• About
  • Advertise
  • Privacy & Policy
  • Contact
Odisha Taza News
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
Odisha Taza News
No Result
View All Result
Home ଓଡ଼ିଶା

ସୌମ୍ୟାଶ୍ରୀ ମୃତ୍ୟୁ ଘଟଣା : ବିଜେଡ଼ି ର ଶାନ୍ତିପୂର୍ଣ ପ୍ରତିବାଦ ଉପରେ ପୋଲିସ ନିର୍ମମ ଓ ଅମାନୁଷିକ ଆକ୍ରମଣ କୁ – ନବୀନ ପଟନାୟକ ଙ୍କ ଦୃଢ଼ ନିନ୍ଦା

Proprietor Abhimanyu Maharana by Proprietor Abhimanyu Maharana
July 16, 2025
in ଓଡ଼ିଶା, ଖୋର୍ଦ୍ଧା, ମହାନଗର, ରାଜନୀତି, ହୋମ୍
0
ସୌମ୍ୟାଶ୍ରୀ ମୃତ୍ୟୁ ଘଟଣା : ବିଜେଡ଼ି ର ଶାନ୍ତିପୂର୍ଣ ପ୍ରତିବାଦ ଉପରେ ପୋଲିସ ନିର୍ମମ ଓ ଅମାନୁଷିକ ଆକ୍ରମଣ କୁ – ନବୀନ ପଟନାୟକ ଙ୍କ ଦୃଢ଼ ନିନ୍ଦା

????????????????????????????????????

Share on FacebookShare on TwitterWhatsapp

ଆହତ ବିଜେଡ଼ି ନେତାଙ୍କ ସହ କଥା ହେଲେ ନବୀନ ପଟନାୟକ

ଭୁବନେଶ୍ୱର (ଓଡ଼ିଶା ତାଜା ନ୍ୟୁଜ୍) :- ବାଲେଶ୍ୱର ଫକୀର ମୋହନ ସ୍ୱୟଂଶାସିତ ମହାବିଦ୍ୟାଳୟ ଛାତ୍ରୀ ସୌମ୍ୟଶ୍ରୀ ବିଶି ଙ୍କ ଆତ୍ମଦାହ ଘଟଣାରେ ଆଜି ବିଜୁ ଜନତା ଦଳ ପକ୍ଷରୁ ଲୋକସେବା ଭବନ ଘେରାଉ ଡାକରା ଦିଆଯାଇଥିଲା.ଏଥିରେ ବିଜେଡ଼ି ର ହଜାର ହଜାର କର୍ମୀ

ଶାନ୍ତିପୂର୍ଣ ଭାବରେ ଲୋୟାର ପି ଏମ ଜି ଠାରେ ସୌମ୍ୟଶ୍ରୀ ଙ୍କୁ ନ୍ୟାୟ ଦାବି ରେ ପ୍ରତିବାଦ କରୁଥିବା ବେଳେ ସେମାନଙ୍କ ଉପରେ ପୋଲିସ ନିର୍ମମ ଓ ଅମାନୁଷିକ ଆକ୍ରମଣ କୁ ବିରୋଧୀ ଦଳ ନେତା ଶ୍ରୀ ନବୀନ ପଟନାୟକ କଡା ଭାଷା ରେ ନିନ୍ଦା କରିଛନ୍ତି l

ଶାନ୍ତିପୂର୍ଣ ଆନ୍ଦୋଳନ କାରୀଙ୍କ ଉପରେ ପୋଲିସ ର ଏଭଳି ଅତ୍ୟାଚାର କୁ ଶ୍ରୀ ପଟନାୟକ ବର୍ବୋରୋଚିତ ବୋଲି ବର୍ଣ୍ଣନା କରିଛନ୍ତି. ଏହି ଘଟଣା ରେ ବହୁ ବିଜେଡ଼ି କର୍ମୀ ଓ ସାଧାରଣ ଲୋକ ପୋଲିସ. ଆକ୍ରମଣ ରେ ଆହତ ହେବା ଖବର ରେ ଶ୍ରୀ ପଟନାୟକ ଉଦବେଗ ପ୍ରକାଶ କରିଛନ୍ତି l

