• About
  • Advertise
  • Privacy & Policy
  • Contact
Odisha Taza News
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
Odisha Taza News
No Result
View All Result
Home ଓଡ଼ିଶା

ହଜି ଯାଉଥିବା ଗାଁ ର ପରମ୍ପରା ଓ ଐତିହ କୁ ଫେରାଇ ଆଣିବାକୁ ପ୍ରୟାସ

Proprietor Abhimanyu Maharana by Proprietor Abhimanyu Maharana
June 18, 2025
in ଓଡ଼ିଶା, ପୁରୀ, ହୋମ୍
0
ହଜି ଯାଉଥିବା ଗାଁ ର ପରମ୍ପରା ଓ ଐତିହ କୁ ଫେରାଇ ଆଣିବାକୁ ପ୍ରୟାସ
Share on FacebookShare on TwitterWhatsapp

 ଗାଁ ରେ ଝିଅ ବୋହୁ, ପୁରୁଷ ଙ୍କ ମେଳରେ ରଜ ପାଳିତ 

 ଗୋପ (ଓଡ଼ିଶା ତାଜା ନ୍ୟୁଜ୍) :- ବିଗତ ଦିନର ଅଭୁଲା ସ୍ମୃତି ଓ ହଜି ଯାଉଥିବା ଐତିହ ପରମ୍ପରାକୁ ଫେରାଇ ଆଣିବା ପାଇଁ ପ୍ରୟାସ । ପୁଣି ବର ଓ ଆମ୍ବ ଗଛରେ ଦୋଳି ଝୁଲୁଛି । ଗାଁରେ ଝିଅ ବୋହୂ, ପୁରୁଷ ଏକାଠି ହୋଇ ରଜ ପାଳିଛନ୍ତି । ଝୋଟିରୁ ହୁଳହୁଳି, କବାଡ଼ିରୁ ପୂଚି, ଗୀତ, ନାଚ ପୁଣି ଶଙ୍ଖ ଫୁଙ୍ଖା ପ୍ରତିଯୋଗିତା । ତା ସାଙ୍ଗକୁ ମିଠା, ପିଠାର ଆସର ।

ରଜ ଉତ୍ସବକୁ ରଙ୍ଗାୟିତ କରିଥିଲା । ଯୁବବିକାଶ ପରିଷଦ,ନିମାପଡା ତରଫରୁ ତୃତୀୟ ରଜ ମହୋତ୍ସବ ଛେନୁଅ (ଗୁଡୁସାହି) ଠାରେ ଜାକଜମକରେ ପାଳନ କରାଯାଇଛି । ପାରମ୍ପରିକ ରଜ ପିଠା , ନାଚ ,ଗୀତ, ବିଭିନ୍ନ ପ୍ରକାରର ଖେଳ ରେ ବହୁ ପ୍ରତିଯୋଗୀ ଭାଗ ନେଇଥିଲେ। ଏଥିରେ ମୁଖ୍ୟ ଅତିଥି ଭାବେ ଓଡ଼ିଶା ସମାଜ ସେବୀ ମହାସଂଘ ର ସଭାପତି ନାରାୟଣ ଚନ୍ଦ୍ର ଓଝା, ସମ୍ମାନିତ ଅତିଥିସିନେ ଅଭିନେତା ହାଡୁ ବାବୁ,

ଅଭିନେତା କେଦାର ମିଶ୍ର, ଲୋକୋ ପାଇଲଟ ବାସୁଦେବ ପାତ୍ର, ସାମ୍ବାଦିକ ତଥା ସମାଜସେବୀ ବିନ୍ଦୂଜା ଉପାଧ୍ୟାୟ , ଶିକ୍ଷାବିତ ପ୍ରସନ୍ନ କର, ଲିଟିଲ ଷ୍ଟାର ଗ୍ରୁପ ର ସମ୍ପାଦକ ସୁମନ୍ତ ମହାରଣା, ଅଧ୍ୟାପକ ସୁବ୍ରତ ମହାନ୍ତି, ଅଧ୍ୟାପକ ମାନସ ରଞ୍ଜନ ସ୍ବାଇଁ, ଯୁବକବି ଜିତେନ୍ଦ୍ରିୟ ବେହେରା, ସଦାଶିବ ବେହେରା, ପୂର୍ବତନ ଶିକ୍ଷକ ଭଗବାନ ବେହେରା, ମନମୋହନ ସେଠି , ଯୁବ ବିକାଶ ପରିଷଦର ସଭାପତି ନିରଞ୍ଜନ ସାହୁ ,ଚନ୍ଦ୍ରକାନ୍ତ ବରାଳ,ବ୍ରହ୍ମାନନ୍ଦ ସାହୁ, ଦର୍ପ ନାରାୟଣ ସାହୁ ପ୍ରମୁଖ ଉପସ୍ଥିତ ଥିଲେ ।

