• About
  • Advertise
  • Privacy & Policy
  • Contact
Odisha Taza News
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
Odisha Taza News
No Result
View All Result
Home ଓଡ଼ିଶା

ପାରଳାଖେମୁଣ୍ଡି ଠାରେ ଜିଲ୍ଲାସ୍ତରୀୟ ୧୯ ତମ ଜାତୀୟ ପରିସଂଖ୍ୟାନ ଦିବସ ପାଳିତ

Proprietor Abhimanyu Maharana by Proprietor Abhimanyu Maharana
June 29, 2025
in ଓଡ଼ିଶା, ଗଜପତି, ହୋମ୍
0
ପାରଳାଖେମୁଣ୍ଡି ଠାରେ ଜିଲ୍ଲାସ୍ତରୀୟ ୧୯ ତମ ଜାତୀୟ ପରିସଂଖ୍ୟାନ ଦିବସ ପାଳିତ
Share on FacebookShare on TwitterWhatsapp

ପାରଳାଖେମୁଣ୍ଡି  (ଓଡ଼ିଶା ତାଜା ନ୍ୟୁଜ୍) :- ଗଜପତି ଜିଲ୍ଲାସ୍ତରୀୟ ୧୯ତମ ଜାତୀୟ ପରିସଂଖ୍ୟାନ ଦିବସ ଜିଲ୍ଲାପରିଷଦ ସମ୍ମିଳନୀ କକ୍ଷ ଠାରେ ଜିଲ୍ଲାପାଳ ଶ୍ରୀଯୁକ୍ତ ବିଜୟ କୁମାର ଦାଶଙ୍କ ଅଧ୍ୟକ୍ଷତାରେ ପାଳିତ ହୋଇଯାଇଛି। ଏହି ଦିବସରେ ସମ୍ମାନିତ ଅତିଥି ଭାବରେ ଉପଜିଲ୍ଲାପାଳ ପାରଳାଖେମୁଣ୍ଡି ଶ୍ରୀଯୁକ୍ତ ଅନୁପ ପଣ୍ଡା, ଯୁଗ୍ମ ନିର୍ଦ୍ଦେଶକ ପରିସଂଖ୍ୟାନ ବିଭାଗ ବ୍ରହ୍ମପୁର ଶ୍ରୀଯୁକ୍ତ କୁଳମଣୀ ରାଉତ ଓ ସହକାରୀ ଉପନିର୍ଦ୍ଦେଶକ ପରିସଂଖ୍ୟାନ ବିଭାଗ ଗଜପତି ଶ୍ରୀଯୁକ୍ତ ପ୍ରକାଶ ରାଉତ ଓ ଶ୍ରୀକୃଷ୍ଣ ଚନ୍ଦ୍ର ଗଜପତି ସ୍ଵୟଶାସିତ ମହାବିଦ୍ୟାଳୟ ଅର୍ଥନୈତିକ ଅଧ୍ୟାପକ ଶ୍ରୀ ସଞ୍ଜୟ କୁମାର ସାହୁ ପ୍ରମୁଖ ମଞ୍ଚାସିନ ଥିଲେ।

ଏହି ଦିବସର ମୁଖ୍ୟ ଉଦ୍ଦେଶ୍ୟ ସାମାଜିକ,ଅର୍ଥନୈତିକ ଢାଞ୍ଚା ଓ ନୂତନ ନୀତି ପ୍ରସ୍ତୁତ କରିବାରେ ପରିସଂଖ୍ୟାନର ମହତ୍ତ୍ବସମ୍ପର୍କରେ ସଚେତନତା ପ୍ରସାର ଆଣିବା ପାଇଁ ପ୍ରତିବର୍ଷ ଜୁନ ୨୯ ତାରିଖକୁ ‘ଜାତୀୟ ପରିସଂଖ୍ୟାନ ଦିବସ’ ପାଳନ କରାଯାଉଛି। ସ୍ବାଧୀନ ଭାରତର ପ୍ରଥମ ଯୋଜନା ଆୟୋଗର ସଦସ୍ୟ ତଥା ଜାତୀୟ ପରିସଂଖ୍ୟାନ ପ୍ରତିଷ୍ଠାତା ସ୍ବର୍ଗତ ପ୍ରଫେସର ପ୍ରଶାନ୍ତ ଚନ୍ଦ୍ର ମହଲାନୋବିସଙ୍କ ସ୍ମୃତିରେ ଜାତୀୟ ପରିସଂଖ୍ୟାନ ଦିବସ ପାଳିତ ହୋଇ ଆସୁଛି। ଭାରତୀୟ ପରିସଂଖ୍ୟାନର ଜନକ ଭାବେ ପରିଚିତ ପ୍ରଫେସର ମହାଲାନୋବିସ ପ୍ରଶିକ୍ଷଣରେ ଜଣେ ପଦାର୍ଥ ବିଜ୍ଞାନୀ,ଜଣେ ପରିସଂଖ୍ୟାନ ବିତ୍ତ୍ ଜଣେ ଯୋଜନା ପ୍ରସ୍ତୁତକାରୀ ଥିଲେ।

