• About
  • Advertise
  • Privacy & Policy
  • Contact
Odisha Taza News
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
Odisha Taza News
No Result
View All Result
Home ଓଡ଼ିଶା

ଗଜପତି ଜିଲ୍ଲାର ଗୁରାଣ୍ଡି ପୋଲିସ ଥାନା ଅଂଚଳରେ ସଫେଇ ଆଳରେ ୩ ଲକ୍ଷ ଟଙ୍କାର ସୁନା ଅଳଙ୍କାର ଲୁଟ ନେଇ ଫେରାର

Proprietor Abhimanyu Maharana by Proprietor Abhimanyu Maharana
July 10, 2025
in ଓଡ଼ିଶା, ଗଜପତି, ହୋମ୍
0
ଗଜପତି ଜିଲ୍ଲାର ଗୁରାଣ୍ଡି ପୋଲିସ ଥାନା ଅଂଚଳରେ ସଫେଇ ଆଳରେ ୩ ଲକ୍ଷ ଟଙ୍କାର ସୁନା ଅଳଙ୍କାର ଲୁଟ ନେଇ ଫେରାର
Share on FacebookShare on TwitterWhatsapp

ପାରଳାଖେମୁଣ୍ଡି (ଓଡ଼ିଶା ତାଜା ନ୍ୟୁଜ୍) :-  ଗଜପତି ଜିଲ୍ଲାରେ ସଫେଇ କରିବା ଆଳରେ 3 ଲକ୍ଷ ଟଙ୍କାର ସୁନା ଅଳଙ୍କାର ଲୁଟ ହୋଇ ଥିବା ସୂଚନା ମିଳିଛି l ଏପରି ଘଟଣା ଘଟିଛି ଗଜପତି ଜିଲ୍ଲା ଗୋଷାଣି ବ୍ଲକ ଗୁରାଣ୍ଡି ଗ୍ରାମରେ । ଦୁର୍ବୃତ୍ତ ଜଣକ ଗୁରାଣ୍ଡି ଗ୍ରାମର ପି.ଧନଲକ୍ଷ୍ମୀଙ୍କ ଘରକୁ ଯାଇ ସୁନା ଓ ରୂପା ସଫା କରିବାକୁ କହିଥିଲା I ଧନଲକ୍ଷ୍ମୀ ପ୍ରଥମେ ରୁପା ପାଉଁଜି ସଫା କରିବାକୁ ଦେଇଥିଲେ । ଦୁର୍ବୃତ୍ତ ଜଣକ ବିଶ୍ଵାସ ଜନ୍ମାଇବା ଆଳରେ ରୁପା ପାଉଁଜିଟିକୁ ସଫା କରି ଦେଖାଇଥିଲା । ପରେ ଧନଲକ୍ଷ୍ମୀ ନିଜ ବେକରେ ପିନ୍ଧିଥିବା ସାଢ଼େ ଦୁଇ ତୋଳା ଓଜନର ସୁନା ଅଳଙ୍କାରକୁ ସଫା କରିବାକୁ ଦେଇଥିଲେ ।

ଦୁର୍ବୃତ୍ତ ଜଣକ ସୁନା ଚେନକୁ ନିଜ ପାଖରେ ରଖିଥ‌ିବା ଏକ ଗେରୁ ମାଟି ଜରି ପକେଟରେ ପକାଇ ଦେଇଥିଲା । ୧୫ ମିନିଟ ପରେ ଏହି ପକେଟ୍‌ରୁ ଚେନ ବାହାର କର ସୁନା ସଫା ହୋଇ ଚକ୍‌କ୍ଚକ୍ ଦେଖାଦେବ କହି ଘଟଣାସ୍ଥଳରୁ ଧରି ଆସିଥିବା ବାଇକ୍‌ରେ ଚମ୍ପଟ ମାରିଥିଲା । ୧୫ ମିନିଟ ପରେ ଧନଲକ୍ଷ୍ମୀ ଦୁର୍ବୃତ୍ତ ଦେଇଥିବା ପକେଟ୍‌ରୁ ନିଜ ସୁନା ଚେନ୍‌କୁ ବାହାର କରି ଦେଖିବା ବେଳେକୁ ତାହା ନକଲି ଚେନ୍ ଥିଲା ।

ଏପରି ଦେଖ୍ ଧନଲକ୍ଷ୍ମୀଙ୍କ ମୁଣ୍ଡ କାମ କରି ନ ଥିଲା I ତୁରନ୍ତ ନିକଟରେ ଥିବା ଗୁରାଣ୍ଡି ଥାନାକୁ ଯାଇ ଅଭିଯୋଗ କରିଥିଲେ। ଥାନା ଅଧିକାରୀ ଓମ୍ ନାରାୟଣ ପାତ୍ର ସଦଳବଳ ଖୋଜାଖୋଜି କରିଥିଲେ ମଧ୍ୟ ଦୁର୍ବୃତ୍ତ ଜଣକର ପତ୍ତା ପାଇନଥିଲେ । ଦୁର୍ବୃତ୍ତ ଜଣକ ଏକ ଲାଲ ରଙ୍ଗର ପଲସର ବାଇକରେ ଆସିଥିଲେ l ସେ ମଧ୍ୟ ଏକ ଲାଲ ରଙ୍ଗର ସାର୍ଟ ପରିଧାନ କରିଥିଲେ ବୋଲି ଧନଲକ୍ଷ୍ମୀ କହିଛନ୍ତି। ପୋଲିସ ଘଟଣା ନେଇ ତଦନ୍ତ ଜାରି ରଖିଥିବା ସୂଚନା ମିଳିଛି l

