• About
  • Advertise
  • Privacy & Policy
  • Contact
Odisha Taza News
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
Odisha Taza News
No Result
View All Result
Home ଓଡ଼ିଶା

ଧାନ ଉଠିବା ନେଇ ଚାଷୀ ଆନ୍ଦୋଳନ ୩ ଟି ସ୍ଥାନରେ ରାଜରାସ୍ତା ଅବରୋଧ

Proprietor Abhimanyu Maharana by Proprietor Abhimanyu Maharana
July 1, 2025
in ଓଡ଼ିଶା, ପୁରୀ, ହୋମ୍
0
ଧାନ ଉଠିବା ନେଇ ଚାଷୀ ଆନ୍ଦୋଳନ ୩ ଟି ସ୍ଥାନରେ ରାଜରାସ୍ତା ଅବରୋଧ
Share on FacebookShare on TwitterWhatsapp

ବ୍ରହ୍ମଗିରି (ଓଡ଼ିଶା ତାଜା ନ୍ୟୁଜ୍) :- ସୋମବାର ଦିନ ରାଜ୍ୟ ସରକାରଙ୍କ ଚାଷୀ ମାରଣା ନୀତି ବିରୋଧ ରେ ବ୍ରହ୍ମଗିରି ବ୍ଲକ ବିଭିନ୍ନ ସୁସାଇଟି ଚାଷୀମାନେ ମିଟିତ ଭାବରେ ଭିନ୍ନ ଭିନ୍ନ ଯାଗାରେ ରାସ୍ତା ଅବରୋଧ କରିଛନ୍ତି । ପ୍ରଥମେ କିଛି ଚାଷୀ ପୁରୀ ସାତପଡ଼ା ୩୧୬ ଜାତୀୟ ରାଜପଥ ଜଗନାଥ ରୋଡ଼ ଠାରେ ଧାନ ବସ୍ତା ରଖି ରାସ୍ତା କୁ ଅବରୋଧ କରିଥିଲେ । ତାପରେ ବ୍ଳକ ଛକ ନିକଟରେ ଚାଷୀ ମାନେ ରଜ ରାସ୍ତାକୁ ମଧ୍ୟ ଅବରୋଧ କରିଥିଲେ ।

ଅନ୍ୟ କିଛି ଚାଷୀ ବ୍ରହ୍ମଗିରି ଦେଲାଙ୍ଗ ରାସ୍ତାର ରାଏବିଧାର ଛକ ଠାରେ ରାସ୍ତା ଅବରୋଧ କରିଥିଲେ । ଆଜି ବ୍ରହ୍ମଗିରି ବ୍ଲକର ସମଗ୍ର ଚାଷୀ କୁଳ ନିଜର ଧାନ ବିକ୍ରୟ କରିବା ପାଇଁ ରାଜରାସ୍ତାକୁ ଓଲାହିଛନ୍ତି । ରାଜ୍ୟ ସରକାରଙ୍କ ତରଫରୁ ଜୁନୁ ମାସ ୩୦ ତାରିଖ ପର୍ଯ୍ୟନ୍ତ ଚାଷୀ ମାନଙ୍କୁ ଦିଆଯାଇଥିବା ଟୋକନ ଅବଦି ରହିଥିଲା । ହେଲେ ମିଲର ମାନେ ଧାନ ନେବାର ଟାର୍ଗେଟ ନାହିଁ କହି ମଣ୍ଡିକୁ ଆସିଲେ ନାହିଁ ।

