• About
  • Advertise
  • Privacy & Policy
  • Contact
Odisha Taza News
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
Odisha Taza News
No Result
View All Result
Home ଓଡ଼ିଶା

ଶ୍ରୀମନ୍ଦିରରେ କର୍କଟ ସଂକ୍ରାନ୍ତି ଓ ଦକ୍ଷିଣାୟନ ବନ୍ଦାପନା

Proprietor Abhimanyu Maharana by Proprietor Abhimanyu Maharana
July 18, 2025
in ଓଡ଼ିଶା, ପୁରୀ, ହୋମ୍
0
ଶ୍ରୀମନ୍ଦିରରେ କର୍କଟ ସଂକ୍ରାନ୍ତି ଓ ଦକ୍ଷିଣାୟନ ବନ୍ଦାପନା
Share on FacebookShare on TwitterWhatsapp

ପୁରୀ (ଓଡ଼ିଶା ତାଜା ନ୍ୟୁଜ୍) :- ବୁଧବାର ଦିନ ଶ୍ରୀମନ୍ଦିରରେ କର୍କଟ ସଂକ୍ରାନ୍ତି ଓ ଦକ୍ଷିଣାୟନ ବନ୍ଦାପନା ହୋଇଯାଇଛି । ଶ୍ରୀବିଗ୍ରହମାନଙ୍କର ସକାଳଧୂପ ଓ ଭୋଗମଣ୍ଡପ ଧୂପ ଶେଷ ହେବା ପରେ ମଇଲମ ଓ ଭିତରେ ପାଣିପଡ଼ି ମହାସ୍ନାନ କରାଯାଇଥିଲା । ତିନିବାଡ଼ରେ ଦିଅଁଙ୍କୁ ବୋଇରାଣି ବସ୍ତ୍ର ଲାଗି କରାଯାଇଥିଲା । ପୂଜାପଣ୍ଡା, ପତି ମହାପାତ୍ର ଓ ମୁଦିରସ୍ତ ସିଂହାସନ ଉପରକୁ ଉଠି ଚନ୍ଦନ ସର୍ବାଙ୍ଗ ଲାଗି କରିଥିଲେ । ପରେ ପରେ ପୁଷ୍ପାଳକ ବେଶ ବଢ଼ାଇ ସିଂହାସନରୁ ଓହ୍ଲାଇ ଆସଥିଲେ । ପାଣି ପଡ଼ି ଦ୍ୱିପ୍ରହର ଧୂପ ଉଠିଥିଲା । ଘଣ୍ଟ, ଛତା, କାହାଳୀ ସହ ରୋଷ ଘରୁ ତଳିଛ ଓ ପ୍ରଧାନୀ ହାତପୈଠ କରି ଭୋଗ ଛାମୁକୁ ଆଣିଥିଲେ । ଭୋଗ ଉଠିବା ଟରେ ଶ୍ରୀଅଙ୍ଗରେ ମୁଦିରସ୍ତ ପ୍ରସାଦ ଲାଗି କରିଥିଲେ । 

ତିନିଜଣ ପୂଜାପଣ୍ଡା ପୂଜାରେ ବସି ଟେରା ପଡ଼ିବା ପରେ ପ୍ରସ୍ତୁତ ବଳିଭାତରୁ ଅନ୍ନ ବଳି, ଜଣେ ପୂଜାପଣ୍ଡା, ପତ୍ରୀ ଓ ସୁଆରବଡ଼ୁ ବାହାରକୁ ଆସି ମନ୍ଦିର ଚାରିପଟେ ଥୋଇଥିଲେ । ଭିତରେ ପୂଜା ବଢ଼ିଲେ ଟେରା ଫିଟି ଆଳତି ହୋଇଥିଲା । ପରେ ଭୋଗ ବାହାରି ପାଣିପଡ଼ିବା ପରେ ପୂଜାପଣ୍ଡା, ପତି ମହାପାତ୍ର ଓ ମୁଦିରସ୍ତ ବନ୍ଦାପନା କରିଥିଲେ । କର୍କଟ ସଂକ୍ରାନ୍ତି ଓ ଦକ୍ଷିଣାୟନ ସଂକ୍ରାନ୍ତି ଦିନ ଶ୍ରୀମନ୍ଦିରରେ ଚତୁର୍ଦ୍ଧାମୂର୍ତ୍ତିଙ୍କ ନିକଟରେ ଦକ୍ଷିଣାୟନ ବନ୍ଦାପନା ହୋଇଥିଲା ।