Proprietor Abhimanyu Maharana

Proprietor Abhimanyu Maharana

  • Trending
  • Comments
  • Latest
ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

June 13, 2024
ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

February 24, 2020
ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

May 19, 2020
ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା  ।

ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା ।

July 1, 2020
ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

0
“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

0
କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

0
ହୀରାକୁଦ – ନିଷିଦ୍ଧଞ୍ଚଳ ରେ  ତିନି ଅଭିନେତ୍ରୀ ଙ୍କ  ସହିତ  ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

ହୀରାକୁଦ – ନିଷିଦ୍ଧଞ୍ଚଳ ରେ ତିନି ଅଭିନେତ୍ରୀ ଙ୍କ ସହିତ ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

0
ମା ତାରିଣୀ ଦେବୀଙ୍କ ୧୮ତମ ବିଶ୍ଵଶାନ୍ତି ମହାଯଜ୍ଞ ଉପଲକ୍ଷେ କଳସ ଯାତ୍ରା

ମା ତାରିଣୀ ଦେବୀଙ୍କ ୧୮ତମ ବିଶ୍ଵଶାନ୍ତି ମହାଯଜ୍ଞ ଉପଲକ୍ଷେ କଳସ ଯାତ୍ରା

March 18, 2026
ଡମସାହି ସେବା ସମବାୟ ସମିତି ତରଫରୁ ଧାନମଣ୍ଡି ଉଦଘାଟିତ 

ଡମସାହି ସେବା ସମବାୟ ସମିତି ତରଫରୁ ଧାନମଣ୍ଡି ଉଦଘାଟିତ 

March 18, 2026
ବରଗଡ଼ ମୋଟର ଚାଳକ ଙ୍କ ସୁରକ୍ଷା ପାଇଁ ଜିଲ୍ଲା ଆରକ୍ଷୀ ଅଧିକ୍ଷକ ଙ୍କୁ ଦାବିପତ୍ର

ବରଗଡ଼ ମୋଟର ଚାଳକ ଙ୍କ ସୁରକ୍ଷା ପାଇଁ ଜିଲ୍ଲା ଆରକ୍ଷୀ ଅଧିକ୍ଷକ ଙ୍କୁ ଦାବିପତ୍ର

March 18, 2026
As we approach Pakhala Divas on 20.03.2026

As we approach Pakhala Divas on 20.03.2026

March 18, 2026

Recent News

Welcome to Odisha Taza News.
Chief Editor: Abhimanyu Maharana
Email: odishatazanews1@gmail.com
whatsapp - 9938341180
contact no - 7008991872

Browse by Category

  • Uncategorized
  • ଅନୁଗୁଳ
  • ଅପରାଧ
  • ଓଡ଼ିଶା
  • କଟକ
  • କନ୍ଧମାଳ
  • କରୋନା
  • କଳାହାଣ୍ଡି
  • କେନ୍ଦୁଝର
  • କେନ୍ଦ୍ରାପଡା
  • କୋରାପୁଟ
  • କ୍ରୀଡ଼ା
  • ଖେଳ
  • ଖୋର୍ଦ୍ଧା
  • ଗଜପତି
  • ଗଞ୍ଜାମ
  • ଜଗତସିଂହପୁର
  • ଜୀବନଚର୍ଯ୍ୟା
  • ଝାରସୁଗୁଡା
  • ଢେଙ୍କାନାଳ
  • ଦେବଗଡ଼
  • ଦେଶ
  • ନବରଙ୍ଗପୁର
  • ନୟାଗଡ଼ ନିଉଜ୍
  • ନୂଆପଡ଼ା
  • ପଂଚାୟତ ନିର୍ବାଚନ
  • ପୁରୀ
  • ଫୋଟୋ ଗ୍ୟାଲେରୀ
  • ବରଗଡ଼
  • ବଲାଙ୍ଗିର
  • ବାଣିଜ୍ୟ
  • ବାଲେଶ୍ଵର
  • ବିଚିତ୍ର
  • ବିଶ୍ଵ
  • ବୌଦ୍ଧ
  • ଭଦ୍ରକ
  • ମନୋରଞ୍ଜନ
  • ମୟୁରଭଞ୍ଜ
  • ମହାନଗର
  • ମାଲକାନଗିରି
  • ଯାଜପୁର
  • ରାଜନୀତି
  • ରାୟଗଡା
  • ରାଶିଫଳ
  • ଶିକ୍ଷା ଓ ନିଯୁକ୍ତି
  • ସମ୍ବଲପୁର
  • ସୁନ୍ଦରଗଡ଼
  • ସୁବର୍ଣ୍ଣପୁର
  • ହୋମ୍

Recent News

ମା ତାରିଣୀ ଦେବୀଙ୍କ ୧୮ତମ ବିଶ୍ଵଶାନ୍ତି ମହାଯଜ୍ଞ ଉପଲକ୍ଷେ କଳସ ଯାତ୍ରା

ମା ତାରିଣୀ ଦେବୀଙ୍କ ୧୮ତମ ବିଶ୍ଵଶାନ୍ତି ମହାଯଜ୍ଞ ଉପଲକ୍ଷେ କଳସ ଯାତ୍ରା

March 18, 2026
ଡମସାହି ସେବା ସମବାୟ ସମିତି ତରଫରୁ ଧାନମଣ୍ଡି ଉଦଘାଟିତ 

ଡମସାହି ସେବା ସମବାୟ ସମିତି ତରଫରୁ ଧାନମଣ୍ଡି ଉଦଘାଟିତ 

March 18, 2026
  • About
  • Advertise
  • Privacy & Policy
  • Contact

© 2023 Odisha Taza News.

No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ

© 2023 Odisha Taza News.

Go to mobile version