• About
  • Advertise
  • Privacy & Policy
  • Contact
Odisha Taza News
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
Odisha Taza News
No Result
View All Result
Home ଓଡ଼ିଶା

ବିକଶିତ ଓଡିଶା ପାଇଁ ବିକଶିତ ପୁରୀ କର୍ମଶାଳା ଆୟୋଜିତ : ବିକଶିତ ଭାରତ ଆମର ଲକ୍ଷ୍ୟ

Proprietor Abhimanyu Maharana by Proprietor Abhimanyu Maharana
June 14, 2025
in ଓଡ଼ିଶା, ପୁରୀ, ହୋମ୍
0
ବିକଶିତ ଓଡିଶା ପାଇଁ ବିକଶିତ ପୁରୀ କର୍ମଶାଳା ଆୟୋଜିତ : ବିକଶିତ ଭାରତ ଆମର ଲକ୍ଷ୍ୟ
Share on FacebookShare on TwitterWhatsapp

ବିକଶିତ ଓଡିଶା ପାଇଁ ସାମୁହିକ ସହଯୋଗ କାମନା କଲେ ଶିଳ୍ପ ମନ୍ତ୍ରୀ

ପୁରୀ (ଓଡ଼ିଶା ତାଜା ନ୍ୟୁଜ୍)  :-  ବିକଶିତ ଭାରତ ଆମର ଲକ୍ଷ୍ୟ।୨୦୩୬ କୁ ବିକଶିତ ଓଡିଶା ଓ ୨୦୪୭ କୁ ବିକଶିତ ଭାରତ କରିବା ର ଧାର୍ଯ୍ୟ ଲକ୍ଷ୍ୟ କୁ ଆମେ ସମ୍ମିଳିତ ଉଦ୍ୟମ ରେ ପୂରଣ କରିବା ବୋଲି ଆହ୍ବାନ ଦେଇଛନ୍ତି ଶିଳ୍ପ, ଦକ୍ଷତା ବିକାଶ ଓ ବୈଷୟିକ ଶିକ୍ଷା ମନ୍ତ୍ରୀ ସମ୍ପଦ ଚନ୍ଦ୍ର ସ୍ବାଇଁ।ଆଜି ପୂର୍ବାହ୍ନରେ ଜିଲ୍ଲା ସଂସ୍କୃତି ଭବନ ଠାରେ ଜିଲ୍ଲା ପ୍ରଶାସନ ପକ୍ଷରୁ ଆୟୋଜିତ ବିକଶିତ ଓଡିଶା ପାଇଁ ବିକଶିତ ପୁରୀ କାର୍ଯ୍ୟକ୍ରମ କୁ ମୁଖ୍ୟ ଅତିଥି ଭାବେ ଉଦଘାଟନ କରି ମନ୍ତ୍ରୀ ଶ୍ରୀ ସ୍ବାଇଁ ବିକଶିତ ଭାରତ ଦେଶର ସମସ୍ତ ନାଗରିକଙ୍କ ସ୍ବପ୍ନ।ଭଲରେ ରହିବା, ଆର୍ଥିକ ଉନ୍ନତି କରିବା,

ମୌଳିକ ସୁବିଧା ହାସଲ କରିବା ଇତ୍ୟାଦି ସମସ୍ତ ବ୍ୟବସ୍ଥା ଏଥିରେ ଅନ୍ତର୍ଭୁକ୍ତ।ପ୍ରଧାନମନ୍ତ୍ରୀ ମୋଦି ଓ ମୁଖ୍ୟମନ୍ତ୍ରୀ ମୋହନ ମାଝୀଙ୍କ ଆହ୍ୱାନ ଓ ସଂକକ୍ପ କୁ ଆମେ ନିଶ୍ଚିତ ପୂରଣ କରିବା ବୋଲି ସେ ମତ ଦେଇଥିଲେ।ସରକାର ଦେଇଥିବା ୨୧ଟି ପ୍ରତିଶ୍ରୁତି ମଧ୍ୟରୁ ୧୧ ଟି ଏକ ବର୍ଷ ମଧ୍ୟରେ ପୂରଣ କରିଥିବା ବେଳେ ଖୁବ ଶୀଘ୍ର ଅନ୍ୟ ଗୁଡିକ ପୂରଣ ହେବ।ଅର୍ଥନୀତି କୁ ସୁଦୃଢ କରି ୨୦୩୬ ସୁଦ୍ଧା ୫୦୦ ବିଲିଅନ ଡଲାର ଓ ୨୦୪୭ସୁଦ୍ଧା ୧.୫ ଟ୍ରିଲିଅନ ଡଲାର ର ଲକ୍ଷ୍ୟ ରଖାଯାଇଛି।ସମସ୍ତଙ୍କ ପ୍ରସ୍ତାବ ଓ ମତାମତ ଆଧାର ରେ ୨୦୩୬ ପାଇଁ ଭିଜନ ଡକୁମେଣ୍ଟ ପ୍ରସ୍ତୁତ କରା ଯାଉଛି।ବର୍ତ୍ତମାନ ସୁଦ୍ଧା ୩ ଲକ୍ଷ ୨୦ ହଜାର ପ୍ରସ୍ତାବ ଲୋକ ମାନଙ୍କ ଠାରୁ ମିଳିଛି।

