• About
  • Advertise
  • Privacy & Policy
  • Contact
Odisha Taza News
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
Odisha Taza News
No Result
View All Result
Home ଓଡ଼ିଶା

ବିକାଶର ବାର୍ତ୍ତା ପ୍ରଚାର ପାଇଁ ବୋଲଗଡ଼ : ବଡ଼କୁମାରୀ ପଞ୍ଚାୟତ “ବିକାଶ ବହନ” ଗଡ଼ିଲା ପରିକ୍ରମା ରଥ

Proprietor Abhimanyu Maharana by Proprietor Abhimanyu Maharana
June 17, 2025
in ଓଡ଼ିଶା, ଖୋର୍ଦ୍ଧା, ହୋମ୍
0
ବିକାଶର ବାର୍ତ୍ତା ପ୍ରଚାର ପାଇଁ ବୋଲଗଡ଼ : ବଡ଼କୁମାରୀ ପଞ୍ଚାୟତ “ବିକାଶ ବହନ” ଗଡ଼ିଲା ପରିକ୍ରମା ରଥ
Share on FacebookShare on TwitterWhatsapp

ବୋଲଗଡ଼ (ଓଡ଼ିଶା ତାଜା ନ୍ୟୁଜ୍) :-  ରାଜ୍ୟ ସରକାରଙ୍କ ଶାସନର ଏକବର୍ଷ ପୂର୍ତ୍ତି ଓ କେନ୍ଦ୍ରସରକାରଙ୍କ ୧୧ବର୍ଷ ପୂର୍ତ୍ତି ଉପଲକ୍ଷେ (ଲୋକଙ୍କ ସେବାରେ ସମର୍ପିତ ଏକବର୍ଷ ) ବିକାଶର ବାର୍ତ୍ତା ପ୍ରଚାର ପାଇଁ ବୋଲଗଡ଼ ବ୍ଲକ ଅନ୍ତର୍ଗତ ବଡ଼କୁମାରୀ ପଞ୍ଚାୟତ ଆନୁକୂଲ୍ୟରେ ପଞ୍ଚାୟତ ପରିସରରେ ବିକାଶ ବହନ ପରିକ୍ରମା ରଥ କାର୍ଯ୍ୟକ୍ରମ ସୋମବାରଦିନ ଶୁଭାରମ ହୋଇଯାଇଅଛି l

ଏହି ବିକାଶ ବାହନ ପଞ୍ଚାୟତର ସମସ୍ତ ଗ୍ରାମବୁଲି ବିକାଶ ବାର୍ତ୍ତା ପ୍ରଚାର କରିବ! ଏହି କାର୍ଯ୍ୟକ୍ରମରେ ବ୍ଲକ ଅଧକ୍ଷା ହୁଲ୍ଲାସ ପ୍ରଧାନ, ଖୋର୍ଦ୍ଧା ଜିଲ୍ଲା ବିଜେଡି ଉପସଭାପତି ତଥା ବଡ଼କୁମାରୀ ଗ୍ରାମ ପଞ୍ଚାୟତ ସରପଞ୍ଚ ପ୍ରଫୁଲ୍ଲ କୁମାର ପ୍ରଧାନ, ଖୋର୍ଦ୍ଧାଜିଲ୍ଲା କେନ୍ଦ୍ର ସମବାୟ ବ୍ୟାଙ୍କ ନିର୍ଦେଶକ ପ୍ରକାଶ ଚନ୍ଦ୍ର ରାଉତରାୟ,ବାଙ୍କୋଇ ଗୋଷ୍ଠୀ ସ୍ୱାସ୍ଥ୍ୟ କେନ୍ଦ୍ରର ଡାକ୍ତର ଅସିତ ମୋହନ ମହାପାତ୍ର ଓ ପଞ୍ଚାୟତ କାର୍ଯ୍ୟନିର୍ବାହୀ ଅଧିକାରୀ ରବିନ୍ଦ୍ରନାଥ ପରିଡାଙ୍କ ସମେତ ମହିଳା ସ୍ୱୟଂ ସହାୟକ ଗୋଷ୍ଠୀ,

ବହୁ ଆଶା କର୍ମୀ ପ୍ରମୁଖ ଯୋଗଦେଇ ଥିଲେ l କାମ ସବୁ ହାତକୁ, ପାଣି ସବୁ କ୍ଷେତକୁ, ଛlତ ସବୁ ମୁଣ୍ଡକୁ, ସ୍ୱାସ୍ଥ୍ୟ ଓ ଶିକ୍ଷା ସମସ୍ତଙ୍କୁ କେନ୍ଦ୍ର ଓ ରାଜ୍ୟ ସରକାରଙ୍କ ଜନହିତକର ଯୋଜନା ପ୍ରତ୍ୟେକ ଜନସାଧାରମାନଙ୍କ ନିକଟରେ ପହଞ୍ଚିପାରିବ ସେ ବିଷୟରେ ସରପଞ୍ଚ ଶ୍ରୀ ପ୍ରଧାନ ସମସ୍ତଙ୍କୁ କହିଥିଲେ l ଏହି ଅବସରରେ ସାନକୁମାରୀ ସରକାରୀ ପ୍ରାଥମିକ ବିଦ୍ୟାଳୟ ପରିସରରେ ମା ” ପାଇଁ ବୃକ୍ଷଟିଏ କାର୍ଯ୍ୟକ୍ରମରେ ହରିଡ଼ା, ଆକାଶୀ, କଦମ୍ବ, ଲିମ୍ବ ଓ ଆମ୍ବ ଆଦି ଚାରା ରୋପଣ କରାଯାଇଥିଲା l

