• About
  • Advertise
  • Privacy & Policy
  • Contact
Odisha Taza News
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
Odisha Taza News
No Result
View All Result
Home ଓଡ଼ିଶା

ଗଜପତି ଜିଲ୍ଲା ପ୍ରଶାସନ ଓ ଜିଲ୍ଲା ଶ୍ରମ ବିଭାଗ ପକ୍ଷରୁ ଜିଲ୍ଲାସ୍ତରୀୟ ଶିଶୁ ଶ୍ରମିକ ଉଚ୍ଛେଦ ନେଇ ସଚେତନତା ସଭା ଅନଷ୍ଠିତ

Proprietor Abhimanyu Maharana by Proprietor Abhimanyu Maharana
June 20, 2025
in ଓଡ଼ିଶା, ଗଜପତି, ହୋମ୍
0
ଗଜପତି ଜିଲ୍ଲା ପ୍ରଶାସନ ଓ ଜିଲ୍ଲା ଶ୍ରମ ବିଭାଗ ପକ୍ଷରୁ ଜିଲ୍ଲାସ୍ତରୀୟ ଶିଶୁ ଶ୍ରମିକ ଉଚ୍ଛେଦ ନେଇ ସଚେତନତା ସଭା ଅନଷ୍ଠିତ
Share on FacebookShare on TwitterWhatsapp

ପାରଳାଖେମୁଣ୍ଡି  (ଓଡ଼ିଶା ତାଜା ନ୍ୟୁଜ୍)  :- ଗଜପତି ଜିଲ୍ଲା ପ୍ରଶାସନ ଓ ଜିଲ୍ଲା ଶ୍ରମ ବିଭାଗ ପକ୍ଷରୁ ଶିଶୁ ଶ୍ରମିକ ଉଚ୍ଛେଦ ଓ କିଶୋର ଶ୍ରମିକ ମାନଙ୍କୁ ବିପଦ ସଙ୍କୁଳ କାର୍ଯ୍ୟରେ ନିୟୋଜିତ ନିଷେଧ ସଚେତନତା ସଭା ଆଜି ଜିଲ୍ଲାପାଳଙ୍କ କାର୍ଯ୍ୟାଳୟ ସମ୍ମିଳନୀ କକ୍ଷ ଠାରେ ଅନୁଷ୍ଠିତ ହୋଇଯାଇଅଛି। ଏହି କାର୍ଯ୍ୟକ୍ରମରେ ଜିଲ୍ଲାପାଳ ଶ୍ରୀଯୁକ୍ତ ବିଜୟ କୁମାର ଦାଶଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ସଚେତନତା ସଭାରେ ଶିଶୁ ଶ୍ରମିକ ନିରାକରଣ ନେଇ ବିଭିନ୍ନ ଆଇନ୍ ଓ ନିଆଯାଉଥିବା ବିଭିନ୍ନ ପଦକ୍ଷେପ ସମ୍ବନ୍ଧରେ ଜନସାଧାରଣଙ୍କୁ ସଚେତନତା କରାଯିବା ସହ ଡାକବାଜି ଯନ୍ତ୍ର ଦ୍ୱାରା ପ୍ରଚାର କରାଯିବ । ବିଭିନ୍ନ ହୋଟେଲ, ଦୋକାନୀ, କାରଖାନା, ଶିଳ୍ପ, ବୋଲି ଯେ କୌଣସି ଘରଇ ମାଲିକ ଶିଶୁ ଶ୍ରମିକ ମାନଙ୍କୁ କୌଣସି କାର୍ଯ୍ୟରେ ନିୟୋଜିତ ନ କରନ୍ତି ସେ ନେଇ ଆଜିର ବୈଠକରେ ଆଲୋଚନା କରାଯାଇଥିଲା।