ଗତ ଓଡିଶା କନକ୍ଲେଭ ରେ ୧୬ଲକ୍ଷ ୭୩ ହଜାର କୋଟି ଟଙ୍କାର ପୁଞ୍ଜି ଲଗାଣ ପ୍ରସ୍ତାବ ଆସିଥିବା ବେଳେ ପ୍ରଥମ ବର୍ଷ ରେ ୧ ଲକ୍ଷ ୨୯ ହଜାର କୋଟି ଇନଭେଷ୍ଟ ହୋଇଛି।ବିକଶିତ ଓଡିଶା ୨୦୩୬ ପାଇଁ ୩୬ଟି ରଣନୀତି ପ୍ରସ୍ତୁତ ହୋଇଛି ବୋଲି ମନ୍ତ୍ରୀ ସୂଚନା ଦେବା ସହ ଓଡିଶା ଗ୍ରୀନ ଏନର୍ଜିର ହବ ପାଲଟିଛି ବୋଲି କହିଥିଲେ। ସାଂସଦ ତଥା ଓଡିଶା ପ୍ରଭାରୀ ବିଜୟ ପାଲ ସିଂ ତୋମାର ଡବଲ ଇଞ୍ଜିନ ସରକାର ସାଧାରଣ ଲୋକ ମାନଙ୍କ ଭରସା ଓ ବିଶ୍ବାସ ର ପ୍ରତିଫଳନ ଯାହା ବିକାଶକୁ ତ୍ବରାନ୍ବିତ କରୁଛି ବୋଲି କହିଥିଲେ।କୃଷି, ଶିଳ୍ପ, ପର୍ଯ୍ୟଟନ, ମତ୍ସ୍ୟ, ମହିଳା ବିକାଶ କ୍ଷେତ୍ରକୁ ସୁଦୃଢ କରାଯିବା ସହ ବର୍ଷା ଜଳକୁ ଉପଯୋଗ କରି ଦୁଇ ଫସଲ କୁ ପ୍ରୋତ୍ସାହିତ କରାଯାଉଛି।

ଦେଶର ଅର୍ଥ ନୀତି ରେ ଅନେକ ସୁଧାର ହୋଇଛି।ଭାରତ ୨୦୨୭ ସୁଦ୍ଧା ବିଶ୍ବ ର ତୃତୀୟ ବିକଶିତ ଅର୍ଥ ନୈତିକ ରାଷ୍ଟ୍ରହେବ ବୋଲି ସେ ସୂଚନା ଦେଇଥିଲେ।ଅନ୍ୟ ମାନଙ୍କ ମଧ୍ୟରେ ପିପିଲି ବିଧାୟକ ଆଶ୍ରିତ ପଟ୍ଟନାୟକ, ସତ୍ୟବାଦୀ ବିଧାୟକ ଓମ ପ୍ରକାଶ ମିଶ୍ର, ପୁରୀ ବିଧାୟକ ସୁନିଲ କୁମାର ମହାନ୍ତି ପ୍ରମୁଖ ଯୋଗ ଦେଇ ବିକଶିତ ଭାରତ ଓ ବିକଶିତ ଓଡିଶା ସମ୍ପର୍କରେ ଆଲୋଚନା କରି ବିବିଧ ପ୍ରସ୍ତାବ ମାନ ଦେଇଥିଲେ।ଜିଲ୍ଲାପାଳ ସିଦ୍ଧାର୍ଥ ଶଙ୍କର ସ୍ବାଇଁଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ଏହି କାର୍ଯ୍ୟକ୍ରମ ପ୍ରାରମ୍ଭରେ ଜିଲ୍ଲା ପରିଷଦର ମୁଖ୍ୟ ଉନ୍ନୟନ ଅଧିକାରୀ ପ୍ରିୟରଞ୍ଜନ ପୃଷ୍ଟି ସମସ୍ତଙ୍କୁ ସ୍ବାଗତ କରିଥିଲେ।ବୁଦ୍ଧିଜୀବୀ ଶିକ୍ଷାବିତ କୈଳାସ ଚନ୍ଦ୍ର ଟୀକାୟତରାୟ,

