• About
  • Advertise
  • Privacy & Policy
  • Contact
Odisha Taza News
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
Odisha Taza News
No Result
View All Result
Home ଓଡ଼ିଶା

ଭୁବନେଶ୍ୱର : ଆଇଏଏସ୍ ଅଫିସର୍ ସ୍ତରରେ ବଡ଼ଧରଣର ଅଦଳବଦଳ

Proprietor Abhimanyu Maharana by Proprietor Abhimanyu Maharana
July 23, 2025
in ଓଡ଼ିଶା, ଖୋର୍ଦ୍ଧା, ମହାନଗର, ହୋମ୍
0
ଭୁବନେଶ୍ୱର : ଆଇଏଏସ୍ ଅଫିସର୍ ସ୍ତରରେ ବଡ଼ଧରଣର ଅଦଳବଦଳ
Share on FacebookShare on TwitterWhatsapp

ଭୁବନେଶ୍ୱର (ଓଡ଼ିଶା ତାଜା ନ୍ୟୁଜ୍)  :- ଆଇଏଏସ୍ ଅଫିସର୍ ସ୍ତରରେ ଆଜି ଏକ ବଡ଼ଧରଣର ଅଦଳବଦଳ କରାଯାଇଛି । ଏ ନେଇ ସାଧାରଣ ପ୍ରଶାସନ ବିଭାଗ ପକ୍ଷରୁ ବିଜ୍ଞପ୍ତି ପ୍ରକାଶ ପାଇଛି ।

