• About
  • Advertise
  • Privacy & Policy
  • Contact
Odisha Taza News
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
Odisha Taza News
No Result
View All Result
Home ଓଡ଼ିଶା

ସମ୍ମାନିତ ହେଲେ ୪ଜଣ କୃତୀ ଛାତ୍ରଛାତ୍ରୀ

Proprietor Abhimanyu Maharana by Proprietor Abhimanyu Maharana
July 20, 2025
in ଓଡ଼ିଶା, ଗଜପତି, ହୋମ୍
0
ସମ୍ମାନିତ ହେଲେ ୪ଜଣ କୃତୀ ଛାତ୍ରଛାତ୍ରୀ
Share on FacebookShare on TwitterWhatsapp

ଆର,ଉଦୟଗିରି (ଓଡ଼ିଶା ତାଜା ନ୍ୟୁଜ୍)   :- ଗଜପତି ଜିଲ୍ଲାର ରା. ଉଦୟଗିରି ବ୍ଲକ୍ ଅନ୍ତର୍ଗତ କେ.ଏମ.ଭାଲିଆସାହି ସରକାରୀ ଉଚ୍ଚ ବିଦ୍ୟାଳୟରୁ ହାଇସ୍କୁଲ ବୋର୍ଡ ପରୀକ୍ଷାରେ ୯୦ ପ୍ରତିଶତ ଏବଂ ବ୍ଲକ୍ ସ୍ତରରେ ସର୍ବାଧିକ ନମ୍ବର ରଖି ଚାରି ଜଣ ଛାତ୍ରଛାତ୍ରୀ ଗଞ୍ଜାମ ଗଜପତି ମିଳିତ ଶବର ବନ୍ଧୁ ସଂଗଠନ ତରଫରୁ ସମ୍ବର୍ଦ୍ଧିତ ହୋଇଛନ୍ତି। ଅନିତା ଦଳାଇ -୫୪୪, ଚନ୍ଦ୍ରଶେଖର ଦଳାଇ -୫ ୪୩, ହିରାବତୀ ରଇତ-୫୪୧ ଏବଂ ସାନୁ ନାୟକ-୪୨୯ ନମ୍ବର ରଖି ଏ ୧ ଗ୍ରେଡରେ ତିନିଜଣ ଏବଂ ଜଣେ ବ୍ଲକ ଟପ୍ପର ଭାବରେ ସଫଳତା ହାସଲ କରି ସମଗ୍ର ଗଜପତି ଜିଲ୍ଲାର ଗର୍ବ ଏବଂ ଗୌରବକୁ ବୃଦ୍ଧି କରି ପ୍ରଶଂସିତ ହୋଇଥିଲେ।

ଗଞ୍ଜାମ ଏବଂ ଗଜପତି ଜିଲ୍ଲାର ମିଳିତ ଆନୁକୁଲ୍ୟରେ ଗଠନ କରାଯାଇଥିବା ଶବର ବନ୍ଧୁ ସଂଗଠନ ସମାଜର ବିଭିନ୍ନ ପ୍ରକାରର ଉନ୍ନତିମୂଳକ କାର୍ଯ୍ୟ କରିଆସୁଥିଲେ ହେଁ ,ଉକ୍ତ ସଂଗଠନ ତରଫରୁ ଏ ୧ତିନି ଜଣ ଛାତ୍ର ଛାତ୍ରୀଙ୍କୁ ମାନପତ୍ର,ଉପହାର ସହିତ ପାଞ୍ଚ ହଜାର ଲେଖାଏଁ ଟଙ୍କା ଏବଂ ଉକ୍ତ ବିଦ୍ୟାଳୟର ଛାତ୍ରୀ କୁମାରୀ ସନୁ ନାୟକ ବ୍ଲକ୍ ରେ ସର୍ବାଧିକ ନମ୍ବର ରଖି ସଫଳତା ହାସଲ କରିଥିବାରୁ ତାଙ୍କୁ ମଧ୍ୟ ମାନପତ୍ର,ଉପହାର ଏବଂ ଚାରି ହଜାର ଟଙ୍କା ଉକ୍ତ ସଂଗଠନ ତରଫରୁ ପ୍ରଦାନ କରାଯାଇ ସମ୍ମାନିତ କରାଯାଇଥିଲା।

