• About
  • Advertise
  • Privacy & Policy
  • Contact
Odisha Taza News
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
Odisha Taza News
No Result
View All Result
Home ଅପରାଧ

୪ ଢଣ ଚୋର ଗିରଫ କରି ବାଣପୁର ପୋଲିସର ସଫଳତା  ହାସଲ : ଅଭିଯୁକ୍ତ ଙ୍କୁ କୋର୍ଟ ଚାଲାଣ

Proprietor Abhimanyu Maharana by Proprietor Abhimanyu Maharana
June 22, 2025
in ଅପରାଧ, ଓଡ଼ିଶା, ଖୋର୍ଦ୍ଧା, ହୋମ୍
0
୪ ଢଣ ଚୋର ଗିରଫ କରି ବାଣପୁର ପୋଲିସର ସଫଳତା  ହାସଲ : ଅଭିଯୁକ୍ତ ଙ୍କୁ କୋର୍ଟ ଚାଲାଣ
Share on FacebookShare on TwitterWhatsapp

ଟାଙ୍ଗୀ  (ଓଡ଼ିଶା ତାଜା ନ୍ୟୁଜ୍)  :-  ଖୋର୍ଦ୍ଧା ଜିଲ୍ଲା ବାଣପୁର ପୋଲିସ କୁ ମିଳିଲା ବଡ ସଫଳତା । ପୂର୍ବରୁ ବାଣପୁର ଅଞ୍ଚଳରେ ବିଭିନ୍ନ ଜାଗାରେ ଚୋରି ହୋଇଥିବା ଅଭିଯୋଗ ରେ ଚାରି ଅଭିଯୁକ୍ତ ଗିରଫ l ୨୦୨୫ ରେ ୫ ଓ ୨୪ ରେ ଗୋଟିଏ ଚୋରୀ ଘଟଣା ରେ ଆଜି ବାଣପୁର ପୋଲିସ ୪ ଜଣଙ୍କୁ ଗିରଫ କରି କୋର୍ଟ ଚାଲାଣ କରିଛି lସେମାନଙ୍କ ମଧ୍ୟରୁ ୩ ଜଣ ଚୋରୀରେ ସମ୍ପୃକ୍ତ ଥିବାବେଳେ ଅନ୍ୟ ଜଣେ ଅଳଙ୍କାର କିଣିଥିବା ବ୍ୟକ୍ତି ସାମିଲ ଅଛି l ସେମାନଙ୍କ ଠାରୁ ପ୍ରାୟ ୩୦ ଗ୍ରାମ ସୁନା ଓ ୬୦ ଗ୍ରାମ ରୁପା ଅଳଙ୍କାର ସହ ୩ ବାଇକ, ୧ ଲାପଟପ ,  କ୍ୟାମେରା, ସିସି ଟିଭି, ଚୋରୀ ରେ ବ୍ୟବହାର ସାମଗ୍ରୀ ଜବତ କରିଛି ପୋଲିସ lଗତ କିଛି ମାସ ହେବ ବାଣପୁର ଅଞ୍ଚଳରେ ଘରେ କେହି ନଥିବାର ସୁଯୋଗ ନେଇ ଲଗାତର ଭାବରେ ଚୋରୀ ଡକାୟତି ବଢ଼ିବାରେ ଲାଗିଛି l ବାଣପୁର ଥାନାରେ ଏନେଇ ଅଭିଯୋଗ ହେବାପରେ ବିଭିନ୍ନ ସ୍ଥାନରେ ଚଢ଼ାଉ କରି ଆଜି ୪ ଜଣଙ୍କୁ ଗିରଫ କରିବାରେ ସଫଳ ହୋଇଛି ପୋଲିସ  l ଏନେଇ ଆଜି ବାଣପୁର ଥାନାରେ ଏକ ସାମ୍ବାଦିକ ସମ୍ମିଳନୀ କରି ସୂଚନା ଦେଇଛନ୍ତ ବାଲୁଗାଁ ଏସ୍ଡ଼ିପିଓ ସଞ୍ଜୟ କୁମାର ପଟ୍ଟନାୟକ l

Proprietor Abhimanyu Maharana

Proprietor Abhimanyu Maharana

  • Trending
  • Comments
  • Latest
ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

June 13, 2024
ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

February 24, 2020
ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

May 19, 2020
ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା  ।

ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା ।

July 1, 2020
ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

0
“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

0
କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

0
ହୀରାକୁଦ – ନିଷିଦ୍ଧଞ୍ଚଳ ରେ  ତିନି ଅଭିନେତ୍ରୀ ଙ୍କ  ସହିତ  ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

ହୀରାକୁଦ – ନିଷିଦ୍ଧଞ୍ଚଳ ରେ ତିନି ଅଭିନେତ୍ରୀ ଙ୍କ ସହିତ ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

0
ମଧୁବାବୁ ଥିଲେ ଓଡ଼ିଆ ଅସ୍ମିତା, ନାରୀ ସଶକ୍ତିକରଣ ଓ ଶିଳ୍ପ ବିପ୍ଳବର ପୁରୋଧା : ବାଚସ୍ପତି ଶ୍ରୀମତୀ ସୁରମା ପାଢ଼ୀ

ମଧୁବାବୁ ଥିଲେ ଓଡ଼ିଆ ଅସ୍ମିତା, ନାରୀ ସଶକ୍ତିକରଣ ଓ ଶିଳ୍ପ ବିପ୍ଳବର ପୁରୋଧା : ବାଚସ୍ପତି ଶ୍ରୀମତୀ ସୁରମା ପାଢ଼ୀ

