• About
  • Advertise
  • Privacy & Policy
  • Contact
Odisha Taza News
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
Odisha Taza News
No Result
View All Result
Home ଓଡ଼ିଶା

ମୁଖ୍ୟମନ୍ତ୍ରୀଙ୍କ ରଥଯାତ୍ରା -୨୦୨୫ ସ୍ବତନ୍ତ୍ର ସମୀକ୍ଷା ବୈଠକ ରଥଯାତ୍ରା ସୁପରିଚାଳନା ପାଇଁ ପ୍ରଶାସନ ସମ୍ପୂର୍ଣ୍ଣ ପ୍ରସ୍ତୁତ

Proprietor Abhimanyu Maharana by Proprietor Abhimanyu Maharana
June 23, 2025
in ଓଡ଼ିଶା, ପୁରୀ, ହୋମ୍
0
Share on FacebookShare on TwitterWhatsapp

ପୁରୀ  (ଓଡ଼ିଶା ତାଜା ନ୍ୟୁଜ୍) ପୁରୀ  :- ସ୍ଥାନୀୟ ଟାଉନ ହଲ ଠାରେ ରବିବାର ପୂର୍ବାହ୍ନ ରେ ମୁଖ୍ୟମନ୍ତ୍ରୀଙ୍କ ରଥଯାତ୍ରା -୨୦୨୫ ସ୍ବତନ୍ତ୍ର ସମୀକ୍ଷା ବୈଠକ ଅନୁଷ୍ଠିତ ହୋଇଯାଇଛି | ରଥଯାତ୍ରା ସୁପରିଚାଳନା ପାଇଁ ପ୍ରଶାସନ ସମ୍ପୂର୍ଣ୍ଣ ପ୍ରସ୍ତୁତ ରହିଛି| ରଥଯାତ୍ରାକୁ ଅଘଟଣ-ଶୂନ୍ୟ କରିବା ଉପରେ ମୁଖ୍ୟମନ୍ତ୍ରୀଙ୍କ ଗୁରୁତ୍ୱ ଦେଇଥିଲେ |ଭକ୍ତ ମାନେ ଯେପରି ସମ୍ପୂର୍ଣ୍ଣ ସୁରକ୍ଷିତ ଭାବେ, ସୁବିଧାରେ ରଥଯାତ୍ରାରେ ଯୋଗଦେବେ, ଏବଂ ଏକ ଦିବ୍ୟ, ଆଧ୍ୟାତ୍ମିକ ଅନୁଭବ ନେଇ ଫେରିବେ, ସେଥିପାଇଁ ଧ୍ୟାନ ଦେବାକୁ ମୁଖ୍ୟମନ୍ତ୍ରୀଙ୍କ ପରାମର୍ଶ ଦେଇଥିଲେ | ପୋଲିସ ନିୟୋଜନ, ଟ୍ରାଫିକ ନିୟନ୍ତ୍ରଣ ବ୍ୟବସ୍ଥା, ଅଗ୍ନିଶମ ସୁରକ୍ଷା ବ୍ୟବସ୍ଥା ଆଦି ସମସ୍ତ କାର୍ଯ୍ୟଗୁଡିକୁ ସଠିକ ଭାବେ ପରିଚାଳନା କରି ଶ୍ରଦ୍ଧାଳୁ ମାନେ ଯେପରି ଶୃଙ୍ଖଳିତ ଭାବେ ରଥଯାତ୍ରାରେ ଭାଗନେଇ ପାରିବେ ସେଥିପ୍ରତି ଧ୍ୟାନଦେବା ପାଇଁ ମୁଖ୍ୟମନ୍ତ୍ରୀ ପ୍ରଶାସନକୁ ନିର୍ଦ୍ଦେଶ ଦେଇଥିଲେ। ବିଭିନ୍ନ ଜିଲ୍ଲାରେ ଡାଇରିଆ ପରିସ୍ଥିତି ଥିବା ଯୋଗୁ ସ୍ୱାସ୍ଥ୍ୟ ବିଭାଗ ସହିତ ଅନ୍ୟ ସମସ୍ତ ସମ୍ପୃକ୍ତ ବିଭାଗ ରଥଯାତ୍ରା ପୂର୍ବରୁ ସୁନାବେଶ ପର୍ଯ୍ୟନ୍ତ ଏହା ଉପରେ ସମ୍ପୂର୍ଣ୍ଣ ନଜର ରଖିବା ଆବଶ୍ୟକ।

