• About
  • Advertise
  • Privacy & Policy
  • Contact
Odisha Taza News
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
Odisha Taza News
No Result
View All Result
Home ଓଡ଼ିଶା

ସିଆଇଆଇ ଆଇଡବ୍ଲ୍ୟୁଏନ ଓଡିଶା ପକ୍ଷରୁ ଶକ୍ତି ସମ୍ମାନ ୨୦୨୫-ଶକ୍ତିରୁ ସମୃଦ୍ଧି କାର୍ଯ୍ୟକ୍ରମ ଆୟୋଜିତ

Proprietor Abhimanyu Maharana by Proprietor Abhimanyu Maharana
July 12, 2025
in ଓଡ଼ିଶା, ଖୋର୍ଦ୍ଧା, ମହାନଗର, ହୋମ୍
0
ସିଆଇଆଇ ଆଇଡବ୍ଲ୍ୟୁଏନ ଓଡିଶା ପକ୍ଷରୁ ଶକ୍ତି ସମ୍ମାନ ୨୦୨୫-ଶକ୍ତିରୁ ସମୃଦ୍ଧି କାର୍ଯ୍ୟକ୍ରମ ଆୟୋଜିତ
Share on FacebookShare on TwitterWhatsapp

– ମହିଳା ଲିଡରମାନଙ୍କୁ ସେମାନଙ୍କର ଅସାଧାରଣ ଯୋଗଦାନ ପାଇଁ କରାଯାଇଛି ସମ୍ମାନିତ 

ଭୁବନେଶ୍ୱର (ଓଡ଼ିଶା ତାଜା ନ୍ୟୁଜ୍)  :- ଭାରତୀୟ ଶିଳ୍ପ ମହାସଂଘର ଇଣ୍ଡିଆନ ୱମେନ ନେଟ୍‌ୱର୍କ (ସିଆଇଆଇ ଆଇଡବ୍ଲ୍ୟୁଏନ) ଓଡିଶା ପକ୍ଷରୁ ‘ଶକ୍ତି ସମ୍ମାନ’ ଶୀର୍ଷକ ଏକ ପ୍ରେରଣାଦାୟକ ସନ୍ଧ୍ୟାର ଆୟୋଜନ କରାଯାଇଛି, ଯାହା ଓଡିଶାର ମହିଳା ପରିବର୍ତନକାରୀଙ୍କ ଉତ୍ସାହ ଓ ସଫଳତାକୁ ପାଳନ କରିଛି । ଏହି କାର୍ଯ୍ୟକ୍ରମରେ ଶିଳ୍ପର ବରିଷ୍ଠ ବ୍ୟକ୍ତିବିଶେଷ, ସରକାରୀ ପ୍ରତିନିଧି ଓ ସଫଳ ମହିଳା ଉଦ୍ୟୋଗୀମାନେ ଯୋଗ ଦେଇଥିଲେ ।ଏହି ଅବସରରେ ଓଡିଶାର ଉପମୁଖ୍ୟମନ୍ତ୍ରୀ ତଥା ମହିଳା ଓ ଶିଶୁ ବିକାଶ ଏବଂ ମିଶନ ଶକ୍ତି ବିଭାଗର ମନ୍ତ୍ରୀ ଶ୍ରୀମତି ପ୍ରଭାତୀ ପରିଡା ମୁଖ୍ୟ ଅତିଥି ଭାବେ ଯୋଗ ଦେଇ କାର୍ଯ୍ୟକ୍ରମକୁ ସମ୍ବୋଧିତ କରିଥିଲେ । ତାଙ୍କ ଉପସ୍ଥିତି  ମହିଳାଙ୍କ ନେତୃତ୍ୱାଧୀନ ବିକାଶ ଓ ସ୍ୱୀକୃତି ଦିଗରେ ସଫଳତାକୁ ଆହୁରି