• About
  • Advertise
  • Privacy & Policy
  • Contact
Odisha Taza News
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
Odisha Taza News
No Result
View All Result
Home ଓଡ଼ିଶା

କଣ୍ଟାବାଞ୍ଜି ତାଲୁକ ଲିଗଲ ଏଡ ସାରଭିସ୍ ତରଫରୁ ନୂତନ ସିଭିଲ କୋର୍ଟ ପରିସରରେ ବୃକ୍ଷରୋପଣ ଓ ବନ ମହୋତ୍ସବ ପାଳିତ

Proprietor Abhimanyu Maharana by Proprietor Abhimanyu Maharana
July 4, 2025
in ଓଡ଼ିଶା, ବଲାଙ୍ଗିର, ହୋମ୍
0
କଣ୍ଟାବାଞ୍ଜି ତାଲୁକ ଲିଗଲ ଏଡ ସାରଭିସ୍ ତରଫରୁ ନୂତନ ସିଭିଲ କୋର୍ଟ ପରିସରରେ ବୃକ୍ଷରୋପଣ ଓ ବନ ମହୋତ୍ସବ ପାଳିତ
Share on FacebookShare on TwitterWhatsapp

ବେଲପଡ଼ା (ଓଡ଼ିଶା ତାଜା ନ୍ୟୁଜ୍) :- ବଲାଙ୍ଗୀର ଜିଲ୍ଲା କଣ୍ଟାବାଞ୍ଜି ତାଲୁକ ଲିଗଲ ଏଡ୍ ସାରଭିସ୍ ଓ ବନ ବିଭାଗ କଣ୍ଟାବାଞ୍ଜି ତରଫରୁ ବୃକ୍ଷରୋପଣ ଓ ବନ ମହୋତ୍ସବ ନୂତନ ସିଭିଲ କୋର୍ଟ ପରିସରରେ ପାଳନ କରାଯାଇଛି। ଏହି କାର୍ଯ୍ୟକ୍ରମରେ ମାନ୍ୟବର ସିଭିଲ କୋର୍ଟ ଜର୍ଜ ସୋରୋଜିନୀ ସାହୁ , ଜେ.ମ.ଏଫ.ସି. ରାହୁଲ କୁମାର ଜେନା,କୋର୍ଟ ଷ୍ଟାଫ୍ ,

ତଥା ବନ ବିଭାଗ କର୍ମଚାରୀ ଙ୍କ ଉପସ୍ଥିତି ରେ ମୁଖ୍ୟ ଅତିଥି କଣ୍ଟାବାଞ୍ଜି ତାଲୁକ ଲିଗଲ ଏଡ ସାରଭିସ୍ ର ଅଧ୍ୟକ୍ଷ ତଥା ଅତିରିକ୍ତ ଜିଲ୍ଲା ଜର୍ଜ କଣ୍ଟାବାଞ୍ଜି ମାନ୍ୟବର ରାଜେଶ କୁମାର ନାୟର୍ ଙ୍କ ଦ୍ବାରା ନୂତନ କୋର୍ଟ ପରିସରରେ ଗଛ ରୋପଣ କରାଯାଇଛି । କଣ୍ଟାବାଞ୍ଜି ସିଭିଲ କୋର୍ଟ ଷ୍ଟାଫ୍ ବିଶ୍ବରଂଜନ ପୃଷେଟ ,

କାର୍ତ୍ତିକ ଲୁହା, ଗୌତମ କୁମାର ଜେନା, ମୃତ୍ୟୁଞ୍ଜୟ ସେଠୀ, ଅଭିଜିତ ମିଶ୍ର ସବିତ ମହାପାତ୍ର, ଦୀପକ ପୁଷ୍ପାଳକ, ରାଜେଶ କୁମାର, ବିଭୂତି ଭୂଷଣ ମଲ୍ଲିକ, ଫାମିନ୍ଦ୍ର ଧାରୁଆ, ହରିବନ୍ଧୁ ଜାଲ, ବ୍ରଜ ବିହାରୀ ମିର୍ଦ୍ଧା ଓ କଣ୍ଟାବାଞ୍ଜି ବନ ବିଭାଗ କର୍ମଚାରୀ ଏହି ବନ ମହୋତ୍ସବ ରେ ଉପସ୍ଥିତ ଥିଲେ ।

Proprietor Abhimanyu Maharana

Proprietor Abhimanyu Maharana

  • Trending
  • Comments
  • Latest
ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

June 13, 2024
ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

February 24, 2020
ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

May 19, 2020
ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା  ।

ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା ।

July 1, 2020
ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

0
“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

0
କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

0
ହୀରାକୁଦ – ନିଷିଦ୍ଧଞ୍ଚଳ ରେ  ତିନି ଅଭିନେତ୍ରୀ ଙ୍କ  ସହିତ  ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

ହୀରାକୁଦ – ନିଷିଦ୍ଧଞ୍ଚଳ ରେ ତିନି ଅଭିନେତ୍ରୀ ଙ୍କ ସହିତ ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

