• About
  • Advertise
  • Privacy & Policy
  • Contact
Odisha Taza News
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
Odisha Taza News
No Result
View All Result
Home ଓଡ଼ିଶା

ବୋଲଗଡ଼, ବେଗୁନିଆ ଓ ଟାଙ୍ଗିରେ ବିକାଶ ରଥକୁ ଉଦଘାଟନ କଲେ – ଭୁବନେଶ୍ବର ସାଂସଦ

Proprietor Abhimanyu Maharana by Proprietor Abhimanyu Maharana
June 18, 2025
in ଓଡ଼ିଶା, ଖୋର୍ଦ୍ଧା, ରାଜନୀତି, ହୋମ୍
0
ବୋଲଗଡ଼, ବେଗୁନିଆ ଓ ଟାଙ୍ଗିରେ ବିକାଶ ରଥକୁ ଉଦଘାଟନ କଲେ – ଭୁବନେଶ୍ବର ସାଂସଦ
Share on FacebookShare on TwitterWhatsapp

ବୋଲଗଡ଼,ବେଗୁନିଆ (ଓଡ଼ିଶା ତାଜା ନ୍ୟୁଜ୍) ଟାଙ୍ଗି ବ୍ଲକ :-  ବୋଲଗଡ଼ ବିଧାୟକଙ୍କ ଅନୁପସ୍ଥିତକୁ ସାଂସଦ କହିଲେ ଜନ ବିରୋଧୀ ଏବଂ ବିକାଶ ବିରୋଧୀ ମେଗା ପ୍ରକଳ୍ପ ଦ୍ବାରା ଜଳସେଚିତ ହେବ ବୋଲଗଡ଼-ବେଗୁନିଆର 7770 ହେକ୍ଟର ଜମି, ସାଂସଦଙ୍କ ଡ୍ରିମ୍‌ ପ୍ରୋଜେକ୍ଟର ଟେଣ୍ଡର ଫାଇନାଲ ରାଜ୍ୟ ସରକାରଙ୍କ ଏକ ବର୍ଷ ପୂର୍ତ୍ତି ଅବସସରରେ ଭୁବନେଶ୍ବର ସଂସଦୀୟ କ୍ଷେତ୍ରର ବିଭିନ୍ନ ବ୍ଲକରେ ବିକାଶ ବାହନର ଶୁଭାରମ୍ଭ ହୋଇଛି । ବୋଲଗଡ଼, ବେଗୁନିଆ, ଟାଙ୍ଗି ବ୍ଲକରେ ବିକାଶ ବାହନର ଶୁଭାରମ୍ଭ କରିଛନ୍ତି ଭୁବନେଶ୍ବର ସାଂସଦ ଅପରାଜିତା ଷଡ଼ଙ୍ଗୀ । ସରକାରଙ୍କ ଦ୍ୱାରା କାର୍ଯ୍ୟକାରୀ ହେଉଥିବା ବିଭିନ୍ନ ଯୋଜନା ସମ୍ବନ୍ଧରେ ରାଜ୍ୟବାସୀଙ୍କୁ ଅବଗତ କରାଇବ ଏହି ରଥ ।

ତେବେ ଶୁଭାରମ୍ଭ ଅବସରରେ ଏକ ବର୍ଷ ପୂର୍ତ୍ତିର ଉପଲବ୍ଧି ଜନତାଙ୍କ ସହ ବାଣ୍ଟିଥିଲେ ଶ୍ରୀମତି ଷଡ଼ଙ୍ଗୀ । ତା ସହ ରହିଥିବା ସମସ୍ୟାର ସମାଧନ ପାଇଁ ପ୍ରତିଶୃତି ଦେଇଥିଲେ । ବାଘମାରୀ ବାଇପାସ କାର୍ଯ୍ୟ ତୁରନ୍ତ ଶେଷ, ବୋଲଗଡ଼ ଓ ବେଗୁନିଆକୁ ଏନ୍ଏସି ମାନ୍ୟତା, ବେଗୁନିଆରେ 44 କୋଟି ଟଙ୍କାର ମେଡିକାଲ କାର୍ଯ୍ୟ ଶେଷ ହେବ ବୋଲି ସେ କହିଥିଲେ । ତା ସହ ରେଳମନ୍ତ୍ରୀଙ୍କ ସହ ଆଲୋଚନା କରି ବୋଲଗଡ଼ ରେଳଷ୍ଟେସନକୁ କାର୍ଯ୍ୟକ୍ଷମ କରିବାକୁ ସେ ପ୍ରତିଶୃତି ଦେଇଥିଲେ ।