ଏହିଦିନର ଅନ୍ୟ ଏକ ମହତ୍ତ୍ଵ ହେଉଛି ଏହି ଦିନ ପ୍ରତ୍ୟେକ ଓଡିଆ ଘରର ରୋଷେଇ ଘର କବାଟରେ ଲକ୍ଷ୍ମୀଙ୍କ ବଡଭଉଣୀ ଅଲକ୍ଷ୍ମୀଙ୍କୁ ଆଙ୍କି ଧୂପ ନୈବେଦ୍ୟ ସହ ପୂଜା କରାଯାଇଥିଲା । ସାଧାରଣତଃ ରୋଷେଇ ଘର କବାଟ ଦକ୍ଷିଣ ଦିଗକୁ ମୁହଁ କରି ରହିଥିବା ଯୋଗୁଁ ସେଠାରେ ତାଙ୍କର ଚିତ୍ର ଆଙ୍କି ଅବା ଗୁଆ ଦ୍ଵାରା ପୂଜା କରାଯାଇଛି । ସଙ୍ଖୁଡି ଭୋଗ ଅଲକ୍ଷ୍ମୀଙ୍କୁ ଲାଗି ହୋଇଥିଲା । ଦକ୍ଷିଣାୟନ ସଂକ୍ରାନ୍ତି ଦିନ ସରିବା ପରେ ମା ଲକ୍ଷ୍ମୀଙ୍କର ଚର୍ତୁମାସ ଗୁରୁବାର ବ୍ରତ ପ୍ରାରମ୍ଭ ହୋଇଥାଏ ।

Proprietor Abhimanyu Maharana

Proprietor Abhimanyu Maharana

  • Trending
  • Comments
  • Latest
ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

June 13, 2024
ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

February 24, 2020
ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

May 19, 2020
ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା  ।

ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା ।

July 1, 2020
ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

0
“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

0
କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

0
ହୀରାକୁଦ – ନିଷିଦ୍ଧଞ୍ଚଳ ରେ  ତିନି ଅଭିନେତ୍ରୀ ଙ୍କ  ସହିତ  ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

ହୀରାକୁଦ – ନିଷିଦ୍ଧଞ୍ଚଳ ରେ ତିନି ଅଭିନେତ୍ରୀ ଙ୍କ ସହିତ ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

0
ତୋ ଛଡ଼ା ମୋ କେହି ନାହିଁ ‘ ଭଜନ ଶ୍ରୋତାର୍ପଣ

ତୋ ଛଡ଼ା ମୋ କେହି ନାହିଁ ‘ ଭଜନ ଶ୍ରୋତାର୍ପଣ

August 4, 2026
କସ୍ତୁରବା ଗାନ୍ଧୀ ବାଳିକା ବିଦ୍ୟାଳୟ ୱାର୍ଡେନଙ୍କ ତୃତୀୟ ପର୍ଯ୍ୟାୟ ପ୍ରଶିକ୍ଷଣ ଆରମ୍ଭ

କସ୍ତୁରବା ଗାନ୍ଧୀ ବାଳିକା ବିଦ୍ୟାଳୟ ୱାର୍ଡେନଙ୍କ ତୃତୀୟ ପର୍ଯ୍ୟାୟ ପ୍ରଶିକ୍ଷଣ ଆରମ୍ଭ

August 4, 2026
ଓଡ଼ିଶା ପୋଲିସ–ଏନଏଫଏସୟୁ ମଧ୍ୟରେ ୫ ବର୍ଷିଆ ବୁଝାମଣାପତ୍ର ସ୍ୱାକ୍ଷର

ଓଡ଼ିଶା ପୋଲିସ–ଏନଏଫଏସୟୁ ମଧ୍ୟରେ ୫ ବର୍ଷିଆ ବୁଝାମଣାପତ୍ର ସ୍ୱାକ୍ଷର

August 4, 2026
ଜାତୀୟ ସ୍ତରର ପ୍ରତିଯୋଗିତାରେ ଓଡ଼ିଶା ପୋଲିସ କ୍ରୀଡାବିତଙ୍କ ଚମକ : କୃତୀ କ୍ରୀଡ଼ାବିତଙ୍କୁ ସମ୍ବର୍ଦ୍ଧିତ କଲେ ଡିଜିପି

