• About
  • Advertise
  • Privacy & Policy
  • Contact
Odisha Taza News
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
Odisha Taza News
No Result
View All Result
Home ଓଡ଼ିଶା

ଦୁର୍ଘଟଣା ରେ ଆହତ ବରିଷ୍ଠ ସାମ୍ବାଦିକ ରତ୍ନାକର ବାରିକଙ୍କୁ କଟକ ବଡ ମେଡିକାଲ ରେ ଭେଟିଲେ ଏସ.ୟୁ.ଜେ ର ରାଜ୍ୟ କର୍ମକର୍ତ୍ତା

Proprietor Abhimanyu Maharana by Proprietor Abhimanyu Maharana
June 24, 2025
in ଓଡ଼ିଶା, ଗଜପତି, ହୋମ୍
0
ଦୁର୍ଘଟଣା ରେ ଆହତ ବରିଷ୍ଠ ସାମ୍ବାଦିକ ରତ୍ନାକର ବାରିକଙ୍କୁ କଟକ ବଡ ମେଡିକାଲ ରେ ଭେଟିଲେ ଏସ.ୟୁ.ଜେ ର ରାଜ୍ୟ କର୍ମକର୍ତ୍ତା
Share on FacebookShare on TwitterWhatsapp

ପାରଳାଖେମୁଣ୍ଡି (ଓଡ଼ିଶା ତାଜା ନ୍ୟୁଜ୍) :- କଟକ ବଡ଼ ଡାକ୍ତରଖାନାରେ ଏସୟୁଜେ ଓଡ଼ିଶା କଟକ ଜିଲ୍ଲା ଶାଖା ର ବରିଷ୍ଠ ସଭ୍ୟ ରତ୍ନାକର ବାରିକ ଙ୍କୁ ଭେଟି ତାଙ୍କ ର ସ୍ଵାସ୍ଥ୍ୟବସ୍ଥା ପଚାରି ବୁଝିଲୁ । ଶ୍ରୀଯୁକ୍ତ ବାରିକ ଗତ ସପ୍ତାହରେ ଏକ ରାସ୍ତା ଦୁର୍ଘଟଣା ରେ ଗୁରୁତର ଆହତ ହୋଇଛନ୍ତି । ଉଚ୍ଚ ରକ୍ତଚାପ କମିବା ପରେ ଆସନ୍ତା ଦିନେ ଦୁଇ ଦିନ ମଧ୍ୟରେ ତାଙ୍କର ଅପରେସନ ହେବ । ଏହି ଅବସରରେ ଏସୟୁଜେ ରାଜ୍ୟ ସାମ୍ବାଦିକ କଲ୍ୟାଣ ପାଣ୍ଠି ପକ୍ଷରୁ ଆଜି ରତ୍ନାକର ଭାଇ ଙ୍କ ଚିକିତ୍ସା ନିମନ୍ତେ ଯଥାସାଧ୍ୟ ସହାୟତା ରାଶି ପ୍ରଦାନ କରାଯାଇଛି ।

ଏହି ସହାୟତା ରାଶି ଯଦିଓ ରତ୍ନାକର ଭାଇ ଙ୍କ ଚିକିତ୍ସା ଖର୍ଚ୍ଚକୁ ତୁଲାଇବା ରେ ଯେ ଏକ ବଡ଼ ଭୂମିକା ନିର୍ବାହ କରିବ ତାହା ନୁହେଁ ବରଂ ଏସୟୁଜେ ର ୩ ହଜାର ରୁ ଉର୍ଦ୍ଧ ସାଥୀ ମାନଙ୍କ ଶ୍ରଦ୍ଧା ସ୍ନେହ ଓ ଶୁଭେଚ୍ଛା ଶୁଭେଚ୍ଛା ଏହି ସହଯୋଗ ରାଶି ରେ ନିହିତ ଥିବାରୁ ନିଶ୍ଚିତ ଭାବେ ତାଙ୍କର ମନୋବଳ ବୃଦ୍ଧି ପାଇବ ।

