• About
  • Advertise
  • Privacy & Policy
  • Contact
Odisha Taza News
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
Odisha Taza News
No Result
View All Result
Home ଓଡ଼ିଶା

ଶୃଂଖଳିତ ଓ ସଫଳ ଘୋଷଯାତ୍ରା ଆୟୋଜନ ପାଇଁ ବୈଠକ

Proprietor Abhimanyu Maharana by Proprietor Abhimanyu Maharana
June 26, 2025
in ଓଡ଼ିଶା, ପୁରୀ, ହୋମ୍
0
ଶୃଂଖଳିତ ଓ ସଫଳ ଘୋଷଯାତ୍ରା ଆୟୋଜନ ପାଇଁ ବୈଠକ
Share on FacebookShare on TwitterWhatsapp

ପୁରୀ (ଓଡ଼ିଶା ତାଜା ନ୍ୟୁଜ୍)  :-  ମହାପ୍ରଭୁଙ୍କ ଅଗାମୀ ଘୋଷଯାତ୍ରା ସଂକ୍ରାନ୍ତରେ ଦିନତମାମ ଗୁରୁତ୍ୱପୂର୍ଣ୍ଣ ବୈଠକ ଅନୁଷ୍ଠିତ ହୋଇଛି l ମାଧ୍ୟାହ୍ନରେ ନିଳାଦ୍ରୀ ଭକ୍ତ ନିବାସ ଠାରେ ସୁନିୟନ୍ତ୍ରିତ ରଥଟଣା ସମ୍ପର୍କରେ ବୈଠକ ହୋଇଥିଲା l ମୁଖ୍ୟ ପ୍ରଶାସକଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ବୈଠକରେ ଜିଲ୍ଲାପାଳ, ଆରକ୍ଷୀ ଅଧୀକ୍ଷକ ଙ୍କ ସମେତ ଜିଲ୍ଲା ତଥା ଶ୍ରୀମନ୍ଦିର ଅଧିକାରୀ, କର୍ମଚାରୀ, ବାଡଗ୍ରାହୀ, ରଥ ନିର୍ମାଣ ସେବକ ଙ୍କ ସହ ଅନ୍ୟ ବିଭାଗ ଯୋଗ ଦେଇଥିଲେ l

ରଥଶୋଧ ଏବଂ ରଥଟଣା ସୁନିୟନ୍ତ୍ରିତ ତଥା ଶୃଙ୍ଖଳିତ କରିବା ପାଇଁ ବୈଠକରେ ବିସ୍ତୃତ ଆଲୋଚନା ହୋଇଥିଲା l ରଥ ଶୋଧ ଦଳ, ନିର୍ଦେଶକ ଦଳ ଏବଂ ଅନ୍ୟ ସମ୍ପୃକ୍ତଙ୍କ ସହ ଟିକିନିଖି ଆଲୋଚନା କରାଯିବା ସହ ସମସ୍ତଙ୍କ ସହଯୋଗ କାମନା କରିଥିଲେ ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକ l ସେହିପରି ଅପରାହ୍ନରେ ବାଡଗ୍ରହୀ ତଥା ଶ୍ରୀମନ୍ଦିରର ବରିଷ୍ଠ ସେବକ ମାନଙ୍କ ସହ ଶ୍ରୀମନ୍ଦିର କାର୍ଯ୍ୟାଳୟ ଠାରେ ଗୁରୁତ୍ୱପୂର୍ଣ୍ଣ ଆଲୋଚନା ହୋଇଥିଲା l

ରଥଯାତ୍ରା ସମ୍ପର୍କିତ ନୀତିକାନ୍ତି, ପହଣ୍ଡି, ରଥଟଣା ଠାରୁ ଆରମ୍ଭ କରି ଭକ୍ତଙ୍କ ସୁବିଧା ଆଦି ସମସ୍ତ ଦିଗ ଉପରେ ଏଥିରେ ବିସ୍ତୃତ ଆଲୋଚନା ହୋଇଥିଲା l ବିଶେଷ କରି ସମନ୍ଵୟ ରକ୍ଷା କରି ଶୃଙ୍ଖଳିତ ପହଣ୍ଡି ପାଇଁ ସମସ୍ତେ ସହଯୋଗ ପ୍ରଦାନ କରିବାକୁ ସହମତ ହୋଇଥିଲେ l ମହାପ୍ରଭୁଙ୍କ ସେବାରେ ବ୍ରତୀ ହୋଇ କାର୍ଯ୍ୟ ସମ୍ପାଦନ ପାଇଁ ସହଯୋଗ ପ୍ରଦାନ ପାଇଁ ମୁଖ୍ୟ ପ୍ରଶାସକ ସମସ୍ତଙ୍କୁ ଅନୁରୋଧ କରିଥିଲେ l

Proprietor Abhimanyu Maharana

Proprietor Abhimanyu Maharana

  • Trending
  • Comments
  • Latest
ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

June 13, 2024
ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

February 24, 2020
ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

May 19, 2020
ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା  ।

ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା ।

July 1, 2020
ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

0
“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

0
କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

0
ହୀରାକୁଦ – ନିଷିଦ୍ଧଞ୍ଚଳ ରେ  ତିନି ଅଭିନେତ୍ରୀ ଙ୍କ  ସହିତ  ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