୧) ଶିଳ୍ପ ବିଭାଗ ଦାୟିତ୍ୱରେ ଥିବା ଅତିରିକ୍ତ ମୁଖ୍ୟ ଶାସନ ସଚିବ ହେମନ୍ତ ଶର୍ମାଙ୍କୁ ଇପିକଲ୍‌ର ଅଧ୍ୟକ୍ଷ ଦାୟିତ୍ୱ ସହ ସୂଚନା ଓ ଲୋକସର୍ମ୍ପକ ବିଭାଗର ଅତିରିକ୍ତ ମୁଖ୍ୟ ସଚିବ ଦାୟିତ୍ୱ ଦିଆଯାଇଛି ।
୨) ଭାଷା ଓ ସଂସ୍କୃତି ବିଭାଗ ପ୍ରମୁୂଖ ସଚିବ ସଞ୍ଜୀବ କୁମାର ମିଶ୍ରଙ୍କୁ ଅର୍ଥ ବିଭାଗ ଦାୟିତ୍ୱ ସହ ଇଡ୍‌କୋର ଅଧ୍ୟକ୍ଷ ଦାୟିତ୍ୱ ଦିଆଯାଇଛି ।
୩) ରାଜ୍ୟପ।।ଳଙ୍କ ପ୍ରମୁଖ ସଚିବ ଏନ୍‌ବିଏସ୍ ରାଜପୁତ୍‌ଙ୍କୁ ସାଧାରଣ ଉଦ୍ଦ୍ୟୋଗ ବିଭାଗ ସହ ଓଏସ୍‌ଆର୍‌ଟଇସିର ଅଧ୍ୟକ୍ଷ ଓ ପରିଚାଳନା ନିର୍ଦ୍ଦେଶକ ଦାୟିତ୍ୱ ଦିଆଯାଇଛି ।
୪) କ୍ରୀଡ଼ା ଓ ଯୁବସେବା ବିଭାଗର ପ୍ରମୁଖ ସଚିବ ଭାଷ୍କର ଜ୍ୟୋତି ଶର୍ମାଙ୍କୁ ଓପିଟିଏସ୍‌ଏଲ୍‌ର ସିଏମ୍‌ଡି ଭାମେ ଅତିରିକ୍ତ ଦାୟତ୍ୱ ଅବକାରୀ ବିଭାଗର ପ୍ରମୁଖ ସଚିବ ଦାୟିତ୍ୱ ନିଯୁକ୍ତ କରାଯାଇଛି।
୫) ବ୍ରହ୍ମପୁର ଆର୍‌ଡିସି ରୂପା ରୋଷନ ସାହୁଙ୍କୁ ରାଜ୍ୟପାଳଙ୍କ ସଚିବ ଭାବେ ନିଯୁକ୍ତ କରାଯାଇଛି।
୬) ସମ୍ବଲପୁର ଆର୍‌ଡିସି ସଚିନ୍ ରାମଚନ୍ଦ୍ର ଯାଦବଙ୍କୁ କ୍ରୀଡ଼ା ଓ ଯୁବସେବା ବିଭାଗର ଦାୟିତ୍ୱ ଦିଆଯାଇଛି। ଏଥିସହ ସମ୍ବଲପୁର ଓ ଡବ୍ଲୁଓଡିସିର ସିଇଓ ଭାବେ ଅତିରିକ୍ତ ଦାୟିତ୍ୱ ଦିଆଯାଇଛି।
୭) ଇପିକଲ୍‌ର ଏମ୍‌ଡି ଭୂପେନ୍ଦ୍ର ପୁନିଆଙ୍କୁ ଦକ୍ଷତା ବିକାଶ ଓ ବୈଷୟିକ ଶିକ୍ଷା ବିଭାଗର ସଚିବ ଭାବେ ଦାୟିତ୍ୱ ଦିଆଯାଇଛି। ଏଥିସହ ସେ ଇପିକଲ୍‌ର ଏମ୍‌ଡି ଦାୟିତ୍ୱରେ ରହିବେ ।
୮) କଟକ ଆର୍‌ଡିସି ବି. ପରେମଶ୍ୱରମ୍‌ଙ୍କୁ ଅନୁସୂଚିତ ଜାତି, ବିକାଶ, ସଂଖ୍ୟାଲଘୁ ଓ ପଛୁଆ ବର୍ଗର ସଚିବ ଭାବେ ଦାୟିତ୍ୱ ଦିଆଯାଇଛି ।