ମୋ ସହିତ କଟକ ଜିଲ୍ଲା ଶାଖା ର ବରିଷ୍ଠ ସଭ୍ୟ ତଥା ରାଜ୍ୟ କାର୍ଯ୍ୟକାରିଣୀ ସଭ୍ୟ ସୁରେନ୍ଦ୍ର କୁମାର ମହାପାତ୍ର (ଟୁନା ବାବୁ) କଟକ ଜିଲ୍ଲା ଶାଖା ସଭାପତି ରମେଶ ଚନ୍ଦ୍ର ପ୍ରଧାନ, ସାଧାରଣ ସମ୍ପାଦକ ଶିଶିର କୁମାର ଦାଶ, ଏସୟୁଜେ ଓଡ଼ିଶା ମହିଳା ଶାଖା ର ରାଜ୍ୟ ଉପାଧ୍ୟକ୍ଷା ଶ୍ରୀମତୀ ନିବେଦିତା ସିଂ ରତ୍ନାକର ଭାଇ ଙ୍କୁ ଯାଇ ସାକ୍ଷାତ କରିଥିଲେ । ରତ୍ନାକର ଭାଇ ଙ୍କ ପତ୍ନୀ ମଧ୍ୟ ଉପସ୍ଥିତ ଥିଲେ । ତାଙ୍କ ର ଆଶୁ ଆରୋଗ୍ୟ କାମନା କରୁଛୁ ।

Proprietor Abhimanyu Maharana

Proprietor Abhimanyu Maharana

  • Trending
  • Comments
  • Latest
ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

June 13, 2024
ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

February 24, 2020
ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

May 19, 2020
ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା  ।

ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା ।

July 1, 2020
ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

0
“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

0
କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

0
ହୀରାକୁଦ – ନିଷିଦ୍ଧଞ୍ଚଳ ରେ  ତିନି ଅଭିନେତ୍ରୀ ଙ୍କ  ସହିତ  ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

ହୀରାକୁଦ – ନିଷିଦ୍ଧଞ୍ଚଳ ରେ ତିନି ଅଭିନେତ୍ରୀ ଙ୍କ ସହିତ ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

0
ଖୋର୍ଦ୍ଧାରୋଡ଼ ଡି.ଆର.ଏମ ଭାବେ ଶ୍ରୀ ପି.କେ. ବେହେରାଙ୍କୁ ଅତିରିକ୍ତ ଦାୟିତ୍ୱ

ଖୋର୍ଦ୍ଧାରୋଡ଼ ଡି.ଆର.ଏମ ଭାବେ ଶ୍ରୀ ପି.କେ. ବେହେରାଙ୍କୁ ଅତିରିକ୍ତ ଦାୟିତ୍ୱ

March 18, 2026
ଫୁଲବାଣୀ : ଭଏସ ଅଫ ମିଡ଼ିଆ ସଧାରଣ ପରିଷଦ ବୈଠକ ଅନୁଷ୍ଠିତ

ଫୁଲବାଣୀ : ଭଏସ ଅଫ ମିଡ଼ିଆ ସଧାରଣ ପରିଷଦ ବୈଠକ ଅନୁଷ୍ଠିତ

March 18, 2026
ବଳରାମ ନାୟକଙ୍କ ସ୍ମୁତି ଚାରଣ ସଭା

ବଳରାମ ନାୟକଙ୍କ ସ୍ମୁତି ଚାରଣ ସଭା

March 18, 2026
ସୁର୍କାବାଡି କାସନ୍ଦା ଓ ଦର୍ପନାରାୟଣପୁର ପଞ୍ଚାୟତରେ ବଢୁଛି ଚୋରା ଦେଶୀ ରନ୍ଧା ମଦ କାରବାର – ହାତ ବାନ୍ଧି ବସିଛି ଅବକାରୀ ବିଭାଗ

