• About
  • Advertise
  • Privacy & Policy
  • Contact
Odisha Taza News
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
Odisha Taza News
No Result
View All Result
Home ଓଡ଼ିଶା

ନୟାଗଡ଼ ଜିଲ୍ଲାର ବିକଶିତ ଓଡ଼ିଶା -୨୦୩୬

Proprietor Abhimanyu Maharana by Proprietor Abhimanyu Maharana
June 17, 2025
in ଓଡ଼ିଶା, ନୟାଗଡ଼ ନିଉଜ୍, ହୋମ୍
0
ନୟାଗଡ଼ ଜିଲ୍ଲାର ବିକଶିତ ଓଡ଼ିଶା -୨୦୩୬
Share on FacebookShare on TwitterWhatsapp

ନୟାଗଡ଼  (ଓଡ଼ିଶା ତାଜା ନ୍ୟୁଜ୍) :- ନୟାଗଡ଼ ଜିଲ୍ଲାର ଷ୍ଟାଡିୟମ ଠାରେ ରେ ବିକଶିତ ମେଳାର ୫ମ ଦିନରେ ସଂଧ୍ୟା ୬.୦୦ ଘଣ୍ଟା ସମୟରେ ଅନୁଷ୍ଠିତ ହୋଇଯାଇଛି । ଏଥିରେ ଜିଲ୍ଲାପାଳ , ଅକ୍ଷୟ ସୁନୀଲ ଅଗ୍ରୱାଲ ସ୍ୱ।ଗତ ଭାଷଣ ରଖିଛନ୍ତି । ଏହି କାର୍ଯ୍ୟକ୍ରମରେ ମାନ୍ୟବର ମନ୍ତ୍ରୀ ପ୍ରଦୀପ ବଳ ସାମନ୍ତ, ହସ୍ତତନ୍ତ ବୟନ ଶିଳ୍ପ ଓ ହସ୍ତଶିଳ୍ପ, ମାନ୍ୟବର ବିଧାୟକ ଖଣ୍ଡପଡ଼ା ଦୁଷ୍ମନ୍ତ କୁମାର ସ୍ବାଇଁ, ଅତିରିକ୍ତ ଜିଲ୍ଲାପାଳ ରୋଜିନା ଦାସ, ମୁଖ୍ୟ ଉନ୍ନୟନ ଅଧିକାରୀ ଜିଲ୍ଲା ପରିଷଦ ଲଗ୍ନଜିତ ରାଉତ,ଭିଡିଓ, ଖଣ୍ଡପଡ଼ା ଉପସ୍ଥିତ ଥିଲେ ।

କାର୍ଯ୍ୟକ୍ରମର ପ୍ରାରମ୍ଭରେ ମୁଖ୍ୟ ଅତିଥି ଓ ଗଣ୍ୟମାନ୍ୟ ବ୍ୟକ୍ତିଙ୍କ ଦ୍ଵାରା ପ୍ରଦୀପ ପ୍ରଜ୍ଜ୍ୱଳନ କରାଯାଇଥିଲା ।  ପରେ ଅତିଥି ମାନଙ୍କୁ ପୁଷ୍ପଗୁଛ ଓ ଉତ୍ତରୀୟ ଦେଇ ସମ୍ବର୍ଦ୍ଧନା କରାଯାଇଥିଲା । ବନ୍ଦେ ଉତ୍କଳଜନନୀ ସଙ୍ଗୀତ ରେକର୍ଡିଙ୍ଗ ପରି ବେଷଣ କରାଯାଇଥିଲା ଜିଲ୍ଲାପାଳ ଅଭିଭାଷଣ ରେ କହିଥିଲେ ଯେ ବିକଶିତ ମେଳା ରାଜ୍ୟ ସରକାରଂକ ଜନ କଲ୍ୟାଣକାରୀ ଯୋଜନା । ୨୦୩୬ ସୁଦ୍ଧା ନୟାଗଡ଼ ଜିଲ୍ଲା ଅଗ୍ରଣୀ ଜିଲ୍ଲା ଭାବେ ପରିଚିତ ହେବାକୁ ଯାଉଛି, ସେଥିପାଇଁ ଆଜି ମାନ୍ୟବର ପ୍ରଭାରୀ ମନ୍ତ୍ରୀ, ପ୍ରଦୀପ ବଳ ସାମନ୍ତ ଙ୍କ ଅଧ୍ୟକ୍ଷତା ରେ ଏକ କର୍ମଶାଳା ଅନୁଷ୍ଠିତ ହୋଇଯାଇଛି ।

