• About
  • Advertise
  • Privacy & Policy
  • Contact
Odisha Taza News
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
Odisha Taza News
No Result
View All Result
Home ଓଡ଼ିଶା

ଓଡିଶା ସାହିତ୍ୟ ଏକାଡେମୀ ପ୍ରତିଯୋଗିତାରେ ଦ୍ୱିତୀୟ ସ୍ଥାନରେ ସନୟା

Proprietor Abhimanyu Maharana by Proprietor Abhimanyu Maharana
July 28, 2025
in ଓଡ଼ିଶା, କନ୍ଧମାଳ, ହୋମ୍
0
ଓଡିଶା ସାହିତ୍ୟ ଏକାଡେମୀ ପ୍ରତିଯୋଗିତାରେ ଦ୍ୱିତୀୟ ସ୍ଥାନରେ ସନୟା
Share on FacebookShare on TwitterWhatsapp

ରଣପୁର  (ଓଡ଼ିଶା ତାଜା ନ୍ୟୁଜ୍) :-  ଓଡିଶା ସାହିତ୍ୟ ଏକାଡେମୀର ୬୮ତମ ସ୍ଵନକ୍ଷତ୍ର ଦିବସ ପାଳନ ଅବସରରେ ରାଜ୍ୟ ସ୍ତରୀୟ କନିଷ୍ଠ ବର୍ଗ ପ୍ରବନ୍ଧ ପ୍ରତିଯୋଗିତାରେ ରଣପୁର ଅଞ୍ଚଳର ଛାତ୍ରୀ ଦ୍ଵିତୀୟ ସ୍ଥାନ ଅଧିକାର ବର୍ଗ ସମଗ୍ର ରଣପୁର ବ୍ଲକ ତଥା ନୟାଗଡ଼ ଜିଲ୍ଲା ପାଇଁ ଗୌରବ ଅର୍ଜନ କରିପାରିଛନ୍ତି | ସେ ଛାତ୍ରୀ ଜଣକ ହେଉଛନ୍ତି ରଣପୁର ଓଡିଶା ଆଦର୍ଶ ବିଦ୍ୟାଳୟର ଛାତ୍ରୀ ସନୟା ସୁପ୍ରିୟା | ଏହି ସ୍ଵନକ୍ଷତ୍ର ଦିବସ ପାଳନ କାର୍ଯ୍ୟକ୍ରମ ଭୁବନେଶ୍ୱର ରବୀନ୍ଦ୍ର ମଣ୍ଡପ ଠାରେ ଆୟୋଜିତ ହୋଇଥିଲା l

ଏହି କାର୍ଯ୍ୟକ୍ରମରେ ସଂସ୍କୃତି ବିଭାଗ ମନ୍ତ୍ରୀ ସୂର୍ଯ୍ୟବଂଶୀ ସୂରଜ, କେନ୍ଦ୍ର ସାହିତ୍ୟ ଏକାଡେମୀ ଓ ଓଡିଶା ସାହିତ୍ୟ ଏକାଡେମୀ ପୁରସ୍କାର ପ୍ରାପ୍ତ ଶାନ୍ତନୁ କୁମାର ଆଚାର୍ଯ୍ୟ ପ୍ରମୁଖ ଅତିଥି ଭାବେ ଯୋଗ ଦେଇ ସନୟାଙ୍କୁ ଟ୍ରଫି ଓ ମାନପତ୍ର ଦେଇ ପୁରସ୍କୃତ କରିବା ସହ ୪ ହଜାର ଟଙ୍କା ଅର୍ଥ ରାଶି ପ୍ରଦାନ କରିଥିଲେ L

ଛାତ୍ରୀଙ୍କର ମାଆ ସନ୍ଧ୍ୟାରାଣୀ ସେଠି ଯିଏକି ଜଣେ ଶିକ୍ଷୟତ୍ରୀ ଓ ପିତା ରବୀନ୍ଦ୍ର ସେଠିଙ୍କ ପିତା ପାଥୋଲୋଜିଷ୍ଟ ଅଟନ୍ତି | ଉଭୟ ପିତା ଓ ମାତା ଝିଅ ସନୟାର ସଫଳତାରେ ବେଶ ଖୁସି ଅନୁଭବ କରୁଛନ୍ତି | ସନୟା ଏହି ସଫଳତା ପାଇଁ ପିତାମାତା, ଶିକ୍ଷକ ଶିକ୍ଷୟତ୍ରୀ ଓ ପରିବାର ବର୍ଗଙ୍କ ଆଶୀର୍ବାଦ ପାଇଁ ସମ୍ଭବ ହୋଇ ପାରିଛି ବୋଲି କହିଛନ୍ତି l

Proprietor Abhimanyu Maharana

Proprietor Abhimanyu Maharana

  • Trending
  • Comments
  • Latest
ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

June 13, 2024
ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

February 24, 2020
ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

May 19, 2020
ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା  ।

ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା ।

July 1, 2020
ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

0
“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

0
କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

0
ହୀରାକୁଦ – ନିଷିଦ୍ଧଞ୍ଚଳ ରେ  ତିନି ଅଭିନେତ୍ରୀ ଙ୍କ  ସହିତ  ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

ହୀରାକୁଦ – ନିଷିଦ୍ଧଞ୍ଚଳ ରେ ତିନି ଅଭିନେତ୍ରୀ ଙ୍କ ସହିତ ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

