• About
  • Advertise
  • Privacy & Policy
  • Contact
Odisha Taza News
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
Odisha Taza News
No Result
View All Result
Home ଓଡ଼ିଶା

ତିନିରଥ ରେ ବୁଲିଲା ଠେକେରା ବାଡ଼

Proprietor Abhimanyu Maharana by Proprietor Abhimanyu Maharana
June 26, 2025
in ଓଡ଼ିଶା, ପୁରୀ, ହୋମ୍
0
ତିନିରଥ ରେ ବୁଲିଲା ଠେକେରା ବାଡ଼
Share on FacebookShare on TwitterWhatsapp

ପୁରୀ (ଓଡ଼ିଶା ତାଜା ନ୍ୟୁଜ୍) ପୁରୀ  :- ଆଜି ରଥ ନିର୍ମାଣର ୫୬ ତମ ଦିବସରେ ରଥ ନିର୍ମାଣକାରୀ ସେବକ ମାନେ ସବୁଦିନ ପାରି ସକାଳ ଘ.୮.୦୦ ଟିକା ସମୟରେ ରଥ ଖଳା ଠାରେ ଉପସ୍ଥିତ ପୂର୍ବକ ମୁଖ୍ୟ ମହାରଣା ଙ୍କ ମାର୍ଗ ଦର୍ଶନ ପ୍ରକାରେ ନିର୍ମାଣ କାର୍ଯ୍ୟ ରେ ଯୋଗ ଦେଇଥିଲେ।

ରଥ ନିର୍ମାଣ ଅଗ୍ରଗତି

(ଗତକାଲି ସୁଦ୍ଧା ତିନି ରଥର ପାର୍ଶ୍ଵ ଦେବ ଦେବୀ ସଂସ୍ଥାପିତ ହେବା ସହ ଚିତ୍ରକାର ସେବକ ମାନଙ୍କ ଦ୍ଵାରା ତିନି ରଥ ପ୍ରଭା ରେ ଖୋଦେଇ ରୂପରେ ରଙ୍ଗ ଚିତ୍ର କାର୍ଯ୍ୟ ଆରମ୍ଭ ହେବାସହ, ରଥ ବେଦୀ ଚାରି ପାର୍ଶ୍ବରେ ଗାଈ ଗୋଠ ଚିତ୍ର, ଘୋଡ଼ା, ସାରଥୀ ଙ୍କ ରଙ୍ଗ କାର୍ଯ୍ୟ ଜାରୀ ରହିଥିଲା..)

ତିନିରଥ ରେ ବୁଲିଲା
ଠେକେରା ବାଡ଼

ଆଜି ମହାରଣା ସେବକ ଏବଂ ଭୋଇ ସେବକ ମାନେ ମିଶି ତିନି ରଥରେ ଠେକେରା ବାଡ଼ ବୁଲାଇବା ସହ ସେଥିରେ ସଖି ଫିଟିଙ୍ଗ ଶେଷ କରିଛନ୍ତି।

ବିଜେ ଚକା ରେ ବିନ୍ଧ ସହ
ଖିଲ ନିର୍ମାଣ ଶେଷ

ଶ୍ରୀବିଗ୍ରହମାନଙ୍କ ମାନଙ୍କ ପାଇଁ ନିର୍ମାଣ ଶେଷ ହୋଇଥିବା ବିଜେ ଚକା ତ୍ରୟ ରେ ତିନିରଥ ମହାରଣା ସେବକ ମାନେ ସେଥିରେ ବିନ୍ଧ ସହ ତିନିଗୋଟି ଲେଖାଏଁ କାଠ ଖିଲ ନିର୍ମାଣ ଶେଷ କରିଛନ୍ତି। ତିନିରଥ ସିଂହଦ୍ୱାର କୁ ଯିବାପରେ ବେଦୀ ଚକା ସିଂହାସନରେ ସଂଯୋଗ ହେବ।