ସେହିପରି ମାନ୍ୟବର ବିଧାୟକ, ସୁଭଦ୍ରା ଯୋଜନା ଏବଂ ସରକାରଙ୍କ ର ବହୁମୁଖି କାର୍ଯ୍ୟକ୍ରମ ବିଷୟରେ କହିଥିଲେ । ସେହିପରି ମାନ୍ୟବର ମନ୍ତ୍ରୀ ମାନ୍ୟବର ପ୍ରଧାନ ମନ୍ତ୍ରୀଙ୍କର ଦେଶରେ ଏଗାର ବର୍ଷର ବିକାଶ ଯୋଜନାରେ ଏଵଂ ରାଜ୍ୟ ସରକାରଂକ ଏକ ବର୍ଷ ପୁର୍ତ୍ତୀ ଅବସରରେ ପ୍ରତିଶ୍ରୁତି ଦେଇ ପାଳନ କରିଥିବା କଥା ପ୍ରକାଶ କରିଛନ୍ତି ଯାହାର ସଫଳତା ଶହେ ପ୍ରତିଶତ ହୋଇଛି । ସାଢେ଼ ‌ଚାରିକୋଟି‌‌ ଓଡିଆଙ୍କର ସୁନ୍ଦର ଭବିଷ୍ୟତ ପାଇଁ ଆମେ ୨୦୩୬ ସୁଦ୍ଧା ‌ଏହାର ସଫଳତା ପାଇଁ ଏକ ଭିଜନ ରଖିଛୁ ।

ଏହାପରେ ଜଙ୍ଗଲ ଜମି ପଟ୍ଟା, ରାସନ୍ କାର୍ଡ, ଶ୍ରମିକ କଲ୍ୟାଣ ମୃତ୍ୟୁ କ୍ଷତିପୂରଣ କ୍ଷେତ୍ରରେ ହିତାଧିକାରୀ ମାନଙ୍କୁ ସମ୍ବର୍ଦ୍ଧନା କରାଯାଇଥିଲା । ଶେଷରେ ମୁଖ୍ୟ ଉନ୍ନୟନ ଅଧିକାରୀ ଜିଲ୍ଲା ପରିଷଦ ଲଗ୍ନଜିତ ରାଉତ ଧନ୍ୟବାଦ ଦେଇଥିଲେ । ସଭା କାର୍ଯ୍ୟକୁ ସାଙ୍ଗ କରାଯାଇଥିଲା । ପରିଶେଷରେ ସାଂସ୍କୃତିକ କାର୍ଯ୍ୟକ୍ରମ ଚାଲୁ ରହିଥିଲା ।

Proprietor Abhimanyu Maharana

Proprietor Abhimanyu Maharana

  • Trending
  • Comments
  • Latest
ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

June 13, 2024
ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

February 24, 2020
ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

May 19, 2020
ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା  ।

ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା ।

July 1, 2020
ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

0
“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

0
କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

0
ହୀରାକୁଦ – ନିଷିଦ୍ଧଞ୍ଚଳ ରେ  ତିନି ଅଭିନେତ୍ରୀ ଙ୍କ  ସହିତ  ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

ହୀରାକୁଦ – ନିଷିଦ୍ଧଞ୍ଚଳ ରେ ତିନି ଅଭିନେତ୍ରୀ ଙ୍କ ସହିତ ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

0
ପଶ୍ଚିମବଙ୍ଗରେ ବିଜେପି ର ବିପୁଳ ବିଜୟ ପରେ ବାଲିଗୁଡା ନଗର ବିଜେପି ପକ୍ଷରୁ ବିଜୟ ଉତ୍ସବ ପାଳନ

ପଶ୍ଚିମବଙ୍ଗରେ ବିଜେପି ର ବିପୁଳ ବିଜୟ ପରେ ବାଲିଗୁଡା ନଗର ବିଜେପି ପକ୍ଷରୁ ବିଜୟ ଉତ୍ସବ ପାଳନ

May 4, 2026
ଶିକାର କରିବାକୁ ଡାକି ନେଇ ଯୁବକ କୁ ଗୁଳି କରି ହତ୍ୟା ଘଟଣା : ଦୁଇ ଜଣ ଗିରଫ – ଦୁଇ ଦେଶୀ ବନ୍ଧୁକ ଜବତ

