• About
  • Advertise
  • Privacy & Policy
  • Contact
Odisha Taza News
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
Odisha Taza News
No Result
View All Result
Home ଓଡ଼ିଶା

ସ୍ୱାଧୀନତାର ଦୀର୍ଘ ବର୍ଷ ପରେ ବି ନିର୍ମାଣ ହୋଇ ପାରୁନାହିଁ ରାସ୍ତା : ଦୋଳାକୁ କାନ୍ଧରେ ୯ କିମି ବୋହି ରୋଗୀଙ୍କୁ ନିଆଗଲା ଡାକ୍ତରଖାନା

Proprietor Abhimanyu Maharana by Proprietor Abhimanyu Maharana
July 20, 2025
in ଓଡ଼ିଶା, ଗଜପତି, ହୋମ୍
0
ସ୍ୱାଧୀନତାର ଦୀର୍ଘ ବର୍ଷ ପରେ ବି ନିର୍ମାଣ ହୋଇ ପାରୁନାହିଁ ରାସ୍ତା : ଦୋଳାକୁ କାନ୍ଧରେ ୯ କିମି ବୋହି ରୋଗୀଙ୍କୁ ନିଆଗଲା ଡାକ୍ତରଖାନା
Share on FacebookShare on TwitterWhatsapp

ଆର,ଉଦୟଗିରି (ଓଡ଼ିଶା ତାଜା ନ୍ୟୁଜ୍)   :-  ୭୦ ବର୍ଷ ଗାଁ ସ୍ଥାପନ ହେବା ପରେ ପର ଠାରୁ ଆଜି ପର୍ଯ୍ୟନ୍ତ ଗାଁର ରାସ୍ତା ଅବସ୍ଥା ଯାହା ଥିଲା ଆଜିବି ସେହି ଅବସ୍ଥା ରହିଛି । ଆଜିବି ଗ୍ରାମକୁ ପକ୍କା ରାସ୍ତାଟିଏ ହୋଇପାରି ନଥିବାରୁ ଗ୍ରାମକୁ ଆମୁଲାନ୍ସ ସେବାରୁ ଗ୍ରାମବାସୀ ବଞ୍ଚିତ ହେଉଛନ୍ତି । ଗାଁର ରୋଗୀଙ୍କୁ ଦୋଳାକରି ନେବାର ଦେଖିବାକୁ ମିଳିଛି । ଗଜପତି ଜିଲ୍ଲା ରା,ଉଦୟଗିରି ବ୍ଳକ ବସ୍ତ୍ରୀଗୁଡା ପଞ୍ଚାୟତର ଅଞ୍ଜେଇକୋଣ ଗ୍ରାମବାସୀ ଏଭଳି ସମସ୍ୟା ଦେଖିବାକୁ ମିଳିଛି । ଗାଁକୁ ରାସ୍ତା ଓ ସ୍ବାସ୍ଥ୍ୟସେବା ଭଳି ମୌଳିକ ସୁବିଧା ଅପହଞ୍ଚ ହୋଇରହିଛି । ଗତକାଲି ଗାଁର ଦୁଇଜଣ ଅସୁସ୍ଥ ଗୁଡୁବାର ମଣ୍ଡଳ(45) ଓ ଜାଲସାନି ମଣ୍ଡଳ(50)ଙ୍କୁ ଦୋଳା ବୁହା ହୋଇ ରା,ଉଦୟଗିରି ସ୍ବାସ୍ଥ୍ୟକେନ୍ଦ୍ରକୁ ଅଣାଯାଇଥିଲା ।

ରାସ୍ତା ଅଭାବରୁ ଗ୍ରାମକୁ ଆମୁଲାନ୍ସ ଆସିପାରୁ ନଥିବା ବେଳେ ଦୋଳାରେ ବୋହି ରୋଗୀଙ୍କୁ ମେଡିକାଲ ଆଣିଥିଲେ ଗ୍ରାମବାସୀଙ୍କ ପାଇଁ ନିତିଦିନିଆ ଘଟଣା ହୋଇଗଲାଣି । ବସ୍ତ୍ରୀଗୁଡାରୁ ଅଞ୍ଜେଇକୋଣର ଦୂରତା ୯ କିଲୋମିଟର । ଏହି ପଞ୍ଚାୟତର ପୋଲାଆମ୍ବ ସାହି ଗ୍ରାମ୍ୟ ଉନ୍ନୟନ ବିଭାଗ ରାସ୍ତା ଠାରୁ ନୁଆଗଡ ବ୍ଳକ ଗୁଲି ଛକ ଭାୟା ଅଞ୍ଜେଇକୋଣ ହେଉଛି ୧୨ କିଲୋମିଟର ଅଞ୍ଜେଇକୋଣରୁ ରା,ଉଦୟଗିରି ସ୍ବାସ୍ଥ୍ୟକେନ୍ଦ୍ରର ଦୂରତା ୭କିଲୋମିଟର ଏହି ପାହଡ ଓ ପଥରିଆ ରାସ୍ତାରେ କହିବାକୁ ଗଲେ ମେଡିକାଲରେ ପହଞ୍ଚିବା ସମ୍ଭବ ।