ଏହାସହ ବିଭିନ୍ନ ସ୍ଥାନରେ ଜନସାଧାରଣଙ୍କ ନିକଟରେ ସଚେତନତା କରାଯିବ। ଶିଶୁ ଶ୍ରମିକ ଉଚ୍ଛେଦ ନୀତିର ଉଲଙ୍ଘନ କଲେ ଦୋଷୀଙ୍କ ବିରୁଦ୍ଧରେ ଦୃଢ ଆଇନଗତ କାର୍ଯ୍ୟାନୁଷ୍ଠାନ ସମ୍ବନ୍ଧରେ ମଧ୍ୟ ଅବଗତ କରାଯାଇଛି । ୧୪ ବର୍ଷରୁ କମ୍ ପିଲାଙ୍କୁ କାମରେ ଲଗାଇବା, ୧୫ ରୁ ୧୮ ବର୍ଷ କିଶୋର ମାନଙ୍କୁ ବିପଦ ସଙ୍କୁଳ ବୃତ୍ତି କାର୍ଯ୍ୟରେ ନିଯୁକ୍ତ କରିବା ଘଟଣା ଦୃଷ୍ଟି ଗୋଚର ହେଲେ ତୁରନ୍ତ ଜିଲ୍ଲା ଶ୍ରମ ଅଧିକାରୀ, ଜିଲ୍ଲା ଶିଶୁ ସୁରକ୍ଷା ଅଧିକାରୀ କିମ୍ବା ଜିଲ୍ଲାପାଳଙ୍କୁ ଅବଗତ କରି ପାରିବେ କିମ୍ବା ନିଶୁକ୍ଳ ଶ୍ରମିକ ସହାୟତା ହେଲ୍ପ ଲାଇନ୍ ନମ୍ବର ୧୫୫୩୬୮ ଏବଂ ଚାଇଲ୍‌ଡ଼ ଲାଇନ୍ ନମ୍ବର ୧୦୯୮ ସହିତ ଯୋଗାଯୋଗ କରିବା ପାଇଁ କୁହାଯାଇଛି ।

ବିଭିନ୍ନ ସମୟରେ ପ୍ରଶାସନ ତରଫରୁ ଧରପଗଡ଼ କରାଯାଇ ମଧ୍ୟ ଶିଶୁ ଶ୍ରମିକ ମାନଙ୍କୁ ଉଦ୍ଧାର କରାଯାଇ ସେମାନଙ୍କ ଥଇଥାନ ବ୍ୟବସ୍ଥା ସହ ପାଠପଢ଼ା ଓ ଅନ୍ୟାନ୍ୟ ଦାୟିତ୍ୱ ସରକାରଙ୍କ ତରଫରୁ ବହନ କରାଯାଉଛି । ଏହି ସଚେତନତା ସଭା ବୈଠକରେ ଜିଲ୍ଲା ଶିକ୍ଷା ଅଧିକାରୀ ଡ଼.ମାୟାଧର ସାହୁ, ଜିଲ୍ଲା ଶିଶୁ ସୁରକ୍ଷା ଅଧିକାରୀ ଶ୍ରୀ ଅରୁଣ କୁମାର ତ୍ରିପାଠୀ, ଜିଲ୍ଲା ସମାଜ ମଙ୍ଗଳ ଅଧିକାରୀ ଶ୍ରୀମତୀ ମନୋରମା ଦେବୀ ,ଜିଲ୍ଲା ଶ୍ରମ ଅଧିକାରୀ ଶ୍ରୀମତୀ ଭାରତୀ ବେହେରା ସହ ବିଭିନ୍ନ ବିଭାଗର ଜିଲ୍ଲାସ୍ତରୀୟ ଅଧିକାରୀ ଓ ବିଭିନ୍ନ ଅନୁଷ୍ଠାନର କର୍ମକର୍ତ୍ତା ପ୍ରମୁଖ ଉପସ୍ଥିତ ଥିଲେ ।

Proprietor Abhimanyu Maharana

Proprietor Abhimanyu Maharana

  • Trending
  • Comments
  • Latest
ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

June 13, 2024
ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

February 24, 2020
ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

May 19, 2020
ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା  ।

ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା ।

July 1, 2020
ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

0
“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

0
କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

0
ହୀରାକୁଦ – ନିଷିଦ୍ଧଞ୍ଚଳ ରେ  ତିନି ଅଭିନେତ୍ରୀ ଙ୍କ  ସହିତ  ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

ହୀରାକୁଦ – ନିଷିଦ୍ଧଞ୍ଚଳ ରେ ତିନି ଅଭିନେତ୍ରୀ ଙ୍କ ସହିତ ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

0
New Delhi hosts 3rd World Peace Conclave

ନୂଆଦିଲ୍ଲୀରେ ତୃତୀୟ ବିଶ୍ୱ ଶାନ୍ତି ସମ୍ମିଳନୀ ଆୟୋଜିତ

September 28, 2026
New Delhi hosts 3rd World Peace Conclave

New Delhi hosts 3rd World Peace Conclave

September 28, 2026
କବିରାଜ ଙ୍କ ଘର ନାହିଁ, ବଢ଼ିଲାନି ଭତ୍ତା : ପ୍ରତିଶ୍ରୁତିରେ ଅଟକିଛି ସରକାରୀ ସହାୟତା