ଡା ଅରୁଣ କୁମାର ଦାସ, ରାଜ କିଶୋର ପାତ୍ର,ହରିହର ହୋତା, କାର୍ତ୍ତିକ ଚନ୍ଦ୍ର ଦାଶ,ଚକ୍ରଧର ମହାପାତ୍ର, ସିଦ୍ଧାର୍ଥ ରାୟ ଓ ସନ୍ତୋଷ କୁମାର ମହାନ୍ତି ପ୍ରମୁଖ ପୁରୀ ବିକାଶ ପାଇଁ ବିବିଧ ପ୍ରସ୍ତାବ ମାନ ଦେଇଥିଲେ।ସୂଚନା ଓ ଲୋକ ସମ୍ପର୍କ ଉପ ନିର୍ଦ୍ଦେଶକ ସନ୍ତୋଷ କୁମାର ସେଠୀ ସଭା ପରିଚାଳନା କରିବା ସହ ଶେଷରେ ଧନ୍ୟବାଦ ଅର୍ପଣ କରିଥିଲେ।ଯୋଜନା ଓ ପର୍ଯ୍ଯାଲୋଚନା ବିଭାଗ ଯୁଗ୍ମ ନିର୍ଦ୍ଦେଶକ ଶ୍ରୀଧର ସେଠୀ ଓ ଅନ୍ୟାନ୍ୟ କର୍ମଚାରୀ ମାନେ କାର୍ଯ୍ୟ ପରିଚାଳନା ରେ ସହଯୋଗ କରିଥିଲେ।ପ୍ରାରମ୍ଭରେ ଏକ ସଚେତନତା ରଥକୁ ଅତିଥି ମାନେ ଉଦଘାଟନ କରିଥିଲେ।

Proprietor Abhimanyu Maharana

Proprietor Abhimanyu Maharana

  • Trending
  • Comments
  • Latest
ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

June 13, 2024
ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

February 24, 2020
ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

May 19, 2020
ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା  ।

ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା ।

July 1, 2020
ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

0
“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

0
କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

0
ହୀରାକୁଦ – ନିଷିଦ୍ଧଞ୍ଚଳ ରେ  ତିନି ଅଭିନେତ୍ରୀ ଙ୍କ  ସହିତ  ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

ହୀରାକୁଦ – ନିଷିଦ୍ଧଞ୍ଚଳ ରେ ତିନି ଅଭିନେତ୍ରୀ ଙ୍କ ସହିତ ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

0
ନାଚୁଣୀ ଥାନା ର ନୂତନ ଭାରପ୍ରାପ୍ତ ଅଧିକାରୀ

ନାଚୁଣୀ ଥାନା ର ନୂତନ ଭାରପ୍ରାପ୍ତ ଅଧିକାରୀ

May 7, 2026
ବ୍ରଜ କିଶୋର ସାହୁ ସ୍ମାରକୀ ଟ୍ରଷ୍ଟ ପକ୍ଷ ରୁ ମାଟ୍ରିକ ବ୍ଲକ ଟପର ଙ୍କୁ ସମ୍ବର୍ଦ୍ଧନା

ବ୍ରଜ କିଶୋର ସାହୁ ସ୍ମାରକୀ ଟ୍ରଷ୍ଟ ପକ୍ଷ ରୁ ମାଟ୍ରିକ ବ୍ଲକ ଟପର ଙ୍କୁ ସମ୍ବର୍ଦ୍ଧନା

May 7, 2026
ବରିଷ୍ଠ ନାଗରିକ ସଙ୍ଘ ପକ୍ଷରୁ ଶ୍ରମିକ ଦିବସ

ବରିଷ୍ଠ ନାଗରିକ ସଙ୍ଘ ପକ୍ଷରୁ ଶ୍ରମିକ ଦିବସ

May 7, 2026
ଖୋର୍ଦ୍ଧା ଜିଲ୍ଲାରେ ପ୍ରଶଂସା ସାଉଣ୍ଟୁଛନ୍ତି ଜିଲ୍ଲା ବିଜେପି ଉପସଭାପତି

ଖୋର୍ଦ୍ଧା ଜିଲ୍ଲାରେ ପ୍ରଶଂସା ସାଉଣ୍ଟୁଛନ୍ତି ଜିଲ୍ଲା ବିଜେପି ଉପସଭାପତି

May 7, 2026

Recent News

ନାଚୁଣୀ ଥାନା ର ନୂତନ ଭାରପ୍ରାପ୍ତ ଅଧିକାରୀ

ନାଚୁଣୀ ଥାନା ର ନୂତନ ଭାରପ୍ରାପ୍ତ ଅଧିକାରୀ

May 7, 2026
ବ୍ରଜ କିଶୋର ସାହୁ ସ୍ମାରକୀ ଟ୍ରଷ୍ଟ ପକ୍ଷ ରୁ ମାଟ୍ରିକ ବ୍ଲକ ଟପର ଙ୍କୁ ସମ୍ବର୍ଦ୍ଧନା

