• About
  • Advertise
  • Privacy & Policy
  • Contact
Odisha Taza News
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
Odisha Taza News
No Result
View All Result
Home ଅପରାଧ

ରଥଯାତ୍ରାରେ ଅଘଟଣ ସାମ୍ବାଦିକଙ୍କୁ ସରକାର ଡାକି ଦୁର୍ବ୍ୟବହାର

Proprietor Abhimanyu Maharana by Proprietor Abhimanyu Maharana
June 28, 2025
in ଅପରାଧ, ଓଡ଼ିଶା, ଖୋର୍ଦ୍ଧା, ପୁରୀ, ମହାନଗର, ହୋମ୍
0
ରଥଯାତ୍ରାରେ ଅଘଟଣ ସାମ୍ବାଦିକଙ୍କୁ ସରକାର ଡାକି ଦୁର୍ବ୍ୟବହାର
Share on FacebookShare on TwitterWhatsapp

□ ପୁଲିସ ଆକ୍ରମଣରେ ସାମ୍ବାଦିକ ଗୁରୁତର ଆହତ
□ କର୍ଡନ ପାସ ଥାଇ ଛାଡିଲାନି ପୁଲିସ
□ ଲୋକସମ୍ପର୍କ ବିଭାଗ ଡିଆଇପିଆରଓ ବି ଆହତ
□ ମୁଖ୍ୟମନ୍ତ୍ରୀଙ୍କ ହସ୍ତକ୍ଷେପ ଲୋଡ଼ିଲେ ସାମ୍ବାଦିକ

ଭୁବନେଶ୍ଵର (ଓଡ଼ିଶା ତାଜା ନ୍ୟୁଜ୍) :- ରଥଯାତ୍ରାରେ ଅଘଟଣ | ରାଜ୍ୟ ସରକାର ସ୍ୱୀକୃତିପ୍ରାପ୍ତ ଓ କାର୍ଯ୍ୟରତ ସାମ୍ବାଦିକମାନଙ୍କୁ ରଥଯାତ୍ରା ଖବର ସଂଗ୍ରହ ପାଇଁ ସ୍ଵତନ୍ତ୍ର ବ୍ୟବସ୍ଥା କରିଥିବା ବେଳେ ପୁଲିସ ଆକ୍ରମଣରେ 7ରୁ ଉର୍ଦ୍ଧ୍ବ ଗୁରୁତର ଆହାତ ହୋଇଛନ୍ତି | ଜଣେ ମହିଳା ସାମ୍ବାଦିକ ହାତରେ 20 ଷ୍ଟିଜ ପଡିଛି | ଏହି ଘଟଣା ପ୍ରଥମ ଥର ଘଟିଥିବା ବେଳେ ଏହାକୁ ବିରୋଧୀ ନିନ୍ଦା କରିଛନ୍ତି |

ରାଜ୍ୟ ସରକାରଙ୍କ ନିର୍ଦେଶକ୍ରମେ ସୂଚନା ଓ ଲୋକସମ୍ପର୍କ ବିଭାଗ ସାମ୍ବାଦିକମାନଙ୍କ ପାଇଁ ଶ୍ରୀଗୁଣ୍ଡିଚା ଯାତ୍ରା ଦେଖିବାକୁ ସ୍ଵତନ୍ତ୍ର ବ୍ୟବସ୍ଥା କରିଥିଲେ | ସକାଳ 8ଟା ରୁ ଭୁବନେଶ୍ବର ଜୟଦେବ ଭବନ ନିକଟରୁ ଓଟିଡିସି ବସରେ 52 ଜଣ ସାମ୍ବାଦିକ ବାହାରିଥିଲେ | ପୁରୀରେ ପୂର୍ବାହ୍ନ 10 ଟାରେ ପହଞ୍ଚିଥିଲେ | ସେମାନଙ୍କ ପାଇଁ କର୍ଡନ ପାସ ବ୍ୟବସ୍ଥା କରାଯାଇଥିଲା | ସମସ୍ତ ସାମ୍ବାଦିକମାନେ ମୋଚି ସାହି ଦେଇ ଶ୍ରୀ ମନ୍ଦିର ସିଂହ ଦ୍ଵାର ସମ୍ମୁଖରେ ପହଁଞ୍ଚିଲେ |

