• About
  • Advertise
  • Privacy & Policy
  • Contact
Odisha Taza News
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
Odisha Taza News
No Result
View All Result
Home ଓଡ଼ିଶା

ଜରି ପଲିଥିନ, ପ୍ଲାଷ୍ଟିକ ବର୍ଜନ ପାଇଁ ପଥପ୍ରାନ୍ତ ନାଟକ : ଲୋକ ନୃତ୍ୟ ମାଧ୍ୟମରେ ଜନ ସଚେତନତା କାର୍ଯ୍ୟକ୍ରମ

Proprietor Abhimanyu Maharana by Proprietor Abhimanyu Maharana
July 8, 2025
in ଓଡ଼ିଶା, କନ୍ଧମାଳ, ହୋମ୍
0
ଜରି ପଲିଥିନ, ପ୍ଲାଷ୍ଟିକ ବର୍ଜନ ପାଇଁ ପଥପ୍ରାନ୍ତ ନାଟକ : ଲୋକ ନୃତ୍ୟ ମାଧ୍ୟମରେ ଜନ ସଚେତନତା କାର୍ଯ୍ୟକ୍ରମ
Share on FacebookShare on TwitterWhatsapp

ବାଲିଗୁଡା (ଓଡ଼ିଶା ତାଜା ନ୍ୟୁଜ୍) :- ଜରି ପଲିଥିନ ଓ ପ୍ଲାଷ୍ଟିକ ନିରାକରଣ ପାଇଁ ପାରମ୍ପରିକ ନୃତ୍ୟ ପଥପ୍ରାନ୍ତ ନାଟକ ମାଧ୍ୟମରେ ଜନସଚେତନତା କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇ ଯାଇଛି l ଜରି ପଲିଥିନ ପ୍ଲାଷ୍ଟିକ ର ବ୍ୟବହାର ରୋକିବା ଆଦିତ୍ୟ ବିର୍ଲା ଆଲୁମିନିୟମ କାରଖାନା ସୌଜନ୍ୟତା ରେ ସହଯୋଗୀ କାର୍ଯ୍ୟକାରୀ ସଂସ୍ଥା ମୁକ୍ତା ଦେବୀ ଚାରିଟେବୁଲ୍ ଟ୍ରଷ୍ଟ ମାଧ୍ୟମରେ ସଂସ୍ଥା ର ମୁଖ୍ୟ ନାଗେଶ୍ଵର

ଖୋସଲା ଙ୍କ ନେତୃତ୍ବ ରେ କନ୍ଧମାଳ କଳା ବିକାଶ କେନ୍ଦ୍ର ବାଲିଗୁଡାର ଏକ ଦଶ ଜଣିଆ ଟିମ୍ କୋରାପୁଟ ଓ ରାୟଗଡା ଜିଲ୍ଲାର କମ୍ପାନୀ ପ୍ରଭାବିତ ଅଞ୍ଚଳ ର ୩୬ ଗୋଟି ଉପାନ୍ତ ଗାଁ ରେ ପହଞ୍ଚି ଜରି ପଲିଥିନ ଓ ପ୍ଲାଷ୍ଟିକ ବ୍ୟବହାର ଯୋଗୁଁ କି ଭଳି ପ୍ରଦୂଷଣ ବୃଦ୍ଧି ହେଉଛି ଏବଂ ଏହାର କୁ ପ୍ରଭାବ ପ୍ରକୃତି ଓ ମାନବ ସମାଜ ଉପରେ ପଡୁଛି ସେ ନେଇ l

ଯୁବ ନାଟ୍ୟକାର ପ୍ରମୋଦ କୁମାର ଦଣ୍ଡସେନା ଙ୍କ ନେତୃତ୍ୱ ରେ କନ୍ଧମାଳ କଳା ବିକାଶ କେନ୍ଦ୍ରର କଳାକାର ମାନେ ଗୀତ ନୃତ୍ୟ ନିଖୁଣ ଅଭିନୟ ମାଧ୍ୟମରେ ଜନ ସଚେତନତା ସୃଷ୍ଟି କରିଥିଲେ l ବାଦ୍ୟ ଯନ୍ତ୍ରରେ ବିଜୟ ଆମୟତ, ସଂଗୀତ ରେ ସଚିଦା ନନ୍ଦ ପାତ୍ର ପରିଚାଳନା କରିଥିବା ବେଳେ ବିଭିନ୍ନ ଭୂମିକାରେ ବୁନା, ଦିଲ୍ଲୀପ, ଟିକି ଦଣ୍ଡିଆ, ଭାଗିରଥି, ଜଗନ୍ନାଥ ବିନ୍ଦିଆ, ଦୀପ୍ତିମୟୀ ପ୍ରମୁଖ ଉପସ୍ଥିତ ରହି ନିଖୁଣ ଅଭିନୟ କରିଥିଲେ l

Proprietor Abhimanyu Maharana

Proprietor Abhimanyu Maharana

  • Trending
  • Comments
  • Latest
ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