April 29, 2026
ବ୍ରାହ୍ମଣୀଗାଁ ବନାଞ୍ଚଳ ରେ ହାତୀପଲ : ବନ ବିଭାଗ ପକ୍ଷରୁ ସଚେତନତା

ବ୍ରାହ୍ମଣୀଗାଁ ବନାଞ୍ଚଳ ରେ ହାତୀପଲ : ବନ ବିଭାଗ ପକ୍ଷରୁ ସଚେତନତା

April 29, 2026
ଓକିଲ ସଂଘ ପକ୍ଷରୁ ମଧୁବାବୁ ଙ୍କ ଜନ୍ମ ଜୟନ୍ତୀ ପାଳିତ

ଓକିଲ ସଂଘ ପକ୍ଷରୁ ମଧୁବାବୁ ଙ୍କ ଜନ୍ମ ଜୟନ୍ତୀ ପାଳିତ

April 29, 2026
ମୋବାଇଲ ନେଟୱର୍କ ବିପର୍ଯ୍ୟସ୍ତ : ଇଣ୍ଟରନେଟ ସେବା ବ୍ଯାହତ ଯୋଗୁଁ ବାଲିଗୁଡା ବାସୀ ହନ୍ତସନ୍ତ

ମୋବାଇଲ ନେଟୱର୍କ ବିପର୍ଯ୍ୟସ୍ତ : ଇଣ୍ଟରନେଟ ସେବା ବ୍ଯାହତ ଯୋଗୁଁ ବାଲିଗୁଡା ବାସୀ ହନ୍ତସନ୍ତ

April 29, 2026

Recent News

Welcome to Odisha Taza News.
Chief Editor: Abhimanyu Maharana
Email: odishatazanews1@gmail.com
whatsapp - 9938341180
contact no - 7008991872

Browse by Category

  • Uncategorized
  • ଅନୁଗୁଳ
  • ଅପରାଧ
  • ଓଡ଼ିଶା
  • କଟକ
  • କନ୍ଧମାଳ
  • କରୋନା
  • କଳାହାଣ୍ଡି
  • କେନ୍ଦୁଝର
  • କେନ୍ଦ୍ରାପଡା
  • କୋରାପୁଟ
  • କ୍ରୀଡ଼ା
  • ଖେଳ
  • ଖୋର୍ଦ୍ଧା
  • ଗଜପତି
  • ଗଞ୍ଜାମ
  • ଜଗତସିଂହପୁର
  • ଜୀବନଚର୍ଯ୍ୟା
  • ଝାରସୁଗୁଡା
  • ଢେଙ୍କାନାଳ
  • ଦେବଗଡ଼
  • ଦେଶ
  • ନବରଙ୍ଗପୁର
  • ନୟାଗଡ଼ ନିଉଜ୍
  • ନୂଆପଡ଼ା
  • ପଂଚାୟତ ନିର୍ବାଚନ
  • ପୁରୀ
  • ଫୋଟୋ ଗ୍ୟାଲେରୀ
  • ବରଗଡ଼
  • ବଲାଙ୍ଗିର
  • ବାଣିଜ୍ୟ
  • ବାଲେଶ୍ଵର
  • ବିଚିତ୍ର
  • ବିଶ୍ଵ
  • ବୌଦ୍ଧ
  • ଭଦ୍ରକ
  • ମନୋରଞ୍ଜନ
  • ମୟୁରଭଞ୍ଜ
  • ମହାନଗର
  • ମାଲକାନଗିରି
  • ଯାଜପୁର
  • ରାଜନୀତି
  • ରାୟଗଡା
  • ରାଶିଫଳ
  • ଶିକ୍ଷା ଓ ନିଯୁକ୍ତି
  • ସମ୍ବଲପୁର
  • ସୁନ୍ଦରଗଡ଼
  • ସୁବର୍ଣ୍ଣପୁର
  • ହୋମ୍

Recent News

ମଧୁବାବୁ ଥିଲେ ଓଡ଼ିଆ ଅସ୍ମିତା, ନାରୀ ସଶକ୍ତିକରଣ ଓ ଶିଳ୍ପ ବିପ୍ଳବର ପୁରୋଧା : ବାଚସ୍ପତି ଶ୍ରୀମତୀ ସୁରମା ପାଢ଼ୀ

ମଧୁବାବୁ ଥିଲେ ଓଡ଼ିଆ ଅସ୍ମିତା, ନାରୀ ସଶକ୍ତିକରଣ ଓ ଶିଳ୍ପ ବିପ୍ଳବର ପୁରୋଧା : ବାଚସ୍ପତି ଶ୍ରୀମତୀ ସୁରମା ପାଢ଼ୀ

April 29, 2026
ବ୍ରାହ୍ମଣୀଗାଁ ବନାଞ୍ଚଳ ରେ ହାତୀପଲ : ବନ ବିଭାଗ ପକ୍ଷରୁ ସଚେତନତା

ବ୍ରାହ୍ମଣୀଗାଁ ବନାଞ୍ଚଳ ରେ ହାତୀପଲ : ବନ ବିଭାଗ ପକ୍ଷରୁ ସଚେତନତା

April 29, 2026
  • About
  • Advertise
  • Privacy & Policy
  • Contact

© 2023 Odisha Taza News.

No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ

© 2023 Odisha Taza News.

Go to mobile version