ଦେଶର ପରିସଂଖ୍ୟାନ ଓ ଅର୍ଥନୈତିକ ଯୋଜନା କ୍ଷେତ୍ରରେ ତାଙ୍କର ଅବଦାନକୁ ସ୍ମରଣ କରିବା ପାଇଁ ୨୦୦୭ ମସିହାରୁ ତାଙ୍କ ଜନ୍ମ ଦିବସକୁ ପ୍ରତି ବର୍ଷ ଜୁନ୍ ୨୯ ତାରିଖକୁ ଜାତୀୟ ପରିସଂଖ୍ୟାନ ଦିବସ ରୂପେ ପାଳନ କରାଯାଉଛି।ଏହି ଅବସରରେ ଜାତୀୟ ପ୍ରଗତିରେ ସରକାରୀ ପରିସଂଖ୍ୟାନର ଭୂମିକାକୁ ଲୋକଲୋଚନକୁ ଆଣିବା ଲାଗି ସେମିନାର, ଆଲୋଚନାଚକ୍ର ଓ ପ୍ରତିଯୋଗିତା ମାନ ଆୟୋଜନ କରାଯାଇ ଆସୁଛି। ପରିସଂଖ୍ୟାନ ଅଧ୍ୟୟନ କରିବା ଓ ଦୈନନ୍ଦିନ ଜୀବନର ବିଭିନ୍ନ ପ୍ରସଙ୍ଗରେ ତାହାକୁ ପ୍ରୟୋଗ କରିବା ଲାଗି ଏହି ଦିବସ ଯୁବ ପିଢ଼ିକୁ ପ୍ରେରଣା ଯୋଗାଇଥାଏ ।

ସେହିପରି ଏହି ଦିବସ ପାଳନ ଦ୍ବାରା ଦେଶର ବିଭିନ୍ନ ଯୋଜନା ଯଥା – କୃଷି ସମ୍ପର୍କିତ ରିପୋର୍ଟିଂ, ପ୍ରଧାନ ମନ୍ତ୍ରୀ ଫସଲ ବିମା ଯୋଜନା, ମୂଲ୍ୟ ନିର୍ଦ୍ଧାରଣ,ଜାତୀୟ ନମୁନା ସର୍ବେକ୍ଷଣ,କୃଷି ଜନଗଣନା ଓ କ୍ଷୁଦ୍ର ଜଳସେଚନ ଗଣନା ଇତ୍ୟାଦି ବିଭାଗର ଦ୍ଵାରା କରାଯାଇଥାଏ ଏହି କାର୍ଯ୍ୟକ୍ରମରେ ମୁଖ୍ୟ ଜିଲ୍ଲା କୃଷି ଅଧିକାରୀ ଶ୍ରୀ ସଞ୍ଜୟ କୁମାର ଦଳେଇ ସମେତ ବିଭିନ୍ନ ବିଭାଗର ଜିଲ୍ଲାସ୍ତରୀୟ ଅଧିକାରୀ ପରିସଂଖ୍ୟାନ ବିଭାଗ ବ୍ଲକ୍ ଓ ଜିଲ୍ଲାସ୍ତରୀୟ ଅଧିକାରୀ କର୍ମଚାରୀ ପ୍ରମୁଖ ଉପସ୍ଥିତ ଥିଲେ ।

Proprietor Abhimanyu Maharana

Proprietor Abhimanyu Maharana

  • Trending
  • Comments
  • Latest
ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

June 13, 2024
ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

February 24, 2020
ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

May 19, 2020
ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା  ।

ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା ।

July 1, 2020
ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

0
“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

0
କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

0
ହୀରାକୁଦ – ନିଷିଦ୍ଧଞ୍ଚଳ ରେ  ତିନି ଅଭିନେତ୍ରୀ ଙ୍କ  ସହିତ  ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

ହୀରାକୁଦ – ନିଷିଦ୍ଧଞ୍ଚଳ ରେ ତିନି ଅଭିନେତ୍ରୀ ଙ୍କ ସହିତ ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

0
ସୁର୍କାବାଡି କାସନ୍ଦା ଓ ଦର୍ପନାରାୟଣପୁର ପଞ୍ଚାୟତରେ ବଢୁଛି ଚୋରା ଦେଶୀ ରନ୍ଧା ମଦ କାରବାର – ହାତ ବାନ୍ଧି ବସିଛି ଅବକାରୀ ବିଭାଗ

ସୁର୍କାବାଡି କାସନ୍ଦା ଓ ଦର୍ପନାରାୟଣପୁର ପଞ୍ଚାୟତରେ ବଢୁଛି ଚୋରା ଦେଶୀ ରନ୍ଧା ମଦ କାରବାର – ହାତ ବାନ୍ଧି ବସିଛି ଅବକାରୀ ବିଭାଗ