କନକ ମଣ୍ଡିରେ ପଡ଼ିଲା ପିତଳ ସଜ

ଆଜି ପିତଳ ସଜ କାରୀଗର ମାନେ ତିନି ରଥର ବେଦୀ ସିଂହାସନ ଉପର କନକ ମୁଣ୍ଡି ରେ ପିତଳ ଚଦର ଆବରଣ (ବର୍ଷା ପାଇଁ ନ ପଡ଼ିବା ପାଇଁ) ଫିଟିଙ୍ଗ କାର୍ଯ୍ୟ ଶେଷ କରିଛନ୍ତି।

ଦରଜୀ ସେବକଙ୍କ କନା କାର୍ଯ୍ୟ

ଦରଜୀ ସେବକ ମାନେ ତିନି ରଥର ବତା କନା ଯୋଡ଼ଣୀ, ପୋଟଳ କନା କାର୍ଯ୍ୟ ଶେଷ କରି କୋଠ ସୁଆଁଶିଆ ସେବକ ମାନଙ୍କୁ ଯୋଗାଇବା ପରେ, ଶ୍ରୀବିଗ୍ରହ ମାନଙ୍କ ପହଣ୍ଡି ପାଇଁ ବ୍ୟବହୃତ ଲାଗି ଲୁଗା ସିଲେଇ କାର୍ଯ୍ୟ ଶେଷ କରିଛନ୍ତି।

କୋଠ ସୁଆଂଶିଆ ସେବକଙ୍କ ରଥରେ କନା ପକା କାର୍ଯ୍ୟ

କୋଠ ସୁଆଁଶିଆ ସେବକ ମାନେ ତିନି ରଥର ଦୁଆର ବେଢ଼ା ଏବଂ ଚନ୍ଦ୍ର ଶାଳୀ ରେ କନା ପକା କାର୍ଯ୍ୟ ଶେଷ କରିଥିଲେ, ଆଜି ପ୍ରଥମେ ତାଳଧ୍ଵଜ ରଥର ପୋଟଳ ଏବଂ ବତା ଆବରଣ କନା ପକା କାର୍ଯ୍ୟ ଶେଷ କରି, ନନ୍ଦିଘୋଷ ରଥ ଏବଂ ଦର୍ପଦଳନ ରଥ ର ପୋଟଳ ଏବଂ ବତା ଆବରଣ ରେ କନା ପକା କାର୍ଯ୍ୟ ଜାରୀ ରଖିଛନ୍ତି।

କମାର ଶାଳ

ଦୋଳ ବେଦୀ ଅସ୍ଥାୟୀ କମାର ଶାଳ ରେ ଓଝା ସେବକ ମାନେ ତିନି ରଥର ପ୍ରଭା କଣ୍ଟା ନିର୍ମାଣ ଶେଷ କରି କୋଠ ସୁଆଁଶିଆ ସେବକ ମାନଙ୍କ ପାଇଁ ରଥରେ କନା ପକା କାର୍ଯ୍ୟ ପାଇଁ ହାତୁଡ଼ି, ଛୁରୀ ନିର୍ମାଣ କରି ଯୋଗାଇ ଦେଇଛନ୍ତି।
ପ୍ରଭା ଖୋଦେଇ ରୂପରେ ରଙ୍ଗ କାର୍ଯ୍ୟ

ଚିତ୍ରକାର ସେବକ ମାନେ ତିନିରଥ ର ପ୍ରଭା ରେ ଖୋଦେଇ ରୂପରେ ରଙ୍ଗ କାର୍ଯ୍ୟର ଶେଷ ସ୍ପର୍ଶ ଦେବା ସହ ତିନି ରଥର ସାରଥି, ଘୋଡ଼ା, ରଙ୍ଗ କାର୍ଯ୍ୟ ଶେଷ କରି, ତିନିରଥ ର ବାହ୍ୟ ଅଂଶ ରଙ୍ଗ କାର୍ଯ୍ୟ ଶେଷ କଲା ପରେ, ରଥ ବାହ୍ୟ ଅଂଶର ଆବଶ୍ୟକତାକୁ ଦେଖି ରଙ୍ଗ କାର୍ଯ୍ୟର ଶେଷ ସ୍ପର୍ଶ ପାଇଁ ପରଖ ଅନୁଧ୍ୟାନ ଜାରୀ ରଖିଛନ୍ତି।