ଏଣୁ ବିଦ୍ୟାଳୟ ପରିସରରେ ଏକ ସଭାର ଆୟୋଜନ କରାଯାଇ ସମସ୍ତ ଛାତ୍ର ଛାତ୍ରୀ ମାନଙ୍କୁ ଉତ୍ସାହିତ କରିବା ଉଦ୍ଦେଶ୍ୟରେ ସର୍ବ ସମ୍ମୁଖରେ ଏହା ପ୍ରକାଶିତ କରାଯାଇଥିଲା। ବିଦ୍ୟାଳୟର ବରିଷ୍ଠ ଶିକ୍ଷକ ଶ୍ରୀଯୁକ୍ତ ତାରିଣୀ ଚରଣ ମଣ୍ଡଳ ଏବଂ ଶିକ୍ଷକ ଶ୍ରୀଯୁକ୍ତ ରାମଚନ୍ଦ୍ର ଦଳବେହେରାଙ୍କ ସହିତ ବିଦ୍ୟାଳୟର ସମସ୍ତ ଶିକ୍ଷକ ଶିକ୍ଷୟତ୍ରୀମାନେ ଉପସ୍ଥିତ ରହି ସହଯୋଗ କରିଥିବା ବେଳେ ପ୍ରଧାନ ଶିକ୍ଷକ ଶ୍ରୀଯୁକ୍ତ ପ୍ରହ୍ଲାଦ ଶିଅଳ ଶବର ବନ୍ଧୁ ସଂଗଠନର ସମସ୍ତ କର୍ମ କର୍ତ୍ତା , କୃତୀ ଛାତ୍ରଛାତ୍ରୀ ଏବଂ ବିଦ୍ୟାଳୟ ସମସ୍ତ ଶିକ୍ଷକ ଶିକ୍ଷୟତ୍ରୀ ମାନଙ୍କୁ ଅଶେଷ ଧନ୍ୟବାଦ ଜ୍ଞାପନ କରିଥିଲେ ।

Proprietor Abhimanyu Maharana

Proprietor Abhimanyu Maharana

  • Trending
  • Comments
  • Latest
ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

June 13, 2024
ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

February 24, 2020
ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

May 19, 2020
ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା  ।

ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା ।

July 1, 2020
ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

0
“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

0
କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

0
ହୀରାକୁଦ – ନିଷିଦ୍ଧଞ୍ଚଳ ରେ  ତିନି ଅଭିନେତ୍ରୀ ଙ୍କ  ସହିତ  ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

ହୀରାକୁଦ – ନିଷିଦ୍ଧଞ୍ଚଳ ରେ ତିନି ଅଭିନେତ୍ରୀ ଙ୍କ ସହିତ ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

0
As we approach Pakhala Divas on 20.03.2026

As we approach Pakhala Divas on 20.03.2026

March 18, 2026
ଏସସିବି ଘଟଣାକୁ ନେଇ ବିଜେଡି ବିଧାୟକ ଅରୁଣ ସାହୁ ସରକାରଙ୍କୁ ଟାର୍ଗେଟ୍ – ସ୍ୱାସ୍ଥ୍ୟମନ୍ତ୍ରୀଙ୍କ ଇସ୍ତଫା ଦାବି

ଏସସିବି ଘଟଣାକୁ ନେଇ ବିଜେଡି ବିଧାୟକ ଅରୁଣ ସାହୁ ସରକାରଙ୍କୁ ଟାର୍ଗେଟ୍ – ସ୍ୱାସ୍ଥ୍ୟମନ୍ତ୍ରୀଙ୍କ ଇସ୍ତଫା ଦାବି

March 17, 2026
ରାଜ୍ୟସଭାକୁ ନିର୍ବାଚିତ ହେଲେ ମନମୋହନ ସାମଲ, ସୁଜିତ କୁମାର, ସଂନ୍ତୃପ୍ତ ମିଶ୍ର ଓ ଦିଲ୍ଲୀପ ରାୟ