ପ୍ରୋତ୍ସାହିତ କରିଛି । ଏହି କାର୍ଯ୍ୟକ୍ରମର ଅନ୍ୟତମ ବହୁପ୍ରତିକ୍ଷୀତ ଅଂଶ ଥିଲା ‘ଶକ୍ତି ସମ୍ମାନ ୨୦୨୫’,ଏକ ସମ୍ବର୍ଦ୍ଧନା ସମାରୋହ ଯାହା  ସମାଜ ଓ ଶିଳ୍ପ ପ୍ରତି ଚମତ୍କାର ଯୋଗଦାନ ଦେଇଥିବା ମହିଳାମାନଙ୍କୁ ସମ୍ମାନିତ କରିଛି । ଏହି କାର୍ଯ୍ୟକ୍ରମରେ ଓଡିଶା ସରକାରଙ୍କ ଅତିରିକ୍ତ ମୁଖ୍ୟ ସଚିବ ତଥା ଉନ୍ନୟନ କମିଶନର, ଆଇଏଏସ ଶ୍ରୀମତି ଅନୁ ଗର୍ଗ ନିଜର ସ୍ୱତନ୍ତ୍ର ଅଭିଭାଷଣ ମାଧ୍ୟମରେ ସମାବେଶୀ ବିକାଶ ପାଇଁ ଏକାଭିମୁଖତା, ଯୋଜନା ଓ ସମ୍ବଳ ବିକାଶ କ୍ଷେତ୍ରରେ ରାଜ୍ୟର ପ୍ରୟାସଗୁଡିକୁ ଆଲୋକିତ କରିଥିଲେ lସିଆଇଆଇ ଆଇଡବ୍ଲ୍ୟୁଏନର ଅଧ୍ୟକ୍ଷା ଜୁବିନା ଅଲୀ ସ୍ୱାଗତ ଅଭିଭାଷଣ ପ୍ରଦାନ କରିବା ସହ ନେତୃତ୍ୱ ମାଧ୍ୟମରେ ସଶକ୍ତିକରଣ ପ୍ରସଙ୍ଗ ଉପରେ ଗୁରୁତ୍ୱାରୋପ କରିଥିଲେ । ଏହି ଅବସରରେ ସିଆଇଆଇ ଓଡିଶା ରାଜ୍ୟ ପରିଷଦର ଅଧ୍ୟକ୍ଷ ସୁନୀଲ ଗୁପ୍ତା ଥିମ ଅଭିଭାଷଣ ପ୍ରଦାନ କରିବା ପରେ ସାଇ ବାୟୋକେୟାର ପ୍ରାଇଭେଟ ଲିମିଟେଡର ପରିଚାଳନା ନିର୍ଦ୍ଦେଶକ ମୋନାଲିସା ପଣ୍ଡା ଏବଂ ସିଆଇଆଇ ନର୍ଥ ଓଡିଶା ଜୋନାଲ କାଉନ୍ସିଲର ଉପାଧ୍ୟକ୍ଷ ସୁଦ୍ଧି ରଞ୍ଜନ ମିଶ୍ର ପ୍ରମୁଖ ନିଜର ବକ୍ତବ୍ୟ ପ୍ରଦାନ କରିଥିଲେ lଏହି ସନ୍ଧ୍ୟା ସିଆଇଆଇ ଓଡିଶା ରାଜ୍ୟ ପରିଷଦର ଉପାଧ୍ୟକ୍ଷ ଶ୍ରୀଯୁକ୍ତ ଜି ସୁରେଶଙ୍କ ଅଭିଭାଷଣ ସହ ସମାପ୍ତ ହୋଇଥିଲା । “ଶକ୍ତି ରୁ ସମୃଦ୍ଧି” କାର୍ଯ୍ୟକ୍ରମ ଜୀବନର ପ୍ରତ୍ୟେକ ପର୍ଯ୍ୟାୟରେ ମହିଳାମାନଙ୍କୁ ସ୍ୱୀକୃତି, ସହଯୋଗ ପ୍ରଦାନ କରୁଥିବା ଓ ସଶକ୍ତ କରୁଥିବା ପ୍ଲାଟଫର୍ମ ସୃଷ୍ଟି କରିବା ପାଇଁ ସିଆଇଆଇ ଆଇଡବ୍ଲ୍ୟୁଏନ ଓଡିଶାର ପ୍ରତିବଦ୍ଧତାକୁ ସୁଦୃଢ କରିଛି, ଯାହା ସମାବେଶୀ ଓ ସ୍ଥାୟୀ ବିକାଶର ବିସ୍ତୃତ ଲକ୍ଷ୍ୟ ସହ ସମନ୍ୱିତ ରହିଥିବ ।

