• About
  • Advertise
  • Privacy & Policy
  • Contact
Odisha Taza News
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
Odisha Taza News
No Result
View All Result
Home ଓଡ଼ିଶା

ତିନି ରଥର ମୋଟ ୩୨ ଗୋଟି ଗୟଳ ମଧ୍ୟରୁ ୧୬ ଗୋଟି ପୋଲ ଗୟଳ ତିନିରଥ ରେ ମୋଡା ଶେଷ

Proprietor Abhimanyu Maharana by Proprietor Abhimanyu Maharana
June 9, 2025
in ଓଡ଼ିଶା, ପୁରୀ, ମନୋରଞ୍ଜନ, ହୋମ୍
0
ତିନି ରଥର ମୋଟ ୩୨ ଗୋଟି ଗୟଳ ମଧ୍ୟରୁ ୧୬ ଗୋଟି ପୋଲ ଗୟଳ ତିନିରଥ ରେ ମୋଡା ଶେଷ
Share on FacebookShare on TwitterWhatsapp

ପୁରୀ (ଓଡ଼ିଶା ତାଜା ନ୍ୟୁଜ୍) ପୁରୀ :- ଆଜି ରଥ ନିର୍ମାଣର ୩୯ ତମ ଦିବସରେ ରଥ ନିର୍ମାଣକାରୀ ସେବକ ମାନେ ରଥ ଖଳା ଠାରେ ସକାଳ ଘ.୮.୦୦ ଟିକା ପୂର୍ବରୁ ଉପସ୍ଥିତ ହୋଇ ଉପସ୍ଥାନ ଦେବା ସହ ମୁଖ୍ୟ ମହାରଣାଙ୍କ ମାର୍ଗ ଦର୍ଶନ ରେ ନିର୍ମାଣ କାର୍ଯ୍ୟ ଆରମ୍ଭ କରିଥିଲେ। ରଥ ନିର୍ମାଣ ଅଗ୍ରଗତି (ଗତକାଲି ସୁଦ୍ଧା ତିନିରଥ ର ଉଭୟ ପାର୍ଶ୍ଵରେ ତିନୋଟି ଲେଖାଏଁ ପୋଲ ଗୟଳ ମୋଡାଯାଇ, ଅନୁକୂଳ ପୂଜା ସହ ତିନି ରଥର ଚାରି ନାହାକା ଉଠିବା ସହ,ତିନି ରଥରେ ଗୋଟିଏ ଗୋଟିଏ ଛନ୍ଦା ଗୟଳ ମୋଡା ଯାଇଥିଲା….) 

ତିନିରଥ ର ଛନ୍ଦା ଗୟଳ ମୋଡା ଶେଷ ତିନି ରଥର ମୋଟ ୩୨ ଗୋଟି ଗୟଳ ମଧ୍ୟରୁ ୧୬ ଗୋଟି ପୋଲ ଗୟଳ ତିନିରଥ ରେ ମୋଡା ଶେଷ ହୋଇଥିଲା, ବାକି ୧୬ ଗୋଟି ଛନ୍ଦା ଗୟଳ ମଧ୍ୟରୁ ତିନି ରଥ ଉଭୟ ପାର୍ଶ୍ବରେ ଗୋଟିଏ ଗୋଟିଏ ଛନ୍ଦା ଗୟଳ ମୋଡା ଯାଇ କଣ୍ଟା ବସିବା ପାଇଁ ଦଉଡିରେ ବାନ୍ଧେଣୀ ପଡ଼ିଥିଲା । ଆଜି ବାକି ୧୦ ଗୋଟି ଛନ୍ଦା ଗୟଳ ରୁ ତାଳାଧ୍ଵଜ ରଥର ୪ ଗୋଟି,

ବନ୍ଦିଘୋଷ ରଥର ୪ ଗୋଟି ଏବଂ ଦର୍ପଦଳନ ରଥର ୨ ଗୋଟି ଛନ୍ଦା ଗୟଳ ରଥ ଉଭୟ ପାର୍ଶ୍ବରେ ମୋଡା ଶେଷ ହୋଇ ବାନ୍ଧେଣୀ ପଡ଼ିଅଛି । ଏହା ଦୁଇ ପାର୍ଶ୍ଵ ନିରାଡ଼ିରେ ସଂଯୋଗ ହୋଇ ଗୟଳ ଏବଂ ନିରାଡିରେ ଖୋଦେଇ କାପ ଶେଷ ହୋଇ କଣ୍ଟା ବାଡ଼ିଆ ଶେଷ ହୋଇଛି।