0
ନାଚୁଣୀ ଥାନା ର ନୂତନ ଭାରପ୍ରାପ୍ତ ଅଧିକାରୀ

ନାଚୁଣୀ ଥାନା ର ନୂତନ ଭାରପ୍ରାପ୍ତ ଅଧିକାରୀ

May 7, 2026
ବ୍ରଜ କିଶୋର ସାହୁ ସ୍ମାରକୀ ଟ୍ରଷ୍ଟ ପକ୍ଷ ରୁ ମାଟ୍ରିକ ବ୍ଲକ ଟପର ଙ୍କୁ ସମ୍ବର୍ଦ୍ଧନା

ବ୍ରଜ କିଶୋର ସାହୁ ସ୍ମାରକୀ ଟ୍ରଷ୍ଟ ପକ୍ଷ ରୁ ମାଟ୍ରିକ ବ୍ଲକ ଟପର ଙ୍କୁ ସମ୍ବର୍ଦ୍ଧନା

May 7, 2026
ବରିଷ୍ଠ ନାଗରିକ ସଙ୍ଘ ପକ୍ଷରୁ ଶ୍ରମିକ ଦିବସ

ବରିଷ୍ଠ ନାଗରିକ ସଙ୍ଘ ପକ୍ଷରୁ ଶ୍ରମିକ ଦିବସ

May 7, 2026
ଖୋର୍ଦ୍ଧା ଜିଲ୍ଲାରେ ପ୍ରଶଂସା ସାଉଣ୍ଟୁଛନ୍ତି ଜିଲ୍ଲା ବିଜେପି ଉପସଭାପତି

ଖୋର୍ଦ୍ଧା ଜିଲ୍ଲାରେ ପ୍ରଶଂସା ସାଉଣ୍ଟୁଛନ୍ତି ଜିଲ୍ଲା ବିଜେପି ଉପସଭାପତି

May 7, 2026

Recent News

Welcome to Odisha Taza News.
Chief Editor: Abhimanyu Maharana
Email: odishatazanews1@gmail.com
whatsapp - 9938341180
contact no - 7008991872

Browse by Category

  • Uncategorized
  • ଅନୁଗୁଳ
  • ଅପରାଧ
  • ଓଡ଼ିଶା
  • କଟକ
  • କନ୍ଧମାଳ
  • କରୋନା
  • କଳାହାଣ୍ଡି
  • କେନ୍ଦୁଝର
  • କେନ୍ଦ୍ରାପଡା
  • କୋରାପୁଟ
  • କ୍ରୀଡ଼ା
  • ଖେଳ
  • ଖୋର୍ଦ୍ଧା
  • ଗଜପତି
  • ଗଞ୍ଜାମ
  • ଜଗତସିଂହପୁର
  • ଜୀବନଚର୍ଯ୍ୟା
  • ଝାରସୁଗୁଡା
  • ଢେଙ୍କାନାଳ
  • ଦେବଗଡ଼
  • ଦେଶ
  • ନବରଙ୍ଗପୁର
  • ନୟାଗଡ଼ ନିଉଜ୍
  • ନୂଆପଡ଼ା
  • ପଂଚାୟତ ନିର୍ବାଚନ
  • ପୁରୀ
  • ଫୋଟୋ ଗ୍ୟାଲେରୀ
  • ବରଗଡ଼
  • ବଲାଙ୍ଗିର
  • ବାଣିଜ୍ୟ
  • ବାଲେଶ୍ଵର
  • ବିଚିତ୍ର
  • ବିଶ୍ଵ
  • ବୌଦ୍ଧ
  • ଭଦ୍ରକ
  • ମନୋରଞ୍ଜନ
  • ମୟୁରଭଞ୍ଜ
  • ମହାନଗର
  • ମାଲକାନଗିରି
  • ଯାଜପୁର
  • ରାଜନୀତି
  • ରାୟଗଡା
  • ରାଶିଫଳ
  • ଶିକ୍ଷା ଓ ନିଯୁକ୍ତି
  • ସମ୍ବଲପୁର
  • ସୁନ୍ଦରଗଡ଼
  • ସୁବର୍ଣ୍ଣପୁର
  • ହୋମ୍

Recent News

ନାଚୁଣୀ ଥାନା ର ନୂତନ ଭାରପ୍ରାପ୍ତ ଅଧିକାରୀ

ନାଚୁଣୀ ଥାନା ର ନୂତନ ଭାରପ୍ରାପ୍ତ ଅଧିକାରୀ

May 7, 2026
ବ୍ରଜ କିଶୋର ସାହୁ ସ୍ମାରକୀ ଟ୍ରଷ୍ଟ ପକ୍ଷ ରୁ ମାଟ୍ରିକ ବ୍ଲକ ଟପର ଙ୍କୁ ସମ୍ବର୍ଦ୍ଧନା

ବ୍ରଜ କିଶୋର ସାହୁ ସ୍ମାରକୀ ଟ୍ରଷ୍ଟ ପକ୍ଷ ରୁ ମାଟ୍ରିକ ବ୍ଲକ ଟପର ଙ୍କୁ ସମ୍ବର୍ଦ୍ଧନା

May 7, 2026
  • About
  • Advertise
  • Privacy & Policy
  • Contact

© 2023 Odisha Taza News.

No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ

© 2023 Odisha Taza News.

Go to mobile version