ହୀରାକୁଦ – ନିଷିଦ୍ଧଞ୍ଚଳ ରେ ତିନି ଅଭିନେତ୍ରୀ ଙ୍କ ସହିତ ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

0
ଝାଲମୁଢ଼ି ଖାଇ ବିଜେପିର ବିଜୟ ଉତ୍ସବ ପାଳନ କଲେ ନେତା ଓ କର୍ମୀ

ଝାଲମୁଢ଼ି ଖାଇ ବିଜେପିର ବିଜୟ ଉତ୍ସବ ପାଳନ କଲେ ନେତା ଓ କର୍ମୀ

May 6, 2026
ଡ଼ଃ ସୁରେଶ ଚନ୍ଦ୍ର ଜେନା ଙ୍କ ଜନ୍ମ ବାର୍ଷିକ ପାଳନ

ଡ଼ଃ ସୁରେଶ ଚନ୍ଦ୍ର ଜେନା ଙ୍କ ଜନ୍ମ ବାର୍ଷିକ ପାଳନ

May 6, 2026
ସାମାଜିକ ଗଣମାଧ୍ୟମରେ ଅପମାନଜନକ ଓ ଅଶାଳୀନ ପୋଷ୍ଟ

ସାମାଜିକ ଗଣମାଧ୍ୟମରେ ଅପମାନଜନକ ଓ ଅଶାଳୀନ ପୋଷ୍ଟ

May 6, 2026
ଗରୀବ ଶ୍ରେଣୀର ଝିଅ ହେଲେ ଟପ୍ପର

ଗରୀବ ଶ୍ରେଣୀର ଝିଅ ହେଲେ ଟପ୍ପର

May 6, 2026

Recent News

Welcome to Odisha Taza News.
Chief Editor: Abhimanyu Maharana
Email: odishatazanews1@gmail.com
whatsapp - 9938341180
contact no - 7008991872

Browse by Category

  • Uncategorized
  • ଅନୁଗୁଳ
  • ଅପରାଧ
  • ଓଡ଼ିଶା
  • କଟକ
  • କନ୍ଧମାଳ
  • କରୋନା
  • କଳାହାଣ୍ଡି
  • କେନ୍ଦୁଝର
  • କେନ୍ଦ୍ରାପଡା
  • କୋରାପୁଟ
  • କ୍ରୀଡ଼ା
  • ଖେଳ
  • ଖୋର୍ଦ୍ଧା
  • ଗଜପତି
  • ଗଞ୍ଜାମ
  • ଜଗତସିଂହପୁର
  • ଜୀବନଚର୍ଯ୍ୟା
  • ଝାରସୁଗୁଡା
  • ଢେଙ୍କାନାଳ
  • ଦେବଗଡ଼
  • ଦେଶ
  • ନବରଙ୍ଗପୁର
  • ନୟାଗଡ଼ ନିଉଜ୍
  • ନୂଆପଡ଼ା
  • ପଂଚାୟତ ନିର୍ବାଚନ
  • ପୁରୀ
  • ଫୋଟୋ ଗ୍ୟାଲେରୀ
  • ବରଗଡ଼
  • ବଲାଙ୍ଗିର
  • ବାଣିଜ୍ୟ
  • ବାଲେଶ୍ଵର
  • ବିଚିତ୍ର
  • ବିଶ୍ଵ
  • ବୌଦ୍ଧ
  • ଭଦ୍ରକ
  • ମନୋରଞ୍ଜନ
  • ମୟୁରଭଞ୍ଜ
  • ମହାନଗର
  • ମାଲକାନଗିରି
  • ଯାଜପୁର
  • ରାଜନୀତି
  • ରାୟଗଡା
  • ରାଶିଫଳ
  • ଶିକ୍ଷା ଓ ନିଯୁକ୍ତି
  • ସମ୍ବଲପୁର
  • ସୁନ୍ଦରଗଡ଼
  • ସୁବର୍ଣ୍ଣପୁର
  • ହୋମ୍

Recent News

ଝାଲମୁଢ଼ି ଖାଇ ବିଜେପିର ବିଜୟ ଉତ୍ସବ ପାଳନ କଲେ ନେତା ଓ କର୍ମୀ

ଝାଲମୁଢ଼ି ଖାଇ ବିଜେପିର ବିଜୟ ଉତ୍ସବ ପାଳନ କଲେ ନେତା ଓ କର୍ମୀ

May 6, 2026
ଡ଼ଃ ସୁରେଶ ଚନ୍ଦ୍ର ଜେନା ଙ୍କ ଜନ୍ମ ବାର୍ଷିକ ପାଳନ

ଡ଼ଃ ସୁରେଶ ଚନ୍ଦ୍ର ଜେନା ଙ୍କ ଜନ୍ମ ବାର୍ଷିକ ପାଳନ

May 6, 2026
  • About
  • Advertise
  • Privacy & Policy
  • Contact

© 2023 Odisha Taza News.

No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ

© 2023 Odisha Taza News.

Go to mobile version