ସୁର୍କାବାଡି କାସନ୍ଦା ଓ ଦର୍ପନାରାୟଣପୁର ପଞ୍ଚାୟତରେ ବଢୁଛି ଚୋରା ଦେଶୀ ରନ୍ଧା ମଦ କାରବାର – ହାତ ବାନ୍ଧି ବସିଛି ଅବକାରୀ ବିଭାଗ

March 18, 2026

Recent News

Welcome to Odisha Taza News.
Chief Editor: Abhimanyu Maharana
Email: odishatazanews1@gmail.com
whatsapp - 9938341180
contact no - 7008991872

Browse by Category

  • Uncategorized
  • ଅନୁଗୁଳ
  • ଅପରାଧ
  • ଓଡ଼ିଶା
  • କଟକ
  • କନ୍ଧମାଳ
  • କରୋନା
  • କଳାହାଣ୍ଡି
  • କେନ୍ଦୁଝର
  • କେନ୍ଦ୍ରାପଡା
  • କୋରାପୁଟ
  • କ୍ରୀଡ଼ା
  • ଖେଳ
  • ଖୋର୍ଦ୍ଧା
  • ଗଜପତି
  • ଗଞ୍ଜାମ
  • ଜଗତସିଂହପୁର
  • ଜୀବନଚର୍ଯ୍ୟା
  • ଝାରସୁଗୁଡା
  • ଢେଙ୍କାନାଳ
  • ଦେବଗଡ଼
  • ଦେଶ
  • ନବରଙ୍ଗପୁର
  • ନୟାଗଡ଼ ନିଉଜ୍
  • ନୂଆପଡ଼ା
  • ପଂଚାୟତ ନିର୍ବାଚନ
  • ପୁରୀ
  • ଫୋଟୋ ଗ୍ୟାଲେରୀ
  • ବରଗଡ଼
  • ବଲାଙ୍ଗିର
  • ବାଣିଜ୍ୟ
  • ବାଲେଶ୍ଵର
  • ବିଚିତ୍ର
  • ବିଶ୍ଵ
  • ବୌଦ୍ଧ
  • ଭଦ୍ରକ
  • ମନୋରଞ୍ଜନ
  • ମୟୁରଭଞ୍ଜ
  • ମହାନଗର
  • ମାଲକାନଗିରି
  • ଯାଜପୁର
  • ରାଜନୀତି
  • ରାୟଗଡା
  • ରାଶିଫଳ
  • ଶିକ୍ଷା ଓ ନିଯୁକ୍ତି
  • ସମ୍ବଲପୁର
  • ସୁନ୍ଦରଗଡ଼
  • ସୁବର୍ଣ୍ଣପୁର
  • ହୋମ୍

Recent News

ଖୋର୍ଦ୍ଧାରୋଡ଼ ଡି.ଆର.ଏମ ଭାବେ ଶ୍ରୀ ପି.କେ. ବେହେରାଙ୍କୁ ଅତିରିକ୍ତ ଦାୟିତ୍ୱ

ଖୋର୍ଦ୍ଧାରୋଡ଼ ଡି.ଆର.ଏମ ଭାବେ ଶ୍ରୀ ପି.କେ. ବେହେରାଙ୍କୁ ଅତିରିକ୍ତ ଦାୟିତ୍ୱ

March 18, 2026
ଫୁଲବାଣୀ : ଭଏସ ଅଫ ମିଡ଼ିଆ ସଧାରଣ ପରିଷଦ ବୈଠକ ଅନୁଷ୍ଠିତ

ଫୁଲବାଣୀ : ଭଏସ ଅଫ ମିଡ଼ିଆ ସଧାରଣ ପରିଷଦ ବୈଠକ ଅନୁଷ୍ଠିତ

March 18, 2026
  • About
  • Advertise
  • Privacy & Policy
  • Contact

© 2023 Odisha Taza News.

No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ

© 2023 Odisha Taza News.

Go to mobile version