ଗଲା ୫ବର୍ଷ ମଧ୍ୟରେ ଦୁର୍ଗମ ରାସ୍ତା ଓ ଆମ୍ବୁଲାନ୍ସ ସେବା ଅଭାବରୁ ସ୍ବାସ୍ଥ୍ୟକେନ୍ଦ୍ର ଆସିନପାରି ଗ୍ରାମର ଏସୋ ରଇତ(25), ସୁଶାନ୍ତ ମଣ୍ଡଳ(28), ଅମିଏଲ କାର୍ଜୀ(35), ରଇବାରି ଦଳବେହେରା(50) ଓ ମାଙ୍କଡା ମଣ୍ଡଳ(60) ପ୍ରମୁଖ ମୃତ୍ୟୁବରଣ କରିଛନ୍ତି । କାହାକୁ ଜ୍ବର ତ କାହାକୁ ଝାଡାବାନ୍ତି, କିନ୍ତୁ କାହାର ଭାଗ୍ୟରେ ନଥିଲା ଆମ୍ବୁଲାନ୍ସ ସେବା। ଖଟିଆ କିମ୍ବା ଦୋଳା ହିଁ ଥିଲା ଏମାନଙ୍କ ସାହା ଭରସା । ଦୋଳାରେ ବୁହା ହୋଇ ଡାକ୍ତରଖାନାକୁ ଆସିବା ପୂର୍ବରୁ ସେମାନେ ଆଖି ବୁଜିଦେଇଥିବା ଗ୍ରାମବାସୀ ଅଭିଯୋଗ କରିଛନ୍ତି । ୨୦୨୪ ସାଧାରଣ ନିର୍ବାଚନ ପରେ ବସ୍ତ୍ରୀଗୁଡା ପଞ୍ଚାୟତର ପୂର୍ବତନ ସରପଞ୍ଚ ଚୈତନ୍ୟ ମଣ୍ଡଳ, ସୂର୍ଯ୍ୟ ମଣ୍ଡଳ, ନରେନ୍ଦ୍ର ମଣ୍ଡଳ, କାଜିନ ଦଳବେହେରା, ବ୍ରହ୍ମପୁର ସାସଂଦ, ଗଜପତି ଜିଲ୍ଲାପାଳ, ମୋହନା ବିଧାୟକଙ୍କୁ ଲିଖିତ ନିବେଦନ କରିଥିଲେ । ଅଭିଯୋଗ ଶୁଣାଣି ପ୍ରକୋଷ୍ଠରେ ମଧ୍ୟ ପିଚୁ ରାସ୍ତାଟିଏ ପାଇଁ ଗ୍ରାମବାସୀ ଲିଖିତ ନିବେଦନ କରିଛନ୍ତି । ଭଲ ରାସ୍ତା ଓ ଆମ୍ବୁଲାନ୍ସ ସ୍ବପ୍ନ ଏହି ଗ୍ରାମବାସୀଙ୍କ ପାଇଁ କେବେ ବାସ୍ତବ ରୂପ ନେବ ଏହା ଦେଖିବାକୁ ବାଜି ରହିଛି ।

Proprietor Abhimanyu Maharana

Proprietor Abhimanyu Maharana

  • Trending
  • Comments
  • Latest
ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

June 13, 2024
ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

February 24, 2020
ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

May 19, 2020
ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା  ।

ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା ।

July 1, 2020
ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

0
“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

0
କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

0
ହୀରାକୁଦ – ନିଷିଦ୍ଧଞ୍ଚଳ ରେ  ତିନି ଅଭିନେତ୍ରୀ ଙ୍କ  ସହିତ  ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

ହୀରାକୁଦ – ନିଷିଦ୍ଧଞ୍ଚଳ ରେ ତିନି ଅଭିନେତ୍ରୀ ଙ୍କ ସହିତ ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

0
ଏସସିବି ଘଟଣାକୁ ନେଇ ବିଜେଡି ବିଧାୟକ ଅରୁଣ ସାହୁ ସରକାରଙ୍କୁ ଟାର୍ଗେଟ୍ – ସ୍ୱାସ୍ଥ୍ୟମନ୍ତ୍ରୀଙ୍କ ଇସ୍ତଫା ଦାବି

ଏସସିବି ଘଟଣାକୁ ନେଇ ବିଜେଡି ବିଧାୟକ ଅରୁଣ ସାହୁ ସରକାରଙ୍କୁ ଟାର୍ଗେଟ୍ – ସ୍ୱାସ୍ଥ୍ୟମନ୍ତ୍ରୀଙ୍କ ଇସ୍ତଫା ଦାବି

March 17, 2026
ରାଜ୍ୟସଭାକୁ ନିର୍ବାଚିତ ହେଲେ ମନମୋହନ ସାମଲ, ସୁଜିତ କୁମାର, ସଂନ୍ତୃପ୍ତ ମିଶ୍ର ଓ ଦିଲ୍ଲୀପ ରାୟ