Proprietor Abhimanyu Maharana

Proprietor Abhimanyu Maharana

  • Trending
  • Comments
  • Latest
ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

June 13, 2024
ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

February 24, 2020
ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

May 19, 2020
ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା  ।

ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା ।

July 1, 2020
ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

0
“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

0
କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

0
ହୀରାକୁଦ – ନିଷିଦ୍ଧଞ୍ଚଳ ରେ  ତିନି ଅଭିନେତ୍ରୀ ଙ୍କ  ସହିତ  ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

ହୀରାକୁଦ – ନିଷିଦ୍ଧଞ୍ଚଳ ରେ ତିନି ଅଭିନେତ୍ରୀ ଙ୍କ ସହିତ ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

0
ସ୍ବର୍ଗଦ୍ବାର ହିନ୍ଦୁମାନଙ୍କ ପାଇଁ ଉଦ୍ଦିଷ୍ଟ

ସ୍ବର୍ଗଦ୍ବାର ହିନ୍ଦୁମାନଙ୍କ ପାଇଁ ଉଦ୍ଦିଷ୍ଟ

May 11, 2026
ରାଜ୍ଯସ୍ତରୀୟ ଯୋଗ ପ୍ରତିଯୋଗିତା ଉଦଯାପିତ

ରାଜ୍ଯସ୍ତରୀୟ ଯୋଗ ପ୍ରତିଯୋଗିତା ଉଦଯାପିତ

May 11, 2026
ଅହଙ୍କାର ସର୍ବନାଶ ‘ଜଉଘର’ ନାଟକରେ ସୁନ୍ଦର ଭାବ ପ୍ରତିଫଳିତ

ଅହଙ୍କାର ସର୍ବନାଶ ‘ଜଉଘର’ ନାଟକରେ ସୁନ୍ଦର ଭାବ ପ୍ରତିଫଳିତ

May 11, 2026
ପୁରୀ ସହର ସମସ୍ୟା ବୁଝିବ କିଆ ? ଚେଇଁ ଶୋଇଥାଏ ଯିଏ ତାକୁ ଉଠାଇବ କିଏ

ପୁରୀ ସହର ସମସ୍ୟା ବୁଝିବ କିଆ ? ଚେଇଁ ଶୋଇଥାଏ ଯିଏ ତାକୁ ଉଠାଇବ କିଏ

May 11, 2026

Recent News

ସ୍ବର୍ଗଦ୍ବାର ହିନ୍ଦୁମାନଙ୍କ ପାଇଁ ଉଦ୍ଦିଷ୍ଟ

ସ୍ବର୍ଗଦ୍ବାର ହିନ୍ଦୁମାନଙ୍କ ପାଇଁ ଉଦ୍ଦିଷ୍ଟ

May 11, 2026
ରାଜ୍ଯସ୍ତରୀୟ ଯୋଗ ପ୍ରତିଯୋଗିତା ଉଦଯାପିତ

ରାଜ୍ଯସ୍ତରୀୟ ଯୋଗ ପ୍ରତିଯୋଗିତା ଉଦଯାପିତ

