• About
  • Advertise
  • Privacy & Policy
  • Contact
Odisha Taza News
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
Odisha Taza News
No Result
View All Result
Home ଓଡ଼ିଶା

ବାସୁମତୀ ସ୍ନାନରେ ମଲ୍ଲିପୁର ଗ୍ରାମକୁ 3 କୋଟିର ରାସ୍ତା ଭେଟିଦେଲେ ସାଂସଦ ଅପରାଜିତା : ଆଉ ବୁଲିବାକୁ ପଡ଼ିବନି ଖୋର୍ଦ୍ଧା-ଟାଙ୍ଗୀ ଦେଇ 25 କିଲୋମିଟର

Proprietor Abhimanyu Maharana by Proprietor Abhimanyu Maharana
June 19, 2025
in ଓଡ଼ିଶା, ଖୋର୍ଦ୍ଧା, ମହାନଗର, ରାଜନୀତି, ହୋମ୍
0
ବାସୁମତୀ ସ୍ନାନରେ ମଲ୍ଲିପୁର ଗ୍ରାମକୁ 3 କୋଟିର ରାସ୍ତା ଭେଟିଦେଲେ ସାଂସଦ ଅପରାଜିତା : ଆଉ ବୁଲିବାକୁ ପଡ଼ିବନି ଖୋର୍ଦ୍ଧା-ଟାଙ୍ଗୀ ଦେଇ 25 କିଲୋମିଟର
Share on FacebookShare on TwitterWhatsapp

3 କିମି ଦୀର୍ଘ ରାସ୍ତାକୁ ଆସନ୍ତା 9 ମାସ ଭିତରେ ରାସ୍ତା କାମ ଶେଷ କରିବାକୁ ବିଭାଗୀୟ ଅଧିକାରୀଙ୍କୁ ସାଂସଦ ମହୋଦୟା ନିର୍ଦ୍ଦେଶ ଦେଇଛନ୍ତି ।

ପ୍ରତିଟି ପଂଚାୟତରେ ଆଗାମୀ 4 ବର୍ଷ ଭିତରେ ସାଂସଦଙ୍କ ପାଣ୍ଠିରୁ 5 ଲକ୍ଷ ଟଙ୍କା ବ୍ୟୟ ଅଟକଳରେ ଯୁବକମାନଙ୍କ ପାଇଁ ଲାଇବ୍ରେରୀ ନିର୍ମାଣ ହେବ ବୋଲି ସାଂସଦ ଅପରାଜିତା ଷଡ଼ଙ୍ଗୀ ଘୋଷଣା କରିଛନ୍ତି ।

ଭୁବନେଶ୍ବର (ଓଡ଼ିଶା ତାଜା ନ୍ୟୁଜ୍) :- ସମସ୍ୟା ଦୂର କରିଛନ୍ତି ଭୁବନେଶ୍ବର ସାଂସଦ ଅପରାଜିତା ଷଡଙ୍ଗୀ । 17 ଜୁନ୍ ବସୁମତି ସ୍ନାନ ଠାରୁ ମାଜେଣା ଠାରୁ ବନ୍ତଳ ପର୍ଯ୍ୟନ୍ତ ରାସ୍ତାର ଭିତ୍ତି ପ୍ରସ୍ତର ସ୍ଥାପନ ମାନ୍ୟବର ସାଂସଦଙ୍କ କରକମଳରେ କରାଯାଇଛି । ଗତ ନଭେମ୍ବର 2023ରେ ମଲ୍ଲିପୁର ଗ୍ରାମବାସୀଙ୍କ ଅନୁରୋଧ କ୍ରମେ ସାଂସଦ ମହାଶୟା ଏହି ଗ୍ରାମ ପରିଦର୍ଶନରେ ଆସି, ରାସ୍ତା ସମସ୍ୟା ନେଇ ନିଜେ ଅନୁଭବ କରିଥିଲେ । ଗମନାଗମନ ସମସ୍ୟାଟିକୁ ସାଂସଦ ମହାଶୟ ନିଜେ ହୃଦୟଙ୍ଗମ କରିଥିଲେ । ଏହି ରାସ୍ତା ଉପରେ 7ଟି ପଂଚାୟତ ନିର୍ଭର କରନ୍ତି । ପୂର୍ବରୁ ଭୁବନେଶ୍ବର, ଖୋର୍ଦ୍ଧା, ଟାଙ୍କୀକୁ ଏହି ରାସ୍ତା ଦେଇ ଯାତାୟତ କରିବା ଦୀର୍ଘ ଘଣ୍ଟା ଲାଗୁଥିଲା ।