କୌଣସି ସ୍ଥାନରେ ଯେପରି ଅସ୍ୱାସ୍ଥ୍ୟକର ଖାଦ୍ୟ କିମ୍ବା ପାଣି ବିକ୍ରି ନହୁଏ ତାହା ସୁନିଶ୍ଚିତ କରିବା ଅତ୍ୟନ୍ତ ଜରୁରୀ । ଏହା ସହିତ ସବୁ ସ୍ଥାନରେ ବିଶୁଦ୍ଧ ପାନୀୟ ଜଳ ଓ ସ୍ୱାସ୍ଥ୍ୟକର ଖାଦ୍ୟ ମଧ୍ୟ ଉପଲବ୍ଧ ହେବା ଆବଶ୍ୟକ ବୋଲି ମୁଖ୍ୟମନ୍ତ୍ରୀ କହିଥିଲେ । ରଥଯାତ୍ରା ସମୟରେ ମହାପ୍ରଭୁଙ୍କ ନୀତିକାନ୍ତି ଯେପରି ସୁରୁଖୁରୁରେ ଏବଂ ଠିକ୍ ସମୟରେ ହେବ ସେଥିପାଇଁ ମୁଖ୍ୟମନ୍ତ୍ରୀ ସେବାୟତ ମାନଙ୍କ ସହଯୋଗ କାମନା କରିଥିଲେ । ବିଶ୍ୱ ପ୍ରସିଦ୍ଧ ରଥଯାତ୍ରା ଆମ ସାଂସ୍କୃତିର ସବୁଠାରୁ ଗୌରବମୟ ପରିଚୟ । କୋଟି କୋଟି ଲୋକଙ୍କ ଭାବାବେଗ ଏଥିରେ ଜଡିତ ଅଛି ।  ତେଣୁ, ଏହାର ସୁପରିଚାଳନା କେବଳ ଏକ ସରକାରୀ ଦାୟିତ୍ୱ ନୁହେଁ, ବରଂ ଏକ ପବିତ୍ର କର୍ତ୍ତବ୍ୟ। ତେଣୁ ସମସ୍ତ ବିଭାଗର ଅଧିକାରୀ, କର୍ମଚାରୀ ଏବଂ ବିଭିନ୍ନ ବେସରକାରୀ ସଂସ୍ଥା ସମସ୍ତେ ସମନ୍ୱୟ ରଖି ଏହାର ସଫଳ ପରିଚାଳନା ପାଇଁ ମୁଖ୍ୟମନ୍ତ୍ରୀ ସମସ୍ତଙ୍କୁ ପରାମର୍ଶ ଦେଇଥିଲେ ।

