• About
  • Advertise
  • Privacy & Policy
  • Contact
Odisha Taza News
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
Odisha Taza News
No Result
View All Result
Home ଓଡ଼ିଶା

ଯୁବକଙ୍କୁ ପଥରରେ ଛେଚି ହତ୍ୟା ଅଭିଯୋଗ : ରାସ୍ତାକଡ଼ରୁ ମୃତଦେହ ଉଦ୍ଧାର: ପୋଲିସ ର ଛାନବିନ ଆରମ୍ଭ

Proprietor Abhimanyu Maharana by Proprietor Abhimanyu Maharana
June 15, 2025
in ଓଡ଼ିଶା, କନ୍ଧମାଳ, ହୋମ୍
0
ଯୁବକଙ୍କୁ ପଥରରେ ଛେଚି ହତ୍ୟା ଅଭିଯୋଗ : ରାସ୍ତାକଡ଼ରୁ ମୃତଦେହ ଉଦ୍ଧାର: ପୋଲିସ ର ଛାନବିନ ଆରମ୍ଭ
Share on FacebookShare on TwitterWhatsapp

କନ୍ଧମାଳ (ଓଡ଼ିଶା ତାଜା ନ୍ୟୁଜ୍) :-  ଯୁବକଙ୍କୁ ପଥରେ ଛେଚି ହତ୍ୟା କରିବା ପରେ ରାସ୍ତାକଡ଼ରେ ଫିଙ୍ଗିଦେଲେ ଦୁର୍ବୃତ୍ତ। କନ୍ଧମାଳ ଜିଲ୍ଲା ଫିରିଙ୍ଗିଆ ବ୍ଲକ କେଳାପଡ଼ା ପଞ୍ଚାୟତର ରାଜେନ୍ଦ୍ର ଉଚ୍ଚ ମାଧ୍ୟମିକ ବିଦ୍ୟାଳୟ ଏବଂ ଭୃଙ୍ଗିଯୋଡି ବିଦେଶୀ ମଦ ଦୋକାନ ମଝିରେ ରାସ୍ତା କଡରୁ ଯୁବକଙ୍କ ମୃତଦେହ ଜବତ କରିଛି ପୁଲିସ। ରକ୍ତ ଜୁଡୁବୁଡୁ ହୋଇ କ୍ଷତାକ୍ତ ଅବସ୍ଥାରେ ମୃତଦେହ ପଡ଼ିଥିବା କିଛି ଲୋକେ ଦେଖିବାରୁ ଫିରିଙ୍ଗିଆ ଥାନାକୁ ଖବର ଦେଇଥିଲେ। ପୁଲିସ ଘଟଣା ସ୍ଥଳରେ ପହଞ୍ଚି ମୃତଦେହକୁ ଜବତ କରି ତଦନ୍ତ ଚଳାଇଛି। ମୃତ ଯୁବକ ନୂଆପଦର ପଞ୍ଚାୟତ ଜାର୍ଗୀପଡ଼ା ଗାଁର ପ୍ରଭାତ ମଲିକ ଏବଂ ସେ ଜଣେ ଡ୍ରାଇଭର ବୋଲି ଜଣାପଡ଼ିଛି।

ମୃତଦେହ ନିକଟରେ ଏକାଧିକ ପଥର ପଡ଼ିଥିବା ବେଳେ ଯୁବକଙ୍କ ମୁଣ୍ଡକୁ ପଥରରେ ଛେଚି ହତ୍ୟା କରାଯାଇଥିବା ଅନୁମାନ କରାଯାଉଛି। ପୁଲିସ ସାଇଣ୍ଟିଫିକ ଟିମ ଓ ଅନୁସନ୍ଧନୀ କୁକୁର ସହାୟତାରେ ତଦନ୍ତ କରିଛି। ଫିରିଙ୍ଗିଆ ଥାନା ଅଧିକାରୀ ଗୋପିନାଥ ପ୍ରଧାନ, ଏସଆଇ ଦୀପକ ରାଉତ, ଏଏସଆଇ ଶ୍ରୀକାନ୍ତ ପାତ୍ର ପହଞ୍ଚି ଘଟଣାର ଅନୁଧ୍ୟାନ କରିଛନ୍ତି।

ସୂଚନା ଯୋଗ୍ୟ ଯେ, ପ୍ରଭାତ ଗତ ବୁଧବାର ସକାଳ ୯ ଟାରୁ ଘରୁ ନିଜର ଏକ ସାଇକେଲ ଧରି କେଉଁଆଡେ ଯାଇଥିଲେ। ପରେ ଘରକୁ ଫେରି ନ ଥିବା ପରିବାର ଲୋକେ କହିଛନ୍ତି। ଗୁରୁବାର ସକାଳେ ମୃତଦେହ ପଡ଼ିଥିବା ଖବର ପାଇ ପରିବାର ଲୋକେ ଘଟଣାସ୍ଥଳରେ ପହଞ୍ଚି ମୃତଦେହ ଚିହ୍ନଟ କରିଥିଲେ। କେଉଁ କାରଣରୁ ପ୍ରଭାତଙ୍କୁ ହତ୍ୟା କରାଯାଇଛି ତାହା ଜଣାପଡ଼ିନାହିଁ। ତେବେ ତାଙ୍କୁ ହତ୍ୟା କରାଯାଇଥିବା ନେଇ ମା’ ଥାନାରେ ଲିଖିତ ଅଭିଯୋଗ କରିବା ପରେ ପୁଲିସ ଏକ ମାମଲା ରୁଜୁ କରି ତଦନ୍ତ ଆରମ୍ଭ କରିଛି।