ଜାତୀୟ ସ୍ତରର ପ୍ରତିଯୋଗିତାରେ ଓଡ଼ିଶା ପୋଲିସ କ୍ରୀଡାବିତଙ୍କ ଚମକ : କୃତୀ କ୍ରୀଡ଼ାବିତଙ୍କୁ ସମ୍ବର୍ଦ୍ଧିତ କଲେ ଡିଜିପି

August 4, 2026

Recent News

Welcome to Odisha Taza News.
Chief Editor: Abhimanyu Maharana
Email: odishatazanews1@gmail.com
whatsapp - 9938341180
contact no - 7008991872

Browse by Category

  • Uncategorized
  • ଅନୁଗୁଳ
  • ଅପରାଧ
  • ଓଡ଼ିଶା
  • କଟକ
  • କନ୍ଧମାଳ
  • କରୋନା
  • କଳାହାଣ୍ଡି
  • କେନ୍ଦୁଝର
  • କେନ୍ଦ୍ରାପଡା
  • କୋରାପୁଟ
  • କ୍ରୀଡ଼ା
  • ଖେଳ
  • ଖୋର୍ଦ୍ଧା
  • ଗଜପତି
  • ଗଞ୍ଜାମ
  • ଜଗତସିଂହପୁର
  • ଜୀବନଚର୍ଯ୍ୟା
  • ଝାରସୁଗୁଡା
  • ଢେଙ୍କାନାଳ
  • ଦେବଗଡ଼
  • ଦେଶ
  • ନବରଙ୍ଗପୁର
  • ନୟାଗଡ଼ ନିଉଜ୍
  • ନୂଆପଡ଼ା
  • ପଂଚାୟତ ନିର୍ବାଚନ
  • ପୁରୀ
  • ଫୋଟୋ ଗ୍ୟାଲେରୀ
  • ବରଗଡ଼
  • ବଲାଙ୍ଗିର
  • ବାଣିଜ୍ୟ
  • ବାଲେଶ୍ଵର
  • ବିଚିତ୍ର
  • ବିଶ୍ଵ
  • ବୌଦ୍ଧ
  • ଭଦ୍ରକ
  • ମନୋରଞ୍ଜନ
  • ମୟୁରଭଞ୍ଜ
  • ମହାନଗର
  • ମାଲକାନଗିରି
  • ଯାଜପୁର
  • ରାଜନୀତି
  • ରାୟଗଡା
  • ରାଶିଫଳ
  • ଶିକ୍ଷା ଓ ନିଯୁକ୍ତି
  • ସମ୍ବଲପୁର
  • ସୁନ୍ଦରଗଡ଼
  • ସୁବର୍ଣ୍ଣପୁର
  • ହୋମ୍

Recent News

ତୋ ଛଡ଼ା ମୋ କେହି ନାହିଁ ‘ ଭଜନ ଶ୍ରୋତାର୍ପଣ

ତୋ ଛଡ଼ା ମୋ କେହି ନାହିଁ ‘ ଭଜନ ଶ୍ରୋତାର୍ପଣ

August 4, 2026
କସ୍ତୁରବା ଗାନ୍ଧୀ ବାଳିକା ବିଦ୍ୟାଳୟ ୱାର୍ଡେନଙ୍କ ତୃତୀୟ ପର୍ଯ୍ୟାୟ ପ୍ରଶିକ୍ଷଣ ଆରମ୍ଭ

କସ୍ତୁରବା ଗାନ୍ଧୀ ବାଳିକା ବିଦ୍ୟାଳୟ ୱାର୍ଡେନଙ୍କ ତୃତୀୟ ପର୍ଯ୍ୟାୟ ପ୍ରଶିକ୍ଷଣ ଆରମ୍ଭ

August 4, 2026
  • About
  • Advertise
  • Privacy & Policy
  • Contact

© 2023 Odisha Taza News.

No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ

© 2023 Odisha Taza News.

Go to mobile version