ସଙ୍ଗଠନ ର ଉପସଭାପତି ତଥା ଯୁବ ସାମ୍ବାଦିକ ବିକାଶ ଚନ୍ଦ୍ର ବାରିକ ମଞ୍ଚ ପରିଚାଳନା କରିଥିଲେ । ଏଠାରେ କୃତି ପ୍ରତିଯୋଗୀଙ୍କୁ ପୁରସ୍କାର ବିତରଣ କରାଯାଇଥିବା ବେଳେ ଓଡ଼ିଶାର ପାଞ୍ଚଜଣ ବିଶିଷ୍ଟ ବ୍ୟକ୍ତି ଯଥା -ସାମ୍ବାଦିକା, ସମାଜସେବୀ, ସ୍ବାସ୍ଥ୍ୟ ସହାୟିକା, ଏବଂ ଲୋକୋ ପାଇଲଟଙ୍କୁ ସମ୍ବର୍ଦ୍ଧିତ କରାଯାଇଥିଲା । ସର୍ବୋପରି ପଲ୍ଲୀରେ ପୁଲକିତ ବାସ୍ନା ବରେଣ୍ୟ ଅତିଥି ଓ ଗ୍ରାମବାସୀଙ୍କୁ ବିମୋହିତ କରିଥିଲା ।

Proprietor Abhimanyu Maharana

Proprietor Abhimanyu Maharana

  • Trending
  • Comments
  • Latest
ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

June 13, 2024
ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

February 24, 2020
ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

May 19, 2020
ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା  ।

ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା ।

July 1, 2020
ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

0
“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

0
କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

0
ହୀରାକୁଦ – ନିଷିଦ୍ଧଞ୍ଚଳ ରେ  ତିନି ଅଭିନେତ୍ରୀ ଙ୍କ  ସହିତ  ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

ହୀରାକୁଦ – ନିଷିଦ୍ଧଞ୍ଚଳ ରେ ତିନି ଅଭିନେତ୍ରୀ ଙ୍କ ସହିତ ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

0
ଦଲାଲ ଙ୍କ କବ୍ଜାରେ ଟାଙ୍ଗୀ ଗୋଷ୍ଠୀ ସ୍ୱାସ୍ଥ୍ୟ କେନ୍ଦ୍ର

ଦଲାଲ ଙ୍କ କବ୍ଜାରେ ଟାଙ୍ଗୀ ଗୋଷ୍ଠୀ ସ୍ୱାସ୍ଥ୍ୟ କେନ୍ଦ୍ର

August 4, 2026
ତୋ ଛଡ଼ା ମୋ କେହି ନାହିଁ ‘ ଭଜନ ଶ୍ରୋତାର୍ପଣ

ତୋ ଛଡ଼ା ମୋ କେହି ନାହିଁ ‘ ଭଜନ ଶ୍ରୋତାର୍ପଣ

August 4, 2026
କସ୍ତୁରବା ଗାନ୍ଧୀ ବାଳିକା ବିଦ୍ୟାଳୟ ୱାର୍ଡେନଙ୍କ ତୃତୀୟ ପର୍ଯ୍ୟାୟ ପ୍ରଶିକ୍ଷଣ ଆରମ୍ଭ

