• About
  • Advertise
  • Privacy & Policy
  • Contact
Odisha Taza News
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
Odisha Taza News
No Result
View All Result
Home ଅପରାଧ

ମୋହନାରେ ଖାଦ୍ୟ ସୁରକ୍ଷା ଟିମ୍ ର ଚଢାଉ :  ୧୦ ଘରୋଇ ସିଲିଣ୍ଡର ଜବତ – ୬୮ ହଜାର ଜରିମାନା ଆଦୟ

Proprietor Abhimanyu Maharana by Proprietor Abhimanyu Maharana
June 27, 2025
in ଅପରାଧ, ଓଡ଼ିଶା, ଗଜପତି, ହୋମ୍
0
ମୋହନାରେ ଖାଦ୍ୟ ସୁରକ୍ଷା ଟିମ୍ ର ଚଢାଉ :  ୧୦ ଘରୋଇ ସିଲିଣ୍ଡର ଜବତ – ୬୮ ହଜାର ଜରିମାନା ଆଦୟ
Share on FacebookShare on TwitterWhatsapp

ଆର,ଉଦୟଗିରି (ଓଡ଼ିଶା ତାଜା ନ୍ୟୁଜ୍) :- ରାଜ୍ୟରେ ଡାଇରିଆ ବ୍ୟାପୁଥିବାରୁ ଏହାକୁ ଗୁରୁତ୍ବ ଦେଇ ପ୍ରଶାସନ ପକ୍ଷରୁ ବିଭିନ୍ନ ସ୍ଥାନରେ ଚଢାଉ ଆରମ୍ଭ ହୋଇଛି । ଜିଲ୍ଲାପାଳ ବିଜୟ କୁମାର ଦାସଙ୍କ ନିର୍ଦେଶରେ ଗଜପତି ଜିଲ୍ଲା ମୋହନା ବ୍ଳକରେ ଆଜି ଏକ ମିଳିତ ଟିମ୍ ଅଞ୍ଚଳର ବିଭିନ୍ନ ହୋଟେଲ, ପାଣି କମ୍ପାନୀ ଓ ଠେଲା ଦୋକାନୀ ଗୁଡିକ ଉପରେ ଚଢାଉ କରିଥିଲେ । ମୋହନାରେ ଥିବା ଦୁଇଟି ପାଣି କମ୍ପାନୀ ବେଆଇନ ଭାବେ ଚାଲିଥିବାରୁ ସେମାନଙ୍କଠାରୁ ଜରିମାନ ଆଦୟ କରିବା ସହ ବନ୍ଦ କରିବାକୁ ଟିମ୍ ନିର୍ଦେଶ ଦେଇଛନ୍ତି।

ଲ୍ୟାବ ଟେଷ୍ଟ ପାଇଁ ପାଣିର ନମୁନା ସଂଗ୍ରହ କରାଯାଉଛି । ସେହିପରି ହୋଟେଲଗୁଡିକ ଉପରେ ଚଢାଉ କରି ପାଣି ଓ ଖାଦ୍ୟର ମାନ ଯାଞ୍ଚ କରାଯାଇଥିଲା । ବିଭିନ୍ନ ହୋଟେଲରୁ ୧୦ଟି ଘରୋଇ ଗ୍ୟାସ ସିଲିଣ୍ଡର ଜବତ କରାଯାଇଛି । ସେମାନଙ୍କ ଠାରୁ ୬୮ ହଜାର ଟଙ୍କା ଜରିମାନା ଆଦୟ କରାଯାଉଛି ।

ଏହି ଚଢାଉରେ ମାପ ଓଜନ ବିଭାଗର ଅଧିକାରୀ ଘନଶ୍ୟାମ ମୁଣ୍ଡା, ବ୍ଳକ ଯୋଗାଣ ଅଧିକାରୀ ସତ୍ୟବ୍ରତ ଭୋଇ, ଖାଦ୍ୟ ନିରାପତ୍ତା ଅଧିକାରୀ ତପସ୍ବିନୀ ବେହେରା, ଜିଲ୍ଲା ସହକାରୀ ଯୋଗାଣ ଅଧିକାରୀ ବିଷ୍ଣୁ ଚରଣ ପରିଡା ସାମିଲ ଥିଲେ । ଦେଖିବାକୁ ବାକି ରହିଲା ଜିଲ୍ଲାପାଳ ଆର,ଉଦୟଗିରି ଅଞ୍ଚଳରେ ଚାଲିଥିବା ନକିଲି ପାଣି ବିକ୍ର ହେଉଥିବା ଦୋକାନ ଉପରେ କେବେ ଚଢାଉ କରାଯାଉଛି ଦେଖିବାକୁ ବାକି ରହିଲା ।

Proprietor Abhimanyu Maharana

Proprietor Abhimanyu Maharana

  • Trending
  • Comments
  • Latest
ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

June 13, 2024
ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

February 24, 2020
ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

May 19, 2020
ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା  ।

ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା ।

July 1, 2020
ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

0
“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

0
କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

0
ହୀରାକୁଦ – ନିଷିଦ୍ଧଞ୍ଚଳ ରେ  ତିନି ଅଭିନେତ୍ରୀ ଙ୍କ  ସହିତ  ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

ହୀରାକୁଦ – ନିଷିଦ୍ଧଞ୍ଚଳ ରେ ତିନି ଅଭିନେତ୍ରୀ ଙ୍କ ସହିତ ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

