କନ୍ଧମାଳ (ଓଡ଼ିଶା ତାଜା ନ୍ୟୁଜ୍) :- ରାଜ୍ୟ ସରକାର ଆଇଏଏସ ଅଧିକାରୀ ସ୍ତରରେ ବଡ ଧରଣର ଅଦଳବଦଳ କରିଛନ୍ତି। ଏହି କ୍ରମରେ କନ୍ଧମାଳ ଜିଲାପାଳ ଅମ୍ରିତ ଋତୁରାଜଙ୍କୁ ଖୋର୍ଦ୍ଧା ଜିଲ୍ଲାପାଳ ଭାବେ ବଦଳି କରାଯାଇଛି। ତାଙ୍କ ସ୍ଥାନରେ ଶ୍ରୀ ବେଦଭୂଷଣଙ୍କୁ କନ୍ଧମାଳ ଜିଲ୍ଲାପାଳ ଭାବେ ନିଯୁକ୍ତି ମିଳିଛି।



© 2023 Odisha Taza News.