• About
  • Advertise
  • Privacy & Policy
  • Contact
Odisha Taza News
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
Odisha Taza News
No Result
View All Result
Home ଓଡ଼ିଶା

ଗୁଣପୁର ପୈାରପରିଷଦ କେଳେଙ୍କାରୀ : ଦଲାଲ୍ ସାଜିଛନ୍ତି ଆଉଟ୍ ସୋର୍ସିଙ୍ଗ କର୍ମଚାରୀ

Proprietor Abhimanyu Maharana by Proprietor Abhimanyu Maharana
June 15, 2025
in ଓଡ଼ିଶା, ରାୟଗଡା, ହୋମ୍
0
ଗୁଣପୁର ପୈାରପରିଷଦ କେଳେଙ୍କାରୀ : ଦଲାଲ୍ ସାଜିଛନ୍ତି ଆଉଟ୍ ସୋର୍ସିଙ୍ଗ କର୍ମଚାରୀ
Share on FacebookShare on TwitterWhatsapp

ଗୁଣପୁର (ଓଡ଼ିଶା ତାଜା ନ୍ୟୁଜ୍) :-  ପୈାର ପରିଷଦ ହେବା ଦିନଠାରୁ ସହରର ଉନ୍ନତି ଅପେକ୍ଷା ଦୁର୍ନୀତି ବହୁ ମାତ୍ରାରେ ବୃଦ୍ଧି ପାଇଥିବା ଦେଖିବାକୁ ମିଳିଛି । ସରକାରୀ ବାବୁମାନେ ସିଧାସଳଖ ଲାଞ୍ଚ ନନେଇ ଆଉଟ୍ ସୋର୍ସିଙ୍ଗ କର୍ମଚାରୀଙ୍କୁ ହାତ ଵାରିସି କରି ରଖିଛନ୍ତି । ଗୁଣପୁର ପୈାର ପରିଷଦର ଏଭଳି ଜଣେ ଦଲାଲ୍ ହେଉଛି ଦାମୋଦର ମୁଗୁଲିପୁରି । ଗୁଣପୁର ପୈାର ପରିଷଦରେ ଜଣେ ଆଉଟ୍ ସୋର୍ସିଙ୍ଗ କର୍ମଚାରୀ ଭାବେ ଦୀର୍ଘ ଚାରିବର୍ଷ ହେବ କାର୍ଯ୍ୟ କରୁଛନ୍ତି । ଗୁଣପୁର ପୈାର ପରିଷଦର ବଡ ଆରସିଙ୍ଗଗୁଡା, ୱାର୍ଡ ନମ୍ବର ୧୭ର ସମସ୍ତ ଦାୟିତ୍ବ ବାବୁ ଜଣକ ତୁଲାଇଥାନ୍ତି ।

ୱାର୍ଡ ବାସୀଙ୍କ କହିବା ମୁତାବକ ପ୍ରତି କାର୍ଯ୍ୟରେ ଲାଞ୍ଚ ନେଵା ଦାମୋଦର ବାବୁଙ୍କ ପେଷା ଓ ନିଶା । ରାସନ କାର୍ଡ ପାଇଁ ୩୦୦୦ , ସୁଭଦ୍ରା ଯୋଜନା ପାଇଁ ୫୦୦୦ , ପେନସନ ପାଇଁ ୩୦୦୦ , ଆବାସ ଯୋଜନା ପାଇଁ ୫୦୦୦୦ ଏଭଳି ଶୁଳ୍କ ସ୍ଥିର କରିଛନ୍ତି ଦାମୋଦର ଵାବୁ । ଟଙ୍କା ନଦେଲେ କାମ ହେବନାହିଁ ବୋଲି ରୋକ ଠୋକ ମନା କରିଦେଉଥିବା ଗ୍ରାମବାସୀ ଅଭିଯୋଗ କରିଛନ୍ତି । ଅଗଷ୍ଟ -୨୦୨୪ ମସିହାରେ ଦିଆଯାଇଥିବା ବିଧବା ଭତ୍ତା , ବିକଳାଙ୍ଗ ଭତ୍ତା , ବାର୍ଦ୍ଧକ୍ୟ ଭତ୍ତା ଦରଖାସ୍ତ ସବୁ ଟଙ୍କା ନଦେବାରୁ ଆଜି ପର୍ଯ୍ୟନ୍ତ ହୋଇପାରିନି ।