ତେବେ କାର୍ଯ୍ୟକ୍ରମରେ ବୋଲଗଡ଼ ବେଗୁନିଆ ବିଧାୟକ ଅନୁପସ୍ଥିତ ରହିବାକୁ ନେଇ ସେ କ୍ଷୋବ ପ୍ରକାଶ କରିଥିଲେ । ବିକାଶମୂଳକ କାର୍ଯ୍ୟରେ ବିଧାୟକ ଉପସ୍ଥିତ ନରହିବା ଜନ ବିରୋଧୀ ଏବଂ ବିକାଶ ବିରୋଧୀ । ରାଜନୀତିର ପରିଭାଷା ହେଉଛି ବିକାଶ ଏବଂ ଲୋକଙ୍କ ସମସ୍ୟାର ସମାଧାନ । ବିକାଶର କୌଣସି ଦଳ ନଥାଏ । ଜନସାଧାରଣଙ୍କ ସମସ୍ୟାର ସମାଧାନ କରିବା ହେଉଛି ନିର୍ବାଚିତ ପ୍ରତିନିଧିଙ୍କ ଦାଇତ୍ବ ବୋଲି ସେ ମତ ଦେଇଥିଲେ । ଆହୁରି ସେ କହିଥିଲେ 2026 ଜାନୁଆରୀ ଠାରୁ ପ୍ରତ୍ୟକ ଗାଁରେ ପଦଯାତ୍ରା କରାଯିବ ।

ଏହା ଜରିଆରେ ଲୋକଙ୍କମାନଙ୍କୁ ସେମାନଙ୍କ ସମସ୍ୟା ସମ୍ପର୍କରେ ପଚରାଯିବ । ଗାଁ ଏବଂ ପଞ୍ଚାୟତକୁ ପକ୍କା ରାସ୍ତା ନିର୍ମାଣ କରାଯିବ । ପ୍ରତ୍ୟକ ଘରକୁ ରାସ୍ତା, ବିଦ୍ୟୁତ ସଂଯୋଗ, ପାନୀୟ ଜଳ ପହଞ୍ଚାଇବା ଉପରେ ପ୍ରାଥମିକା ଦିଆଯିବ । ଏକ ବର୍ଷ ପରେ ଗାଁରେ ପଲଟିକାଲ ଅଡିଟ୍‌ କାର୍ଯ୍ୟକ୍ରମ କରାଯିବ । ପଲଟିକାଲ ଅଡିଟ୍‌ ଦ୍ବାରା ଗାଁରେ ଅଟକି ରହୁଥିବା ଉନ୍ନୟନ ମୂଳକ କାର୍ଯ୍ୟର ଶିଘ୍ର ତ୍ବରାନ୍ନିତ ହୋଇପାରିବ ବୋଲି ଶ୍ରୀମତି ଷଡ଼ଙ୍ଗୀ କହିଥିଲେ । ତେବେ ଖୁବ୍‌ ଶିଘ୍ର ଶସ୍ୟ ଶ୍ୟାମଳା ହେବ ବୋଲଗଡ଼ ଏବଂ ବେଗୁନିଆ ଅଞ୍ଚଳ ।