୯) ହସ୍ତତନ୍ତ ଓ ବୟନଶିଳ୍ପ ବିଭାଗର ଗୁହା ପୁନମ୍ ତାପସ କୁମାରଙ୍କୁ କଟକ ଆର୍‌ଡିସି ଭାବେ ଅତିରିକ୍ତ ଦାୟିତ୍ୱ ଦିଆଯାଇଛି ।
୧୦) ଶିଳ୍ପ ନିର୍ଦ୍ଦେଶପ ବି. ପ୍ରଶାଥ କୁମାର ରେଡ୍ଡିଙ୍କୁ କ୍ଷୁଦ୍ର, ଅତିକ୍ଷୁଦ୍ର ଓ ଉଦ୍ୟୋଗ ବିଭାଗର ସଚିବ ଦାୟିତ୍ୱ ଦିଆଯାଇଛି ଏଥିସୌ ସେ ଇଡ୍‌କୋର ଏମ୍‌ଡି ଦାୟିତ୍ୱରେ ରହିବେ ।
୧୧) ଶ୍ରମ କମିଶନର ଇନ୍ଦ୍ରମଣୀ ତ୍ରିପାଠୀଙ୍କୁ ଫ୍ୟାକ୍ଟେରୀ ଓ ବଏଲର୍ ଇନ୍ସପେକ୍ଟର ଭାବେ ଅତିରିକ୍ତ ଦାୟିତ୍ୱ ଦିଆଯାଇଛି ।
୧୨) ଯୋଜନା ଓ ସମନ୍ୱୟ ବିଭାଗର ଅତିରିକ୍ତ ସଚିବ ମନୀଶ ଅଗ୍ରୱାଲଙ୍କୁ ଗୋପବନ୍ଧୁ ଏକାଡେମିର ପ୍ରଶାସକ ଭାବେ ଅତିରିକ୍ତ ଦାୟିତ୍ୱ ଦିଆଯାଇଛି । ଏଥିସହ ଯୋଜନା ସମନ୍ୱୟ ଭିବାଗର ଅତିରିକ୍ତ ଦାୟିତ୍ୱ କାର‌୍ୟ୍ୟ କରିବେ ।
୧୩) ଜଙ୍ଗଲ ଓ ପରିଽଶ ବିଭାଗର ଅତିରିକ୍ତ ସଚିବ ଦେବେନ୍ କୁମାର ପ୍ରଧାନଙ୍କୁ ଓଏସ୍‌ବିସିଏଲ୍ ଏମ୍‌ଡି ଭାବେ ନିଯୁକ୍ତ କରାଯାଇଛି ।
୧୪ )ଗଜପତି ଜିଲ୍ଲାପାଳ ବିଜୟ କୁମାର ଦାସଙ୍କୁ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗର ଅତିରିକ୍ତ ସଚିବ ଭାବେ ଦାୟିତ୍ୱ ମିଳିଛି ।
୧୫) କେନ୍ଦ୍ରାପଡ଼ା ଜିଲ୍ଲାପାଳ ସ୍ମୃତି ରଞ୍ଜନ ପ୍ରଧାନଙ୍କୁ ଜଙ୍ଗଲ ଓ ପରିବେଶ ବିଭାଗର ଅତିରିକ୍ତ ସଚିବ ଭାବେ ନିଯୁକ୍ତ କରାଯାଇଛି ।
୧୬) ଉଚ୍ଚ ମାଧ୍ୟମିକ ଶିକ୍ଷା ବିଭାଗର ନିର୍ଦ୍ଦେଶକ ରଘୁରାମ ଆର୍ ଆୟାର୍‌ଙ୍କୁ କେନ୍ଦ୍ରାପଡ଼ା ଜିଲ୍ଲାପାଳ ଭାବେ ନିଯୁକ୍ତ କରାଯାଇଛି ।