ଅଫିସରେ ଗ୍ରାମବାସୀ ପାଟିତୁଣ୍ଡ କରିବା ପରେ ବାବୁ ଜଣକ ଦରଖାସ୍ତ ଫେରାଇ ଦେଵା କଥା ଗ୍ରାମବାସୀ କହିଛନ୍ତିି । ବାବୁ ଜଣକ ବଡ଼ ଆରସିଙ୍ଗଗୁଡା ଗ୍ରାମରେ ଶୌଚାଳୟ ଦୁର୍ନୀତି , ମୁକ୍ତା ଯୋଜନା ଦୁର୍ନୀତି ରେ ସାମିଲ୍ ଥିବା ଗ୍ରାମବାସୀ ଅଭିଯୋଗ କରିଛନ୍ତି । ବିଶେଷ କରି ବଡ଼ ଆରସିଙ୍ଗଗୁଡା ଗ୍ରାମର ୬ ଟି ଆବାସ ଘର ବାବଦରେ ଦାମୋଦର ଵାବୁ ଏକ ଲକ୍ଷ ଟଙ୍କା ଲେଖାଏଁ ନେଇଥିବା ଗ୍ରାମବାସୀ କହିଛନ୍ତିି । ଟଙ୍କା ଦେଇ ନପାରିଲେ ଏଟିଏମ୍ କାର୍ଡ ନେଇ ଟଙ୍କା ଉଠାନ୍ତି ଦାମୋଦର ଵାବୁ । ଯଦି ରାସ୍ତା , ପାଣି , ବିଜୁଳି , ଶୌଚାଳୟ , ଘର ଏପରି ମୈାଳିକ ସୁବିଧା ପାଈଁ ଲାଞ୍ଚ ଦେବାକୁ ପଡେ, ତେବେ ସରକାରଙ୍କ ଯୋଜନା ସବୁ କାହାପାଇଁ ବୋଲି ଗ୍ରାମବାସୀ ପ୍ରଶ୍ନ କରିଛନ୍ତି ।

ଯଥାଶୀଘ୍ର ଏଭଳି ଦୁର୍ନୀତି ଗ୍ରସ୍ତ କର୍ମଚାରୀ କୁ ପୈାର ପରିଷଦରୁ ବାହାର କରିବାକୁ ବଡ଼ ଆରସିଙ୍ଗଗୁଡା ଗ୍ରାମଵାସୀ ଦାବି କରିଛନ୍ତି , ନଚେତ ଆଗାମୀ ଦିନରେ ପୈାର ପରିଷଦ ଘେରାଉ କରିବାକୁ ଚେତାବନୀ ଦେଇଛନ୍ତି । ଆମେ ଦାମୋଦର ବାବୁଙ୍କ କେଳେଙ୍କାରୀ ବିଷୟରେ ପୈାର ନିର୍ବାହୀ ଅଧିକାରୀ ସନ୍ତୋଷ କୁମାର ନାୟକ ଙ୍କୁ ଅବଗତ କରାଇଥିଲୁ । ନିର୍ବାହୀ ଅଧିକାରୀ ତଦନ୍ତ କରି ଉଚିତ ପଦକ୍ଷେପ ନିଆଯିବ ବୋଲି ପ୍ରତିଶ୍ରୁତି ଦେଇଥିଲେ । ଆଗାମୀ ଅଧ୍ୟାୟର ଦାମୋଦର ବାବୁଙ୍କ ଆଉକିଛି ଦୁର୍ନୀତି ଲୋକଲୋଚନାକୁ ଆଣିବୁ ।

Proprietor Abhimanyu Maharana

Proprietor Abhimanyu Maharana

  • Trending
  • Comments
  • Latest
ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

June 13, 2024
ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

February 24, 2020
ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

May 19, 2020
ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା  ।

ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା ।

July 1, 2020
ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

0
“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

0
କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

0
ହୀରାକୁଦ – ନିଷିଦ୍ଧଞ୍ଚଳ ରେ  ତିନି ଅଭିନେତ୍ରୀ ଙ୍କ  ସହିତ  ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

ହୀରାକୁଦ – ନିଷିଦ୍ଧଞ୍ଚଳ ରେ ତିନି ଅଭିନେତ୍ରୀ ଙ୍କ ସହିତ ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

0
ଦେବୋତ୍ତର ମ୍ୟାନେଜର୍ କ୍ୱାର୍ଟର୍ ଜବରଦଖଲ ଘଟଣା ୩ ବର୍ଷ ତଳୁ ସରିଛି ଚୁକ୍ତି, ଆଦାୟ ହୋଇନି ଭଡ଼ା

ଦେବୋତ୍ତର ମ୍ୟାନେଜର୍ କ୍ୱାର୍ଟର୍ ଜବରଦଖଲ ଘଟଣା ୩ ବର୍ଷ ତଳୁ ସରିଛି ଚୁକ୍ତି, ଆଦାୟ ହୋଇନି ଭଡ଼ା

July 23, 2026
ଗରିବ ସନାତନଙ୍କ ପାଇଁ ବସୁନ୍ଧରା ଓ ଆବାସ ଯୋଜନା ପାଲଟିଛି ସାତ ସପନ

ଗରିବ ସନାତନଙ୍କ ପାଇଁ ବସୁନ୍ଧରା ଓ ଆବାସ ଯୋଜନା ପାଲଟିଛି ସାତ ସପନ

July 23, 2026
ଜରିପଡା,ପୋଡ଼lପଟଣା ବିଦ୍ୟାଳୟ ମୁଖ୍ୟ ଫାଟକ ସମ୍ମୁଖରେ କାଦୁଅ ପାଣି , ହନ୍ତସନ୍ତ ଛାତ୍ରଛାତ୍ରୀ