ପୂର୍ବରୁ ଏହି ରାସ୍ତାଟି ଜଙ୍ଗଲ ପରିବେଶ ବିଭାଗ ଅଧିନରେ ରହିଥିଲା । ଫଳରେ ଏହି ରାସ୍ତାର ଆଧୁନିକିକରଣ କରିବା ସମ୍ଭବ ହେଉନଥିଲା । ଭୁବନେଶ୍ବର ସାଂସଦ ମହାଶୟାଙ୍କ ଉଦ୍ୟମରେ ତତ୍କାଳିନ ଜଙ୍ଗଲ ଓ ପରିବେଶ ବିଭାଗ ଅଧିକାରୀ ଏବଂ ବର୍ତ୍ତମାନର ଜଙ୍ଗଲ ପରିବେଶ ବିଭାଗ ଅଧିକାରୀଙ୍କ ସହ କଥା ହେବା ପରେ ରାସ୍ତାଟି ଗ୍ରାମ୍ୟ ଉନ୍ନୟନ ବିଭାଗ ଅଧିନକୁ ଆସିଥିଲା । ଏହା ପରେ ଏହି ରାସ୍ତା ନିର୍ମାଣ ପାଇଁ ପ୍ରାୟ 3 କୋଟି ଟଙ୍କାର ବଜେଟ୍ ଅନୁମୋଦନ ହୋଇଛି । 3 କିମି ଦୀର୍ଘ ରାସ୍ତାକୁ ଆସନ୍ତା 9 ମାସ ଭିତରେ ରାସ୍ତା କାମ ଶେଷ କରିବାକୁ ବିଭାଗୀୟ ଅଧିକାରୀଙ୍କୁ ସାଂସଦ ମହୋଦୟା ନିର୍ଦ୍ଦେଶ ଦେଇଛନ୍ତି ।

ଏହି 3 କିମି ରାସ୍ତା ପୂରଣ ହେବା ପରେ ଏହି ଲୋକଙ୍କୁ ଆଉ ପୂର୍ବପରି ଘଣ୍ଟା ଘଣ୍ଟା ରାସ୍ତା ସମସ୍ୟାରେ ପଡିବାକୁ ପଡିବନି, ଡାକ୍ତରଖାନା ଯିବାକୁ ଖୋର୍ଦ୍ଧା ଦେଇ 25 କିଲୋମିଟର ବାଟ ଅଧିକ ବୁଲିବାକୁ ପଡୁଥିଲା, ତାହା ଆଉ ହେବନାହିଁ । ଏହି 3 କିଲୋମିଟର ରାସ୍ତା ପୂରଣ ହେଲେ ଆଉ ଖୋର୍ଦ୍ଧା-ଟାଙ୍ଗୀ ଦେଇ ଅଧିକ 25 କିମି ବାଟ ବୁଲି ବୁଲି ଯିବାକୁ ପଡିବନାହିଁ । ସ୍କୁଲ କଲେଜ ଯିବାରେ ମଧ୍ୟ ସ୍ଥାନୀୟ ଅଂଚଳର ଛାତ୍ରଛାତ୍ରୀଙ୍କ ଦୁଃଖ ଦୂର ହେବ । ଏହି ରାସ୍ତାର ଭିତ୍ତିପ୍ରସ୍ତର ସ୍ଥାପନ ସମୟରେ ଭୁବନେଶ୍ବର ସାଂସଦ ମାଡାମ ଅପରାଜିତା ଷଡଙ୍ଗୀ କହିଥିଲେ, ରାଜନୀତି ମାନେ ହେଉଛି ବିକାଶ ଏବଂ ବିକାଶ କରିବା ପାଇଁ ମୁଁ ରାଜନୀତିକୁ ଆସିଛି ।