ଆଜି ଦର୍ପଦଳନ ରଥର ଦୁଇଗୋଟି ପାର୍ଶ୍ଵ ଚାନ୍ଦା ଗୟଳ ମଧ୍ୟରୁ ଗୋଟିଏ ଛନ୍ଦା ଗୟଳ କାପ ପରେ କଣ୍ଟା ବସିବା ପାଇଁ ଦଉଡିରେ ଭିଡ଼ି ବାନ୍ଧେଣୀ ସମୟରେ ଛନ୍ଦା ଗୟଳ ଟି ମଝିରୁ ଫାଟି ଭାଙ୍ଗିଯିବା କାରଣରୁ ଦର୍ପଦଳନ ରଥର ମୁଖ୍ୟ ମହାରଣା ସେବକ ଶ୍ରୀ ନାରାୟଣ ମହାରଣା ଙ୍କ ତତ୍ତ୍ଵାବଧାନରେ ଯୁଦ୍ଧକାଳୀନ ଭିତ୍ତିରେ ଏକ ନୂତନ ୪୦ ଫୁଟିଆ ଧଉରା କାଠକୁ ଦେଵୀ ରଥ ର ସହଯୋଗୀ ମହାରଣା ସେବକ ମାନେ ଚଉପଟ ଶେଷ କରି ଉଦ୍ଦିଷ୍ଟ ଛନ୍ଦା ଗୟଳ କୁ ମାପ ପ୍ରକାରେ କାପ ଖୋଦେଇ ସହ ଛନ୍ଦା ଗୟଳ ପଡ଼ି ଦଉଡିରେ ବାନ୍ଧେଣୀ ସହ କଣ୍ଟା ବାଡ଼ିଆ ଶେଷ କରିଛନ୍ତି।

ଆସନ୍ତା କାଲି ତିନି ରଥର ୪୪ ଗୋଟି ଯୋକା ଫିଟିଙ୍ଗ ପାଇଁ ପୂର୍ବ ପ୍ରସ୍ତୁତି ଶେଷ

ଆଜିର ରଥ ନିର୍ମାଣ କାର୍ଯ୍ୟ ଶେଷ ହେବା ପୂର୍ବରୁ ଭୋଇ ସେବକ ମାନେ ନିର୍ମାଣ ଶେଷ ହୋଇଥିବା ଯୋକା ଗୁଡ଼ିକୁ ନେଇ ତିନି ରଥ ରେ ଡେରିଛନ୍ତି , ଆସନ୍ତା କାଲି ତିନି ରଥରେ ଯୋକା ଗୁଡ଼ିକ ଫିଟିଙ୍ଗ କରାଯିବ ବୋଲି ସୂଚନା ମିଳିଛି। ଏଥି ସହ ଆଜି ମହାରଣା ସେବକ ମାନେ ତିନି ରଥର ଚାରି ଗୋଟି ଲେଖାଏଁ ଧ୍ଵଜବତା ନିର୍ମାଣ ଶେଷ କରିଛନ୍ତି।

*ରୂପକାର ସେବକ ମାନେ ତିନିରଥ ନାଟ ଗୋଡ଼ରେ ରାହୁ ରୂପ ବା ଗନ୍ଧର୍ବ ରୂପ ଖୋଦେଇ ଜାରୀ ରଖିଛନ୍ତି। *ଦୋଳବେଦୀ ଅସ୍ଥାୟୀ କମାର ଶାଳ ରେ ଓଝା ସେବକ ମାନେ ଗୟଳ କଣ୍ଟା ଶେଷ କରି ତିନି ରଥର ତେର ପରାସ୍ତ ପୋଟଳ ନିର୍ମାଣ ପାଇଁ ଜଂଘା କଣ୍ଟା, ବାଗିଆ କଣ୍ଟା, ଗୋଡ଼ି ଛାଲ କଣ୍ଟା ନିର୍ମାଣ ଜାରୀ ରଖିଛନ୍ତି।

