• About
  • Advertise
  • Privacy & Policy
  • Contact
Odisha Taza News
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
Odisha Taza News
No Result
View All Result
Home ଓଡ଼ିଶା

କନ୍ଧମାଳ ସାଂସଦଙ୍କ ବାଲିଗୁଡା ଉପଖଣ୍ଡ ସ୍ବାସ୍ଥ୍ୟ କେନ୍ଦ୍ର ପରିଦର୍ଶନ : ବିଭିନ୍ନ ସମସ୍ୟା ଉପରେ ଆଲୋଚନା

Proprietor Abhimanyu Maharana by Proprietor Abhimanyu Maharana
July 16, 2025
in ଓଡ଼ିଶା, କନ୍ଧମାଳ, ହୋମ୍
0
କନ୍ଧମାଳ ସାଂସଦଙ୍କ ବାଲିଗୁଡା ଉପଖଣ୍ଡ ସ୍ବାସ୍ଥ୍ୟ କେନ୍ଦ୍ର ପରିଦର୍ଶନ : ବିଭିନ୍ନ ସମସ୍ୟା ଉପରେ ଆଲୋଚନା
Share on FacebookShare on TwitterWhatsapp

ବାଲିଗୁଡ଼ା (ଓଡ଼ିଶା ତାଜା ନ୍ୟୁଜ୍) :- କନ୍ଧମାଳ ସାଂସଦ ସୁକାନ୍ତ କୁମାର ପାଣିଗ୍ରାହୀ ରବିବାର ବାଲିଗୁଡା ଉପଖଣ୍ଡ ଚିକିତ୍ସାଳୟ ପରିଦର୍ଶନ କରି ଡାକ୍ତରଖାନାର ବିଭିନ୍ନ ବିଭାଗ ବୁଲି ଦେଖିବା ସହ ରୋଗୀଙ୍କର ସ୍ୱାସ୍ଥ୍ୟବସ୍ଥା ପଚାରି ବୁଝିଥିଲେ। ଏହି ପରିଦର୍ଶନ ସମୟରେ ରୋଗୀ ଓ ସେମାନଙ୍କ ପରିବାରବର୍ଗଙ୍କ ସହ କଥା ହୋଇ ସେମାନଙ୍କ ସମସ୍ୟା ଓ ଆବଶ୍ୟକତା ସମ୍ପର୍କରେ ସାଂସଦ ପଚାରି ବୁଝିବା ସହ ସ୍ୱାସ୍ଥ୍ୟ କର୍ମଚାରୀ ଓ ଡାକ୍ତରଙ୍କ ସହ ଡାକ୍ତରଖାନାର ବିଭିନ୍ନ ବ୍ୟବସ୍ଥା ଓ ଅବ୍ୟବସ୍ଥା ସମ୍ପର୍କରେ ବିସ୍ତୃତ ଆଲୋଚନା କରିଥିଲେ।

ଚିକିତ୍ସାଳୟ ର ବିଭିନ୍ନ ସମସ୍ୟା ଗୁଡ଼ିକର ସମାଧାନ ଦିଗରେ ତତ୍କାଳୀନ ପଦକ୍ଷେପ ନେବାକୁ ସଂପୃକ୍ତ ବିଭାଗ ସହ ଯୋଗାଯୋଗ କରିବା ସହ ଜନସାଧାରଣଙ୍କ ସ୍ୱାସ୍ଥ୍ୟସେବାରେ ଉନ୍ନତି ଆଣିବା ଓ ଡାକ୍ତରଖାନାର ଆଧୁନିକୀ କରଣ ନିମନ୍ତେ ଅବିରାମ ପ୍ରଚେଷ୍ଟା ଜାରି ରଖିବା ପାଇଁ ମତ ବ୍ୟକ୍ତ କରିଥିଲେ। ଆମର ଲକ୍ଷ୍ୟ ହେଉଛି ପ୍ରତ୍ୟେକ ନାଗରିକ ଗୁଣବତ୍ତା ସମ୍ପନ୍ନ ସ୍ୱାସ୍ଥ୍ୟସେବା ପାଇବା ନିହାତି ଦରକାର।