May 11, 2026
ଅହଙ୍କାର ସର୍ବନାଶ ‘ଜଉଘର’ ନାଟକରେ ସୁନ୍ଦର ଭାବ ପ୍ରତିଫଳିତ

ଅହଙ୍କାର ସର୍ବନାଶ ‘ଜଉଘର’ ନାଟକରେ ସୁନ୍ଦର ଭାବ ପ୍ରତିଫଳିତ

May 11, 2026
ପୁରୀ ସହର ସମସ୍ୟା ବୁଝିବ କିଆ ? ଚେଇଁ ଶୋଇଥାଏ ଯିଏ ତାକୁ ଉଠାଇବ କିଏ

ପୁରୀ ସହର ସମସ୍ୟା ବୁଝିବ କିଆ ? ଚେଇଁ ଶୋଇଥାଏ ଯିଏ ତାକୁ ଉଠାଇବ କିଏ

May 11, 2026
Odisha Taza News

Welcome to Odisha Taza News.
Chief Editor: Abhimanyu Maharana
Email: odishatazanews1@gmail.com
whatsapp - 9938341180
contact no - 7008991872

Browse by Category

  • Uncategorized
  • ଅନୁଗୁଳ
  • ଅପରାଧ
  • ଓଡ଼ିଶା
  • କଟକ
  • କନ୍ଧମାଳ
  • କରୋନା
  • କଳାହାଣ୍ଡି
  • କେନ୍ଦୁଝର
  • କେନ୍ଦ୍ରାପଡା
  • କୋରାପୁଟ
  • କ୍ରୀଡ଼ା
  • ଖେଳ
  • ଖୋର୍ଦ୍ଧା
  • ଗଜପତି
  • ଗଞ୍ଜାମ
  • ଜଗତସିଂହପୁର
  • ଜୀବନଚର୍ଯ୍ୟା
  • ଝାରସୁଗୁଡା
  • ଢେଙ୍କାନାଳ
  • ଦେବଗଡ଼
  • ଦେଶ
  • ନବରଙ୍ଗପୁର
  • ନୟାଗଡ଼ ନିଉଜ୍
  • ନୂଆପଡ଼ା
  • ପଂଚାୟତ ନିର୍ବାଚନ
  • ପୁରୀ
  • ଫୋଟୋ ଗ୍ୟାଲେରୀ
  • ବରଗଡ଼
  • ବଲାଙ୍ଗିର
  • ବାଣିଜ୍ୟ
  • ବାଲେଶ୍ଵର
  • ବିଚିତ୍ର
  • ବିଶ୍ଵ
  • ବୌଦ୍ଧ
  • ଭଦ୍ରକ
  • ମନୋରଞ୍ଜନ
  • ମୟୁରଭଞ୍ଜ
  • ମହାନଗର
  • ମାଲକାନଗିରି
  • ଯାଜପୁର
  • ରାଜନୀତି
  • ରାୟଗଡା
  • ରାଶିଫଳ
  • ଶିକ୍ଷା ଓ ନିଯୁକ୍ତି
  • ସମ୍ବଲପୁର
  • ସୁନ୍ଦରଗଡ଼
  • ସୁବର୍ଣ୍ଣପୁର
  • ହୋମ୍

Recent News

ସ୍ବର୍ଗଦ୍ବାର ହିନ୍ଦୁମାନଙ୍କ ପାଇଁ ଉଦ୍ଦିଷ୍ଟ

ସ୍ବର୍ଗଦ୍ବାର ହିନ୍ଦୁମାନଙ୍କ ପାଇଁ ଉଦ୍ଦିଷ୍ଟ

May 11, 2026
ରାଜ୍ଯସ୍ତରୀୟ ଯୋଗ ପ୍ରତିଯୋଗିତା ଉଦଯାପିତ

ରାଜ୍ଯସ୍ତରୀୟ ଯୋଗ ପ୍ରତିଯୋଗିତା ଉଦଯାପିତ

May 11, 2026
  • About
  • Advertise
  • Privacy & Policy
  • Contact

© 2023 Odisha Taza News.

No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ

© 2023 Odisha Taza News.

Go to mobile version