ରାଜ୍ୟସଭାକୁ ନିର୍ବାଚିତ ହେଲେ ମନମୋହନ ସାମଲ, ସୁଜିତ କୁମାର, ସଂନ୍ତୃପ୍ତ ମିଶ୍ର ଓ ଦିଲ୍ଲୀପ ରାୟ

March 17, 2026
ଓଡ଼ିଶା ଉମେନ୍ ଇନ୍ ମିଡିଆ (OWM)ର ୩ୟ ବାର୍ଷିକ ଅବସରରେ ବୃତ୍ତିଗତ ଦାୟିତ୍ୱ ଓ ବ୍ୟକ୍ତିଗତ ସୁଖର ସନ୍ତୁଳନ ଉପରେ ଆଲୋଚନା

OWM’s 3rd Annual function highlights professional responsibilities and personal happiness

March 16, 2026

Recent News

Welcome to Odisha Taza News.
Chief Editor: Abhimanyu Maharana
Email: odishatazanews1@gmail.com
whatsapp - 9938341180
contact no - 7008991872

Browse by Category

  • Uncategorized
  • ଅନୁଗୁଳ
  • ଅପରାଧ
  • ଓଡ଼ିଶା
  • କଟକ
  • କନ୍ଧମାଳ
  • କରୋନା
  • କଳାହାଣ୍ଡି
  • କେନ୍ଦୁଝର
  • କେନ୍ଦ୍ରାପଡା
  • କୋରାପୁଟ
  • କ୍ରୀଡ଼ା
  • ଖେଳ
  • ଖୋର୍ଦ୍ଧା
  • ଗଜପତି
  • ଗଞ୍ଜାମ
  • ଜଗତସିଂହପୁର
  • ଜୀବନଚର୍ଯ୍ୟା
  • ଝାରସୁଗୁଡା
  • ଢେଙ୍କାନାଳ
  • ଦେବଗଡ଼
  • ଦେଶ
  • ନବରଙ୍ଗପୁର
  • ନୟାଗଡ଼ ନିଉଜ୍
  • ନୂଆପଡ଼ା
  • ପଂଚାୟତ ନିର୍ବାଚନ
  • ପୁରୀ
  • ଫୋଟୋ ଗ୍ୟାଲେରୀ
  • ବରଗଡ଼
  • ବଲାଙ୍ଗିର
  • ବାଣିଜ୍ୟ
  • ବାଲେଶ୍ଵର
  • ବିଚିତ୍ର
  • ବିଶ୍ଵ
  • ବୌଦ୍ଧ
  • ଭଦ୍ରକ
  • ମନୋରଞ୍ଜନ
  • ମୟୁରଭଞ୍ଜ
  • ମହାନଗର
  • ମାଲକାନଗିରି
  • ଯାଜପୁର
  • ରାଜନୀତି
  • ରାୟଗଡା
  • ରାଶିଫଳ
  • ଶିକ୍ଷା ଓ ନିଯୁକ୍ତି
  • ସମ୍ବଲପୁର
  • ସୁନ୍ଦରଗଡ଼
  • ସୁବର୍ଣ୍ଣପୁର
  • ହୋମ୍

Recent News

As we approach Pakhala Divas on 20.03.2026

As we approach Pakhala Divas on 20.03.2026

March 18, 2026
ଏସସିବି ଘଟଣାକୁ ନେଇ ବିଜେଡି ବିଧାୟକ ଅରୁଣ ସାହୁ ସରକାରଙ୍କୁ ଟାର୍ଗେଟ୍ – ସ୍ୱାସ୍ଥ୍ୟମନ୍ତ୍ରୀଙ୍କ ଇସ୍ତଫା ଦାବି

ଏସସିବି ଘଟଣାକୁ ନେଇ ବିଜେଡି ବିଧାୟକ ଅରୁଣ ସାହୁ ସରକାରଙ୍କୁ ଟାର୍ଗେଟ୍ – ସ୍ୱାସ୍ଥ୍ୟମନ୍ତ୍ରୀଙ୍କ ଇସ୍ତଫା ଦାବି

March 17, 2026
  • About
  • Advertise
  • Privacy & Policy
  • Contact

© 2023 Odisha Taza News.

No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ

© 2023 Odisha Taza News.

Go to mobile version