June 13, 2024
ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

February 24, 2020
ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

May 19, 2020
ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା  ।

ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା ।

July 1, 2020
ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

ହୀରାକୁଦ – ନିଷିଦ୍ଧଞ୍ଚଳ ରେ  ତିନି ଅଭିନେତ୍ରୀ ଙ୍କ  ସହିତ  ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

ଭାରତରେ ନୂତନ ବିଏମଡବ୍ଲୁ ୭ ସିରିଜ୍ ରେଞ୍ଜ ଶୁଭାରମ୍ଭ ହୋଇଛି

September 24, 2026
କନ୍ଧମାଳ ମାଟିରେ ସାରସ୍ୱତ ଝଙ୍କାର : ଫୁଲବାଣୀରେ ‘ମେଘ ଉତ୍ସବ’ ରେ ଜନଜାତି ଭାଷା ଓ ସଂସ୍କୃତିର ମହାମନ୍ଥନ

କନ୍ଧମାଳ ଜିଲ୍ଲା ସାମ୍ବାଦିକ ସମନ୍ୱୟ ସମିତି ର ସମାବେଶ : ଏକତା ଓ ସାମ୍ବାଦିକଙ୍କ ସୁରକ୍ଷା ଉପରେ ଗୁରୁତ୍ଵାରୋପ

Recent News

Welcome to Odisha Taza News.
Chief Editor: Abhimanyu Maharana
Email: odishatazanews1@gmail.com
whatsapp - 9938341180
contact no - 7008991872

Browse by Category

  • Uncategorized
  • ଅନୁଗୁଳ
  • ଅପରାଧ
  • ଓଡ଼ିଶା
  • କଟକ
  • କନ୍ଧମାଳ
  • କରୋନା
  • କଳାହାଣ୍ଡି
  • କେନ୍ଦୁଝର
  • କେନ୍ଦ୍ରାପଡା
  • କୋରାପୁଟ
  • କ୍ରୀଡ଼ା
  • ଖେଳ
  • ଖୋର୍ଦ୍ଧା
  • ଗଜପତି
  • ଗଞ୍ଜାମ
  • ଜଗତସିଂହପୁର
  • ଜୀବନଚର୍ଯ୍ୟା
  • ଝାରସୁଗୁଡା
  • ଢେଙ୍କାନାଳ
  • ଦେବଗଡ଼
  • ଦେଶ
  • ନବରଙ୍ଗପୁର
  • ନୟାଗଡ଼ ନିଉଜ୍
  • ନୂଆପଡ଼ା
  • ପଂଚାୟତ ନିର୍ବାଚନ
  • ପୁରୀ
  • ଫୋଟୋ ଗ୍ୟାଲେରୀ
  • ବରଗଡ଼
  • ବଲାଙ୍ଗିର
  • ବାଣିଜ୍ୟ
  • ବାଲେଶ୍ଵର
  • ବିଚିତ୍ର
  • ବିଶ୍ଵ
  • ବୌଦ୍ଧ
  • ଭଦ୍ରକ
  • ମନୋରଞ୍ଜନ
  • ମୟୁରଭଞ୍ଜ
  • ମହାନଗର
  • ମାଲକାନଗିରି
  • ଯାଜପୁର
  • ରାଜନୀତି
  • ରାୟଗଡା
  • ରାଶିଫଳ
  • ଶିକ୍ଷା ଓ ନିଯୁକ୍ତି
  • ସମ୍ବଲପୁର
  • ସୁନ୍ଦରଗଡ଼
  • ସୁବର୍ଣ୍ଣପୁର
  • ହୋମ୍

Recent News

ଭାରତରେ ନୂତନ ବିଏମଡବ୍ଲୁ ୭ ସିରିଜ୍ ରେଞ୍ଜ ଶୁଭାରମ୍ଭ ହୋଇଛି

ଭାରତରେ ନୂତନ ବିଏମଡବ୍ଲୁ ୭ ସିରିଜ୍ ରେଞ୍ଜ ଶୁଭାରମ୍ଭ ହୋଇଛି

September 24, 2026
କନ୍ଧମାଳ ମାଟିରେ ସାରସ୍ୱତ ଝଙ୍କାର : ଫୁଲବାଣୀରେ ‘ମେଘ ଉତ୍ସବ’ ରେ ଜନଜାତି ଭାଷା ଓ ସଂସ୍କୃତିର ମହାମନ୍ଥନ

କନ୍ଧମାଳ ମାଟିରେ ସାରସ୍ୱତ ଝଙ୍କାର : ଫୁଲବାଣୀରେ ‘ମେଘ ଉତ୍ସବ’ ରେ ଜନଜାତି ଭାଷା ଓ ସଂସ୍କୃତିର ମହାମନ୍ଥନ

September 24, 2026
  • About
  • Advertise
  • Privacy & Policy
  • Contact

© 2023 Odisha Taza News.

No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ

© 2023 Odisha Taza News.

Go to mobile version