ସ୍ୱାସ୍ଥ୍ୟସେବା ଆମ ସମସ୍ତଙ୍କର ମୌଳିକ ଅଧିକାର ଏବଂ ଏହାର ଗୁଣବତ୍ତା ବୃଦ୍ଧି ଆମର ପ୍ରାଥମିକତା ବୋଲି ନିଜ ବକ୍ତବ୍ୟରେ ପ୍ରକାଶ କରିଥିଲେ । ଏହି ପରିଦର୍ଶନ ସମୟରେ ବାଲିଗୁଡା ବ୍ଲକ ସାଂସଦ ପ୍ରତିନିଧି ରଞ୍ଜିତ କୁମାର ସାହୁ, ଏନ୍ ଏସି ସାଂସଦ ପ୍ରତିନିଧି ଆଦିକନ୍ଦ ପଟ୍ଟନାୟକ, ନଗର ସଭାପତି ମନୋଜ କୁମାର ରଥ, ପୂର୍ବତନ ଜିଲ୍ଲା ସଭାପତି ଜଗନ୍ନାଥ ସାହୁ, ଶୁଭାଶିଷ ମିଶ୍ର, ରଞ୍ଜିତ କୁମାର ଚୌଧୁରୀ, ଦିଗାମ୍ବର ପାଣିଗ୍ରାହୀ ଙ୍କ ସମେତ ବହୁ ବିଜେପି କର୍ମୀ ଉପସ୍ଥିତ ଥିଲେ l

Proprietor Abhimanyu Maharana

Proprietor Abhimanyu Maharana

  • Trending
  • Comments
  • Latest
ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

June 13, 2024
ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

February 24, 2020
ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

May 19, 2020
ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା  ।

ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା ।

July 1, 2020
ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

0
“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

0
କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

0
ହୀରାକୁଦ – ନିଷିଦ୍ଧଞ୍ଚଳ ରେ  ତିନି ଅଭିନେତ୍ରୀ ଙ୍କ  ସହିତ  ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

ହୀରାକୁଦ – ନିଷିଦ୍ଧଞ୍ଚଳ ରେ ତିନି ଅଭିନେତ୍ରୀ ଙ୍କ ସହିତ ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

0
ରଣପୁରରେ ମାଟ୍ରିକ୍ ସଫଳତାର ଗୌରବ : ୫୪୨ ମାର୍କ ରଖି ଚର୍ଚ୍ଚାରେ – ସାଗରିକା

ରଣପୁରରେ ମାଟ୍ରିକ୍ ସଫଳତାର ଗୌରବ : ୫୪୨ ମାର୍କ ରଖି ଚର୍ଚ୍ଚାରେ – ସାଗରିକା

May 7, 2026
ପାରଳାଖମୁଣ୍ଡିଠାରେ ବାଇପାସ୍ ରାସ୍ତା ନିର୍ମାଣ ନେଇ ସାମାଜିକ ଜନଶୁଣାଣି କାର୍ଯ୍ୟକ୍ରମ ଅନୁଷ୍ଠିତ

ପାରଳାଖମୁଣ୍ଡିଠାରେ ବାଇପାସ୍ ରାସ୍ତା ନିର୍ମାଣ ନେଇ ସାମାଜିକ ଜନଶୁଣାଣି କାର୍ଯ୍ୟକ୍ରମ ଅନୁଷ୍ଠିତ

May 7, 2026
ଗଜପତି ଜିଲ୍ଲାରେ ରେ ଦଶମ ପରୀକ୍ଷାରେ 99.31 ପ୍ରତିଶତ ପାସହାର : ଓଡିଶାର ପ୍ରଥମ

ଗଜପତି ଜିଲ୍ଲାରେ ରେ ଦଶମ ପରୀକ୍ଷାରେ 99.31 ପ୍ରତିଶତ ପାସହାର : ଓଡିଶାର ପ୍ରଥମ

May 7, 2026
ଆଜି ସୁଦ୍ଧା ତାଳଧ୍ଵଜ ରଥ ଏବଂ ଦର୍ପ ଦଳନ ରଥର ପାଞ୍ଚୋଟି ଲେଖାଏଁ ଚକ ନିର୍ମାଣ ଶେଷ