ତା୦୮.୦୬.୨୦୨୫ରିଖ,ରବିବାର ରଥଖଳା:ରଥ ନିର୍ମାଣ କାର୍ଯ୍ୟ ୩୯ ତମ ଦିବସ ରଥ ନିର୍ମାଣକାରୀଙ୍କ ଉପସ୍ଥାନ *ତିନିରଥ ର ମହାରଣା ସେବକ – ୭୮ *ତିନିରଥ ର ଭୋଇ ସେବକ – ୭୭ *ତିନିରଥ ର କରତୀ ସେବକ – ୪ *ତିନିରଥ ଓଝା କମାର ସେବକ – ୨୦ *ତିନିରଥ ର ରୂପକାର ସେବକ – ୨୧ *ତୁମ୍ବ ବିନ୍ଧ କାରୀଗର – ୨ *ପାହି ମହାରଣା – ୩ *ରଥଖଳା ସହାୟକ (ପାଣି ବାଲା) – ୧ ମୋଟ – ୨୦୬ ଜଣ

Proprietor Abhimanyu Maharana

Proprietor Abhimanyu Maharana

  • Trending
  • Comments
  • Latest
ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

June 13, 2024
ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

February 24, 2020
ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

May 19, 2020
ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା  ।

ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା ।

July 1, 2020
ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

0
“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

0
କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

0
ହୀରାକୁଦ – ନିଷିଦ୍ଧଞ୍ଚଳ ରେ  ତିନି ଅଭିନେତ୍ରୀ ଙ୍କ  ସହିତ  ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

ହୀରାକୁଦ – ନିଷିଦ୍ଧଞ୍ଚଳ ରେ ତିନି ଅଭିନେତ୍ରୀ ଙ୍କ ସହିତ ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

0
ବଜରଙ୍ଗ ୟୁଥ କ୍ଳବ ପକ୍ଷରୁ ମୋଦିଙ୍କ ୧୩୩ ତମ ମନ କି ବାତ କାର୍ଯ୍ୟକ୍ରମ

ବଜରଙ୍ଗ ୟୁଥ କ୍ଳବ ପକ୍ଷରୁ ମୋଦିଙ୍କ ୧୩୩ ତମ ମନ କି ବାତ କାର୍ଯ୍ୟକ୍ରମ

April 27, 2026
ବ୍ଲକସ୍ତରୀୟ ଜତୀୟ ପଞ୍ଚାୟତି ରାଜ ଦିବସ ପାଳିତ : ୪୩ ହିତାଧିକାରୀଙ୍କୁ ଅନ୍ତ୍ୟୋଦୟ ଗୃହ ଯୋଜନା କାର୍ଯ୍ୟାଦେଶ ବଣ୍ଟନ

ବ୍ଲକସ୍ତରୀୟ ଜତୀୟ ପଞ୍ଚାୟତି ରାଜ ଦିବସ ପାଳିତ : ୪୩ ହିତାଧିକାରୀଙ୍କୁ ଅନ୍ତ୍ୟୋଦୟ ଗୃହ ଯୋଜନା କାର୍ଯ୍ୟାଦେଶ ବଣ୍ଟନ

April 27, 2026
ଗଞ୍ଜେଇର ଚରାଭୂଇଁ ପାଲଟିଛି ଗଜପତି, ୪ମାସରେ ଜବତ ହେଲାଣି ୧୬ ଟନ୍, ଦମନ କରିବାକୁ ଅଣ୍ଟା ଭିଡ଼ିଛି ପୁଲିସ

ଗଞ୍ଜେଇର ଚରାଭୂଇଁ ପାଲଟିଛି ଗଜପତି, ୪ମାସରେ ଜବତ ହେଲାଣି ୧୬ ଟନ୍, ଦମନ କରିବାକୁ ଅଣ୍ଟା ଭିଡ଼ିଛି ପୁଲିସ

