• About
  • Advertise
  • Privacy & Policy
  • Contact
Odisha Taza News
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
Odisha Taza News
No Result
View All Result
Home ଓଡ଼ିଶା

ସମର୍ପଣ ବୃଦ୍ଧାଶ୍ରମରେ ଓ୍ବାର୍ଲ୍ଡ ଏଲ୍ଡର୍ସ ଆବିୟ୍ଯୁସ୍ ଆଓ୍ବାରନେସ୍ ଦିବସ ପାଳନ

Proprietor Abhimanyu Maharana by Proprietor Abhimanyu Maharana
June 16, 2025
in ଓଡ଼ିଶା, ନୟାଗଡ଼ ନିଉଜ୍, ହୋମ୍
0
ସମର୍ପଣ ବୃଦ୍ଧାଶ୍ରମରେ ଓ୍ବାର୍ଲ୍ଡ ଏଲ୍ଡର୍ସ ଆବିୟ୍ଯୁସ୍ ଆଓ୍ବାରନେସ୍ ଦିବସ ପାଳନ
Share on FacebookShare on TwitterWhatsapp

ନୟାଗଡ଼ (ଓଡ଼ିଶା ତାଜା ନ୍ୟୁଜ୍) :- ନୟାଗଡ଼ ସହର ନିକଟସ୍ଥ ଲେଖନପୁର ଠାରେ ଗଢିଉଠିଥିବା ସମର୍ପଣ ବୃଦ୍ଧାଶ୍ରମରେ ଜିଲ୍ଲା ଆଇନ୍ ସେବା ପ୍ରାଧିକରଣ ଅନୁଷ୍ଠାନ ତରଫରୁ ବିଶ୍ବ ବରିଷ୍ଠ ନାଗରିକଙ୍କୁ ଅବମାନନା ନ କରିବା ସଚେତନତା ଦିବସ ପାଳନ ହୋଇ ଯାଇଛି। ନୟାଗଡ଼ ଜିଲ୍ଲା ଆଇନ୍ ସେବା ପ୍ରାଧିକରଣ ସଚିବ ତଥା ସିନିୟର ବିଭାଗ ବିଚାରପତି ଅଞ୍ଜଳୀ ମଛଖଣ୍ଡ ମୁଖ୍ଯ ଅତିଥି ଭାବେ ଯୋଗଦେଇଥିଲା ବେଳେ ସମ୍ମାନିତ ଅତିଥି ଭାବେ ନୟାଗଡ଼ କଳା ପରିଷଦର ସଂପାଦିକା ପ୍ରଭାସିନୀ ନନ୍ଦ ଓ ଜିଲ୍ଲା ଆଇନସେବା ପ୍ରାଧିକରଣର ସାମାଜିକକର୍ମୀ କ୍ଷଣପ୍ରଭା କର ଯୋଗଦେଇ ବରିଷ୍ଠ ନାଗରିକ ମାନଙ୍କ ପ୍ରତି ସମସ୍ତଙ୍କର କି ପ୍ରକାର ଉତ୍ତର ଦାୟିତ୍ୱ ଓ କର୍ତ୍ତବ୍ଯ ଅଛି ସେ ବିଷୟରେ ଆଲୋଚନା କରିଥିଲେ।

ବରିଷ୍ଠ ନାଗରିକ ମାନଙ୍କୁ ଉତ୍ତମ ବ୍ଯବହାର ପ୍ରଦର୍ଶନ କରିବା, ସେମାନଙ୍କର ସେବା ସୂଷୁଶ୍ରା କରିବା ଆଦି ବହୁ ଉପାଦେୟ ବିଷୟରେ ଅତିଥି ମାନେ ପରାମର୍ଶ ଦେଇଥିଲେ। ପୁଅବୋହୂ ମାନେ ବୃଦ୍ଧବୃଦ୍ଧା ପିତାମାତାଙ୍କୁ ନିର୍ଯ୍ୟାତନା ଦେଲେ ଆଇନ୍ ର ବିଭିନ୍ନ ବ୍ଯବସ୍ଥା ସହିତ ଜିଲ୍ଲା ଆଇନ୍ ସେବା ପ୍ରାଧିକରଣ କିପରି ପଦକ୍ଷେପ ଗ୍ରହଣ କରେ ସେ ସମ୍ପର୍କରେଏକ ସଚେତନତା ନାଟକ ମଞ୍ଚସ୍ଥ ହୋଇଥିଲା। ଜିଲ୍ଲା ଆଇନ୍ ସେବା ପ୍ରାଧିକରଣର ସାମାଜିକ କର୍ମୀ ମାନେ ନିଖୁଣ ଅଭିନୟ କରି ନାଟକଟିକୁ ଜୀବନ୍ତ କରିଥିଲେ।ଜିଲ୍ଲା ଆଇନସେବା ପ୍ରାଧିକରଣ ସଚିବ ଶ୍ରୀମତୀ ମଛଖଣ୍ଡ ମହୋଦୟା ସମର୍ପଣ ପରିସର ବୁଲିବା ସହିତ ଅନ୍ତେବାସୀ ମାନଙ୍କ ରୁମ୍ ଗୁଡିକୁ ବୁଲି ଦେଖିଥିଲେ ।

