• About
  • Advertise
  • Privacy & Policy
  • Contact
Odisha Taza News
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
Odisha Taza News
No Result
View All Result
Home ଓଡ଼ିଶା

ଚକାଶିଳାକ୍ଷେତ୍ର ରଣପୁର ରଥଯାତ୍ରାରେ : ନୃତ୍ଯରେ କମ୍ପିଲା ରଥ କର୍ଡନ …

Proprietor Abhimanyu Maharana by Proprietor Abhimanyu Maharana
June 29, 2025
in ଓଡ଼ିଶା, ମନୋରଞ୍ଜନ, ହୋମ୍
0
ଚକାଶିଳାକ୍ଷେତ୍ର ରଣପୁର ରଥଯାତ୍ରାରେ : ନୃତ୍ଯରେ କମ୍ପିଲା ରଥ କର୍ଡନ …
Share on FacebookShare on TwitterWhatsapp

ରଣପୁର (ଓଡ଼ିଶା ତାଜା ନ୍ୟୁଜ୍) :- ରଥଯାତ୍ରା ପାଇଁ ଚଳଚଂଚଳ ହୋଇ ଉଠିଛି ଚକାଶିଳାକ୍ଷେତ୍ର ରଣପୁର । ମହାପ୍ରଭୁ ରତ୍ନସିଂହାସନ ଛାଡି ଭକ୍ତଙ୍କ ଗହଳିକୁ ଆସିଛନ୍ତି । ଲକ୍ଷ ଲକ୍ଷ ଭକ୍ତ ଚାହିଁ ରହିଛନ୍ତି ରଥାରୁଢ ଠାକୁରଙ୍କୁ । ବଡଦାଣ୍ଡରେ ଗଡିବ ତିନିରଥ ରଥକର୍ଡନ ଭିତରେ ନୃତ୍ଯରେ ସମର୍ପିତ ନୃତ୍ଯଶିଳ୍ପୀ ମୟୁରନୃତ୍ଯରେ ସମର୍ପଣ ଭାବ ରଥ ସମ୍ମୁଖରେ ଅନେକ ନୃତ୍ଯଶିଳ୍ପୀ ପ୍ରଭୁଙ୍କ ନିକଟରେ ନୃତ୍ଯ ପରିବେଷଣ କରିଥିଲେ ।

ଭକ୍ତ ଓ ଭଗବାନଙ୍କ ଅପୂର୍ବ ଆନନ୍ଦର ଲହରୀ ଖେଳିଥିଲା ନୃତ୍ୟ ଗୀତ ମାଧ୍ୟମରେ । ନୃତ୍ଯ ବେଶ୍ ଆକର୍ଷଣୀୟ ହୋଇଥିଲା । ବର୍ଷାରେ ମୟୁର ଯେପରି ନୃତ୍ଯ କରିଥାଏ ଠିକ ସେହିପରି ଭିନ୍ନ ଭାବ ଭଙ୍ଗିରେ ନୃତ୍ଯ କରୁଥିଲେ ନୃତ୍ୟଶିଳ୍ପୀ ।

ମହାପ୍ରଭୁଙ୍କ ପ୍ରତି ସମର୍ପଣ ଉଦ୍ଦେଶ୍ଯରେ ନୃତ୍ଯ କରୁଥିଲେ । ଏହି ନୃତ୍ଯ ଦେଖି ଭାବବିହ୍ବଳ ହୋଇଉଠିଥିଲେ ଭକ୍ତ ଓ ଶ୍ରଦ୍ଧାଳୁ । ଓଡିଶୀନୃତ୍ଯରେ ମହାପ୍ରଭୁଙ୍କୁ ଆମନ୍ତ୍ରଣ – ଭାବର ଠାକୁର ଭାବ ବିନୋଦିଆ ।

ଓଡିଶୀନୃତ୍ଯ ଜରିଆରେ ଭାବ ଭକ୍ତି ଓ ସମର୍ପଣ ଭାବ ସୃଷ୍ଟି କରିବା ପାଇଁ ଓଡିଶୀନୃତ୍ଯ ଶିଳ୍ପୀମାନେ ନୃତ୍ଯ ପରିବେଷଣ କରୁଥିଲେ । ଅନୁକୂଳ ପାଗ ଯୋଗୁଁ ଭକ୍ତ ଙ୍କ ସୁଅ ଛୁଟିଥିଲା ରଣପୁର ବଡ଼ଦାଣ୍ଡ । ଏହି ସୁନ୍ଦର ନୃତ୍ୟ ପରିବେଷଣ ସହିତ ସଙ୍ଗୀତ କଳା ନିକେତନ ପକ୍ଷରୁ ଏକ ସଙ୍ଗୀତ କାର୍ଯକ୍ରମ ଅନୁଷ୍ଠିତ ହୋ ଦେଖିବାକୁ ମିଳିଥିଲା ।

Proprietor Abhimanyu Maharana

Proprietor Abhimanyu Maharana

  • Trending
  • Comments
  • Latest
ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

June 13, 2024
ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

February 24, 2020
ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

May 19, 2020
ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା  ।

ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା ।

July 1, 2020
ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

0
“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

0
କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

0
ହୀରାକୁଦ – ନିଷିଦ୍ଧଞ୍ଚଳ ରେ  ତିନି ଅଭିନେତ୍ରୀ ଙ୍କ  ସହିତ  ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

ହୀରାକୁଦ – ନିଷିଦ୍ଧଞ୍ଚଳ ରେ ତିନି ଅଭିନେତ୍ରୀ ଙ୍କ ସହିତ ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