ପ୍ରତିଟି ପଂଚାୟତରେ ଆଗାମୀ 4 ବର୍ଷ ଭିତରେ ସାଂସଦଙ୍କ ପାଣ୍ଠିରୁ 5 ଲକ୍ଷ ଟଙ୍କା ବ୍ୟୟ ଅଟକଳରେ ଯୁବକମାନଙ୍କ ପାଇଁ ଲାଇବ୍ରେରୀ ନିର୍ମାଣ ହେବ ବୋଲି ସାଂସଦ ଅପରାଜିତା ଷଡ଼ଙ୍ଗୀ ଘୋଷଣା କରିଛନ୍ତି । କାର୍ଯ୍ୟକ୍ରମରେ ଖୋର୍ଦ୍ଧା ଜିଲ୍ଲା ବିଜେପି ସଭାପତି ବିଶ୍ବରଂଜନ ବଡଜେନା, ମଲ୍ଲିପୁର ଗ୍ରାମର ବରିଷ୍ଠ ନାଗରିକ ରାମ ବାବୁ, ସରପଂଚ ସୁଧାଂଶୁ ସେଠୀ, ସମିତିସଭ୍ୟ ଲିଲି ବେହେରା, ଗ୍ରାମ୍ୟ ଉନ୍ନୟନ ବିଭାଗ ଏକଜିକୁଟିଭ ଇଂଜିନିୟର ଅଶୋକ କୁମାର ବେହେରା ଏବଂ ଶତାଧିକ ଜନତା ଯୋଗ ଦେଇଥିଲେ । ଭୁବନେଶ୍ବର ସାଂସଦଙ୍କ ଉଦ୍ୟମକୁ ମଲ୍ଲିପୁର ଗ୍ରାମବାସୀ ଭୂୟଶୀ ପ୍ରଶଂସା କରିଛନ୍ତି ।

Proprietor Abhimanyu Maharana

Proprietor Abhimanyu Maharana

  • Trending
  • Comments
  • Latest
ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

June 13, 2024
ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

February 24, 2020
ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

May 19, 2020
ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା  ।

ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା ।

July 1, 2020
ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

0
“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

0
କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

0
ହୀରାକୁଦ – ନିଷିଦ୍ଧଞ୍ଚଳ ରେ  ତିନି ଅଭିନେତ୍ରୀ ଙ୍କ  ସହିତ  ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

ହୀରାକୁଦ – ନିଷିଦ୍ଧଞ୍ଚଳ ରେ ତିନି ଅଭିନେତ୍ରୀ ଙ୍କ ସହିତ ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