ଆଇନ ମନ୍ତ୍ରୀ ପୃଥ୍ୱୀରାଜ ହରିଚନ୍ଦନ ରଥଯାତ୍ରା ସୁରୁଖୁରୁ ରେ ସମ୍ପାଦିତ ହେବାପାଇଁ ନିଆ ଯାଇଥିବା ପଦକ୍ଷେପ,ସ୍ବାସ୍ଥ୍ୟ ମନ୍ତ୍ରୀ ଡ ମୁକେଶ ମହଲିଙ୍ଗ ସ୍ବାସ୍ଥ୍ୟ ବିଭାଗ ପକ୍ଷରୁ ହୋଇଥିବା ପ୍ରସ୍ତୁତି ଏବଂ ପୋଲିସ୍ ମହାନିର୍ଦ୍ଦେଶକ ଆଇନ ଶୃଙ୍ଖଳା ବ୍ୟବସ୍ଥା ବିଷୟ ରେ ସୂଚନା ପ୍ରଦାନ କରିଥିଲେ ।ଏହି ଅବସର ରେ ମୁଖ୍ୟମନ୍ତ୍ରୀ ଓ ଅତିଥି ମାନେ ପୁରୀ ଜିଲ୍ଲା ପ୍ରଶାସନ ର ସୂଚନା ପୁସ୍ତିକା ରୂପରେଖ ଉନ୍ମୋଚନ କରିଥିଲେ । ଏହି ସମୀକ୍ଷା ବୈଠକରେ ଉପମୁଖ୍ୟମନ୍ତ୍ରୀ କନକ ବର୍ଦ୍ଧନ ସିଂହଦେଓ, ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡା, , ଗୃହ ନିର୍ମାଣ ଓ ନଗର ଉନ୍ନୟନ ମନ୍ତ୍ରୀ ଡ. କୃଷ୍ଣଚନ୍ଦ୍ର ମହାପାତ୍ର, ଉଚ୍ଚଶିକ୍ଷା କ୍ରୀଡା ଓ ଯୁବସେବା ତଥା ଓଡିଆ ଭାଷା ସାହିତ୍ୟ ଓ ସଂସ୍କୃତି ମନ୍ତ୍ରୀ ସୂର୍ଯ୍ୟବଂଶୀ ସୂରଜ, ପୁରୀ ସାଂସଦ ସମ୍ବିତ ପାତ୍ର, ରାଜ୍ୟସଭା ସାଂସଦ ସୁଭାଶିଷ ଖୁଣ୍ଟିଆ, ବିଧାୟକ ଗଣ, ମୁଖ୍ୟ ଶାସନ ସଚିବ, ଉନ୍ନୟନ କମିଶନର, ଗୃହ ବିଭାଗ ର ଅତିରିକ୍ତ ମୁଖ୍ୟ ଶାସନ ସଚିବ, ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକ ବିଭିନ୍ନ ବିଭାଗର ବରିଷ୍ଠ ଅଧିକାରୀଗଣ, ଜିଲ୍ଲା ପ୍ରଶାସନର ଅଧିକାରୀଗଣ , ସେବାୟତ ଓ ମଠାଧୀଶ ଗଣମାଧ୍ୟମ ପ୍ରତିନିଧିଗଣ ଯୋଗଦେଇଥିଲେ।ସମୀକ୍ଷା ବୈଠକ ପରେ ମୁଖ୍ୟମନ୍ତ୍ରୀ ଗୁଣ୍ଡିଚା ମନ୍ଦିର ଯାଇ ସେଠାରେ ହୋଇଥିବା ଉନ୍ନତି ଓ ସୌନ୍ଦର୍ଯ୍ୟ କରଣକାର୍ଯ୍ୟ ବୁଲି ଦେଖିଥିଲେ ।

Proprietor Abhimanyu Maharana

Proprietor Abhimanyu Maharana

  • Trending
  • Comments
  • Latest
ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

June 13, 2024
ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

February 24, 2020
ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

May 19, 2020
ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା  ।

ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା ।

July 1, 2020
ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

0
“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

0
କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

0
ହୀରାକୁଦ – ନିଷିଦ୍ଧଞ୍ଚଳ ରେ  ତିନି ଅଭିନେତ୍ରୀ ଙ୍କ  ସହିତ  ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

ହୀରାକୁଦ – ନିଷିଦ୍ଧଞ୍ଚଳ ରେ ତିନି ଅଭିନେତ୍ରୀ ଙ୍କ ସହିତ ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