ହେଲେ ସେମାନଙ୍କୁ ପୁଲିସ ବ୍ୟାରିକେଡରେ ଛାଡି ନଥିଲା | ସାମ୍ବାଦିକମାନେ ପୁଲିସକୁ କର୍ଡନ ପାସ ସହିତ ନିଜର ସାମ୍ବାଦିକ ପରିଚୟ ପତ୍ର ବି ଦେଖାଇଥିଲେ | କିନ୍ତୁ ପୁଲିସ ସାମ୍ବାଦିକଙ୍କୁ ଦୁର୍ବ୍ୟବହାର କରିବା ସହିତ ଆକ୍ରମଣ କରିଥିଲେ | ଘଟଣା ସ୍ଥଳରେ ସାମ୍ବାଦିକଙ୍କୁ ଠେଲାପେଲାରେ 7 ଜଣ ଗୁରୁତର ଆହତ ହୋଇଥିଲେ | ବରିଷ୍ଠ ସାମ୍ବାଦିକ ରମେଶ ମହାନ୍ତି ତଳେ ପଡି ଯିବା ଯୋଗୁଁ ଲୋକମାନେ ଦଳାଚକଟା କରିଦେଥିଲେ |

ସେହିପରି ଆଉ ଜଣେ ସାମ୍ବାଦିକ ପ୍ରଭୁ କଲ୍ୟାଣ ମହାପାତ୍ର ଆହତ ହୋଇଥିବା ବେଳେ ପ୍ରଦ୍ୟୁମ୍ନ କୁମାର ମହାନ୍ତି, ସନତ ମିଶ୍ର ଓ ହର ପ୍ରସାଦ ଦାସଙ୍କ ଛାତିରେ ଆଘାତ ଲାଗିଥିଲା | ତଥାପି ପୋଲିସର ଆକ୍ରମଣ ଥମି ନଥିଲା| ମହିଳା ସାମ୍ବାଦିକା ବିଜୟିତା ତ୍ରିପାଠୀଙ୍କୁ ପୋଲିସ ଏତେ ଜୋରରେ ଠେଲି ଦେଇଥିଲା ଯେ ତାଙ୍କ ହାତରେ ବଡ କ୍ଷତ ସୃଷ୍ଟି ହୋଇଛି |

ସଙ୍ଗେ ସଙ୍ଗେ ତାଙ୍କୁ କ୍ୟାମ୍ପ ହସ୍ପିଟାଲ ଭର୍ତ୍ତୀ କରାଯାଇଥିଲା | ସେଠାରେ ତାଙ୍କ ହାତରେ 20 ଷ୍ଟିଜ ପଡିଥିଲା | ଗିରିଧାରୀ ଲାଲ ଷଡଙ୍ଗୀ ଗୋଡରେ ଆଘାତ ହୋଇଛି | ଏ ଘଟଣାରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ହସ୍ତକ୍ଷେପ କରିବା ସହିତ ସିସି କ୍ୟାମେରା ଯାଞ୍ଚ କରି ଦୋଷୀଙ୍କ ବିରୁଦ୍ଧରେ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିବାକୁ ଦାବି ହେଉଛି |

Proprietor Abhimanyu Maharana

Proprietor Abhimanyu Maharana

  • Trending
  • Comments
  • Latest
ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

June 13, 2024
ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

February 24, 2020
ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

May 19, 2020
ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା  ।

ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା ।

July 1, 2020
ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

0
“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

0
କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

0
ହୀରାକୁଦ – ନିଷିଦ୍ଧଞ୍ଚଳ ରେ  ତିନି ଅଭିନେତ୍ରୀ ଙ୍କ  ସହିତ  ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

ହୀରାକୁଦ – ନିଷିଦ୍ଧଞ୍ଚଳ ରେ ତିନି ଅଭିନେତ୍ରୀ ଙ୍କ ସହିତ ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

0
ବ୍ରାହ୍ମଣୀଗାଁ ବନାଞ୍ଚଳ ରେ ହାତୀପଲ : ବନ ବିଭାଗ ପକ୍ଷରୁ ସଚେତନତା

ବ୍ରାହ୍ମଣୀଗାଁ ବନାଞ୍ଚଳ ରେ ହାତୀପଲ : ବନ ବିଭାଗ ପକ୍ଷରୁ ସଚେତନତା

April 29, 2026
ଓକିଲ ସଂଘ ପକ୍ଷରୁ ମଧୁବାବୁ ଙ୍କ ଜନ୍ମ ଜୟନ୍ତୀ ପାଳିତ

ଓକିଲ ସଂଘ ପକ୍ଷରୁ ମଧୁବାବୁ ଙ୍କ ଜନ୍ମ ଜୟନ୍ତୀ ପାଳିତ

April 29, 2026
ମୋବାଇଲ ନେଟୱର୍କ ବିପର୍ଯ୍ୟସ୍ତ : ଇଣ୍ଟରନେଟ ସେବା ବ୍ଯାହତ ଯୋଗୁଁ ବାଲିଗୁଡା ବାସୀ ହନ୍ତସନ୍ତ