ଶିକାର କରିବାକୁ ଡାକି ନେଇ ଯୁବକ କୁ ଗୁଳି କରି ହତ୍ୟା ଘଟଣା : ଦୁଇ ଜଣ ଗିରଫ – ଦୁଇ ଦେଶୀ ବନ୍ଧୁକ ଜବତ

May 4, 2026
Brutal Crime in Nasrapur Sparks Outrage : Accused Arrested

Brutal Crime in Nasrapur Sparks Outrage : Accused Arrested

May 4, 2026
Delay in water supply in Pune : Water to taps only between 1 and 2 pm

Delay in water supply in Pune : Water to taps only between 1 and 2 pm

May 4, 2026

Recent News

Welcome to Odisha Taza News.
Chief Editor: Abhimanyu Maharana
Email: odishatazanews1@gmail.com
whatsapp - 9938341180
contact no - 7008991872

Browse by Category

  • Uncategorized
  • ଅନୁଗୁଳ
  • ଅପରାଧ
  • ଓଡ଼ିଶା
  • କଟକ
  • କନ୍ଧମାଳ
  • କରୋନା
  • କଳାହାଣ୍ଡି
  • କେନ୍ଦୁଝର
  • କେନ୍ଦ୍ରାପଡା
  • କୋରାପୁଟ
  • କ୍ରୀଡ଼ା
  • ଖେଳ
  • ଖୋର୍ଦ୍ଧା
  • ଗଜପତି
  • ଗଞ୍ଜାମ
  • ଜଗତସିଂହପୁର
  • ଜୀବନଚର୍ଯ୍ୟା
  • ଝାରସୁଗୁଡା
  • ଢେଙ୍କାନାଳ
  • ଦେବଗଡ଼
  • ଦେଶ
  • ନବରଙ୍ଗପୁର
  • ନୟାଗଡ଼ ନିଉଜ୍
  • ନୂଆପଡ଼ା
  • ପଂଚାୟତ ନିର୍ବାଚନ
  • ପୁରୀ
  • ଫୋଟୋ ଗ୍ୟାଲେରୀ
  • ବରଗଡ଼
  • ବଲାଙ୍ଗିର
  • ବାଣିଜ୍ୟ
  • ବାଲେଶ୍ଵର
  • ବିଚିତ୍ର
  • ବିଶ୍ଵ
  • ବୌଦ୍ଧ
  • ଭଦ୍ରକ
  • ମନୋରଞ୍ଜନ
  • ମୟୁରଭଞ୍ଜ
  • ମହାନଗର
  • ମାଲକାନଗିରି
  • ଯାଜପୁର
  • ରାଜନୀତି
  • ରାୟଗଡା
  • ରାଶିଫଳ
  • ଶିକ୍ଷା ଓ ନିଯୁକ୍ତି
  • ସମ୍ବଲପୁର
  • ସୁନ୍ଦରଗଡ଼
  • ସୁବର୍ଣ୍ଣପୁର
  • ହୋମ୍

Recent News

ପଶ୍ଚିମବଙ୍ଗରେ ବିଜେପି ର ବିପୁଳ ବିଜୟ ପରେ ବାଲିଗୁଡା ନଗର ବିଜେପି ପକ୍ଷରୁ ବିଜୟ ଉତ୍ସବ ପାଳନ

ପଶ୍ଚିମବଙ୍ଗରେ ବିଜେପି ର ବିପୁଳ ବିଜୟ ପରେ ବାଲିଗୁଡା ନଗର ବିଜେପି ପକ୍ଷରୁ ବିଜୟ ଉତ୍ସବ ପାଳନ

May 4, 2026
ଶିକାର କରିବାକୁ ଡାକି ନେଇ ଯୁବକ କୁ ଗୁଳି କରି ହତ୍ୟା ଘଟଣା : ଦୁଇ ଜଣ ଗିରଫ – ଦୁଇ ଦେଶୀ ବନ୍ଧୁକ ଜବତ

ଶିକାର କରିବାକୁ ଡାକି ନେଇ ଯୁବକ କୁ ଗୁଳି କରି ହତ୍ୟା ଘଟଣା : ଦୁଇ ଜଣ ଗିରଫ – ଦୁଇ ଦେଶୀ ବନ୍ଧୁକ ଜବତ

May 4, 2026
  • About
  • Advertise
  • Privacy & Policy
  • Contact

© 2023 Odisha Taza News.

No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ

© 2023 Odisha Taza News.

Go to mobile version