0
ଗଞ୍ଜେଇର ଚରାଭୂଇଁ ପାଲଟିଛି ଗଜପତି, ୪ମାସରେ ଜବତ ହେଲାଣି ୧୬ ଟନ୍, ଦମନ କରିବାକୁ ଅଣ୍ଟା ଭିଡ଼ିଛି ପୁଲିସ

ଗଞ୍ଜେଇର ଚରାଭୂଇଁ ପାଲଟିଛି ଗଜପତି, ୪ମାସରେ ଜବତ ହେଲାଣି ୧୬ ଟନ୍, ଦମନ କରିବାକୁ ଅଣ୍ଟା ଭିଡ଼ିଛି ପୁଲିସ

April 27, 2026
ମୋହନା ବ୍ଲକରେ ଜାତୀୟ ପଞ୍ଚାୟତରାଜ ଦିବସ ପାଳନ

ମୋହନା ବ୍ଲକରେ ଜାତୀୟ ପଞ୍ଚାୟତରାଜ ଦିବସ ପାଳନ

April 27, 2026
ଦୁର୍ଗମରେ ଫେଲ ମାରିଛି ବସୁଧା ଯୋଜନା

ଦୁର୍ଗମରେ ଫେଲ ମାରିଛି ବସୁଧା ଯୋଜନା

April 27, 2026
ଜିରାଙ୍ଗ ବୌଦ୍ଧ ମନ୍ଦିର ନିକଟରେ ପ୍ରତ୍ୟାକ୍ଷା ରିସର୍ଟ ର ଶିଳାନ୍ୟାସ କଲେ ଉପ ମୁଖ୍ୟମନ୍ତ୍ରୀ

ଜିରାଙ୍ଗ ବୌଦ୍ଧ ମନ୍ଦିର ନିକଟରେ ପ୍ରତ୍ୟାକ୍ଷା ରିସର୍ଟ ର ଶିଳାନ୍ୟାସ କଲେ ଉପ ମୁଖ୍ୟମନ୍ତ୍ରୀ

April 26, 2026

Recent News

Welcome to Odisha Taza News.
Chief Editor: Abhimanyu Maharana
Email: odishatazanews1@gmail.com
whatsapp - 9938341180
contact no - 7008991872

Browse by Category

  • Uncategorized
  • ଅନୁଗୁଳ
  • ଅପରାଧ
  • ଓଡ଼ିଶା
  • କଟକ
  • କନ୍ଧମାଳ
  • କରୋନା
  • କଳାହାଣ୍ଡି
  • କେନ୍ଦୁଝର
  • କେନ୍ଦ୍ରାପଡା
  • କୋରାପୁଟ
  • କ୍ରୀଡ଼ା
  • ଖେଳ
  • ଖୋର୍ଦ୍ଧା
  • ଗଜପତି
  • ଗଞ୍ଜାମ
  • ଜଗତସିଂହପୁର
  • ଜୀବନଚର୍ଯ୍ୟା
  • ଝାରସୁଗୁଡା
  • ଢେଙ୍କାନାଳ
  • ଦେବଗଡ଼
  • ଦେଶ
  • ନବରଙ୍ଗପୁର
  • ନୟାଗଡ଼ ନିଉଜ୍
  • ନୂଆପଡ଼ା
  • ପଂଚାୟତ ନିର୍ବାଚନ
  • ପୁରୀ
  • ଫୋଟୋ ଗ୍ୟାଲେରୀ
  • ବରଗଡ଼
  • ବଲାଙ୍ଗିର
  • ବାଣିଜ୍ୟ
  • ବାଲେଶ୍ଵର
  • ବିଚିତ୍ର
  • ବିଶ୍ଵ
  • ବୌଦ୍ଧ
  • ଭଦ୍ରକ
  • ମନୋରଞ୍ଜନ
  • ମୟୁରଭଞ୍ଜ
  • ମହାନଗର
  • ମାଲକାନଗିରି
  • ଯାଜପୁର
  • ରାଜନୀତି
  • ରାୟଗଡା
  • ରାଶିଫଳ
  • ଶିକ୍ଷା ଓ ନିଯୁକ୍ତି
  • ସମ୍ବଲପୁର
  • ସୁନ୍ଦରଗଡ଼
  • ସୁବର୍ଣ୍ଣପୁର
  • ହୋମ୍

Recent News

ଗଞ୍ଜେଇର ଚରାଭୂଇଁ ପାଲଟିଛି ଗଜପତି, ୪ମାସରେ ଜବତ ହେଲାଣି ୧୬ ଟନ୍, ଦମନ କରିବାକୁ ଅଣ୍ଟା ଭିଡ଼ିଛି ପୁଲିସ

ଗଞ୍ଜେଇର ଚରାଭୂଇଁ ପାଲଟିଛି ଗଜପତି, ୪ମାସରେ ଜବତ ହେଲାଣି ୧୬ ଟନ୍, ଦମନ କରିବାକୁ ଅଣ୍ଟା ଭିଡ଼ିଛି ପୁଲିସ

April 27, 2026
ମୋହନା ବ୍ଲକରେ ଜାତୀୟ ପଞ୍ଚାୟତରାଜ ଦିବସ ପାଳନ

ମୋହନା ବ୍ଲକରେ ଜାତୀୟ ପଞ୍ଚାୟତରାଜ ଦିବସ ପାଳନ

April 27, 2026
  • About
  • Advertise
  • Privacy & Policy
  • Contact

© 2023 Odisha Taza News.

No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ

© 2023 Odisha Taza News.

Go to mobile version