April 27, 2026
ମୋହନା ବ୍ଲକରେ ଜାତୀୟ ପଞ୍ଚାୟତରାଜ ଦିବସ ପାଳନ

ମୋହନା ବ୍ଲକରେ ଜାତୀୟ ପଞ୍ଚାୟତରାଜ ଦିବସ ପାଳନ

April 27, 2026

Recent News

Welcome to Odisha Taza News.
Chief Editor: Abhimanyu Maharana
Email: odishatazanews1@gmail.com
whatsapp - 9938341180
contact no - 7008991872

Browse by Category

  • Uncategorized
  • ଅନୁଗୁଳ
  • ଅପରାଧ
  • ଓଡ଼ିଶା
  • କଟକ
  • କନ୍ଧମାଳ
  • କରୋନା
  • କଳାହାଣ୍ଡି
  • କେନ୍ଦୁଝର
  • କେନ୍ଦ୍ରାପଡା
  • କୋରାପୁଟ
  • କ୍ରୀଡ଼ା
  • ଖେଳ
  • ଖୋର୍ଦ୍ଧା
  • ଗଜପତି
  • ଗଞ୍ଜାମ
  • ଜଗତସିଂହପୁର
  • ଜୀବନଚର୍ଯ୍ୟା
  • ଝାରସୁଗୁଡା
  • ଢେଙ୍କାନାଳ
  • ଦେବଗଡ଼
  • ଦେଶ
  • ନବରଙ୍ଗପୁର
  • ନୟାଗଡ଼ ନିଉଜ୍
  • ନୂଆପଡ଼ା
  • ପଂଚାୟତ ନିର୍ବାଚନ
  • ପୁରୀ
  • ଫୋଟୋ ଗ୍ୟାଲେରୀ
  • ବରଗଡ଼
  • ବଲାଙ୍ଗିର
  • ବାଣିଜ୍ୟ
  • ବାଲେଶ୍ଵର
  • ବିଚିତ୍ର
  • ବିଶ୍ଵ
  • ବୌଦ୍ଧ
  • ଭଦ୍ରକ
  • ମନୋରଞ୍ଜନ
  • ମୟୁରଭଞ୍ଜ
  • ମହାନଗର
  • ମାଲକାନଗିରି
  • ଯାଜପୁର
  • ରାଜନୀତି
  • ରାୟଗଡା
  • ରାଶିଫଳ
  • ଶିକ୍ଷା ଓ ନିଯୁକ୍ତି
  • ସମ୍ବଲପୁର
  • ସୁନ୍ଦରଗଡ଼
  • ସୁବର୍ଣ୍ଣପୁର
  • ହୋମ୍

Recent News

ବଜରଙ୍ଗ ୟୁଥ କ୍ଳବ ପକ୍ଷରୁ ମୋଦିଙ୍କ ୧୩୩ ତମ ମନ କି ବାତ କାର୍ଯ୍ୟକ୍ରମ

ବଜରଙ୍ଗ ୟୁଥ କ୍ଳବ ପକ୍ଷରୁ ମୋଦିଙ୍କ ୧୩୩ ତମ ମନ କି ବାତ କାର୍ଯ୍ୟକ୍ରମ

April 27, 2026
ବ୍ଲକସ୍ତରୀୟ ଜତୀୟ ପଞ୍ଚାୟତି ରାଜ ଦିବସ ପାଳିତ : ୪୩ ହିତାଧିକାରୀଙ୍କୁ ଅନ୍ତ୍ୟୋଦୟ ଗୃହ ଯୋଜନା କାର୍ଯ୍ୟାଦେଶ ବଣ୍ଟନ

ବ୍ଲକସ୍ତରୀୟ ଜତୀୟ ପଞ୍ଚାୟତି ରାଜ ଦିବସ ପାଳିତ : ୪୩ ହିତାଧିକାରୀଙ୍କୁ ଅନ୍ତ୍ୟୋଦୟ ଗୃହ ଯୋଜନା କାର୍ଯ୍ୟାଦେଶ ବଣ୍ଟନ

April 27, 2026
  • About
  • Advertise
  • Privacy & Policy
  • Contact

© 2023 Odisha Taza News.

No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ

© 2023 Odisha Taza News.

Go to mobile version