• About
  • Advertise
  • Privacy & Policy
  • Contact
Odisha Taza News
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
Odisha Taza News
No Result
View All Result
Home ଓଡ଼ିଶା

ହରିଶଙ୍କର ମନ୍ଦିର ରେ ଖରା ରେ ସିଝୁ ଛନ୍ତି ଭକ୍ତ : ପ୍ରଶାସନ ର ଧ୍ୟାନ ନାହିଁ

Proprietor Abhimanyu Maharana by Proprietor Abhimanyu Maharana
June 7, 2025
in ଓଡ଼ିଶା, ବଲାଙ୍ଗିର, ହୋମ୍
0
ହରିଶଙ୍କର ମନ୍ଦିର ରେ ଖରା ରେ ସିଝୁ ଛନ୍ତି ଭକ୍ତ : ପ୍ରଶାସନ ର ଧ୍ୟାନ ନାହିଁ
Share on FacebookShare on TwitterWhatsapp

ଖପ୍ରାଖୋଲ (ଓଡ଼ିଶା ତାଜା ନ୍ୟୁଜ୍) :-  ପଶ୍ଚିମ ଓଡିଶା ର ପ୍ରଖ୍ୟାତ ଶୈବ କ୍ଷେତ୍ର ହରିଶଙ୍କର I ପ୍ରତ୍ୟେକ ବର୍ଷ ହଜାର ହଜାର ସଂଖ୍ୟା ରେ ଶ୍ରଦ୍ଧାଲୁ ଭିଡ଼ ଜମାନ୍ତି I ବିଶେଷ କରି ହରିଶଙ୍କର ର ପରିବେଶ ଗ୍ରୀଷ୍ମ ଋତୁ ରେ ବାତାବରଣ ଶୀତଳ ରହୁଥିବା ରୁ ପର୍ୟ୍ୟଟକ ଙ୍କ ଭିଡ଼ ଜମେ କିନ୍ତୁ ଗତ କିଛି ବର୍ଷ ହେବ ପୀଠ ର ବିକାଶ ପାଇଁ ସରକାର 5ଟି ଅଧୀନ ରେ କୋଟି କୋଟି ଟଙ୍କା ବ୍ୟୟ ରେ ରୂପାନ୍ତରିକରଣ କାମ କରିଛନ୍ତି I ଯାହାକି ପୀଠ ର ବିକାଶ ନା ରେ ସବୁଜ ବନାନୀ ନଷ୍ଟ ହୋଇଛି I ମନ୍ଦିର ପରିସରସ୍ତ ବଡ଼ ବଡ଼ ଗଛ କାଟି ଦେଇ ତଳେ ସିଲେଟ ପଥର ବିଛେଇ ଦିଆଯାଇଛି ଯାହାଦ୍ୱାରା ଲୋକେ ଛାଇ ଟିକ କ ପାଇ ପାରୁନାହାନ୍ତି ତାସହିତ ଅସହ୍ୟ ଗ୍ରୀଷ୍ମ ପ୍ରବାହ ଯୋଗୁଁ ଓ ସିଲେଟ ପଥର ଉତ୍ତପ୍ତ ହେବା ଦ୍ୱାରା ଶ୍ରଦ୍ଧାଲୁ ମାନେ ନାହିଁ ନ ଥିବା ଅସୁବିଧା ର ସମ୍ମୁଖୀନ ହେଉଛନ୍ତି I

ପ୍ରବଳ ଖରା ରେ ଦର୍ଶନ ପାଇଁ ଧାଡି ରେ ଘଣ୍ଟା ଘଣ୍ଟା ଧରି ଅପେକ୍ଷା କରୁ ଥୁବା ଵେଳେ ପ୍ରଶାସନ ପକ୍ଷରୁ ଉପର ଛାଉଣୀ ର ବ୍ୟବସ୍ଥା ନାହିଁ I ମୁକୁଳା ଆକାଶ ରେ ଦର୍ଶନ କରିବାକୁ ଅପେକ୍ଷା କରୁ ଥିବା ଵେଳେ ଆଖ ପାଖ ରେ ଛାଇ ରେ ଆଶ୍ରୟ ନେବା ବି ସମ୍ଭବ ହେଉନି I ସରକାର ଙ୍କ ପୀଠ ର ବିକାଶ ନାଁ ରେ ସବୁଜ ବନାନୀ ଧ୍ବଂସ କରିବା ଓ ସବୁଜ ପରିବେଶ କୁ ଏବେ କଂକ୍ରିଟ କରି ହରିଶଙ୍କର ର ଶୀତଳ ବାତାବରଣ ନଷ୍ଟ କରୁଥିବାରୁ ବୁଦ୍ଧି ଯିବି ମହଲ ରେ କ୍ଷୋଭ ପ୍ରକାଶ ପାଇଛି I