ଯେହେତୁ ଟୋକନ ଆଜି ସାରିଯାଉଛି ସେଥିପାଇଁ ଚାଷୀ ମନେ ସରକାରଙ୍କ ବିରୂଧରେ ଆନ୍ଦୋଳନ ଆରମ୍ଭ କରିଛନ୍ତି । ଏପରିକି ଧାନ ଙ ଉଠିବା ପର୍ଯ୍ୟନ୍ତ ସମସ୍ତେ ରାଜରାସ୍ତାକୁ ଅବରୋଧ କରି ରକ୍ଷା ଯିବ ବୋଲି ଚାଷୀ ମନେ କହିଛନ୍ତି । ଜଗନାଥ ରୋଡ଼ ରେ ବସିଥିବା ଚାଷୀ ପାଖକୁ ଜିଲ୍ଲା ପ୍ରଶାସନ ତରଫରୁ ଉପଜିଲ୍ଲାପାଳ ରଜ କିଶ୍ୱର ଜେନା ଆସି ବୁଝା ସୁଝା କରିଥିଲେ ମଧ୍ୟ କୌଣସି ସଫଳ ମିଳି ନ ଥିଲା । ଅନ୍ୟ ଦୁଇଟି ଯାଗାରେ ଚାଷୀ ମନେ ରାସ୍ତା ଅବରୋଧ କରିଥିଲେ ମଧ୍ୟ କୌଣସି ପ୍ରଶାସନିକ ଅଧିକାରୀମାନେ ଆସିନାହାନ୍ତି ।

ଖବର ଲେଖା ହେବା ପର୍ଯ୍ୟନ୍ତ ରାଜରାସ୍ତ ଅବରୋଧ ହୋଇ ରହିଛି । ସେପଟେ ସରକାର ଧାନର ସର୍ବନିମ୍ନ ସହାୟକ ମୂଲ୍ୟ ବୃଦ୍ଧି କଲେ । ଏହାକୁ ନେଇ ଚାଷୀମାନେ ବେଶ୍ ଖୁସି ହୋଇ ଯାଇଥିଲେ। ଉତ୍ସାହିତ ହୋଇ ଚାଷ କରିଥିଲେ। ହେଲେ ଏବେ ବିକ୍ରି କରିବା ବେଳେ ଦୁର୍ଦ୍ଦଶା ଭୋଗୁଛନ୍ତି । ମଣ୍ଡିରେ ଅନେକ ଅବ୍ୟବସ୍ଥା ଧାନ ରଖିଥିବା ଦେଖିବାକୁ ମିଳୁଛି। ମିଲର୍‌ମାନେ ଧାନ ଉଠାଉ ନାହାନ୍ତି। କ୍ରିଣ୍ଟାଲ୍ କ୍ରିଷ୍ଣାଲ ଧାନ ପଡ଼ି ରହୁଛି। ଏଭଳି ସ୍ଥିତିରେ ବ୍ରହ୍ମଗିରି ବ୍ଲକ୍‌ରେ କ୍ରିଣ୍ଟାଲ ପିଛା ୧୦ କେଳି କଟ୍‌ନି ଛଟ୍‌ନି କରାଯାଉଛି । ଯାହାକୁ ନେଇ ଚାଷୀ ଅସନ୍ତୋଷ ତେଜିବାରେ ଲାଗିଥିଲା ।

ସବୁ ରାଇସ ମିଲରେ ମାନେ ଚାଷୀଙ୍କୁ ଶୋଷଣ କରୁଥିବା ଅଭିଯୋଗ ହେଉଛି । ଚଳିତ ମାସ ୨୩ ତାରିଖରେ ରାଜ୍ୟ ସରକାରଙ୍କ ଯୋଗାଣ ମନ୍ତ୍ରୀ କୃଷ୍ଣ ଚନ୍ଦ୍ର ପାତ୍ର ବ୍ରହ୍ମଗିରି ବ୍ଲକ ଆସିଥିଲେ । ବ୍ରହ୍ମଗିରି ରେ ଘୋଷଣା କରିଥିଲେ ଯେ ଖୁବ ଶୀଘ୍ର ବାହାର ଜିଲ୍ଲା ରୁ ୧୭ଟି ମିଲର ଆସି ଧାନ ନେବାପାଇଁ କହିଥିଲେ । ଯୋଗାଣ ବିଭାଗ ପକ୍ଷରୁ କୌଣସି ପଦକ୍ଷେପ ନିଆଯାଉ ନଥିବା ଚାଷୀମାନେ କହିଛନ୍ତି । ସରକାରୀ ଧାନ କୁୟ କେନ୍ଦ୍ରରେ ଚାଷୀଙ୍କୁ ଶୋଷଣ ପାଇଁ ଆଦ୍ରତା ସହିତ ଅନ୍ୟ ବାହାନା ଦର୍ଶାଯାଇ କଟୁନି ଛଟ୍‌ନି କରାଯାଉଛି ।

