ଭୁବନେଶ୍ୱର (ଓଡ଼ିଶା ତାଜା ନ୍ୟୁଜ୍) :- ସାଂସ୍କୃତିକ ଅନୁଷ୍ଠାନ ଗୀତାଞ୍ଜଳି ପକ୍ଷରୁ ସ୍ଥାନୀୟ ବୁଦ୍ଧମନ୍ଦିର ପରିସରରେ ମହାନ କବି, ସାହିତ୍ୟିକ, ଲେଖକ ରବୀନ୍ଦ୍ର ନାଥ ଠାକୁର ଓ ସୁନାମଧନ୍ୟ ସଂଗୀତଙ୍ଗ, କବି ନଜରୁଲଙ୍କ ଜୟନ୍ତୀ ଅନୁଷ୍ଠାନର ସଭାପତି ଡ଼ଃ ସୁଭାଷ ଚନ୍ଦ୍ର ମୁଖାର୍ଜୀଙ୍କ ପୌରହିତ୍ୟରେ ଅନୁଷ୍ଠିତ ହୋଇଯାଇଛି l ଅନୁଷ୍ଠାନର ସାଧାରଣ ସମ୍ପାଦକ ତଥା ସମାଜସେବୀ ତପନ କୁମାର ରାହା ଦୀର୍ଘ 18 ବର୍ଷଧରି ଗୀତାଞ୍ଜଳି ଅନୁଷ୍ଠାନ ବହୁ ସାଂସ୍କୃତିକ ଓ ସାମାଜିକ କାର୍ଯ୍ୟକ୍ରମ ଜାରି ରଖିଥିବା ନେଇ ସୂଚନା ପ୍ରଦାନ କରିଥିଲେ l