କସ୍ତୁରବା ଗାନ୍ଧୀ ବାଳିକା ବିଦ୍ୟାଳୟ ୱାର୍ଡେନଙ୍କ ତୃତୀୟ ପର୍ଯ୍ୟାୟ ପ୍ରଶିକ୍ଷଣ ଆରମ୍ଭ

August 4, 2026
ଓଡ଼ିଶା ପୋଲିସ–ଏନଏଫଏସୟୁ ମଧ୍ୟରେ ୫ ବର୍ଷିଆ ବୁଝାମଣାପତ୍ର ସ୍ୱାକ୍ଷର

ଓଡ଼ିଶା ପୋଲିସ–ଏନଏଫଏସୟୁ ମଧ୍ୟରେ ୫ ବର୍ଷିଆ ବୁଝାମଣାପତ୍ର ସ୍ୱାକ୍ଷର

August 4, 2026

Recent News

Welcome to Odisha Taza News.
Chief Editor: Abhimanyu Maharana
Email: odishatazanews1@gmail.com
whatsapp - 9938341180
contact no - 7008991872

Browse by Category

  • Uncategorized
  • ଅନୁଗୁଳ
  • ଅପରାଧ
  • ଓଡ଼ିଶା
  • କଟକ
  • କନ୍ଧମାଳ
  • କରୋନା
  • କଳାହାଣ୍ଡି
  • କେନ୍ଦୁଝର
  • କେନ୍ଦ୍ରାପଡା
  • କୋରାପୁଟ
  • କ୍ରୀଡ଼ା
  • ଖେଳ
  • ଖୋର୍ଦ୍ଧା
  • ଗଜପତି
  • ଗଞ୍ଜାମ
  • ଜଗତସିଂହପୁର
  • ଜୀବନଚର୍ଯ୍ୟା
  • ଝାରସୁଗୁଡା
  • ଢେଙ୍କାନାଳ
  • ଦେବଗଡ଼
  • ଦେଶ
  • ନବରଙ୍ଗପୁର
  • ନୟାଗଡ଼ ନିଉଜ୍
  • ନୂଆପଡ଼ା
  • ପଂଚାୟତ ନିର୍ବାଚନ
  • ପୁରୀ
  • ଫୋଟୋ ଗ୍ୟାଲେରୀ
  • ବରଗଡ଼
  • ବଲାଙ୍ଗିର
  • ବାଣିଜ୍ୟ
  • ବାଲେଶ୍ଵର
  • ବିଚିତ୍ର
  • ବିଶ୍ଵ
  • ବୌଦ୍ଧ
  • ଭଦ୍ରକ
  • ମନୋରଞ୍ଜନ
  • ମୟୁରଭଞ୍ଜ
  • ମହାନଗର
  • ମାଲକାନଗିରି
  • ଯାଜପୁର
  • ରାଜନୀତି
  • ରାୟଗଡା
  • ରାଶିଫଳ
  • ଶିକ୍ଷା ଓ ନିଯୁକ୍ତି
  • ସମ୍ବଲପୁର
  • ସୁନ୍ଦରଗଡ଼
  • ସୁବର୍ଣ୍ଣପୁର
  • ହୋମ୍

Recent News

ଦଲାଲ ଙ୍କ କବ୍ଜାରେ ଟାଙ୍ଗୀ ଗୋଷ୍ଠୀ ସ୍ୱାସ୍ଥ୍ୟ କେନ୍ଦ୍ର

ଦଲାଲ ଙ୍କ କବ୍ଜାରେ ଟାଙ୍ଗୀ ଗୋଷ୍ଠୀ ସ୍ୱାସ୍ଥ୍ୟ କେନ୍ଦ୍ର

August 4, 2026
ତୋ ଛଡ଼ା ମୋ କେହି ନାହିଁ ‘ ଭଜନ ଶ୍ରୋତାର୍ପଣ

ତୋ ଛଡ଼ା ମୋ କେହି ନାହିଁ ‘ ଭଜନ ଶ୍ରୋତାର୍ପଣ

August 4, 2026
  • About
  • Advertise
  • Privacy & Policy
  • Contact

© 2023 Odisha Taza News.

No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ

© 2023 Odisha Taza News.

Go to mobile version