ଅନ୍ୟ ପକ୍ଷରେ ମନ୍ଦିର କୁ ଶ୍ରଦ୍ଧାଲୁ ଙ୍କ ଦାନ ରେ ଲକ୍ଷ ଲକ୍ଷ ଟଙ୍କା ଆଦାୟ ହେଉ ଥିବା ଵେଳେ ଶ୍ରଦ୍ଧାଲୁ ଙ୍କ ଦର୍ଶନ ପାଇଁ ପ୍ରଶାସନ ପକ୍ଷରୁ କୌଣସି ବ୍ୟବସ୍ଥା କରାଯାଉ ନାହିଁ I ଉପରେ ଛାଉଣୀ ନାହିଁ ତଳେ କର୍ପେଟ ର ବ୍ୟବସ୍ଥା ନାହିଁ I ହେଲେ ପ୍ରଶାସନ ପକ୍ଷରୁ ବିଭିନ୍ନ ଟିକସ ଲଗାଇ ଅର୍ଥ ଆଦାୟ ହେଉଛି କିନ୍ତୁ ଭକ୍ତ ଙ୍କ ପାଇଁ ସୁବ୍ୟବସ୍ଥା ନାହିଁ I ଆଗକୁ ହରିଶଙ୍କର ପୀଠ ର ବିଖ୍ୟାତ ବୈଶାଖ ମେଳା ଥିବା ରୁ ଓ ପ୍ରବଳ ଗ୍ରୀଷ୍ମ ପ୍ରବାହ ଆଶଙ୍କା ଥିବା ରୁ ପ୍ରଶାସନ ଏ ବିଷୟ ପ୍ରତି ଧ୍ୟାନ ଦେବା କୁ ସାଧାରଣ ରେ ଦାବି ହେଉଛି l

Proprietor Abhimanyu Maharana

Proprietor Abhimanyu Maharana

  • Trending
  • Comments
  • Latest
ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

June 13, 2024
ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

February 24, 2020
ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

May 19, 2020
ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା  ।

ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା ।

July 1, 2020
ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

0
“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

0
କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

0
ହୀରାକୁଦ – ନିଷିଦ୍ଧଞ୍ଚଳ ରେ  ତିନି ଅଭିନେତ୍ରୀ ଙ୍କ  ସହିତ  ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

ହୀରାକୁଦ – ନିଷିଦ୍ଧଞ୍ଚଳ ରେ ତିନି ଅଭିନେତ୍ରୀ ଙ୍କ ସହିତ ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

0
ବ୍ୟକ୍ତିତ୍ୱ ବିକାଶ ହିଁ ସଫଳତାର ଚାବିକାଠି : ଶକ୍ତିଶ୍ରୀ ସଚେତନତା କାର୍ଯ୍ୟକ୍ରମ

ବ୍ୟକ୍ତିତ୍ୱ ବିକାଶ ହିଁ ସଫଳତାର ଚାବିକାଠି : ଶକ୍ତିଶ୍ରୀ ସଚେତନତା କାର୍ଯ୍ୟକ୍ରମ

September 20, 2026
ନକଲି ଏମ୍‌ଭିଆଇ ଅଧିକାରୀ ଗିରଫ

ନକଲି ଏମ୍‌ଭିଆଇ ଅଧିକାରୀ ଗିରଫ

September 20, 2026
ଡିଜେ ସାଉଣ୍ଡରେ ଅସ୍ତବ୍ୟସ୍ତ ଜନଜୀବନ : ହୃଦ୍‌ରୋଗୀଙ୍କ ପାଇଁ ବିପଦ, ମେଡିକାଲରେ ରୋଗୀଙ୍କ ଚିକିତ୍ସାରେ ବାଧା