କବିରାଜ ଙ୍କ ଘର ନାହିଁ, ବଢ଼ିଲାନି ଭତ୍ତା : ପ୍ରତିଶ୍ରୁତିରେ ଅଟକିଛି ସରକାରୀ ସହାୟତା

September 28, 2026
ରୋଗୀ’ ନୁହେଁ, ଆମ୍ବୁଲାନ୍ସରେ ଚାଲାଣ ହେଉଥିଲା ଗଞ୍ଜେଇ : ଆମ୍ବୁଲାନ୍ସ, କାର୍‌ ଓ ପିକ୍‌ଅପ୍‌ ଭ୍ୟାନ୍‌ ଜବତ, ୬ ଗିରଫ

ରୋଗୀ’ ନୁହେଁ, ଆମ୍ବୁଲାନ୍ସରେ ଚାଲାଣ ହେଉଥିଲା ଗଞ୍ଜେଇ : ଆମ୍ବୁଲାନ୍ସ, କାର୍‌ ଓ ପିକ୍‌ଅପ୍‌ ଭ୍ୟାନ୍‌ ଜବତ, ୬ ଗିରଫ

September 28, 2026

Recent News

Welcome to Odisha Taza News.
Chief Editor: Abhimanyu Maharana
Email: odishatazanews1@gmail.com
whatsapp - 9938341180
contact no - 7008991872

Browse by Category

  • Uncategorized
  • ଅନୁଗୁଳ
  • ଅପରାଧ
  • ଓଡ଼ିଶା
  • କଟକ
  • କନ୍ଧମାଳ
  • କରୋନା
  • କଳାହାଣ୍ଡି
  • କେନ୍ଦୁଝର
  • କେନ୍ଦ୍ରାପଡା
  • କୋରାପୁଟ
  • କ୍ରୀଡ଼ା
  • ଖେଳ
  • ଖୋର୍ଦ୍ଧା
  • ଗଜପତି
  • ଗଞ୍ଜାମ
  • ଜଗତସିଂହପୁର
  • ଜୀବନଚର୍ଯ୍ୟା
  • ଝାରସୁଗୁଡା
  • ଢେଙ୍କାନାଳ
  • ଦେବଗଡ଼
  • ଦେଶ
  • ନବରଙ୍ଗପୁର
  • ନୟାଗଡ଼ ନିଉଜ୍
  • ନୂଆପଡ଼ା
  • ପଂଚାୟତ ନିର୍ବାଚନ
  • ପୁରୀ
  • ଫୋଟୋ ଗ୍ୟାଲେରୀ
  • ବରଗଡ଼
  • ବଲାଙ୍ଗିର
  • ବାଣିଜ୍ୟ
  • ବାଲେଶ୍ଵର
  • ବିଚିତ୍ର
  • ବିଶ୍ଵ
  • ବୌଦ୍ଧ
  • ଭଦ୍ରକ
  • ମନୋରଞ୍ଜନ
  • ମୟୁରଭଞ୍ଜ
  • ମହାନଗର
  • ମାଲକାନଗିରି
  • ଯାଜପୁର
  • ରାଜନୀତି
  • ରାୟଗଡା
  • ରାଶିଫଳ
  • ଶିକ୍ଷା ଓ ନିଯୁକ୍ତି
  • ସମ୍ବଲପୁର
  • ସୁନ୍ଦରଗଡ଼
  • ସୁବର୍ଣ୍ଣପୁର
  • ହୋମ୍

Recent News

New Delhi hosts 3rd World Peace Conclave

ନୂଆଦିଲ୍ଲୀରେ ତୃତୀୟ ବିଶ୍ୱ ଶାନ୍ତି ସମ୍ମିଳନୀ ଆୟୋଜିତ

September 28, 2026
New Delhi hosts 3rd World Peace Conclave

New Delhi hosts 3rd World Peace Conclave

September 28, 2026
  • About
  • Advertise
  • Privacy & Policy
  • Contact

© 2023 Odisha Taza News.

No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ

© 2023 Odisha Taza News.

Go to mobile version