ପରେ ପଞ୍ଚାୟତର ଗରିବ ହିତାଧିକାରୀମାନଙ୍କୁ ରାସନ କାର୍ଡ, ଆବାସ ଯୋଜନାରେ ଗୃହ ପ୍ରଦାନ କରାଯାଇଥିଲା l ସୁଭଦ୍ରା ଯୋଜନାରେ ସ୍ୱାବଲମ୍ବୀ ମହିଳାଙ୍କ ସମ୍ବର୍ଦ୍ଧିତ କରାଯାଇଥିବାବେଳେ ଆଧାର ସଂଶୋଧନ ଷ୍ଟଲ ଖୋଲାଯାଇଥିଲା l ଇ -ସେବା ମାଧ୍ୟମରେ ନୂତନ ଆଧାର କାର୍ଡ, ଆଧାର, ଆୟୁଷ୍ମାନ କାର୍ଡ, ଇ -କେ୍ୱାସୀ, ଵୟୋ ବନ୍ଦନା କାର୍ଡ, ନୂତନ ଆବାସ ଆଦି ସୁବିଧା ପାଇପାରିବେ l

ଆଧାର କାର୍ଡରେ ଭୁଲ ଥିବା ବହୁ ହିତାଧିକାରୀମାନେ ଯୋଗଦେଇ ନିଜନିଜର ଆଧାର ସଂଶୋଧନ କରିଥିଲେ l ଏହି କାର୍ଯ୍ୟକ୍ରମରେ ପଞ୍ଚାୟତର ସମସ୍ତ ୱାର୍ଡ ସଭ୍ୟା/ସଭ୍ୟ ଓ ମାଷ୍ଟର ଵୁକ୍ କିପର ସରୋଜିନୀ ବିଶୋଇ,ପଞ୍ଚାୟତ ମହିଳା ମହାସଂଘର ସଭାନେତ୍ରୀ ନିରୁପମା ପ୍ରଧାନ ପ୍ରମୁଖ ଉପସ୍ଥିତ ରହି ସହଯୋଗ କରି ପରିଚାଳନା କରିଥିଲେ l ପରିଶେଷରେ ପଞ୍ଚାୟତ ନିର୍ବାହୀ ଅଧିକାରୀ ରବୀନ୍ଦ୍ରନାଥ ପରିଡା ସମସ୍ତଙ୍କର ନିରୋଗ ଜୀବନ କାମନା କରି ଧନ୍ୟବାଦ ଅର୍ପଣ କରିଥିଲେ l

Proprietor Abhimanyu Maharana

Proprietor Abhimanyu Maharana

  • Trending
  • Comments
  • Latest
ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

June 13, 2024
ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

February 24, 2020
ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

May 19, 2020
ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା  ।

ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା ।

July 1, 2020
ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

0
“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

0
କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

0
ହୀରାକୁଦ – ନିଷିଦ୍ଧଞ୍ଚଳ ରେ  ତିନି ଅଭିନେତ୍ରୀ ଙ୍କ  ସହିତ  ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

ହୀରାକୁଦ – ନିଷିଦ୍ଧଞ୍ଚଳ ରେ ତିନି ଅଭିନେତ୍ରୀ ଙ୍କ ସହିତ ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

0
 ବାଘଡଙ୍ଗେରି ଆଶ୍ରମ ବିଦ୍ୟାଳୟରେ କ୍ଲଷ୍ଟର ସ୍ତରୀୟ ସୁରଭି କାର୍ଯ୍ୟକ୍ରମ – ୨୦୨୬ଅନୁଷ୍ଠିତ

 ବାଘଡଙ୍ଗେରି ଆଶ୍ରମ ବିଦ୍ୟାଳୟରେ କ୍ଲଷ୍ଟର ସ୍ତରୀୟ ସୁରଭି କାର୍ଯ୍ୟକ୍ରମ – ୨୦୨୬ଅନୁଷ୍ଠିତ

October 8, 2026
ସ୍ମାର୍ଟ କ୍ଲାସ୍‌ରୁମ୍‌ରେ ତାଲା, ୨୫ ଦିନ ଧରି ବିଜୁଳି ନାହିଁ

ସ୍ମାର୍ଟ କ୍ଲାସ୍‌ରୁମ୍‌ରେ ତାଲା, ୨୫ ଦିନ ଧରି ବିଜୁଳି ନାହିଁ

October 8, 2026
୪୬ ବର୍ଷ ପରେ ବାଲିଗୁଡ଼ା ଆଦିବାସୀ ମହାବିଦ୍ୟାଳୟରେ ଛାତ୍ର ସଂସଦ ନିର୍ବାଚନ : ପ୍ରଥମଥର ପାଇଁ ଭୋଟ ଦେବେ ଛାତ୍ରଛାତ୍ରୀ