ମେଗା ଲିପ୍ଟ ଇରିଗେସନ ପ୍ରକଳ୍ପ ଆରମ୍ଭ ହେବାକୁ ଯାଉଛି । ଚାଷୀଙ୍କ ସ୍ବାର୍ଥକୁ ଦୃଷ୍ଟିରେ ରଖି 302 କୋଟି ଟଙ୍କା ବ୍ୟୟରେ ଲିପ୍ଟ ଇରିଗେସନ ପ୍ରକଳ୍ପ ଆରମ୍ଭ ହେବ । ଏହି ପ୍ରକଳ୍ପ ଦ୍ବାରା 7770 ହେକ୍ଟର ଜମିକୁ ଜଳସେଚିତ କରାଯିବ । ପ୍ରକଳ୍ପ ପାଇଁ ଟେଣ୍ଡର ଆରମ୍ଭ ହୋଇଛି ବୋଲି ସାଂସଦ କହିବା ପରେ ଅଞ୍ଚଳରେ ଖୁସୀର ଲହରୀ ଖେଳିଯାଇଛି । ତେବେ 2019 ଏବଂ 2024 ବିଜୟୀ କରି ସେବା କରିବାର ସୁଯୋଗ ଦେଇଥିବାରୁ ବୋଲଗଡ଼ ଏବଂ ବେଗୁନିଆବାସୀଙ୍କୁ ଧନ୍ୟବାଦ ଦେଇଥିଲେ ଭୁବନେଶ୍ବର ସାଂସଦ । କାର୍ଯ୍ୟକ୍ରମରେ ବୋଲଗଡ଼ ବିଡିଓ, ତହସିଲଦାର, ପୂର୍ବତନ ସମିତି ସଭ୍ୟ ଅଧକ୍ଷ, ବେଗୁନିଆର ବିଡିଓ, ତହସିଲଦାର, ବ୍ଲକ ଚେୟାରମ୍ୟାନ, ଟାଙ୍ଗି ବ୍ଲକ ଅଧକ୍ଷ୍ୟ, ବେଗୁନିଆର ବିଜେପି ବିଧାୟକ ପ୍ରାର୍ଥୀ ପ୍ରକାଶ ରାମ ବିଜୁଳି, ସାଂସଦଙ୍କ ପ୍ରତିନିଧି ଉପସ୍ଥିତ ଥିଲେ l 

Proprietor Abhimanyu Maharana

Proprietor Abhimanyu Maharana

  • Trending
  • Comments
  • Latest
ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

June 13, 2024
ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

February 24, 2020
ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

May 19, 2020
ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା  ।

ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା ।

July 1, 2020
ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

0
“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

0
କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

0
ହୀରାକୁଦ – ନିଷିଦ୍ଧଞ୍ଚଳ ରେ  ତିନି ଅଭିନେତ୍ରୀ ଙ୍କ  ସହିତ  ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

ହୀରାକୁଦ – ନିଷିଦ୍ଧଞ୍ଚଳ ରେ ତିନି ଅଭିନେତ୍ରୀ ଙ୍କ ସହିତ ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

0
ମଧୁବାବୁ ଥିଲେ ଓଡ଼ିଆ ଅସ୍ମିତା, ନାରୀ ସଶକ୍ତିକରଣ ଓ ଶିଳ୍ପ ବିପ୍ଳବର ପୁରୋଧା : ବାଚସ୍ପତି ଶ୍ରୀମତୀ ସୁରମା ପାଢ଼ୀ

ମଧୁବାବୁ ଥିଲେ ଓଡ଼ିଆ ଅସ୍ମିତା, ନାରୀ ସଶକ୍ତିକରଣ ଓ ଶିଳ୍ପ ବିପ୍ଳବର ପୁରୋଧା : ବାଚସ୍ପତି ଶ୍ରୀମତୀ ସୁରମା ପାଢ଼ୀ

April 29, 2026
ବ୍ରାହ୍ମଣୀଗାଁ ବନାଞ୍ଚଳ ରେ ହାତୀପଲ : ବନ ବିଭାଗ ପକ୍ଷରୁ ସଚେତନତା

ବ୍ରାହ୍ମଣୀଗାଁ ବନାଞ୍ଚଳ ରେ ହାତୀପଲ : ବନ ବିଭାଗ ପକ୍ଷରୁ ସଚେତନତା

April 29, 2026
ଓକିଲ ସଂଘ ପକ୍ଷରୁ ମଧୁବାବୁ ଙ୍କ ଜନ୍ମ ଜୟନ୍ତୀ ପାଳିତ

ଓକିଲ ସଂଘ ପକ୍ଷରୁ ମଧୁବାବୁ ଙ୍କ ଜନ୍ମ ଜୟନ୍ତୀ ପାଳିତ

April 29, 2026
ମୋବାଇଲ ନେଟୱର୍କ ବିପର୍ଯ୍ୟସ୍ତ : ଇଣ୍ଟରନେଟ ସେବା ବ୍ଯାହତ ଯୋଗୁଁ ବାଲିଗୁଡା ବାସୀ ହନ୍ତସନ୍ତ