୧୭) ପୁରୀ ଜିଲ୍ଲାପାଳ ଚଞ୍ଚଳ ରାଣାଙ୍କୁ ଭୁବନେଶ୍ୱର ମହାନଗର ନିଗମର କମିଶନର ନିଯୁକ୍ତ କରାଯାଇଛି ।
୧୮) ସାଧାରଣ ପ୍ରଶାସନ ବିଭାଗର ଓଏସ୍‌ଡି ଥିବା ସିଦ୍ଧାର୍ଥ ଶଙ୍କର ସ୍ୱାଇଁଙ୍କୁ ପଞ୍ଚାୟତରାଜ ବିଭାଗର ନିର୍ଦ୍ଦେଶକ ଭାବେ ଦାୟିତ୍ୱ ଦିଆଯାଇଛି ।
୧୯) ପଞ୍ଚାୟତରାଜ ବିଭାଗର ଅତିରିକ୍ତ ସଚିବ ଚକ୍ରବର୍ତି ସିଂ ରାଠୋରଙ୍କୁ ବୈଶୟିକ ଶିକ୍ଷା ଓ ତାଲିମ ନିର୍ଦ୍ଦେଶକ ଭାବେ ନିଯୁକ୍ତ କରାଯାଇଛି ।
୨୦) ଯୋଜନା ଓ ସମନ୍ୱୟ ବିଭାଗର ଅତିରିକ୍ତ ସଚିବ ଡକ୍ଟର ୟାଦୁଲା ବିଜୟଙ୍କୁ କ୍ରୀଡ଼ା ନିର୍ଦ୍ଦେଶକ ଭାବେ ଦାୟିତ୍ୱ ଦିଆଯାଇଛି ।
୨୧) ସିପେଡ୍‌ର ନିର୍ଦ୍ଦେଶକ ନିୟତି ପଟ୍ଟନାୟକଙ୍କୁ ଉଚ୍ଚମାଧ୍ୟମିକ ଶିକ୍ଷା ନିର୍ଦ୍ଦେଶକ ଭାବେ ଦାୟିତ୍ୱ ଦିଆଯାଇଛି ।
୨୨) ପଞ୍ଚାୟତରାଜ ନିର୍ଦ୍ଦେଶକ ଡା.ମହେଶ୍ୱର ସ୍ୱାଇଁଙ୍କୁ ନବରଙ୍ଗପୁର ଜିଲ୍ଲାପାଳ ଭାବେ ନିଯୁକ୍ତ କରାଯାଇଛି ।
୨୩) ରାୟଗଡ଼ା ଜିଲ୍ଲାପାଳ ପାରୁଲ ପଟ୍ଟୁଆରୀଙ୍କୁ ସିପେଟ୍‌ର ନିର୍ଦ୍ଦେଶକ ଭାବେ ନିଯୁକ୍ତ କରାଯାଇଛି ।
୨୪) ଝାରସୁଗୁଡ଼ା ଜିଲ୍ଲାପାଳ ଏସ୍‌.ଏସ୍ ନରୱାନୀଙ୍କୁ ଶିଳ୍ପ ନିର୍ଦ୍ଦେଶକ ଭାବେ ନିଯୁକ୍ତ କରାଯାଇଛି ।
୨୫) କନ୍ଧମାଳ ଜିଲ୍ଲା ଅମ୍ରିତ ଋତୁରାଜଙ୍କୁ ଖୋର୍ଦ୍ଧା ଜିଲ୍ଲାପାଳ ଭାବେ ଦାୟିତ୍ୱ ଦିଆଯାଇଛି ।
୨୬) ହସ୍ତ ଓ ବୟନଶିଳ୍ପ ବିଭାଗର ଅତିରିକ୍ତ ସଚିବ ମଧୁମିତା ରଥଙ୍କୁ ସ୍କୁଲ୍ ଓ ଗଣଶିକ୍ଷା ବିଭାଗର ଅତିରିକ୍ତ ସଚିବ ଭାବେ ନିଯୁକ୍ତ କରାଯାଇଛି ।
