• About
  • Advertise
  • Privacy & Policy
  • Contact
Odisha Taza News
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
Odisha Taza News
No Result
View All Result
Home Uncategorized

ଗଜପତିରେ ଡାକସେବା ବିପଯ୍ୟସ୍ତ : ୧୮ ଦିନ ବିତିଲାଣି, ତଥାପି ୬କିମି ଦୂରରେ ଥିବା ଗ୍ରାମରେ ପାର୍ସଲ ପହଞ୍ଚି ପାରିଲାନି

Proprietor Abhimanyu Maharana by Proprietor Abhimanyu Maharana
July 3, 2025
in Uncategorized
0
ଗଜପତିରେ ଡାକସେବା ବିପଯ୍ୟସ୍ତ  :  ୧୮ ଦିନ ବିତିଲାଣି, ତଥାପି ୬କିମି ଦୂରରେ ଥିବା ଗ୍ରାମରେ ପାର୍ସଲ ପହଞ୍ଚି ପାରିଲାନି
Share on FacebookShare on TwitterWhatsapp

ପାରଳାଖେମୁଣ୍ଡି (ଓଡ଼ିଶା ତାଜା ନ୍ୟୁଜ୍) :- ଗଜପତି ଜିଲ୍ଲାରେ ଡାକସେବା ବିପଯ୍ୟସ୍ତ ଅବସ୍ଥାରେ ରହିଛି. ବହୁ ବିଳମ୍ବରେ ଡାକସେବା ଜନସାଧାରଣଙ୍କ ଠାରେ ପହଞ୍ଚୁଥିବା ଅଭିଯୋଗ ହୋଇଛି. ଘଟଣାରୁ ପ୍ରକାଶ, ଜୁନ୍ ମାସ ୨ ତାରିଖରେ ଆବେଦନ ହୋଇଥିଲା ପାନକାର୍ଡ଼ ୧୦ ତାରିଖରେ ମୁମ୍ବାଇରୁ ବାହାରିଥିବା ଡାକ ରା.ଉଦୟଗିରିରେ ୧୪ ତାରିଖରେ ପହଞ୍ଚି ଥିଲା. ସେହିଦିନ ହିଁ ଶାଖା ଡାକଘର ବେତରସିଂକୁ ପଠାଇ ଦିଆଗଲା |ମାତ୍ର ୬ କିମି ଦୂରରେ ରହିଥିବା ଗ୍ରାମକୁ ଡାକ ପହଞ୍ଚିବା ପାଇଁ ବର୍ତ୍ତମାନ ବିତିଗଲାଣି ୧୮ଦିନ. ଅନ୍‌ଲାଇନରେ ତଥ୍ୟ ଅପଡେଟ୍ ହଇନି କି ପାନକାର୍ଡ଼ ମଧ୍ୟ ଲକ୍ଷ୍ୟ ସ୍ଥଳରେ ପହଞ୍ଚିନି। ଏଭଳି ଅଭିଯୋଗ ଆଣିଛନ୍ତି ଗଜପତି ଜିଲ୍ଲାର ବେତରସିଂ ଗ୍ରାମର ପାନକାର୍ଡ ଆଶାୟୀ ବ୍ରହ୍ମାନନ୍ଦ କାର୍ଜୀଙ୍କ ବାପା ଗୁମୁସ୍ତା କାର୍ଜୀ। ବେତରସିଂ ଗ୍ରାମରୁ ସୁବଲଡ଼ା ଗ୍ରାମର ଦୂରତା ମାତ୍ର ୬ କିମି. ।

ଯୋଗା ଯୋଗ ବ୍ୟବସ୍ଥାକୁ ସୁଗମ କରିବା ପାଇଁ ପ୍ରତ୍ୟେକ ପଞ୍ଚାୟତ ସଦର ମହକୁମାରେ ମୋବାଇଲ୍ ଟାୱାର୍ ସ୍ଥାପନ ହୋଇସାରିଛି. ଚଳିତ ଶିକ୍ଷାବର୍ଷ ଆରମ୍ଭ ହୋଇ ସାରିଥିବା ବେଳେ ବିନା ପାନ୍ କାର୍ଡରେ ବ୍ୟାଙ୍କ ଆକାଉଣ୍ଟ ଖୋଲା ଯାଇପାରୁନି । ଫଳରେ, ଷ୍ଟାଇପେଣ୍ଡ ମଧ୍ୟ ଆବେଦନ ହୋଇପାରୁନାହିଁ. ଡାକ ବିଭାଗ କର୍ମଚାରୀଙ୍କ ଏଭଳି ଅବହେଳାକୁ ନେଇ ସମଗ୍ର ଗଜପତି ଜିଲ୍ଲାରେ ଅସନ୍ତୋଷ ପାଇଛି ।

Proprietor Abhimanyu Maharana

Proprietor Abhimanyu Maharana

  • Trending
  • Comments
  • Latest
ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

June 13, 2024
ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

February 24, 2020
ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

May 19, 2020
ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା  ।

ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା ।

July 1, 2020
ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

0
“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

0
କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

0
ହୀରାକୁଦ – ନିଷିଦ୍ଧଞ୍ଚଳ ରେ  ତିନି ଅଭିନେତ୍ରୀ ଙ୍କ  ସହିତ  ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

ହୀରାକୁଦ – ନିଷିଦ୍ଧଞ୍ଚଳ ରେ ତିନି ଅଭିନେତ୍ରୀ ଙ୍କ ସହିତ ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