ଏନେଇ ଯୋଗାଣ ଅଧିକାରୀଙ୍କୁ ଅବଗତ କରାଯାଇଥିଲେ ମଧ୍ଯ କୌଣସି ପଦକ୍ଷେପ ନିଆଯାଉ ନଥିବା ଚାଷୀମାନେ ଅଭିଯୋଗ କରିଛନ୍ତି। ଧାନ ନଉଠିବା ପର୍ଯ୍ୟନ୍ତ ଆମ୍ବେ ମାନେ ରାଜରାସ୍ତା ରୁ ହତିବୁନାହିଁ ବୋଲି ଚାଷୀ ନେତା ମାନେ କହିଛନ୍ତି । ଏହି କାର୍ଯ୍ୟକ୍ରମରେ ଭଗବାନ ନାୟକ ,ପ୍ରଫୁଲ୍ଲ କୁମାର ଜେନା,ନିର୍ମଳ ଜେନା ବାଳକୃଷ୍ଣ ପେଣ୍ଠଇ , ଯୁଦିଷ୍ଟିର ନାୟକ, ମେରୁ ପ୍ରଧାନ , ଚକ୍ରଧର ବାରିକି, ଅଖାରି ବାରାଳ, ପ୍ରମୋଦ କୁମାର ପ୍ରଧାନ , ଅକ୍ଷୟ କୁମାର ଜେନା ,ପ୍ରତାପ କୁମାର ସାହୁ, ସମେତ ଶହ ଶହ ଚାଷୀ ମାନେ ଉପସ୍ଥିତ ଥିଲେ ।

Proprietor Abhimanyu Maharana

Proprietor Abhimanyu Maharana

  • Trending
  • Comments
  • Latest
ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

June 13, 2024
ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

February 24, 2020
ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

May 19, 2020
ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା  ।

ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା ।

July 1, 2020
ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

0
“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

0
କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

0
ହୀରାକୁଦ – ନିଷିଦ୍ଧଞ୍ଚଳ ରେ  ତିନି ଅଭିନେତ୍ରୀ ଙ୍କ  ସହିତ  ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

ହୀରାକୁଦ – ନିଷିଦ୍ଧଞ୍ଚଳ ରେ ତିନି ଅଭିନେତ୍ରୀ ଙ୍କ ସହିତ ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

0
ଦଲାଲ ଙ୍କ କବ୍ଜାରେ ଟାଙ୍ଗୀ ଗୋଷ୍ଠୀ ସ୍ୱାସ୍ଥ୍ୟ କେନ୍ଦ୍ର

ଦଲାଲ ଙ୍କ କବ୍ଜାରେ ଟାଙ୍ଗୀ ଗୋଷ୍ଠୀ ସ୍ୱାସ୍ଥ୍ୟ କେନ୍ଦ୍ର

August 4, 2026
ତୋ ଛଡ଼ା ମୋ କେହି ନାହିଁ ‘ ଭଜନ ଶ୍ରୋତାର୍ପଣ

ତୋ ଛଡ଼ା ମୋ କେହି ନାହିଁ ‘ ଭଜନ ଶ୍ରୋତାର୍ପଣ

August 4, 2026
କସ୍ତୁରବା ଗାନ୍ଧୀ ବାଳିକା ବିଦ୍ୟାଳୟ ୱାର୍ଡେନଙ୍କ ତୃତୀୟ ପର୍ଯ୍ୟାୟ ପ୍ରଶିକ୍ଷଣ ଆରମ୍ଭ

