ ପଟ୍ଟନାୟକ,5T ସଚିବ ଶ୍ରୀ ଭି କେ ପଣ୍ଡିଆନ୍ ଓ ବହୁ ମନ୍ତ୍ରୀ, ବିଧାୟକ, ସାଂସଦ ମାନେ ଟେଲିଫୋନ ମାଧ୍ୟମ ରେ ବିଧାୟିକା ଙ୍କ ସ୍ବାସ୍ଥ୍ୟ ଅବସ୍ଥା ପଚାରି ବୁଝିବା ସହ ଶୀଘ୍ର ଆରୋଗ୍ୟ କାମନା କରିଥିବା ନେଇ ବିଧାୟିକା ଙ୍କ କାର୍ଯ୍ୟାଳୟ ପକ୍ଷରୁ ସୂଚନା ଦିଆଯାଇଛି । (ରିପୋର୍ଟ ସ୍ୱୟଂ ପ୍ରକାଶ ଦାସ୍ )

Proprietor Abhimanyu Maharana

Proprietor Abhimanyu Maharana

  • Trending
  • Comments
  • Latest
ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

June 13, 2024
ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

February 24, 2020
ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

May 19, 2020
ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା  ।

ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା ।

July 1, 2020
ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

0
“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

0
କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

0
ହୀରାକୁଦ – ନିଷିଦ୍ଧଞ୍ଚଳ ରେ  ତିନି ଅଭିନେତ୍ରୀ ଙ୍କ  ସହିତ  ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

ହୀରାକୁଦ – ନିଷିଦ୍ଧଞ୍ଚଳ ରେ ତିନି ଅଭିନେତ୍ରୀ ଙ୍କ ସହିତ ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

0
ମୁରିବାହାଲ ଅଞ୍ଚଳରେ ଚନ୍ଦନ ଯାତ୍ରା ଆରମ୍ଭ

ମୁରିବାହାଲ ଅଞ୍ଚଳରେ ଚନ୍ଦନ ଯାତ୍ରା ଆରମ୍ଭ

April 28, 2026
ଭାପୁର ପଞ୍ଚାୟତରେ ଜିଲ୍ଲାପାଳଙ୍କ ଜନଶୁଣାଣିରେ ୫୮ ଗୋଟି ଅଭିଯୋଗ

ଭାପୁର ପଞ୍ଚାୟତରେ ଜିଲ୍ଲାପାଳଙ୍କ ଜନଶୁଣାଣିରେ ୫୮ ଗୋଟି ଅଭିଯୋଗ

April 28, 2026
କ୍ୟାନଫେଷ୍ଟ-୨୦୨୬ ର ୭ମ ସନ୍ଧ୍ୟାରେ, ବଙ୍ଗଳା ନାଟକ ନୀଳ ପିରିଟର ଫୁଲ ମଞ୍ଚସ୍ଥ ହେଲା

କ୍ୟାନଫେଷ୍ଟ-୨୦୨୬ ର ୭ମ ସନ୍ଧ୍ୟାରେ, ବଙ୍ଗଳା ନାଟକ ନୀଳ ପିରିଟର ଫୁଲ ମଞ୍ଚସ୍ଥ ହେଲା

April 28, 2026
ମହାରାଜ କୃଷ୍ଣଚନ୍ଦ୍ର ଗଜପତି ସ୍ମୃତି ପରିଷଦ ପକ୍ଷରୁ ମହାରାଜ କୃଷ୍ଣଚନ୍ଦ୍ର ଗଜପତିଙ୍କ ୧୩୪ ଜୟନ୍ତୀ ପାଳିତ

ମହାରାଜ କୃଷ୍ଣଚନ୍ଦ୍ର ଗଜପତି ସ୍ମୃତି ପରିଷଦ ପକ୍ଷରୁ ମହାରାଜ କୃଷ୍ଣଚନ୍ଦ୍ର ଗଜପତିଙ୍କ ୧୩୪ ଜୟନ୍ତୀ ପାଳିତ

April 28, 2026

Recent News

Welcome to Odisha Taza News.
Chief Editor: Abhimanyu Maharana
Email: odishatazanews1@gmail.com
whatsapp - 9938341180
contact no - 7008991872

Browse by Category

  • Uncategorized
  • ଅନୁଗୁଳ
  • ଅପରାଧ
  • ଓଡ଼ିଶା
  • କଟକ
  • କନ୍ଧମାଳ
  • କରୋନା
  • କଳାହାଣ୍ଡି
  • କେନ୍ଦୁଝର
  • କେନ୍ଦ୍ରାପଡା
  • କୋରାପୁଟ
  • କ୍ରୀଡ଼ା
  • ଖେଳ
  • ଖୋର୍ଦ୍ଧା
  • ଗଜପତି
  • ଗଞ୍ଜାମ
  • ଜଗତସିଂହପୁର
  • ଜୀବନଚର୍ଯ୍ୟା
  • ଝାରସୁଗୁଡା
  • ଢେଙ୍କାନାଳ
  • ଦେବଗଡ଼
  • ଦେଶ
  • ନବରଙ୍ଗପୁର
  • ନୟାଗଡ଼ ନିଉଜ୍
  • ନୂଆପଡ଼ା
  • ପଂଚାୟତ ନିର୍ବାଚନ
  • ପୁରୀ
  • ଫୋଟୋ ଗ୍ୟାଲେରୀ
  • ବରଗଡ଼
  • ବଲାଙ୍ଗିର
  • ବାଣିଜ୍ୟ
  • ବାଲେଶ୍ଵର
  • ବିଚିତ୍ର
  • ବିଶ୍ଵ
  • ବୌଦ୍ଧ
  • ଭଦ୍ରକ
  • ମନୋରଞ୍ଜନ
  • ମୟୁରଭଞ୍ଜ
  • ମହାନଗର
  • ମାଲକାନଗିରି
  • ଯାଜପୁର
  • ରାଜନୀତି
  • ରାୟଗଡା
  • ରାଶିଫଳ
  • ଶିକ୍ଷା ଓ ନିଯୁକ୍ତି
  • ସମ୍ବଲପୁର
  • ସୁନ୍ଦରଗଡ଼
  • ସୁବର୍ଣ୍ଣପୁର
  • ହୋମ୍

Recent News

ମୁରିବାହାଲ ଅଞ୍ଚଳରେ ଚନ୍ଦନ ଯାତ୍ରା ଆରମ୍ଭ

ମୁରିବାହାଲ ଅଞ୍ଚଳରେ ଚନ୍ଦନ ଯାତ୍ରା ଆରମ୍ଭ

April 28, 2026
ଭାପୁର ପଞ୍ଚାୟତରେ ଜିଲ୍ଲାପାଳଙ୍କ ଜନଶୁଣାଣିରେ ୫୮ ଗୋଟି ଅଭିଯୋଗ

ଭାପୁର ପଞ୍ଚାୟତରେ ଜିଲ୍ଲାପାଳଙ୍କ ଜନଶୁଣାଣିରେ ୫୮ ଗୋଟି ଅଭିଯୋଗ

April 28, 2026
  • About
  • Advertise
  • Privacy & Policy
  • Contact

© 2023 Odisha Taza News.

No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ

© 2023 Odisha Taza News.

Go to mobile version