0
ଖୋର୍ଦ୍ଧାରୋଡ଼ ଡି.ଆର.ଏମ ଭାବେ ଶ୍ରୀ ପି.କେ. ବେହେରାଙ୍କୁ ଅତିରିକ୍ତ ଦାୟିତ୍ୱ

ଖୋର୍ଦ୍ଧାରୋଡ଼ ଡି.ଆର.ଏମ ଭାବେ ଶ୍ରୀ ପି.କେ. ବେହେରାଙ୍କୁ ଅତିରିକ୍ତ ଦାୟିତ୍ୱ

March 18, 2026
ଫୁଲବାଣୀ : ଭଏସ ଅଫ ମିଡ଼ିଆ ସଧାରଣ ପରିଷଦ ବୈଠକ ଅନୁଷ୍ଠିତ

ଫୁଲବାଣୀ : ଭଏସ ଅଫ ମିଡ଼ିଆ ସଧାରଣ ପରିଷଦ ବୈଠକ ଅନୁଷ୍ଠିତ

March 18, 2026
ବଳରାମ ନାୟକଙ୍କ ସ୍ମୁତି ଚାରଣ ସଭା

ବଳରାମ ନାୟକଙ୍କ ସ୍ମୁତି ଚାରଣ ସଭା

March 18, 2026
ସୁର୍କାବାଡି କାସନ୍ଦା ଓ ଦର୍ପନାରାୟଣପୁର ପଞ୍ଚାୟତରେ ବଢୁଛି ଚୋରା ଦେଶୀ ରନ୍ଧା ମଦ କାରବାର – ହାତ ବାନ୍ଧି ବସିଛି ଅବକାରୀ ବିଭାଗ

ସୁର୍କାବାଡି କାସନ୍ଦା ଓ ଦର୍ପନାରାୟଣପୁର ପଞ୍ଚାୟତରେ ବଢୁଛି ଚୋରା ଦେଶୀ ରନ୍ଧା ମଦ କାରବାର – ହାତ ବାନ୍ଧି ବସିଛି ଅବକାରୀ ବିଭାଗ

March 18, 2026

Recent News

Welcome to Odisha Taza News.
Chief Editor: Abhimanyu Maharana
Email: odishatazanews1@gmail.com
whatsapp - 9938341180
contact no - 7008991872

Browse by Category

  • Uncategorized
  • ଅନୁଗୁଳ
  • ଅପରାଧ
  • ଓଡ଼ିଶା
  • କଟକ
  • କନ୍ଧମାଳ
  • କରୋନା
  • କଳାହାଣ୍ଡି
  • କେନ୍ଦୁଝର
  • କେନ୍ଦ୍ରାପଡା
  • କୋରାପୁଟ
  • କ୍ରୀଡ଼ା
  • ଖେଳ
  • ଖୋର୍ଦ୍ଧା
  • ଗଜପତି
  • ଗଞ୍ଜାମ
  • ଜଗତସିଂହପୁର
  • ଜୀବନଚର୍ଯ୍ୟା
  • ଝାରସୁଗୁଡା
  • ଢେଙ୍କାନାଳ
  • ଦେବଗଡ଼
  • ଦେଶ
  • ନବରଙ୍ଗପୁର
  • ନୟାଗଡ଼ ନିଉଜ୍
  • ନୂଆପଡ଼ା
  • ପଂଚାୟତ ନିର୍ବାଚନ
  • ପୁରୀ
  • ଫୋଟୋ ଗ୍ୟାଲେରୀ
  • ବରଗଡ଼
  • ବଲାଙ୍ଗିର
  • ବାଣିଜ୍ୟ
  • ବାଲେଶ୍ଵର
  • ବିଚିତ୍ର
  • ବିଶ୍ଵ
  • ବୌଦ୍ଧ
  • ଭଦ୍ରକ
  • ମନୋରଞ୍ଜନ
  • ମୟୁରଭଞ୍ଜ
  • ମହାନଗର
  • ମାଲକାନଗିରି
  • ଯାଜପୁର
  • ରାଜନୀତି
  • ରାୟଗଡା
  • ରାଶିଫଳ
  • ଶିକ୍ଷା ଓ ନିଯୁକ୍ତି
  • ସମ୍ବଲପୁର
  • ସୁନ୍ଦରଗଡ଼
  • ସୁବର୍ଣ୍ଣପୁର
  • ହୋମ୍

Recent News

ଖୋର୍ଦ୍ଧାରୋଡ଼ ଡି.ଆର.ଏମ ଭାବେ ଶ୍ରୀ ପି.କେ. ବେହେରାଙ୍କୁ ଅତିରିକ୍ତ ଦାୟିତ୍ୱ

ଖୋର୍ଦ୍ଧାରୋଡ଼ ଡି.ଆର.ଏମ ଭାବେ ଶ୍ରୀ ପି.କେ. ବେହେରାଙ୍କୁ ଅତିରିକ୍ତ ଦାୟିତ୍ୱ

March 18, 2026
ଫୁଲବାଣୀ : ଭଏସ ଅଫ ମିଡ଼ିଆ ସଧାରଣ ପରିଷଦ ବୈଠକ ଅନୁଷ୍ଠିତ

ଫୁଲବାଣୀ : ଭଏସ ଅଫ ମିଡ଼ିଆ ସଧାରଣ ପରିଷଦ ବୈଠକ ଅନୁଷ୍ଠିତ

March 18, 2026
  • About
  • Advertise
  • Privacy & Policy
  • Contact

© 2023 Odisha Taza News.

No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ

© 2023 Odisha Taza News.

Go to mobile version