ତା୨୫.୦୬.୨୦୨୫ରିଖ,ବୁଧବାର ରଥଖଳା:ରଥ ନିର୍ମାଣ କାର୍ଯ୍ୟ ୫୬ ତମ ଦିବସ ରଥ ନିର୍ମାଣକାରୀଙ୍କ ଉପସ୍ଥାନ *ତିନିରଥ ର ମହାରଣା ସେବକ – ୭୭ *ତିନିରଥ ର ଭୋଇ ସେବକ – ୭୬ *ତିନିରଥ ର କରତୀ ସେବକ – ୪ *ତିନିରଥ ଓଝା କମାର ସେବକ – ୨୦ *ତିନିରଥ ର ରୂପକାର ସେବକ – ୨୧ *ତୁମ୍ବ ବିନ୍ଧ କାରୀଗର – ୨ *ପାହି ମହାରଣା – ୨ *ସହାୟକ (ପାଣି ବାଲା) – ୧ *ଚିତ୍ରକାର ସେବକ – ୪୦ ମୋଟ – ୨୪୩ ଜଣ

Proprietor Abhimanyu Maharana

Proprietor Abhimanyu Maharana

  • Trending
  • Comments
  • Latest
ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

June 13, 2024
ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

February 24, 2020
ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

May 19, 2020
ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା  ।

ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା ।

July 1, 2020
ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

0
“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

0
କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

0
ହୀରାକୁଦ – ନିଷିଦ୍ଧଞ୍ଚଳ ରେ  ତିନି ଅଭିନେତ୍ରୀ ଙ୍କ  ସହିତ  ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

ହୀରାକୁଦ – ନିଷିଦ୍ଧଞ୍ଚଳ ରେ ତିନି ଅଭିନେତ୍ରୀ ଙ୍କ ସହିତ ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

0
ଦଲାଲ ଙ୍କ କବ୍ଜାରେ ଟାଙ୍ଗୀ ଗୋଷ୍ଠୀ ସ୍ୱାସ୍ଥ୍ୟ କେନ୍ଦ୍ର

ଦଲାଲ ଙ୍କ କବ୍ଜାରେ ଟାଙ୍ଗୀ ଗୋଷ୍ଠୀ ସ୍ୱାସ୍ଥ୍ୟ କେନ୍ଦ୍ର

August 4, 2026
ତୋ ଛଡ଼ା ମୋ କେହି ନାହିଁ ‘ ଭଜନ ଶ୍ରୋତାର୍ପଣ

ତୋ ଛଡ଼ା ମୋ କେହି ନାହିଁ ‘ ଭଜନ ଶ୍ରୋତାର୍ପଣ

August 4, 2026
କସ୍ତୁରବା ଗାନ୍ଧୀ ବାଳିକା ବିଦ୍ୟାଳୟ ୱାର୍ଡେନଙ୍କ ତୃତୀୟ ପର୍ଯ୍ୟାୟ ପ୍ରଶିକ୍ଷଣ ଆରମ୍ଭ