ପୋଲିସ ଆକ୍ରମଣ ରେ ଆହତ ସାଂସଦ ସୁଲତା ଦେଓ ,ପୂର୍ବତନ ମନ୍ତ୍ରୀ ପ୍ରଣବ ପ୍ରକାଶ ଦାସ,ଓ ପ୍ରୀତିରଞ୍ଜନ ଘଡ଼ାଇ ଙ୍କ ସହ ଶ୍ରୀ ପଟନାୟକ ଫୋନ୍ ଯୋଗେ କଥା ହୋଇ ସେମାନଙ୍କ ସ୍ୱାସ୍ଥ୍ୟ ଅବସ୍ଥା ସମ୍ପର୍କରେ ପଚାରି ବୁଝି ଥିଲେ ଓ ଆଶୁ ଆରୋଗ୍ୟ କାମନା କରିଥିଲେ l

Proprietor Abhimanyu Maharana

Proprietor Abhimanyu Maharana

  • Trending
  • Comments
  • Latest
ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

June 13, 2024
ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

February 24, 2020
ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

May 19, 2020
ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା  ।

ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା ।

July 1, 2020
ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

0
“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

0
କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

0
ହୀରାକୁଦ – ନିଷିଦ୍ଧଞ୍ଚଳ ରେ  ତିନି ଅଭିନେତ୍ରୀ ଙ୍କ  ସହିତ  ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

ହୀରାକୁଦ – ନିଷିଦ୍ଧଞ୍ଚଳ ରେ ତିନି ଅଭିନେତ୍ରୀ ଙ୍କ ସହିତ ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

0
ସୁଜାତାଙ୍କ ଯୋଗଦାନ ଦଳକୁ ଶକ୍ତିଶାଳୀ କରିବ : ବିଜେଡି

ସୁଜାତାଙ୍କ ଯୋଗଦାନ ଦଳକୁ ଶକ୍ତିଶାଳୀ କରିବ : ବିଜେଡି

June 25, 2026
ପଂଚାୟତରେ ସୁଶାସନ ଗ୍ରାମାଞ୍ଚଳରେ ପରିବର୍ତନ

ପଂଚାୟତରେ ସୁଶାସନ ଗ୍ରାମାଞ୍ଚଳରେ ପରିବର୍ତନ

June 25, 2026
ବିକଶିତ ଓଡ଼ିଶା ,ବିକଶିତ ଭାରତ ରାଜ୍ୟ ସରକାରଙ୍କ ଦୁଇ ବର୍ଷର ସଫଳତା; ଓଡ଼ିଶା ଓ ଜିଲ୍ଲା ରେ ଚାଲିଥିବା ବିଭିନ୍ନ ଜନକଲ୍ୟାଣକାରୀ ଯୋଜନାର ପ୍ରଗତି ଉପରେ ବିଭିନ୍ନ ପ୍ରତିନିଧି ମାନଙ୍କ ସହିତ ଆଲୋଚନା

ବିକଶିତ ଓଡ଼ିଶା ,ବିକଶିତ ଭାରତ ରାଜ୍ୟ ସରକାରଙ୍କ ଦୁଇ ବର୍ଷର ସଫଳତା; ଓଡ଼ିଶା ଓ ଜିଲ୍ଲା ରେ ଚାଲିଥିବା ବିଭିନ୍ନ ଜନକଲ୍ୟାଣକାରୀ ଯୋଜନାର ପ୍ରଗତି ଉପରେ ବିଭିନ୍ନ ପ୍ରତିନିଧି ମାନଙ୍କ ସହିତ ଆଲୋଚନା