March 18, 2026
ଉଲ୍ଲାସ ସାକ୍ଷରତା ପରୀକ୍ଷା ରଣପୁର ବ୍ଲକରେ ସଫଳତାର ସହ ଅନୁଷ୍ଠିତ

ଉଲ୍ଲାସ ସାକ୍ଷରତା ପରୀକ୍ଷା ରଣପୁର ବ୍ଲକରେ ସଫଳତାର ସହ ଅନୁଷ୍ଠିତ

March 18, 2026
ମା ତାରିଣୀ ଦେବୀଙ୍କ ୧୮ତମ ବିଶ୍ଵଶାନ୍ତି ମହାଯଜ୍ଞ ଉପଲକ୍ଷେ କଳସ ଯାତ୍ରା

ମା ତାରିଣୀ ଦେବୀଙ୍କ ୧୮ତମ ବିଶ୍ଵଶାନ୍ତି ମହାଯଜ୍ଞ ଉପଲକ୍ଷେ କଳସ ଯାତ୍ରା

March 18, 2026
ଡମସାହି ସେବା ସମବାୟ ସମିତି ତରଫରୁ ଧାନମଣ୍ଡି ଉଦଘାଟିତ 

ଡମସାହି ସେବା ସମବାୟ ସମିତି ତରଫରୁ ଧାନମଣ୍ଡି ଉଦଘାଟିତ 

March 18, 2026

Recent News

Welcome to Odisha Taza News.
Chief Editor: Abhimanyu Maharana
Email: odishatazanews1@gmail.com
whatsapp - 9938341180
contact no - 7008991872

Browse by Category

  • Uncategorized
  • ଅନୁଗୁଳ
  • ଅପରାଧ
  • ଓଡ଼ିଶା
  • କଟକ
  • କନ୍ଧମାଳ
  • କରୋନା
  • କଳାହାଣ୍ଡି
  • କେନ୍ଦୁଝର
  • କେନ୍ଦ୍ରାପଡା
  • କୋରାପୁଟ
  • କ୍ରୀଡ଼ା
  • ଖେଳ
  • ଖୋର୍ଦ୍ଧା
  • ଗଜପତି
  • ଗଞ୍ଜାମ
  • ଜଗତସିଂହପୁର
  • ଜୀବନଚର୍ଯ୍ୟା
  • ଝାରସୁଗୁଡା
  • ଢେଙ୍କାନାଳ
  • ଦେବଗଡ଼
  • ଦେଶ
  • ନବରଙ୍ଗପୁର
  • ନୟାଗଡ଼ ନିଉଜ୍
  • ନୂଆପଡ଼ା
  • ପଂଚାୟତ ନିର୍ବାଚନ
  • ପୁରୀ
  • ଫୋଟୋ ଗ୍ୟାଲେରୀ
  • ବରଗଡ଼
  • ବଲାଙ୍ଗିର
  • ବାଣିଜ୍ୟ
  • ବାଲେଶ୍ଵର
  • ବିଚିତ୍ର
  • ବିଶ୍ଵ
  • ବୌଦ୍ଧ
  • ଭଦ୍ରକ
  • ମନୋରଞ୍ଜନ
  • ମୟୁରଭଞ୍ଜ
  • ମହାନଗର
  • ମାଲକାନଗିରି
  • ଯାଜପୁର
  • ରାଜନୀତି
  • ରାୟଗଡା
  • ରାଶିଫଳ
  • ଶିକ୍ଷା ଓ ନିଯୁକ୍ତି
  • ସମ୍ବଲପୁର
  • ସୁନ୍ଦରଗଡ଼
  • ସୁବର୍ଣ୍ଣପୁର
  • ହୋମ୍

Recent News

ସୁର୍କାବାଡି କାସନ୍ଦା ଓ ଦର୍ପନାରାୟଣପୁର ପଞ୍ଚାୟତରେ ବଢୁଛି ଚୋରା ଦେଶୀ ରନ୍ଧା ମଦ କାରବାର – ହାତ ବାନ୍ଧି ବସିଛି ଅବକାରୀ ବିଭାଗ

ସୁର୍କାବାଡି କାସନ୍ଦା ଓ ଦର୍ପନାରାୟଣପୁର ପଞ୍ଚାୟତରେ ବଢୁଛି ଚୋରା ଦେଶୀ ରନ୍ଧା ମଦ କାରବାର – ହାତ ବାନ୍ଧି ବସିଛି ଅବକାରୀ ବିଭାଗ

March 18, 2026
ଉଲ୍ଲାସ ସାକ୍ଷରତା ପରୀକ୍ଷା ରଣପୁର ବ୍ଲକରେ ସଫଳତାର ସହ ଅନୁଷ୍ଠିତ

ଉଲ୍ଲାସ ସାକ୍ଷରତା ପରୀକ୍ଷା ରଣପୁର ବ୍ଲକରେ ସଫଳତାର ସହ ଅନୁଷ୍ଠିତ

March 18, 2026
  • About
  • Advertise
  • Privacy & Policy
  • Contact

© 2023 Odisha Taza News.

No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ

© 2023 Odisha Taza News.

Go to mobile version