ସେମାନଙ୍କର ଖାଇବା, ପିଇବା, ରହିବା, ଶୋଇବା, ମନୋରଞ୍ଜନ ଆଦି ସମସ୍ତ ପ୍ରକାର ବ୍ଯବସ୍ଥା ବିଷୟରେ ଟିକିନିଖି କରି ବୁଝିଥିଲେ। ଅନ୍ତେବାସୀ ମାନଙ୍କ ବାର୍ଦ୍ଧକ୍ଯ ଜନିତ ବିଭିନ୍ନ ସମସ୍ଯାର ସମାଧାନ ପାଇଁ ଉତ୍ତମ ପରାମର୍ଶ ଦେବା ସହିତ ଆଇନ୍ ସମ୍ପର୍କିତ ସମସ୍ତ ପ୍ରକାର ସେବା ଓ ସହଯୋଗ କରିବା ପାଇଁ ପ୍ରତିଶ୍ରୁତି ଦେଇଥିଲେ। ନିଜେ ଗୀତ ଗାଇ ଅନ୍ତେବାସୀ ମାନଙ୍କ ମଧ୍ଯରେ ନୂଆ ଉତ୍ସାହ ଉନ୍ମାଦନା ଭରି ଦେଇଥିଲେ ।

ଜିଲ୍ଲା ଆଇନ୍ ସେବା ପ୍ରାଧିକରଣ ଅନୁଷ୍ଠାନର କର୍ମଚାରୀ ମାନେ ଅନ୍ତେବାସୀ ମାନଙ୍କ ସହିତ ନାଚଗୀତ କରି ଏକ ଆନନ୍ଦ ଉଲ୍ଲାସ ଭରା ବାତାବରଣ ସ୍ରୁଷ୍ଟି କରିଥିଲେ। ସମର୍ପଣ ସଂପାଦକ ଶ୍ରୀଧର ସାହୁଙ୍କ ସଂଯୋଜନାରେ ଅନୁଷ୍ଠିତ ଏହି କାର୍ଯ୍ୟକ୍ରମରେ ସମର୍ପଣର ବରିଷ୍ଠ ସଦସ୍ଯ ମିହିର ରଂଜନ ନାୟକ ଓ ପ୍ରଶାନ୍ତ କୁମାର ପଟ୍ଟନାୟକ ସହଯୋଗ କରିଥିଲା ବେଳେ କୋଷାଧ୍ୟକ୍ଷ ସନ୍ତୋଷ କୁମାର ନାୟକ ସମସ୍ତଙ୍କୁ ଧନ୍ଯବାଦ ଅର୍ପଣ କରିଥିଲେ ।

Proprietor Abhimanyu Maharana

Proprietor Abhimanyu Maharana

  • Trending
  • Comments
  • Latest
ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

June 13, 2024
ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

February 24, 2020
ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

May 19, 2020
ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା  ।

ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା ।

July 1, 2020
ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

0
“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

0
କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

0
ହୀରାକୁଦ – ନିଷିଦ୍ଧଞ୍ଚଳ ରେ  ତିନି ଅଭିନେତ୍ରୀ ଙ୍କ  ସହିତ  ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

ହୀରାକୁଦ – ନିଷିଦ୍ଧଞ୍ଚଳ ରେ ତିନି ଅଭିନେତ୍ରୀ ଙ୍କ ସହିତ ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

0
ପଶ୍ଚିମବଙ୍ଗରେ ବିଜେପି ର ବିପୁଳ ବିଜୟ ପରେ ବାଲିଗୁଡା ନଗର ବିଜେପି ପକ୍ଷରୁ ବିଜୟ ଉତ୍ସବ ପାଳନ

ପଶ୍ଚିମବଙ୍ଗରେ ବିଜେପି ର ବିପୁଳ ବିଜୟ ପରେ ବାଲିଗୁଡା ନଗର ବିଜେପି ପକ୍ଷରୁ ବିଜୟ ଉତ୍ସବ ପାଳନ

May 4, 2026
ଶିକାର କରିବାକୁ ଡାକି ନେଇ ଯୁବକ କୁ ଗୁଳି କରି ହତ୍ୟା ଘଟଣା : ଦୁଇ ଜଣ ଗିରଫ – ଦୁଇ ଦେଶୀ ବନ୍ଧୁକ ଜବତ