0
ମହିଳା ଦିବସ ଉପଲକ୍ଷେ ସମାଜ ସେବା କ୍ଷେତ୍ରରେ ପ୍ରଭାସିନୀ

ମହିଳା ଦିବସ ଉପଲକ୍ଷେ ସମାଜ ସେବା କ୍ଷେତ୍ରରେ ପ୍ରଭାସିନୀ

March 10, 2026
କାଲିମେଳା ବ୍ଲକ ଭୁବନପାଲ୍ଲୀ ଗ୍ରାମ ପଞ୍ଚାୟତ ଠାରେ ଜିଲ୍ଲାପାଳଙ୍କ ଯୁଗ୍ମ ଅଭିଯୋଗ ଶୁଣାଣି ଶିବିର

କାଲିମେଳା ବ୍ଲକ ଭୁବନପାଲ୍ଲୀ ଗ୍ରାମ ପଞ୍ଚାୟତ ଠାରେ ଜିଲ୍ଲାପାଳଙ୍କ ଯୁଗ୍ମ ଅଭିଯୋଗ ଶୁଣାଣି ଶିବିର

March 10, 2026
ରାଜ୍ୟସଭା ନିର୍ବାଚନ : ନବୀନଙ୍କ ପାଇଁ ପ୍ରତିଶୋଧ – ଦିଲ୍ଲୀପଙ୍କ ପାଇଁ କ୍ଷମତା !

ରାଜ୍ୟସଭା ନିର୍ବାଚନ : ନବୀନଙ୍କ ପାଇଁ ପ୍ରତିଶୋଧ – ଦିଲ୍ଲୀପଙ୍କ ପାଇଁ କ୍ଷମତା !

March 10, 2026
ମେଳଣ ମଣ୍ଡପାରୁଢ଼ ହେଲେ ପଶ୍ଚିମାସମ୍ଭୁ ଶ୍ରୀ ସୋମନାଥ ଦେବଙ୍କ ସହ ପାଞ୍ଚ ଠାକୁର : ଆତସବାଜି ପ୍ରଦର୍ଶନରେ ଜମିଲା ହରିରାଜପୁର ପଞ୍ଚୁଦୋଳ ମେଳଣ

ଆଜିଠୁ ହରିରାଜପୁର ପଞ୍ଚୁ୍‌ଦୋଳ ଆତସବାଜିରେ କମ୍ପିବ ମେଳଣ ପଡିଆ

March 10, 2026

Recent News

Welcome to Odisha Taza News.
Chief Editor: Abhimanyu Maharana
Email: odishatazanews1@gmail.com
whatsapp - 9938341180
contact no - 7008991872

Browse by Category

  • Uncategorized
  • ଅନୁଗୁଳ
  • ଅପରାଧ
  • ଓଡ଼ିଶା
  • କଟକ
  • କନ୍ଧମାଳ
  • କରୋନା
  • କଳାହାଣ୍ଡି
  • କେନ୍ଦୁଝର
  • କେନ୍ଦ୍ରାପଡା
  • କୋରାପୁଟ
  • କ୍ରୀଡ଼ା
  • ଖେଳ
  • ଖୋର୍ଦ୍ଧା
  • ଗଜପତି
  • ଗଞ୍ଜାମ
  • ଜଗତସିଂହପୁର
  • ଜୀବନଚର୍ଯ୍ୟା
  • ଝାରସୁଗୁଡା
  • ଢେଙ୍କାନାଳ
  • ଦେବଗଡ଼
  • ଦେଶ
  • ନବରଙ୍ଗପୁର
  • ନୟାଗଡ଼ ନିଉଜ୍
  • ନୂଆପଡ଼ା
  • ପଂଚାୟତ ନିର୍ବାଚନ
  • ପୁରୀ
  • ଫୋଟୋ ଗ୍ୟାଲେରୀ
  • ବରଗଡ଼
  • ବଲାଙ୍ଗିର
  • ବାଣିଜ୍ୟ
  • ବାଲେଶ୍ଵର
  • ବିଚିତ୍ର
  • ବିଶ୍ଵ
  • ବୌଦ୍ଧ
  • ଭଦ୍ରକ
  • ମନୋରଞ୍ଜନ
  • ମୟୁରଭଞ୍ଜ
  • ମହାନଗର
  • ମାଲକାନଗିରି
  • ଯାଜପୁର
  • ରାଜନୀତି
  • ରାୟଗଡା
  • ରାଶିଫଳ
  • ଶିକ୍ଷା ଓ ନିଯୁକ୍ତି
  • ସମ୍ବଲପୁର
  • ସୁନ୍ଦରଗଡ଼
  • ସୁବର୍ଣ୍ଣପୁର
  • ହୋମ୍

Recent News

ମହିଳା ଦିବସ ଉପଲକ୍ଷେ ସମାଜ ସେବା କ୍ଷେତ୍ରରେ ପ୍ରଭାସିନୀ

ମହିଳା ଦିବସ ଉପଲକ୍ଷେ ସମାଜ ସେବା କ୍ଷେତ୍ରରେ ପ୍ରଭାସିନୀ

March 10, 2026
କାଲିମେଳା ବ୍ଲକ ଭୁବନପାଲ୍ଲୀ ଗ୍ରାମ ପଞ୍ଚାୟତ ଠାରେ ଜିଲ୍ଲାପାଳଙ୍କ ଯୁଗ୍ମ ଅଭିଯୋଗ ଶୁଣାଣି ଶିବିର

କାଲିମେଳା ବ୍ଲକ ଭୁବନପାଲ୍ଲୀ ଗ୍ରାମ ପଞ୍ଚାୟତ ଠାରେ ଜିଲ୍ଲାପାଳଙ୍କ ଯୁଗ୍ମ ଅଭିଯୋଗ ଶୁଣାଣି ଶିବିର

March 10, 2026
  • About
  • Advertise
  • Privacy & Policy
  • Contact

© 2023 Odisha Taza News.

No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ

© 2023 Odisha Taza News.

Go to mobile version