ଆଜି ସୁଦ୍ଧା ତାଳଧ୍ଵଜ ରଥ ଏବଂ ଦର୍ପ ଦଳନ ରଥର ପାଞ୍ଚୋଟି ଲେଖାଏଁ ଚକ ନିର୍ମାଣ ଶେଷ

May 7, 2026

Recent News

Welcome to Odisha Taza News.
Chief Editor: Abhimanyu Maharana
Email: odishatazanews1@gmail.com
whatsapp - 9938341180
contact no - 7008991872

Browse by Category

  • Uncategorized
  • ଅନୁଗୁଳ
  • ଅପରାଧ
  • ଓଡ଼ିଶା
  • କଟକ
  • କନ୍ଧମାଳ
  • କରୋନା
  • କଳାହାଣ୍ଡି
  • କେନ୍ଦୁଝର
  • କେନ୍ଦ୍ରାପଡା
  • କୋରାପୁଟ
  • କ୍ରୀଡ଼ା
  • ଖେଳ
  • ଖୋର୍ଦ୍ଧା
  • ଗଜପତି
  • ଗଞ୍ଜାମ
  • ଜଗତସିଂହପୁର
  • ଜୀବନଚର୍ଯ୍ୟା
  • ଝାରସୁଗୁଡା
  • ଢେଙ୍କାନାଳ
  • ଦେବଗଡ଼
  • ଦେଶ
  • ନବରଙ୍ଗପୁର
  • ନୟାଗଡ଼ ନିଉଜ୍
  • ନୂଆପଡ଼ା
  • ପଂଚାୟତ ନିର୍ବାଚନ
  • ପୁରୀ
  • ଫୋଟୋ ଗ୍ୟାଲେରୀ
  • ବରଗଡ଼
  • ବଲାଙ୍ଗିର
  • ବାଣିଜ୍ୟ
  • ବାଲେଶ୍ଵର
  • ବିଚିତ୍ର
  • ବିଶ୍ଵ
  • ବୌଦ୍ଧ
  • ଭଦ୍ରକ
  • ମନୋରଞ୍ଜନ
  • ମୟୁରଭଞ୍ଜ
  • ମହାନଗର
  • ମାଲକାନଗିରି
  • ଯାଜପୁର
  • ରାଜନୀତି
  • ରାୟଗଡା
  • ରାଶିଫଳ
  • ଶିକ୍ଷା ଓ ନିଯୁକ୍ତି
  • ସମ୍ବଲପୁର
  • ସୁନ୍ଦରଗଡ଼
  • ସୁବର୍ଣ୍ଣପୁର
  • ହୋମ୍

Recent News

ରଣପୁରରେ ମାଟ୍ରିକ୍ ସଫଳତାର ଗୌରବ : ୫୪୨ ମାର୍କ ରଖି ଚର୍ଚ୍ଚାରେ – ସାଗରିକା

ରଣପୁରରେ ମାଟ୍ରିକ୍ ସଫଳତାର ଗୌରବ : ୫୪୨ ମାର୍କ ରଖି ଚର୍ଚ୍ଚାରେ – ସାଗରିକା

May 7, 2026
ପାରଳାଖମୁଣ୍ଡିଠାରେ ବାଇପାସ୍ ରାସ୍ତା ନିର୍ମାଣ ନେଇ ସାମାଜିକ ଜନଶୁଣାଣି କାର୍ଯ୍ୟକ୍ରମ ଅନୁଷ୍ଠିତ

ପାରଳାଖମୁଣ୍ଡିଠାରେ ବାଇପାସ୍ ରାସ୍ତା ନିର୍ମାଣ ନେଇ ସାମାଜିକ ଜନଶୁଣାଣି କାର୍ଯ୍ୟକ୍ରମ ଅନୁଷ୍ଠିତ

May 7, 2026
  • About
  • Advertise
  • Privacy & Policy
  • Contact

© 2023 Odisha Taza News.

No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ

© 2023 Odisha Taza News.

Go to mobile version