୨୭) ବୌଦ୍ଧ ଜିଲ୍ଲାପାଳ ସୁବ୍ରତ କୁମାର ପଣ୍ଡାଙ୍କୁ ଜଳଛାୟା ବିକାଶ ଓ ମୃତିକା ସଂରକ୍ଷଣ ନିର୍ଦ୍ଦେଶକ ଭାବେ ଦାୟିତ୍ୱ ଦିଆଯାଇଛି ।
୨୮) ସଂସଦୀୟ ବ୍ୟାପାର ବିଭାଗର ଅତିରିକ୍ତ ସଚିବ ପ୍ରତାପ ଚନ୍ଦ୍ର ହୋତାଙ୍କୁ ହସ୍ତତନ୍ତ୍ର ଓ ବୟନଶିଳ୍ୱ ବିଭାଗର ଅତିରିକ୍ତ ସଚିବ ଦାୟିତ୍ୱ ଦିଆଯାଇଛି ।
୨୯) ସାଧାରଣ ପ୍ରଶାସନ ବିଭାଗର ଅତିରିକ୍ତ ସଚିବ ସାଗରିକା ହୋତାଙ୍କୁ ଅର୍ଥ ବିଭାଗର ଅତିରିକ୍ତ ସଚବି ଭାବେ ନିଯୁକ୍ତ କରାଯାଇଛି ।
୩୦) ଗଞ୍ଜାମ ଜିଲ୍ଲାପାଳ ଦିବ୍ୟଜ୍ୟେତି ପରିଡ଼ାଙ୍କୁ ପୁରୀ ଜିଲ୍ଲାପାଳ ଭାବେ ନିଯୁକ୍ତ କରାଯାଇଛି ।
୩୧) ଢ଼େଙ୍କାନାଳ ଜିଲ୍ଲାପାଳ ସୋମେଶ କୁମାର ଉପାଧ୍ୟୟଙ୍କୁ ମାଲକାନଗିରି ଜିଲ୍ଲାପାଳଭାପେ ନିଯୁକ୍ତ କରାଯାଇଛି ।
୩୨) ଯାଜପୁର ଜିଲ୍ଲାପାଳ ପି.ଅନ୍ୱେଷା ରେଡ୍ଡ୍‌ିଙ୍କୁ ଅବକାରୀ କମିଶନରର ଭାବେ ଦାୟିତ୍ୱ ଦିଅଯାଇଛି ।
୩୩) ମାଲକାନଗିରି ଜିଲାପାଳ ଆଶିଷ ଈଶ୍ୱର ପାଟିଲ୍‌ଙ୍କୁ ଢ଼େଙ୍କାନାଳ ଜିଲ୍ଲାପାଳ ଭାବେ ଦାୟତ୍ୱ ମିଲିଛି ।
୩୪) ନବରଙ୍ଗପୁର ଜିଲ୍ଲାପାଳ ଡକ୍ଟର ଶୁଭଙ୍କର ମହାପାତ୍ରଙ୍କୁ ସୁନ୍ଦରଗଡ଼ ଜିଲ୍ଲାପାଳ ଭାବେ ଦାୟିତ୍ୱ ମିଳିଛି ।
୩୫) କୋରାପୁଟ୍ ଜିଲ୍ଲାପାଳ କିର୍ତ୍ତିଭାଷନ ଭି ଙ୍କୁୂ ଗଞ୍ଜାମ ଜିଲ୍ଲାପାଳଭାବେ ନିଯୁକ୍ତ କରାଯାଇଛି ।
୩୬) ସୋନପୁର ଜିଲ୍ଲାପାଳ ଅନ୍ୟା ଦାସଙ୍କୁ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗର ଉପ ସଚିବ ଭାବେ ନିଯୁକ୍ତ କରାଯାଇଛି ।
୩୭) ସୁନ୍ଦରଗଡ଼ ଜିଲ୍ଲାପାଳ ମନୋଜ ସତ୍ୟୱାନ୍ ମହାଜନ୍‌ଙ୍କୁ କୋରାପୁଟ୍ ଜିଲ୍ଲାପାଳ ଭାବେ ନିଯୁକ୍ତ କରାଯାଇଛି ।