ଜରିପଡା,ପୋଡ଼lପଟଣା ବିଦ୍ୟାଳୟ ମୁଖ୍ୟ ଫାଟକ ସମ୍ମୁଖରେ କାଦୁଅ ପାଣି , ହନ୍ତସନ୍ତ ଛାତ୍ରଛାତ୍ରୀ

July 23, 2026
ନିଟ୍ ପ୍ରଶ୍ନପତ୍ର ଚୋରି ଓ ରାହୁଲ ଗାନ୍ଧୀଙ୍କ ବିରୋଧ ପ୍ରତିବାଦରେ କଂଗ୍ରେସର ବିକ୍ଷୋଭ

ନିଟ୍ ପ୍ରଶ୍ନପତ୍ର ଚୋରି ଓ ରାହୁଲ ଗାନ୍ଧୀଙ୍କ ବିରୋଧ ପ୍ରତିବାଦରେ କଂଗ୍ରେସର ବିକ୍ଷୋଭ

July 23, 2026

Recent News

Welcome to Odisha Taza News.
Chief Editor: Abhimanyu Maharana
Email: odishatazanews1@gmail.com
whatsapp - 9938341180
contact no - 7008991872

Browse by Category

  • Uncategorized
  • ଅନୁଗୁଳ
  • ଅପରାଧ
  • ଓଡ଼ିଶା
  • କଟକ
  • କନ୍ଧମାଳ
  • କରୋନା
  • କଳାହାଣ୍ଡି
  • କେନ୍ଦୁଝର
  • କେନ୍ଦ୍ରାପଡା
  • କୋରାପୁଟ
  • କ୍ରୀଡ଼ା
  • ଖେଳ
  • ଖୋର୍ଦ୍ଧା
  • ଗଜପତି
  • ଗଞ୍ଜାମ
  • ଜଗତସିଂହପୁର
  • ଜୀବନଚର୍ଯ୍ୟା
  • ଝାରସୁଗୁଡା
  • ଢେଙ୍କାନାଳ
  • ଦେବଗଡ଼
  • ଦେଶ
  • ନବରଙ୍ଗପୁର
  • ନୟାଗଡ଼ ନିଉଜ୍
  • ନୂଆପଡ଼ା
  • ପଂଚାୟତ ନିର୍ବାଚନ
  • ପୁରୀ
  • ଫୋଟୋ ଗ୍ୟାଲେରୀ
  • ବରଗଡ଼
  • ବଲାଙ୍ଗିର
  • ବାଣିଜ୍ୟ
  • ବାଲେଶ୍ଵର
  • ବିଚିତ୍ର
  • ବିଶ୍ଵ
  • ବୌଦ୍ଧ
  • ଭଦ୍ରକ
  • ମନୋରଞ୍ଜନ
  • ମୟୁରଭଞ୍ଜ
  • ମହାନଗର
  • ମାଲକାନଗିରି
  • ଯାଜପୁର
  • ରାଜନୀତି
  • ରାୟଗଡା
  • ରାଶିଫଳ
  • ଶିକ୍ଷା ଓ ନିଯୁକ୍ତି
  • ସମ୍ବଲପୁର
  • ସୁନ୍ଦରଗଡ଼
  • ସୁବର୍ଣ୍ଣପୁର
  • ହୋମ୍

Recent News

ଦେବୋତ୍ତର ମ୍ୟାନେଜର୍ କ୍ୱାର୍ଟର୍ ଜବରଦଖଲ ଘଟଣା ୩ ବର୍ଷ ତଳୁ ସରିଛି ଚୁକ୍ତି, ଆଦାୟ ହୋଇନି ଭଡ଼ା

ଦେବୋତ୍ତର ମ୍ୟାନେଜର୍ କ୍ୱାର୍ଟର୍ ଜବରଦଖଲ ଘଟଣା ୩ ବର୍ଷ ତଳୁ ସରିଛି ଚୁକ୍ତି, ଆଦାୟ ହୋଇନି ଭଡ଼ା

July 23, 2026
ଗରିବ ସନାତନଙ୍କ ପାଇଁ ବସୁନ୍ଧରା ଓ ଆବାସ ଯୋଜନା ପାଲଟିଛି ସାତ ସପନ

ଗରିବ ସନାତନଙ୍କ ପାଇଁ ବସୁନ୍ଧରା ଓ ଆବାସ ଯୋଜନା ପାଲଟିଛି ସାତ ସପନ

July 23, 2026
  • About
  • Advertise
  • Privacy & Policy
  • Contact

© 2023 Odisha Taza News.

No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ

© 2023 Odisha Taza News.

Go to mobile version