ଶିକାର କରିବାକୁ ଡାକି ନେଇ ଯୁବକ କୁ ଗୁଳି କରି ହତ୍ୟା ଘଟଣା : ଦୁଇ ଜଣ ଗିରଫ – ଦୁଇ ଦେଶୀ ବନ୍ଧୁକ ଜବତ

May 4, 2026
Brutal Crime in Nasrapur Sparks Outrage : Accused Arrested

Brutal Crime in Nasrapur Sparks Outrage : Accused Arrested

May 4, 2026
Delay in water supply in Pune : Water to taps only between 1 and 2 pm

Delay in water supply in Pune : Water to taps only between 1 and 2 pm

May 4, 2026

Recent News

Welcome to Odisha Taza News.
Chief Editor: Abhimanyu Maharana
Email: odishatazanews1@gmail.com
whatsapp - 9938341180
contact no - 7008991872

Browse by Category

  • Uncategorized
  • ଅନୁଗୁଳ
  • ଅପରାଧ
  • ଓଡ଼ିଶା
  • କଟକ
  • କନ୍ଧମାଳ
  • କରୋନା
  • କଳାହାଣ୍ଡି
  • କେନ୍ଦୁଝର
  • କେନ୍ଦ୍ରାପଡା
  • କୋରାପୁଟ
  • କ୍ରୀଡ଼ା
  • ଖେଳ
  • ଖୋର୍ଦ୍ଧା
  • ଗଜପତି
  • ଗଞ୍ଜାମ
  • ଜଗତସିଂହପୁର
  • ଜୀବନଚର୍ଯ୍ୟା
  • ଝାରସୁଗୁଡା
  • ଢେଙ୍କାନାଳ
  • ଦେବଗଡ଼
  • ଦେଶ
  • ନବରଙ୍ଗପୁର
  • ନୟାଗଡ଼ ନିଉଜ୍
  • ନୂଆପଡ଼ା
  • ପଂଚାୟତ ନିର୍ବାଚନ
  • ପୁରୀ
  • ଫୋଟୋ ଗ୍ୟାଲେରୀ
  • ବରଗଡ଼
  • ବଲାଙ୍ଗିର
  • ବାଣିଜ୍ୟ
  • ବାଲେଶ୍ଵର
  • ବିଚିତ୍ର
  • ବିଶ୍ଵ
  • ବୌଦ୍ଧ
  • ଭଦ୍ରକ
  • ମନୋରଞ୍ଜନ
  • ମୟୁରଭଞ୍ଜ
  • ମହାନଗର
  • ମାଲକାନଗିରି
  • ଯାଜପୁର
  • ରାଜନୀତି
  • ରାୟଗଡା
  • ରାଶିଫଳ
  • ଶିକ୍ଷା ଓ ନିଯୁକ୍ତି
  • ସମ୍ବଲପୁର
  • ସୁନ୍ଦରଗଡ଼
  • ସୁବର୍ଣ୍ଣପୁର
  • ହୋମ୍

Recent News

ପଶ୍ଚିମବଙ୍ଗରେ ବିଜେପି ର ବିପୁଳ ବିଜୟ ପରେ ବାଲିଗୁଡା ନଗର ବିଜେପି ପକ୍ଷରୁ ବିଜୟ ଉତ୍ସବ ପାଳନ

ପଶ୍ଚିମବଙ୍ଗରେ ବିଜେପି ର ବିପୁଳ ବିଜୟ ପରେ ବାଲିଗୁଡା ନଗର ବିଜେପି ପକ୍ଷରୁ ବିଜୟ ଉତ୍ସବ ପାଳନ

May 4, 2026
ଶିକାର କରିବାକୁ ଡାକି ନେଇ ଯୁବକ କୁ ଗୁଳି କରି ହତ୍ୟା ଘଟଣା : ଦୁଇ ଜଣ ଗିରଫ – ଦୁଇ ଦେଶୀ ବନ୍ଧୁକ ଜବତ

ଶିକାର କରିବାକୁ ଡାକି ନେଇ ଯୁବକ କୁ ଗୁଳି କରି ହତ୍ୟା ଘଟଣା : ଦୁଇ ଜଣ ଗିରଫ – ଦୁଇ ଦେଶୀ ବନ୍ଧୁକ ଜବତ

May 4, 2026
  • About
  • Advertise
  • Privacy & Policy
  • Contact

© 2023 Odisha Taza News.

No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ

© 2023 Odisha Taza News.

Go to mobile version