୩୮) ସମ୍ବଲପୁର ମହାନଗର ନିଗରନିଗମର କମିଶନର ଏବୁ ସାନ୍‌ଙ୍କୁ କନ୍ଧମାଳ ଜିଲ୍ଲାପାଳ ଭାବେ ନିଯୁକ୍ତ କରାଯାଇଛି ।
୩୯) ରାଉରକେଲା ଏଡିଏମ୍ କୁଲକାର୍ନୀ ଆଶୁତୋଷ ସିଙ୍କୁ ରାୟଗଡ଼ା ଜିଲ୍ଲାପାଳ ନିଯୁକ୍ତ କରାଯାଇଛି ।
୪୦) ଗଞ୍ଜାମ ଜିଲ୍ଲାପରିଷଦ ସିଡିଓ ମଧୁମିତାଙ୍କୁ ଗଜପତି ଜିଲ୍ଲାପାଳ ଭାବେ ଦାୟିତ୍ୱ ଦିଆଯାଇଛି ।
୪୧) ପଦ୍ମପୁର ଏଡିଏମ୍ ଚାଭନ୍ କୁନାଲ ମୋତିରାମଙ୍କୁ ଝାରସୁଗୁଡ଼ା ଜିଲ୍ଲାପାଳ ନିଯୁକ୍ତ କରାଯାଇଛି ।
୪୨) ମୟୁରଭଞ୍ଜ ଏଡିଏମ୍ ବିଭୁତି ଭୁଷଣ ନାୟକଙ୍କୁ ବୌଦ୍ଧ ଜିଲ୍ଲାପା ଭାବେ ନିଯୁକ୍ତ କରାଯାଇଛି ।
୪୩) ବ୍ରହ୍ମପୁର ଉପଜିଲ୍ଲାପାଳ ଭିନାଜ ଦସ୍ତାଗିର୍‌ଙ୍କୁ ରାଉରକେଲଶ ଏହିଏମ୍ ଭାବେ ନିଯୁକ୍ତ କରାଯାଇଛି ।
୪୪) ଟିଟିଲାଗଡ଼ ଉପଜିଲ୍ଲାପାଳ ରିହାନ୍ କ୍ଷତ୍ରୀଙ୍‌କୁ ସମ୍ବଲପୁର ମହାନଗର କମିଶନର ଭାବେ ନିଯୁକ୍ତ କରାଯାଇଛି ।
୪୫) ବାଲିଗୁଡ଼ା ଉପଜିଲ୍ଲାପାଳ ଡକ୍ଟର ରୀନା ପ୍ରଧାନଙ୍କୁ କେନ୍ଦୁଝର ଡିଏମ୍‌ଏଫର ମୁଖ୍ୟ ନିର୍ବାହୀ ଅଧିକାରୀ ଭାବେ ଦାୟିତ୍ୱ ଦିଆଯାଇଛି ।
୪୬) ଗୁଣୁପୁର ଉପଜିଲ୍ଲାପାଳ କୀରନଦୀପ୍ କାଉର ସହୋତାଙ୍କୁ କଟକ ମହାନଗର ନିଗମର କମିଶନର ଭାବେ ନିଯୁକ୍ତ କରାଯାଇଛି ।
୪୭) ସମ୍ବଲପୁର ବିଶ୍ୱବିଦ୍ୟାଳର ରେଜିଷ୍ଟାର ନୃପା ରାଜ୍ ସାହୁ(ଓଏଏସ୍‌)ଙ୍କୁ ସୋନ୍‌ପୁର ଜିଲ୍ଲାପାଳ ଭାବେ ନିଯୁକ୍ତ କରାଯାଇଛି ।
୪୮) ଅବକାରୀ ବିଭାଗର ସ୍ୱତନ୍ତ୍ର ସଚିବ ଅମ୍ବର କୁମାର କର(ଓଏଏସ୍‌)ଙ୍କୁ ଯାଜପୁର ଜିଲ୍ଲାପାଳ ଭାବେ ନିଯୁକ୍ତ କରାଯାଇଛି ।