0
ପୂର୍ବତଟ ରେଳପଥ ମହାପ୍ରବନ୍ଧକଙ୍କ ଆରଙ୍ଗ ମହାନଦୀ – ଟିଟିଲାଗଡ ସେକ୍ସନ ନିରୀକ୍ଷଣ

ପୂର୍ବତଟ ରେଳପଥ ମହାପ୍ରବନ୍ଧକଙ୍କ ଆରଙ୍ଗ ମହାନଦୀ – ଟିଟିଲାଗଡ ସେକ୍ସନ ନିରୀକ୍ଷଣ

August 10, 2026
ଓଡ଼ିଆ ଭାଷା ସାହିତ୍ୟର ସମୃଦ୍ଧି ପାଇଁ କବୀମାନେ ଯତ୍ନ୍ନବାନ ହୁଅନ୍ତୁ

ଓଡ଼ିଆ ଭାଷା ସାହିତ୍ୟର ସମୃଦ୍ଧି ପାଇଁ କବୀମାନେ ଯତ୍ନ୍ନବାନ ହୁଅନ୍ତୁ

August 10, 2026
ସ୍ବର୍ଗତ ଛାତ୍ର ସନ୍ତୋଷ ସାହୁଙ୍କ ସ୍ମୃତି ଚାରଣ ସଭା

ସ୍ବର୍ଗତ ଛାତ୍ର ସନ୍ତୋଷ ସାହୁଙ୍କ ସ୍ମୃତି ଚାରଣ ସଭା

August 10, 2026
1984 ମସିହା ISc ଵେଚ ର ବନ୍ଧୁ ମିଳନ

1984 ମସିହା ISc ଵେଚ ର ବନ୍ଧୁ ମିଳନ

August 10, 2026

Recent News

Welcome to Odisha Taza News.
Chief Editor: Abhimanyu Maharana
Email: odishatazanews1@gmail.com
whatsapp - 9938341180
contact no - 7008991872

Browse by Category

  • Uncategorized
  • ଅନୁଗୁଳ
  • ଅପରାଧ
  • ଓଡ଼ିଶା
  • କଟକ
  • କନ୍ଧମାଳ
  • କରୋନା
  • କଳାହାଣ୍ଡି
  • କେନ୍ଦୁଝର
  • କେନ୍ଦ୍ରାପଡା
  • କୋରାପୁଟ
  • କ୍ରୀଡ଼ା
  • ଖେଳ
  • ଖୋର୍ଦ୍ଧା
  • ଗଜପତି
  • ଗଞ୍ଜାମ
  • ଜଗତସିଂହପୁର
  • ଜୀବନଚର୍ଯ୍ୟା
  • ଝାରସୁଗୁଡା
  • ଢେଙ୍କାନାଳ
  • ଦେବଗଡ଼
  • ଦେଶ
  • ନବରଙ୍ଗପୁର
  • ନୟାଗଡ଼ ନିଉଜ୍
  • ନୂଆପଡ଼ା
  • ପଂଚାୟତ ନିର୍ବାଚନ
  • ପୁରୀ
  • ଫୋଟୋ ଗ୍ୟାଲେରୀ
  • ବରଗଡ଼
  • ବଲାଙ୍ଗିର
  • ବାଣିଜ୍ୟ
  • ବାଲେଶ୍ଵର
  • ବିଚିତ୍ର
  • ବିଶ୍ଵ
  • ବୌଦ୍ଧ
  • ଭଦ୍ରକ
  • ମନୋରଞ୍ଜନ
  • ମୟୁରଭଞ୍ଜ
  • ମହାନଗର
  • ମାଲକାନଗିରି
  • ଯାଜପୁର
  • ରାଜନୀତି
  • ରାୟଗଡା
  • ରାଶିଫଳ
  • ଶିକ୍ଷା ଓ ନିଯୁକ୍ତି
  • ସମ୍ବଲପୁର
  • ସୁନ୍ଦରଗଡ଼
  • ସୁବର୍ଣ୍ଣପୁର
  • ହୋମ୍

Recent News

ପୂର୍ବତଟ ରେଳପଥ ମହାପ୍ରବନ୍ଧକଙ୍କ ଆରଙ୍ଗ ମହାନଦୀ – ଟିଟିଲାଗଡ ସେକ୍ସନ ନିରୀକ୍ଷଣ

ପୂର୍ବତଟ ରେଳପଥ ମହାପ୍ରବନ୍ଧକଙ୍କ ଆରଙ୍ଗ ମହାନଦୀ – ଟିଟିଲାଗଡ ସେକ୍ସନ ନିରୀକ୍ଷଣ

August 10, 2026
ଓଡ଼ିଆ ଭାଷା ସାହିତ୍ୟର ସମୃଦ୍ଧି ପାଇଁ କବୀମାନେ ଯତ୍ନ୍ନବାନ ହୁଅନ୍ତୁ

ଓଡ଼ିଆ ଭାଷା ସାହିତ୍ୟର ସମୃଦ୍ଧି ପାଇଁ କବୀମାନେ ଯତ୍ନ୍ନବାନ ହୁଅନ୍ତୁ

August 10, 2026
  • About
  • Advertise
  • Privacy & Policy
  • Contact

© 2023 Odisha Taza News.

No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ

© 2023 Odisha Taza News.

Go to mobile version