0
ବ୍ୟକ୍ତିତ୍ୱ ବିକାଶ ହିଁ ସଫଳତାର ଚାବିକାଠି : ଶକ୍ତିଶ୍ରୀ ସଚେତନତା କାର୍ଯ୍ୟକ୍ରମ

ବ୍ୟକ୍ତିତ୍ୱ ବିକାଶ ହିଁ ସଫଳତାର ଚାବିକାଠି : ଶକ୍ତିଶ୍ରୀ ସଚେତନତା କାର୍ଯ୍ୟକ୍ରମ

September 20, 2026
ନକଲି ଏମ୍‌ଭିଆଇ ଅଧିକାରୀ ଗିରଫ

ନକଲି ଏମ୍‌ଭିଆଇ ଅଧିକାରୀ ଗିରଫ

September 20, 2026
ଡିଜେ ସାଉଣ୍ଡରେ ଅସ୍ତବ୍ୟସ୍ତ ଜନଜୀବନ : ହୃଦ୍‌ରୋଗୀଙ୍କ ପାଇଁ ବିପଦ, ମେଡିକାଲରେ ରୋଗୀଙ୍କ ଚିକିତ୍ସାରେ ବାଧା

ଡିଜେ ସାଉଣ୍ଡରେ ଅସ୍ତବ୍ୟସ୍ତ ଜନଜୀବନ : ହୃଦ୍‌ରୋଗୀଙ୍କ ପାଇଁ ବିପଦ, ମେଡିକାଲରେ ରୋଗୀଙ୍କ ଚିକିତ୍ସାରେ ବାଧା

September 20, 2026
ଜନଭାଗିଦାରୀ ରେ ସ୍ବଛତା ଦୀର୍ଘସ୍ଥାୟୀ : ଉପ ମୁଖ୍ୟମନ୍ତ୍ରୀ

ଜନଭାଗିଦାରୀ ରେ ସ୍ବଛତା ଦୀର୍ଘସ୍ଥାୟୀ : ଉପ ମୁଖ୍ୟମନ୍ତ୍ରୀ

September 20, 2026

Recent News

Welcome to Odisha Taza News.
Chief Editor: Abhimanyu Maharana
Email: odishatazanews1@gmail.com
whatsapp - 9938341180
contact no - 7008991872

Browse by Category

  • Uncategorized
  • ଅନୁଗୁଳ
  • ଅପରାଧ
  • ଓଡ଼ିଶା
  • କଟକ
  • କନ୍ଧମାଳ
  • କରୋନା
  • କଳାହାଣ୍ଡି
  • କେନ୍ଦୁଝର
  • କେନ୍ଦ୍ରାପଡା
  • କୋରାପୁଟ
  • କ୍ରୀଡ଼ା
  • ଖେଳ
  • ଖୋର୍ଦ୍ଧା
  • ଗଜପତି
  • ଗଞ୍ଜାମ
  • ଜଗତସିଂହପୁର
  • ଜୀବନଚର୍ଯ୍ୟା
  • ଝାରସୁଗୁଡା
  • ଢେଙ୍କାନାଳ
  • ଦେବଗଡ଼
  • ଦେଶ
  • ନବରଙ୍ଗପୁର
  • ନୟାଗଡ଼ ନିଉଜ୍
  • ନୂଆପଡ଼ା
  • ପଂଚାୟତ ନିର୍ବାଚନ
  • ପୁରୀ
  • ଫୋଟୋ ଗ୍ୟାଲେରୀ
  • ବରଗଡ଼
  • ବଲାଙ୍ଗିର
  • ବାଣିଜ୍ୟ
  • ବାଲେଶ୍ଵର
  • ବିଚିତ୍ର
  • ବିଶ୍ଵ
  • ବୌଦ୍ଧ
  • ଭଦ୍ରକ
  • ମନୋରଞ୍ଜନ
  • ମୟୁରଭଞ୍ଜ
  • ମହାନଗର
  • ମାଲକାନଗିରି
  • ଯାଜପୁର
  • ରାଜନୀତି
  • ରାୟଗଡା
  • ରାଶିଫଳ
  • ଶିକ୍ଷା ଓ ନିଯୁକ୍ତି
  • ସମ୍ବଲପୁର
  • ସୁନ୍ଦରଗଡ଼
  • ସୁବର୍ଣ୍ଣପୁର
  • ହୋମ୍

Recent News

ବ୍ୟକ୍ତିତ୍ୱ ବିକାଶ ହିଁ ସଫଳତାର ଚାବିକାଠି : ଶକ୍ତିଶ୍ରୀ ସଚେତନତା କାର୍ଯ୍ୟକ୍ରମ

ବ୍ୟକ୍ତିତ୍ୱ ବିକାଶ ହିଁ ସଫଳତାର ଚାବିକାଠି : ଶକ୍ତିଶ୍ରୀ ସଚେତନତା କାର୍ଯ୍ୟକ୍ରମ

September 20, 2026
ନକଲି ଏମ୍‌ଭିଆଇ ଅଧିକାରୀ ଗିରଫ

ନକଲି ଏମ୍‌ଭିଆଇ ଅଧିକାରୀ ଗିରଫ

September 20, 2026
  • About
  • Advertise
  • Privacy & Policy
  • Contact

© 2023 Odisha Taza News.

No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ

© 2023 Odisha Taza News.

Go to mobile version