ମୋବାଇଲ ନେଟୱର୍କ ବିପର୍ଯ୍ୟସ୍ତ : ଇଣ୍ଟରନେଟ ସେବା ବ୍ଯାହତ ଯୋଗୁଁ ବାଲିଗୁଡା ବାସୀ ହନ୍ତସନ୍ତ

April 29, 2026
ମଧୁବାବୁଙ୍କ ଜୟନ୍ତୀରେ ପୁରୀ ଓକିଲ ସଂଘ ପକ୍ଷରୁ ରକ୍ତଦାନ ଶିବିର

ମଧୁବାବୁଙ୍କ ଜୟନ୍ତୀରେ ପୁରୀ ଓକିଲ ସଂଘ ପକ୍ଷରୁ ରକ୍ତଦାନ ଶିବିର

April 29, 2026

Recent News

Welcome to Odisha Taza News.
Chief Editor: Abhimanyu Maharana
Email: odishatazanews1@gmail.com
whatsapp - 9938341180
contact no - 7008991872

Browse by Category

  • Uncategorized
  • ଅନୁଗୁଳ
  • ଅପରାଧ
  • ଓଡ଼ିଶା
  • କଟକ
  • କନ୍ଧମାଳ
  • କରୋନା
  • କଳାହାଣ୍ଡି
  • କେନ୍ଦୁଝର
  • କେନ୍ଦ୍ରାପଡା
  • କୋରାପୁଟ
  • କ୍ରୀଡ଼ା
  • ଖେଳ
  • ଖୋର୍ଦ୍ଧା
  • ଗଜପତି
  • ଗଞ୍ଜାମ
  • ଜଗତସିଂହପୁର
  • ଜୀବନଚର୍ଯ୍ୟା
  • ଝାରସୁଗୁଡା
  • ଢେଙ୍କାନାଳ
  • ଦେବଗଡ଼
  • ଦେଶ
  • ନବରଙ୍ଗପୁର
  • ନୟାଗଡ଼ ନିଉଜ୍
  • ନୂଆପଡ଼ା
  • ପଂଚାୟତ ନିର୍ବାଚନ
  • ପୁରୀ
  • ଫୋଟୋ ଗ୍ୟାଲେରୀ
  • ବରଗଡ଼
  • ବଲାଙ୍ଗିର
  • ବାଣିଜ୍ୟ
  • ବାଲେଶ୍ଵର
  • ବିଚିତ୍ର
  • ବିଶ୍ଵ
  • ବୌଦ୍ଧ
  • ଭଦ୍ରକ
  • ମନୋରଞ୍ଜନ
  • ମୟୁରଭଞ୍ଜ
  • ମହାନଗର
  • ମାଲକାନଗିରି
  • ଯାଜପୁର
  • ରାଜନୀତି
  • ରାୟଗଡା
  • ରାଶିଫଳ
  • ଶିକ୍ଷା ଓ ନିଯୁକ୍ତି
  • ସମ୍ବଲପୁର
  • ସୁନ୍ଦରଗଡ଼
  • ସୁବର୍ଣ୍ଣପୁର
  • ହୋମ୍

Recent News

ବ୍ରାହ୍ମଣୀଗାଁ ବନାଞ୍ଚଳ ରେ ହାତୀପଲ : ବନ ବିଭାଗ ପକ୍ଷରୁ ସଚେତନତା

ବ୍ରାହ୍ମଣୀଗାଁ ବନାଞ୍ଚଳ ରେ ହାତୀପଲ : ବନ ବିଭାଗ ପକ୍ଷରୁ ସଚେତନତା

April 29, 2026
ଓକିଲ ସଂଘ ପକ୍ଷରୁ ମଧୁବାବୁ ଙ୍କ ଜନ୍ମ ଜୟନ୍ତୀ ପାଳିତ

ଓକିଲ ସଂଘ ପକ୍ଷରୁ ମଧୁବାବୁ ଙ୍କ ଜନ୍ମ ଜୟନ୍ତୀ ପାଳିତ

April 29, 2026
  • About
  • Advertise
  • Privacy & Policy
  • Contact

© 2023 Odisha Taza News.

No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ

© 2023 Odisha Taza News.

Go to mobile version