0
ଡ଼ଃ ସୁରେଶ ଚନ୍ଦ୍ର ଜେନା ଙ୍କ ଜନ୍ମ ବାର୍ଷିକ ପାଳନ

ଡ଼ଃ ସୁରେଶ ଚନ୍ଦ୍ର ଜେନା ଙ୍କ ଜନ୍ମ ବାର୍ଷିକ ପାଳନ

May 6, 2026
ସାମାଜିକ ଗଣମାଧ୍ୟମରେ ଅପମାନଜନକ ଓ ଅଶାଳୀନ ପୋଷ୍ଟ

ସାମାଜିକ ଗଣମାଧ୍ୟମରେ ଅପମାନଜନକ ଓ ଅଶାଳୀନ ପୋଷ୍ଟ

May 6, 2026
ଗରୀବ ଶ୍ରେଣୀର ଝିଅ ହେଲେ ଟପ୍ପର

ଗରୀବ ଶ୍ରେଣୀର ଝିଅ ହେଲେ ଟପ୍ପର

May 6, 2026
ଗଜପତି ଜିଲା ରେ ଗଂଜେଇ ବିହନ ଶୂନ୍ୟ

ଗଜପତି ଜିଲା ରେ ଗଂଜେଇ ବିହନ ଶୂନ୍ୟ

May 6, 2026

Recent News

ଡ଼ଃ ସୁରେଶ ଚନ୍ଦ୍ର ଜେନା ଙ୍କ ଜନ୍ମ ବାର୍ଷିକ ପାଳନ

ଡ଼ଃ ସୁରେଶ ଚନ୍ଦ୍ର ଜେନା ଙ୍କ ଜନ୍ମ ବାର୍ଷିକ ପାଳନ

May 6, 2026
ସାମାଜିକ ଗଣମାଧ୍ୟମରେ ଅପମାନଜନକ ଓ ଅଶାଳୀନ ପୋଷ୍ଟ

ସାମାଜିକ ଗଣମାଧ୍ୟମରେ ଅପମାନଜନକ ଓ ଅଶାଳୀନ ପୋଷ୍ଟ

May 6, 2026
ଗରୀବ ଶ୍ରେଣୀର ଝିଅ ହେଲେ ଟପ୍ପର

ଗରୀବ ଶ୍ରେଣୀର ଝିଅ ହେଲେ ଟପ୍ପର

May 6, 2026
ଗଜପତି ଜିଲା ରେ ଗଂଜେଇ ବିହନ ଶୂନ୍ୟ

ଗଜପତି ଜିଲା ରେ ଗଂଜେଇ ବିହନ ଶୂନ୍ୟ

May 6, 2026
Odisha Taza News

Welcome to Odisha Taza News.
Chief Editor: Abhimanyu Maharana
Email: odishatazanews1@gmail.com
whatsapp - 9938341180
contact no - 7008991872

Browse by Category

  • Uncategorized
  • ଅନୁଗୁଳ
  • ଅପରାଧ
  • ଓଡ଼ିଶା
  • କଟକ
  • କନ୍ଧମାଳ
  • କରୋନା
  • କଳାହାଣ୍ଡି
  • କେନ୍ଦୁଝର
  • କେନ୍ଦ୍ରାପଡା
  • କୋରାପୁଟ
  • କ୍ରୀଡ଼ା
  • ଖେଳ
  • ଖୋର୍ଦ୍ଧା
  • ଗଜପତି
  • ଗଞ୍ଜାମ
  • ଜଗତସିଂହପୁର
  • ଜୀବନଚର୍ଯ୍ୟା
  • ଝାରସୁଗୁଡା
  • ଢେଙ୍କାନାଳ
  • ଦେବଗଡ଼
  • ଦେଶ
  • ନବରଙ୍ଗପୁର
  • ନୟାଗଡ଼ ନିଉଜ୍
  • ନୂଆପଡ଼ା
  • ପଂଚାୟତ ନିର୍ବାଚନ
  • ପୁରୀ
  • ଫୋଟୋ ଗ୍ୟାଲେରୀ
  • ବରଗଡ଼
  • ବଲାଙ୍ଗିର
  • ବାଣିଜ୍ୟ
  • ବାଲେଶ୍ଵର
  • ବିଚିତ୍ର
  • ବିଶ୍ଵ
  • ବୌଦ୍ଧ
  • ଭଦ୍ରକ
  • ମନୋରଞ୍ଜନ
  • ମୟୁରଭଞ୍ଜ
  • ମହାନଗର
  • ମାଲକାନଗିରି
  • ଯାଜପୁର
  • ରାଜନୀତି
  • ରାୟଗଡା
  • ରାଶିଫଳ
  • ଶିକ୍ଷା ଓ ନିଯୁକ୍ତି
  • ସମ୍ବଲପୁର
  • ସୁନ୍ଦରଗଡ଼
  • ସୁବର୍ଣ୍ଣପୁର
  • ହୋମ୍

Recent News

ଡ଼ଃ ସୁରେଶ ଚନ୍ଦ୍ର ଜେନା ଙ୍କ ଜନ୍ମ ବାର୍ଷିକ ପାଳନ

ଡ଼ଃ ସୁରେଶ ଚନ୍ଦ୍ର ଜେନା ଙ୍କ ଜନ୍ମ ବାର୍ଷିକ ପାଳନ

May 6, 2026
ସାମାଜିକ ଗଣମାଧ୍ୟମରେ ଅପମାନଜନକ ଓ ଅଶାଳୀନ ପୋଷ୍ଟ

ସାମାଜିକ ଗଣମାଧ୍ୟମରେ ଅପମାନଜନକ ଓ ଅଶାଳୀନ ପୋଷ୍ଟ

May 6, 2026
  • About
  • Advertise
  • Privacy & Policy
  • Contact

© 2023 Odisha Taza News.

No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ

© 2023 Odisha Taza News.

Go to mobile version