ମୋବାଇଲ ନେଟୱର୍କ ବିପର୍ଯ୍ୟସ୍ତ : ଇଣ୍ଟରନେଟ ସେବା ବ୍ଯାହତ ଯୋଗୁଁ ବାଲିଗୁଡା ବାସୀ ହନ୍ତସନ୍ତ

April 29, 2026

Recent News

Welcome to Odisha Taza News.
Chief Editor: Abhimanyu Maharana
Email: odishatazanews1@gmail.com
whatsapp - 9938341180
contact no - 7008991872

Browse by Category

  • Uncategorized
  • ଅନୁଗୁଳ
  • ଅପରାଧ
  • ଓଡ଼ିଶା
  • କଟକ
  • କନ୍ଧମାଳ
  • କରୋନା
  • କଳାହାଣ୍ଡି
  • କେନ୍ଦୁଝର
  • କେନ୍ଦ୍ରାପଡା
  • କୋରାପୁଟ
  • କ୍ରୀଡ଼ା
  • ଖେଳ
  • ଖୋର୍ଦ୍ଧା
  • ଗଜପତି
  • ଗଞ୍ଜାମ
  • ଜଗତସିଂହପୁର
  • ଜୀବନଚର୍ଯ୍ୟା
  • ଝାରସୁଗୁଡା
  • ଢେଙ୍କାନାଳ
  • ଦେବଗଡ଼
  • ଦେଶ
  • ନବରଙ୍ଗପୁର
  • ନୟାଗଡ଼ ନିଉଜ୍
  • ନୂଆପଡ଼ା
  • ପଂଚାୟତ ନିର୍ବାଚନ
  • ପୁରୀ
  • ଫୋଟୋ ଗ୍ୟାଲେରୀ
  • ବରଗଡ଼
  • ବଲାଙ୍ଗିର
  • ବାଣିଜ୍ୟ
  • ବାଲେଶ୍ଵର
  • ବିଚିତ୍ର
  • ବିଶ୍ଵ
  • ବୌଦ୍ଧ
  • ଭଦ୍ରକ
  • ମନୋରଞ୍ଜନ
  • ମୟୁରଭଞ୍ଜ
  • ମହାନଗର
  • ମାଲକାନଗିରି
  • ଯାଜପୁର
  • ରାଜନୀତି
  • ରାୟଗଡା
  • ରାଶିଫଳ
  • ଶିକ୍ଷା ଓ ନିଯୁକ୍ତି
  • ସମ୍ବଲପୁର
  • ସୁନ୍ଦରଗଡ଼
  • ସୁବର୍ଣ୍ଣପୁର
  • ହୋମ୍

Recent News

ମଧୁବାବୁ ଥିଲେ ଓଡ଼ିଆ ଅସ୍ମିତା, ନାରୀ ସଶକ୍ତିକରଣ ଓ ଶିଳ୍ପ ବିପ୍ଳବର ପୁରୋଧା : ବାଚସ୍ପତି ଶ୍ରୀମତୀ ସୁରମା ପାଢ଼ୀ

ମଧୁବାବୁ ଥିଲେ ଓଡ଼ିଆ ଅସ୍ମିତା, ନାରୀ ସଶକ୍ତିକରଣ ଓ ଶିଳ୍ପ ବିପ୍ଳବର ପୁରୋଧା : ବାଚସ୍ପତି ଶ୍ରୀମତୀ ସୁରମା ପାଢ଼ୀ

April 29, 2026
ବ୍ରାହ୍ମଣୀଗାଁ ବନାଞ୍ଚଳ ରେ ହାତୀପଲ : ବନ ବିଭାଗ ପକ୍ଷରୁ ସଚେତନତା

ବ୍ରାହ୍ମଣୀଗାଁ ବନାଞ୍ଚଳ ରେ ହାତୀପଲ : ବନ ବିଭାଗ ପକ୍ଷରୁ ସଚେତନତା

April 29, 2026
  • About
  • Advertise
  • Privacy & Policy
  • Contact

© 2023 Odisha Taza News.

No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ

© 2023 Odisha Taza News.

Go to mobile version