Proprietor Abhimanyu Maharana

Proprietor Abhimanyu Maharana

  • Trending
  • Comments
  • Latest
ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

June 13, 2024
ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

February 24, 2020
ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

May 19, 2020
ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା  ।

ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା ।

July 1, 2020
ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

0
“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

0
କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

0
ହୀରାକୁଦ – ନିଷିଦ୍ଧଞ୍ଚଳ ରେ  ତିନି ଅଭିନେତ୍ରୀ ଙ୍କ  ସହିତ  ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

ହୀରାକୁଦ – ନିଷିଦ୍ଧଞ୍ଚଳ ରେ ତିନି ଅଭିନେତ୍ରୀ ଙ୍କ ସହିତ ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

0
ଦୁଇ ଜଣ ଅଜଣା ବ୍ୟକ୍ତିଙ୍କ ମୃତ ଦେହକୁ ଉଦ୍ଧାର କଲା ବାଦାମବାଡ଼ି ପୋଲିସ

ଦୁଇ ଜଣ ଅଜଣା ବ୍ୟକ୍ତିଙ୍କ ମୃତ ଦେହକୁ ଉଦ୍ଧାର କଲା ବାଦାମବାଡ଼ି ପୋଲିସ

May 7, 2026
Taneira celebrates Savitri Vrata with the Inaya collection and exclusive festive offers

ସାବିତ୍ର ଉପଲକ୍ଷେ ତନେଇରା ପକ୍ଷରୁ ‘ଇନାୟା’ କଲେକ୍ସନ : ଆକର୍ଷଣୀୟ ଅଫର ପାଇବେ ଗ୍ରାହକ

May 7, 2026
Taneira celebrates Savitri Vrata with the Inaya collection and exclusive festive offers

Taneira celebrates Savitri Vrata with the Inaya collection and exclusive festive offers

May 7, 2026
ରଣପୁରରେ ମାଟ୍ରିକ୍ ସଫଳତାର ଗୌରବ : ୫୪୨ ମାର୍କ ରଖି ଚର୍ଚ୍ଚାରେ – ସାଗରିକା

ରଣପୁରରେ ମାଟ୍ରିକ୍ ସଫଳତାର ଗୌରବ : ୫୪୨ ମାର୍କ ରଖି ଚର୍ଚ୍ଚାରେ – ସାଗରିକା

May 7, 2026

Recent News

Welcome to Odisha Taza News.
Chief Editor: Abhimanyu Maharana
Email: odishatazanews1@gmail.com
whatsapp - 9938341180
contact no - 7008991872

Browse by Category

  • Uncategorized
  • ଅନୁଗୁଳ
  • ଅପରାଧ
  • ଓଡ଼ିଶା
  • କଟକ
  • କନ୍ଧମାଳ
  • କରୋନା
  • କଳାହାଣ୍ଡି
  • କେନ୍ଦୁଝର
  • କେନ୍ଦ୍ରାପଡା
  • କୋରାପୁଟ
  • କ୍ରୀଡ଼ା
  • ଖେଳ
  • ଖୋର୍ଦ୍ଧା
  • ଗଜପତି
  • ଗଞ୍ଜାମ
  • ଜଗତସିଂହପୁର
  • ଜୀବନଚର୍ଯ୍ୟା
  • ଝାରସୁଗୁଡା
  • ଢେଙ୍କାନାଳ
  • ଦେବଗଡ଼
  • ଦେଶ
  • ନବରଙ୍ଗପୁର
  • ନୟାଗଡ଼ ନିଉଜ୍
  • ନୂଆପଡ଼ା
  • ପଂଚାୟତ ନିର୍ବାଚନ
  • ପୁରୀ
  • ଫୋଟୋ ଗ୍ୟାଲେରୀ
  • ବରଗଡ଼
  • ବଲାଙ୍ଗିର
  • ବାଣିଜ୍ୟ
  • ବାଲେଶ୍ଵର
  • ବିଚିତ୍ର
  • ବିଶ୍ଵ
  • ବୌଦ୍ଧ
  • ଭଦ୍ରକ
  • ମନୋରଞ୍ଜନ
  • ମୟୁରଭଞ୍ଜ
  • ମହାନଗର
  • ମାଲକାନଗିରି
  • ଯାଜପୁର
  • ରାଜନୀତି
  • ରାୟଗଡା
  • ରାଶିଫଳ
  • ଶିକ୍ଷା ଓ ନିଯୁକ୍ତି
  • ସମ୍ବଲପୁର
  • ସୁନ୍ଦରଗଡ଼
  • ସୁବର୍ଣ୍ଣପୁର
  • ହୋମ୍

Recent News

ଦୁଇ ଜଣ ଅଜଣା ବ୍ୟକ୍ତିଙ୍କ ମୃତ ଦେହକୁ ଉଦ୍ଧାର କଲା ବାଦାମବାଡ଼ି ପୋଲିସ

ଦୁଇ ଜଣ ଅଜଣା ବ୍ୟକ୍ତିଙ୍କ ମୃତ ଦେହକୁ ଉଦ୍ଧାର କଲା ବାଦାମବାଡ଼ି ପୋଲିସ

May 7, 2026
Taneira celebrates Savitri Vrata with the Inaya collection and exclusive festive offers

ସାବିତ୍ର ଉପଲକ୍ଷେ ତନେଇରା ପକ୍ଷରୁ ‘ଇନାୟା’ କଲେକ୍ସନ : ଆକର୍ଷଣୀୟ ଅଫର ପାଇବେ ଗ୍ରାହକ

May 7, 2026
  • About
  • Advertise
  • Privacy & Policy
  • Contact

© 2023 Odisha Taza News.

No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ

© 2023 Odisha Taza News.

Go to mobile version