June 25, 2026
ଆର୍ନ୍ତଜାତୀୟ ନିଶା ଅପବ୍ୟବହାର ଓ ଅବୈଧ କାରବାର ବିରୋଧଦିବସ-୨୦୨୬ ସଚେତନତା ପଦ ଯାତ୍ରା ସହ ଏକ ଦିବସୀୟ କର୍ମଶାଳା ଅନୁଷ୍ଠିତ

ଆର୍ନ୍ତଜାତୀୟ ନିଶା ଅପବ୍ୟବହାର ଓ ଅବୈଧ କାରବାର ବିରୋଧଦିବସ-୨୦୨୬ ସଚେତନତା ପଦ ଯାତ୍ରା ସହ ଏକ ଦିବସୀୟ କର୍ମଶାଳା ଅନୁଷ୍ଠିତ

June 25, 2026

Recent News

Welcome to Odisha Taza News.
Chief Editor: Abhimanyu Maharana
Email: odishatazanews1@gmail.com
whatsapp - 9938341180
contact no - 7008991872

Browse by Category

  • Uncategorized
  • ଅନୁଗୁଳ
  • ଅପରାଧ
  • ଓଡ଼ିଶା
  • କଟକ
  • କନ୍ଧମାଳ
  • କରୋନା
  • କଳାହାଣ୍ଡି
  • କେନ୍ଦୁଝର
  • କେନ୍ଦ୍ରାପଡା
  • କୋରାପୁଟ
  • କ୍ରୀଡ଼ା
  • ଖେଳ
  • ଖୋର୍ଦ୍ଧା
  • ଗଜପତି
  • ଗଞ୍ଜାମ
  • ଜଗତସିଂହପୁର
  • ଜୀବନଚର୍ଯ୍ୟା
  • ଝାରସୁଗୁଡା
  • ଢେଙ୍କାନାଳ
  • ଦେବଗଡ଼
  • ଦେଶ
  • ନବରଙ୍ଗପୁର
  • ନୟାଗଡ଼ ନିଉଜ୍
  • ନୂଆପଡ଼ା
  • ପଂଚାୟତ ନିର୍ବାଚନ
  • ପୁରୀ
  • ଫୋଟୋ ଗ୍ୟାଲେରୀ
  • ବରଗଡ଼
  • ବଲାଙ୍ଗିର
  • ବାଣିଜ୍ୟ
  • ବାଲେଶ୍ଵର
  • ବିଚିତ୍ର
  • ବିଶ୍ଵ
  • ବୌଦ୍ଧ
  • ଭଦ୍ରକ
  • ମନୋରଞ୍ଜନ
  • ମୟୁରଭଞ୍ଜ
  • ମହାନଗର
  • ମାଲକାନଗିରି
  • ଯାଜପୁର
  • ରାଜନୀତି
  • ରାୟଗଡା
  • ରାଶିଫଳ
  • ଶିକ୍ଷା ଓ ନିଯୁକ୍ତି
  • ସମ୍ବଲପୁର
  • ସୁନ୍ଦରଗଡ଼
  • ସୁବର୍ଣ୍ଣପୁର
  • ହୋମ୍

Recent News

ସୁଜାତାଙ୍କ ଯୋଗଦାନ ଦଳକୁ ଶକ୍ତିଶାଳୀ କରିବ : ବିଜେଡି

ସୁଜାତାଙ୍କ ଯୋଗଦାନ ଦଳକୁ ଶକ୍ତିଶାଳୀ କରିବ : ବିଜେଡି

June 25, 2026
ପଂଚାୟତରେ ସୁଶାସନ ଗ୍ରାମାଞ୍ଚଳରେ ପରିବର୍ତନ

ପଂଚାୟତରେ ସୁଶାସନ ଗ୍ରାମାଞ୍ଚଳରେ ପରିବର୍ତନ

June 25, 2026
  • About
  • Advertise
  • Privacy & Policy
  • Contact

© 2023 Odisha Taza News.

No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ

© 2023 Odisha Taza News.

Go to mobile version