ଡିଜେ ସାଉଣ୍ଡରେ ଅସ୍ତବ୍ୟସ୍ତ ଜନଜୀବନ : ହୃଦ୍‌ରୋଗୀଙ୍କ ପାଇଁ ବିପଦ, ମେଡିକାଲରେ ରୋଗୀଙ୍କ ଚିକିତ୍ସାରେ ବାଧା

September 20, 2026
ଜନଭାଗିଦାରୀ ରେ ସ୍ବଛତା ଦୀର୍ଘସ୍ଥାୟୀ : ଉପ ମୁଖ୍ୟମନ୍ତ୍ରୀ

ଜନଭାଗିଦାରୀ ରେ ସ୍ବଛତା ଦୀର୍ଘସ୍ଥାୟୀ : ଉପ ମୁଖ୍ୟମନ୍ତ୍ରୀ

September 20, 2026

Recent News

Welcome to Odisha Taza News.
Chief Editor: Abhimanyu Maharana
Email: odishatazanews1@gmail.com
whatsapp - 9938341180
contact no - 7008991872

Browse by Category

  • Uncategorized
  • ଅନୁଗୁଳ
  • ଅପରାଧ
  • ଓଡ଼ିଶା
  • କଟକ
  • କନ୍ଧମାଳ
  • କରୋନା
  • କଳାହାଣ୍ଡି
  • କେନ୍ଦୁଝର
  • କେନ୍ଦ୍ରାପଡା
  • କୋରାପୁଟ
  • କ୍ରୀଡ଼ା
  • ଖେଳ
  • ଖୋର୍ଦ୍ଧା
  • ଗଜପତି
  • ଗଞ୍ଜାମ
  • ଜଗତସିଂହପୁର
  • ଜୀବନଚର୍ଯ୍ୟା
  • ଝାରସୁଗୁଡା
  • ଢେଙ୍କାନାଳ
  • ଦେବଗଡ଼
  • ଦେଶ
  • ନବରଙ୍ଗପୁର
  • ନୟାଗଡ଼ ନିଉଜ୍
  • ନୂଆପଡ଼ା
  • ପଂଚାୟତ ନିର୍ବାଚନ
  • ପୁରୀ
  • ଫୋଟୋ ଗ୍ୟାଲେରୀ
  • ବରଗଡ଼
  • ବଲାଙ୍ଗିର
  • ବାଣିଜ୍ୟ
  • ବାଲେଶ୍ଵର
  • ବିଚିତ୍ର
  • ବିଶ୍ଵ
  • ବୌଦ୍ଧ
  • ଭଦ୍ରକ
  • ମନୋରଞ୍ଜନ
  • ମୟୁରଭଞ୍ଜ
  • ମହାନଗର
  • ମାଲକାନଗିରି
  • ଯାଜପୁର
  • ରାଜନୀତି
  • ରାୟଗଡା
  • ରାଶିଫଳ
  • ଶିକ୍ଷା ଓ ନିଯୁକ୍ତି
  • ସମ୍ବଲପୁର
  • ସୁନ୍ଦରଗଡ଼
  • ସୁବର୍ଣ୍ଣପୁର
  • ହୋମ୍

Recent News

ବ୍ୟକ୍ତିତ୍ୱ ବିକାଶ ହିଁ ସଫଳତାର ଚାବିକାଠି : ଶକ୍ତିଶ୍ରୀ ସଚେତନତା କାର୍ଯ୍ୟକ୍ରମ

ବ୍ୟକ୍ତିତ୍ୱ ବିକାଶ ହିଁ ସଫଳତାର ଚାବିକାଠି : ଶକ୍ତିଶ୍ରୀ ସଚେତନତା କାର୍ଯ୍ୟକ୍ରମ

September 20, 2026
ନକଲି ଏମ୍‌ଭିଆଇ ଅଧିକାରୀ ଗିରଫ

ନକଲି ଏମ୍‌ଭିଆଇ ଅଧିକାରୀ ଗିରଫ

September 20, 2026
  • About
  • Advertise
  • Privacy & Policy
  • Contact

© 2023 Odisha Taza News.

No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ

© 2023 Odisha Taza News.

Go to mobile version