ବ୍ରଜ କିଶୋର ସାହୁ ସ୍ମାରକୀ ଟ୍ରଷ୍ଟ ପକ୍ଷ ରୁ ମାଟ୍ରିକ ବ୍ଲକ ଟପର ଙ୍କୁ ସମ୍ବର୍ଦ୍ଧନା

May 7, 2026
ବରିଷ୍ଠ ନାଗରିକ ସଙ୍ଘ ପକ୍ଷରୁ ଶ୍ରମିକ ଦିବସ

ବରିଷ୍ଠ ନାଗରିକ ସଙ୍ଘ ପକ୍ଷରୁ ଶ୍ରମିକ ଦିବସ

May 7, 2026
ଖୋର୍ଦ୍ଧା ଜିଲ୍ଲାରେ ପ୍ରଶଂସା ସାଉଣ୍ଟୁଛନ୍ତି ଜିଲ୍ଲା ବିଜେପି ଉପସଭାପତି

ଖୋର୍ଦ୍ଧା ଜିଲ୍ଲାରେ ପ୍ରଶଂସା ସାଉଣ୍ଟୁଛନ୍ତି ଜିଲ୍ଲା ବିଜେପି ଉପସଭାପତି

May 7, 2026
Odisha Taza News

Welcome to Odisha Taza News.
Chief Editor: Abhimanyu Maharana
Email: odishatazanews1@gmail.com
whatsapp - 9938341180
contact no - 7008991872

Browse by Category

  • Uncategorized
  • ଅନୁଗୁଳ
  • ଅପରାଧ
  • ଓଡ଼ିଶା
  • କଟକ
  • କନ୍ଧମାଳ
  • କରୋନା
  • କଳାହାଣ୍ଡି
  • କେନ୍ଦୁଝର
  • କେନ୍ଦ୍ରାପଡା
  • କୋରାପୁଟ
  • କ୍ରୀଡ଼ା
  • ଖେଳ
  • ଖୋର୍ଦ୍ଧା
  • ଗଜପତି
  • ଗଞ୍ଜାମ
  • ଜଗତସିଂହପୁର
  • ଜୀବନଚର୍ଯ୍ୟା
  • ଝାରସୁଗୁଡା
  • ଢେଙ୍କାନାଳ
  • ଦେବଗଡ଼
  • ଦେଶ
  • ନବରଙ୍ଗପୁର
  • ନୟାଗଡ଼ ନିଉଜ୍
  • ନୂଆପଡ଼ା
  • ପଂଚାୟତ ନିର୍ବାଚନ
  • ପୁରୀ
  • ଫୋଟୋ ଗ୍ୟାଲେରୀ
  • ବରଗଡ଼
  • ବଲାଙ୍ଗିର
  • ବାଣିଜ୍ୟ
  • ବାଲେଶ୍ଵର
  • ବିଚିତ୍ର
  • ବିଶ୍ଵ
  • ବୌଦ୍ଧ
  • ଭଦ୍ରକ
  • ମନୋରଞ୍ଜନ
  • ମୟୁରଭଞ୍ଜ
  • ମହାନଗର
  • ମାଲକାନଗିରି
  • ଯାଜପୁର
  • ରାଜନୀତି
  • ରାୟଗଡା
  • ରାଶିଫଳ
  • ଶିକ୍ଷା ଓ ନିଯୁକ୍ତି
  • ସମ୍ବଲପୁର
  • ସୁନ୍ଦରଗଡ଼
  • ସୁବର୍ଣ୍ଣପୁର
  • ହୋମ୍

Recent News

ନାଚୁଣୀ ଥାନା ର ନୂତନ ଭାରପ୍ରାପ୍ତ ଅଧିକାରୀ

ନାଚୁଣୀ ଥାନା ର ନୂତନ ଭାରପ୍ରାପ୍ତ ଅଧିକାରୀ

May 7, 2026
ବ୍ରଜ କିଶୋର ସାହୁ ସ୍ମାରକୀ ଟ୍ରଷ୍ଟ ପକ୍ଷ ରୁ ମାଟ୍ରିକ ବ୍ଲକ ଟପର ଙ୍କୁ ସମ୍ବର୍ଦ୍ଧନା

ବ୍ରଜ କିଶୋର ସାହୁ ସ୍ମାରକୀ ଟ୍ରଷ୍ଟ ପକ୍ଷ ରୁ ମାଟ୍ରିକ ବ୍ଲକ ଟପର ଙ୍କୁ ସମ୍ବର୍ଦ୍ଧନା

May 7, 2026
  • About
  • Advertise
  • Privacy & Policy
  • Contact

© 2023 Odisha Taza News.

No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ

© 2023 Odisha Taza News.

Go to mobile version