୪୬ ବର୍ଷ ପରେ ବାଲିଗୁଡ଼ା ଆଦିବାସୀ ମହାବିଦ୍ୟାଳୟରେ ଛାତ୍ର ସଂସଦ ନିର୍ବାଚନ : ପ୍ରଥମଥର ପାଇଁ ଭୋଟ ଦେବେ ଛାତ୍ରଛାତ୍ରୀ

October 8, 2026
ସ୍ୱଚ୍ଛ ଭାରତ ଅଭିଯାନରେ ସଫେଇ କାର୍ଯ୍ୟକ୍ରମ

ସ୍ୱଚ୍ଛ ଭାରତ ଅଭିଯାନରେ ସଫେଇ କାର୍ଯ୍ୟକ୍ରମ

October 8, 2026

Recent News

Welcome to Odisha Taza News.
Chief Editor: Abhimanyu Maharana
Email: odishatazanews1@gmail.com
whatsapp - 9938341180
contact no - 7008991872

Browse by Category

  • Uncategorized
  • ଅନୁଗୁଳ
  • ଅପରାଧ
  • ଓଡ଼ିଶା
  • କଟକ
  • କନ୍ଧମାଳ
  • କରୋନା
  • କଳାହାଣ୍ଡି
  • କେନ୍ଦୁଝର
  • କେନ୍ଦ୍ରାପଡା
  • କୋରାପୁଟ
  • କ୍ରୀଡ଼ା
  • ଖେଳ
  • ଖୋର୍ଦ୍ଧା
  • ଗଜପତି
  • ଗଞ୍ଜାମ
  • ଜଗତସିଂହପୁର
  • ଜୀବନଚର୍ଯ୍ୟା
  • ଝାରସୁଗୁଡା
  • ଢେଙ୍କାନାଳ
  • ଦେବଗଡ଼
  • ଦେଶ
  • ନବରଙ୍ଗପୁର
  • ନୟାଗଡ଼ ନିଉଜ୍
  • ନୂଆପଡ଼ା
  • ପଂଚାୟତ ନିର୍ବାଚନ
  • ପୁରୀ
  • ଫୋଟୋ ଗ୍ୟାଲେରୀ
  • ବରଗଡ଼
  • ବଲାଙ୍ଗିର
  • ବାଣିଜ୍ୟ
  • ବାଲେଶ୍ଵର
  • ବିଚିତ୍ର
  • ବିଶ୍ଵ
  • ବୌଦ୍ଧ
  • ଭଦ୍ରକ
  • ମନୋରଞ୍ଜନ
  • ମୟୁରଭଞ୍ଜ
  • ମହାନଗର
  • ମାଲକାନଗିରି
  • ଯାଜପୁର
  • ରାଜନୀତି
  • ରାୟଗଡା
  • ରାଶିଫଳ
  • ଶିକ୍ଷା ଓ ନିଯୁକ୍ତି
  • ସମ୍ବଲପୁର
  • ସୁନ୍ଦରଗଡ଼
  • ସୁବର୍ଣ୍ଣପୁର
  • ହୋମ୍

Recent News

 ବାଘଡଙ୍ଗେରି ଆଶ୍ରମ ବିଦ୍ୟାଳୟରେ କ୍ଲଷ୍ଟର ସ୍ତରୀୟ ସୁରଭି କାର୍ଯ୍ୟକ୍ରମ – ୨୦୨୬ଅନୁଷ୍ଠିତ

 ବାଘଡଙ୍ଗେରି ଆଶ୍ରମ ବିଦ୍ୟାଳୟରେ କ୍ଲଷ୍ଟର ସ୍ତରୀୟ ସୁରଭି କାର୍ଯ୍ୟକ୍ରମ – ୨୦୨୬ଅନୁଷ୍ଠିତ

October 8, 2026
ସ୍ମାର୍ଟ କ୍ଲାସ୍‌ରୁମ୍‌ରେ ତାଲା, ୨୫ ଦିନ ଧରି ବିଜୁଳି ନାହିଁ

ସ୍ମାର୍ଟ କ୍ଲାସ୍‌ରୁମ୍‌ରେ ତାଲା, ୨୫ ଦିନ ଧରି ବିଜୁଳି ନାହିଁ

October 8, 2026
  • About
  • Advertise
  • Privacy & Policy
  • Contact

© 2023 Odisha Taza News.

No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ

© 2023 Odisha Taza News.

Go to mobile version