କସ୍ତୁରବା ଗାନ୍ଧୀ ବାଳିକା ବିଦ୍ୟାଳୟ ୱାର୍ଡେନଙ୍କ ତୃତୀୟ ପର୍ଯ୍ୟାୟ ପ୍ରଶିକ୍ଷଣ ଆରମ୍ଭ

August 4, 2026
ଓଡ଼ିଶା ପୋଲିସ–ଏନଏଫଏସୟୁ ମଧ୍ୟରେ ୫ ବର୍ଷିଆ ବୁଝାମଣାପତ୍ର ସ୍ୱାକ୍ଷର

ଓଡ଼ିଶା ପୋଲିସ–ଏନଏଫଏସୟୁ ମଧ୍ୟରେ ୫ ବର୍ଷିଆ ବୁଝାମଣାପତ୍ର ସ୍ୱାକ୍ଷର

August 4, 2026

Recent News

Welcome to Odisha Taza News.
Chief Editor: Abhimanyu Maharana
Email: odishatazanews1@gmail.com
whatsapp - 9938341180
contact no - 7008991872

Browse by Category

  • Uncategorized
  • ଅନୁଗୁଳ
  • ଅପରାଧ
  • ଓଡ଼ିଶା
  • କଟକ
  • କନ୍ଧମାଳ
  • କରୋନା
  • କଳାହାଣ୍ଡି
  • କେନ୍ଦୁଝର
  • କେନ୍ଦ୍ରାପଡା
  • କୋରାପୁଟ
  • କ୍ରୀଡ଼ା
  • ଖେଳ
  • ଖୋର୍ଦ୍ଧା
  • ଗଜପତି
  • ଗଞ୍ଜାମ
  • ଜଗତସିଂହପୁର
  • ଜୀବନଚର୍ଯ୍ୟା
  • ଝାରସୁଗୁଡା
  • ଢେଙ୍କାନାଳ
  • ଦେବଗଡ଼
  • ଦେଶ
  • ନବରଙ୍ଗପୁର
  • ନୟାଗଡ଼ ନିଉଜ୍
  • ନୂଆପଡ଼ା
  • ପଂଚାୟତ ନିର୍ବାଚନ
  • ପୁରୀ
  • ଫୋଟୋ ଗ୍ୟାଲେରୀ
  • ବରଗଡ଼
  • ବଲାଙ୍ଗିର
  • ବାଣିଜ୍ୟ
  • ବାଲେଶ୍ଵର
  • ବିଚିତ୍ର
  • ବିଶ୍ଵ
  • ବୌଦ୍ଧ
  • ଭଦ୍ରକ
  • ମନୋରଞ୍ଜନ
  • ମୟୁରଭଞ୍ଜ
  • ମହାନଗର
  • ମାଲକାନଗିରି
  • ଯାଜପୁର
  • ରାଜନୀତି
  • ରାୟଗଡା
  • ରାଶିଫଳ
  • ଶିକ୍ଷା ଓ ନିଯୁକ୍ତି
  • ସମ୍ବଲପୁର
  • ସୁନ୍ଦରଗଡ଼
  • ସୁବର୍ଣ୍ଣପୁର
  • ହୋମ୍

Recent News

ଦଲାଲ ଙ୍କ କବ୍ଜାରେ ଟାଙ୍ଗୀ ଗୋଷ୍ଠୀ ସ୍ୱାସ୍ଥ୍ୟ କେନ୍ଦ୍ର

ଦଲାଲ ଙ୍କ କବ୍ଜାରେ ଟାଙ୍ଗୀ ଗୋଷ୍ଠୀ ସ୍ୱାସ୍ଥ୍ୟ କେନ୍ଦ୍ର

August 4, 2026
ତୋ ଛଡ଼ା ମୋ କେହି ନାହିଁ ‘ ଭଜନ ଶ୍ରୋତାର୍ପଣ

ତୋ ଛଡ଼ା ମୋ କେହି ନାହିଁ ‘ ଭଜନ ଶ୍ରୋତାର୍ପଣ

August 4, 2026
  • About
  • Advertise
  • Privacy & Policy
  • Contact

© 2023 Odisha Taza News.

No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ

© 2023 Odisha Taza News.

Go to mobile version