Proprietor Abhimanyu Maharana

Proprietor Abhimanyu Maharana

  • Trending
  • Comments
  • Latest
ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

June 13, 2024
ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

February 24, 2020
ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

May 19, 2020
ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା  ।

ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା ।

July 1, 2020
ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

0
“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

0
କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

0
ହୀରାକୁଦ – ନିଷିଦ୍ଧଞ୍ଚଳ ରେ  ତିନି ଅଭିନେତ୍ରୀ ଙ୍କ  ସହିତ  ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

ହୀରାକୁଦ – ନିଷିଦ୍ଧଞ୍ଚଳ ରେ ତିନି ଅଭିନେତ୍ରୀ ଙ୍କ ସହିତ ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

0
ସ୍ବର୍ଗଦ୍ବାର ହିନ୍ଦୁମାନଙ୍କ ପାଇଁ ଉଦ୍ଦିଷ୍ଟ

ସ୍ବର୍ଗଦ୍ବାର ହିନ୍ଦୁମାନଙ୍କ ପାଇଁ ଉଦ୍ଦିଷ୍ଟ

May 11, 2026
ରାଜ୍ଯସ୍ତରୀୟ ଯୋଗ ପ୍ରତିଯୋଗିତା ଉଦଯାପିତ

ରାଜ୍ଯସ୍ତରୀୟ ଯୋଗ ପ୍ରତିଯୋଗିତା ଉଦଯାପିତ

May 11, 2026
ଅହଙ୍କାର ସର୍ବନାଶ ‘ଜଉଘର’ ନାଟକରେ ସୁନ୍ଦର ଭାବ ପ୍ରତିଫଳିତ

ଅହଙ୍କାର ସର୍ବନାଶ ‘ଜଉଘର’ ନାଟକରେ ସୁନ୍ଦର ଭାବ ପ୍ରତିଫଳିତ

May 11, 2026
ପୁରୀ ସହର ସମସ୍ୟା ବୁଝିବ କିଆ ? ଚେଇଁ ଶୋଇଥାଏ ଯିଏ ତାକୁ ଉଠାଇବ କିଏ

ପୁରୀ ସହର ସମସ୍ୟା ବୁଝିବ କିଆ ? ଚେଇଁ ଶୋଇଥାଏ ଯିଏ ତାକୁ ଉଠାଇବ କିଏ

May 11, 2026

Recent News

ସ୍ବର୍ଗଦ୍ବାର ହିନ୍ଦୁମାନଙ୍କ ପାଇଁ ଉଦ୍ଦିଷ୍ଟ

ସ୍ବର୍ଗଦ୍ବାର ହିନ୍ଦୁମାନଙ୍କ ପାଇଁ ଉଦ୍ଦିଷ୍ଟ

May 11, 2026
ରାଜ୍ଯସ୍ତରୀୟ ଯୋଗ ପ୍ରତିଯୋଗିତା ଉଦଯାପିତ

ରାଜ୍ଯସ୍ତରୀୟ ଯୋଗ ପ୍ରତିଯୋଗିତା ଉଦଯାପିତ

May 11, 2026
ଅହଙ୍କାର ସର୍ବନାଶ ‘ଜଉଘର’ ନାଟକରେ ସୁନ୍ଦର ଭାବ ପ୍ରତିଫଳିତ

ଅହଙ୍କାର ସର୍ବନାଶ ‘ଜଉଘର’ ନାଟକରେ ସୁନ୍ଦର ଭାବ ପ୍ରତିଫଳିତ

May 11, 2026
ପୁରୀ ସହର ସମସ୍ୟା ବୁଝିବ କିଆ ? ଚେଇଁ ଶୋଇଥାଏ ଯିଏ ତାକୁ ଉଠାଇବ କିଏ

ପୁରୀ ସହର ସମସ୍ୟା ବୁଝିବ କିଆ ? ଚେଇଁ ଶୋଇଥାଏ ଯିଏ ତାକୁ ଉଠାଇବ କିଏ

May 11, 2026
Odisha Taza News

Welcome to Odisha Taza News.
Chief Editor: Abhimanyu Maharana
Email: odishatazanews1@gmail.com
whatsapp - 9938341180
contact no - 7008991872

Browse by Category

  • Uncategorized
  • ଅନୁଗୁଳ
  • ଅପରାଧ
  • ଓଡ଼ିଶା
  • କଟକ
  • କନ୍ଧମାଳ
  • କରୋନା
  • କଳାହାଣ୍ଡି
  • କେନ୍ଦୁଝର
  • କେନ୍ଦ୍ରାପଡା
  • କୋରାପୁଟ
  • କ୍ରୀଡ଼ା
  • ଖେଳ
  • ଖୋର୍ଦ୍ଧା
  • ଗଜପତି
  • ଗଞ୍ଜାମ
  • ଜଗତସିଂହପୁର
  • ଜୀବନଚର୍ଯ୍ୟା
  • ଝାରସୁଗୁଡା
  • ଢେଙ୍କାନାଳ
  • ଦେବଗଡ଼
  • ଦେଶ
  • ନବରଙ୍ଗପୁର
  • ନୟାଗଡ଼ ନିଉଜ୍
  • ନୂଆପଡ଼ା
  • ପଂଚାୟତ ନିର୍ବାଚନ
  • ପୁରୀ
  • ଫୋଟୋ ଗ୍ୟାଲେରୀ
  • ବରଗଡ଼
  • ବଲାଙ୍ଗିର
  • ବାଣିଜ୍ୟ
  • ବାଲେଶ୍ଵର
  • ବିଚିତ୍ର
  • ବିଶ୍ଵ
  • ବୌଦ୍ଧ
  • ଭଦ୍ରକ
  • ମନୋରଞ୍ଜନ
  • ମୟୁରଭଞ୍ଜ
  • ମହାନଗର
  • ମାଲକାନଗିରି
  • ଯାଜପୁର
  • ରାଜନୀତି
  • ରାୟଗଡା
  • ରାଶିଫଳ
  • ଶିକ୍ଷା ଓ ନିଯୁକ୍ତି
  • ସମ୍ବଲପୁର
  • ସୁନ୍ଦରଗଡ଼
  • ସୁବର୍ଣ୍ଣପୁର
  • ହୋମ୍

Recent News

ସ୍ବର୍ଗଦ୍ବାର ହିନ୍ଦୁମାନଙ୍କ ପାଇଁ ଉଦ୍ଦିଷ୍ଟ

ସ୍ବର୍ଗଦ୍ବାର ହିନ୍ଦୁମାନଙ୍କ ପାଇଁ ଉଦ୍ଦିଷ୍ଟ

May 11, 2026
ରାଜ୍ଯସ୍ତରୀୟ ଯୋଗ ପ୍ରତିଯୋଗିତା ଉଦଯାପିତ

ରାଜ୍ଯସ୍ତରୀୟ ଯୋଗ ପ୍ରତିଯୋଗିତା ଉଦଯାପିତ

May 11, 2026
  • About
  • Advertise
  • Privacy & Policy
  • Contact

© 2023 Odisha Taza News.

No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ

© 2023 Odisha Taza News.

Go to mobile version