ରାଜ୍ୟସଭାକୁ ନିର୍ବାଚିତ ହେଲେ ମନମୋହନ ସାମଲ, ସୁଜିତ କୁମାର, ସଂନ୍ତୃପ୍ତ ମିଶ୍ର ଓ ଦିଲ୍ଲୀପ ରାୟ

March 17, 2026
ଓଡ଼ିଶା ଉମେନ୍ ଇନ୍ ମିଡିଆ (OWM)ର ୩ୟ ବାର୍ଷିକ ଅବସରରେ ବୃତ୍ତିଗତ ଦାୟିତ୍ୱ ଓ ବ୍ୟକ୍ତିଗତ ସୁଖର ସନ୍ତୁଳନ ଉପରେ ଆଲୋଚନା

OWM’s 3rd Annual function highlights professional responsibilities and personal happiness

March 16, 2026

Recent News

Welcome to Odisha Taza News.
Chief Editor: Abhimanyu Maharana
Email: odishatazanews1@gmail.com
whatsapp - 9938341180
contact no - 7008991872

Browse by Category

  • Uncategorized
  • ଅନୁଗୁଳ
  • ଅପରାଧ
  • ଓଡ଼ିଶା
  • କଟକ
  • କନ୍ଧମାଳ
  • କରୋନା
  • କଳାହାଣ୍ଡି
  • କେନ୍ଦୁଝର
  • କେନ୍ଦ୍ରାପଡା
  • କୋରାପୁଟ
  • କ୍ରୀଡ଼ା
  • ଖେଳ
  • ଖୋର୍ଦ୍ଧା
  • ଗଜପତି
  • ଗଞ୍ଜାମ
  • ଜଗତସିଂହପୁର
  • ଜୀବନଚର୍ଯ୍ୟା
  • ଝାରସୁଗୁଡା
  • ଢେଙ୍କାନାଳ
  • ଦେବଗଡ଼
  • ଦେଶ
  • ନବରଙ୍ଗପୁର
  • ନୟାଗଡ଼ ନିଉଜ୍
  • ନୂଆପଡ଼ା
  • ପଂଚାୟତ ନିର୍ବାଚନ
  • ପୁରୀ
  • ଫୋଟୋ ଗ୍ୟାଲେରୀ
  • ବରଗଡ଼
  • ବଲାଙ୍ଗିର
  • ବାଣିଜ୍ୟ
  • ବାଲେଶ୍ଵର
  • ବିଚିତ୍ର
  • ବିଶ୍ଵ
  • ବୌଦ୍ଧ
  • ଭଦ୍ରକ
  • ମନୋରଞ୍ଜନ
  • ମୟୁରଭଞ୍ଜ
  • ମହାନଗର
  • ମାଲକାନଗିରି
  • ଯାଜପୁର
  • ରାଜନୀତି
  • ରାୟଗଡା
  • ରାଶିଫଳ
  • ଶିକ୍ଷା ଓ ନିଯୁକ୍ତି
  • ସମ୍ବଲପୁର
  • ସୁନ୍ଦରଗଡ଼
  • ସୁବର୍ଣ୍ଣପୁର
  • ହୋମ୍

Recent News

ଏସସିବି ଘଟଣାକୁ ନେଇ ବିଜେଡି ବିଧାୟକ ଅରୁଣ ସାହୁ ସରକାରଙ୍କୁ ଟାର୍ଗେଟ୍ – ସ୍ୱାସ୍ଥ୍ୟମନ୍ତ୍ରୀଙ୍କ ଇସ୍ତଫା ଦାବି

ଏସସିବି ଘଟଣାକୁ ନେଇ ବିଜେଡି ବିଧାୟକ ଅରୁଣ ସାହୁ ସରକାରଙ୍କୁ ଟାର୍ଗେଟ୍ – ସ୍ୱାସ୍ଥ୍ୟମନ୍ତ୍ରୀଙ୍କ ଇସ୍ତଫା ଦାବି

March 17, 2026
ରାଜ୍ୟସଭାକୁ ନିର୍ବାଚିତ ହେଲେ ମନମୋହନ ସାମଲ, ସୁଜିତ କୁମାର, ସଂନ୍ତୃପ୍ତ ମିଶ୍ର ଓ ଦିଲ୍ଲୀପ ରାୟ

ରାଜ୍ୟସଭାକୁ ନିର୍ବାଚିତ ହେଲେ ମନମୋହନ ସାମଲ, ସୁଜିତ କୁମାର, ସଂନ୍ତୃପ୍ତ ମିଶ୍ର ଓ ଦିଲ୍ଲୀପ ରାୟ

March 17, 2026
  • About
  • Advertise
  • Privacy & Policy
  • Contact

© 2023 Odisha Taza News.

No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ

© 2023 Odisha Taza News.

Go to mobile version