କସ୍ତୁରବା ଗାନ୍ଧୀ ବାଳିକା ବିଦ୍ୟାଳୟ ୱାର୍ଡେନଙ୍କ ତୃତୀୟ ପର୍ଯ୍ୟାୟ ପ୍ରଶିକ୍ଷଣ ଆରମ୍ଭ

August 4, 2026
ଓଡ଼ିଶା ପୋଲିସ–ଏନଏଫଏସୟୁ ମଧ୍ୟରେ ୫ ବର୍ଷିଆ ବୁଝାମଣାପତ୍ର ସ୍ୱାକ୍ଷର

ଓଡ଼ିଶା ପୋଲିସ–ଏନଏଫଏସୟୁ ମଧ୍ୟରେ ୫ ବର୍ଷିଆ ବୁଝାମଣାପତ୍ର ସ୍ୱାକ୍ଷର

August 4, 2026

Recent News

Welcome to Odisha Taza News.
Chief Editor: Abhimanyu Maharana
Email: odishatazanews1@gmail.com
whatsapp - 9938341180
contact no - 7008991872

Browse by Category

  • Uncategorized
  • ଅନୁଗୁଳ
  • ଅପରାଧ
  • ଓଡ଼ିଶା
  • କଟକ
  • କନ୍ଧମାଳ
  • କରୋନା
  • କଳାହାଣ୍ଡି
  • କେନ୍ଦୁଝର
  • କେନ୍ଦ୍ରାପଡା
  • କୋରାପୁଟ
  • କ୍ରୀଡ଼ା
  • ଖେଳ
  • ଖୋର୍ଦ୍ଧା
  • ଗଜପତି
  • ଗଞ୍ଜାମ
  • ଜଗତସିଂହପୁର
  • ଜୀବନଚର୍ଯ୍ୟା
  • ଝାରସୁଗୁଡା
  • ଢେଙ୍କାନାଳ
  • ଦେବଗଡ଼
  • ଦେଶ
  • ନବରଙ୍ଗପୁର
  • ନୟାଗଡ଼ ନିଉଜ୍
  • ନୂଆପଡ଼ା
  • ପଂଚାୟତ ନିର୍ବାଚନ
  • ପୁରୀ
  • ଫୋଟୋ ଗ୍ୟାଲେରୀ
  • ବରଗଡ଼
  • ବଲାଙ୍ଗିର
  • ବାଣିଜ୍ୟ
  • ବାଲେଶ୍ଵର
  • ବିଚିତ୍ର
  • ବିଶ୍ଵ
  • ବୌଦ୍ଧ
  • ଭଦ୍ରକ
  • ମନୋରଞ୍ଜନ
  • ମୟୁରଭଞ୍ଜ
  • ମହାନଗର
  • ମାଲକାନଗିରି
  • ଯାଜପୁର
  • ରାଜନୀତି
  • ରାୟଗଡା
  • ରାଶିଫଳ
  • ଶିକ୍ଷା ଓ ନିଯୁକ୍ତି
  • ସମ୍ବଲପୁର
  • ସୁନ୍ଦରଗଡ଼
  • ସୁବର୍ଣ୍ଣପୁର
  • ହୋମ୍

Recent News

ଦଲାଲ ଙ୍କ କବ୍ଜାରେ ଟାଙ୍ଗୀ ଗୋଷ୍ଠୀ ସ୍ୱାସ୍ଥ୍ୟ କେନ୍ଦ୍ର

ଦଲାଲ ଙ୍କ କବ୍ଜାରେ ଟାଙ୍ଗୀ ଗୋଷ୍ଠୀ ସ୍ୱାସ୍ଥ୍ୟ କେନ୍ଦ୍ର

August 4, 2026
ତୋ ଛଡ଼ା ମୋ କେହି ନାହିଁ ‘ ଭଜନ ଶ୍ରୋତାର୍ପଣ

ତୋ ଛଡ଼ା ମୋ କେହି ନାହିଁ ‘ ଭଜନ ଶ୍ରୋତାର୍ପଣ

August 4, 2026
  • About
  • Advertise
  • Privacy & Policy
  • Contact

© 2023 Odisha Taza News.

No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ

© 2023 Odisha Taza News.

Go to mobile version