• About
  • Advertise
  • Privacy & Policy
  • Contact
Odisha Taza News
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
Odisha Taza News
No Result
View All Result
Home ଓଡ଼ିଶା

ଶ୍ରୀବିଗ୍ରହଙ୍କ ଖସାପଡ଼ା ଲାଗି ନିତୀ ପାଇଁ ଆସନ୍ତକାଲି ସୋମବାର ୪ଘଣ୍ଟା ଦର୍ଶନ ବନ୍ଦ ରହିବ

Proprietor Abhimanyu Maharana by Proprietor Abhimanyu Maharana
July 28, 2025
in ଓଡ଼ିଶା, ପୁରୀ, ହୋମ୍
0
ଶ୍ରୀବିଗ୍ରହଙ୍କ ଖସାପଡ଼ା ଲାଗି ନିତୀ ପାଇଁ ଆସନ୍ତକାଲି ସୋମବାର ୪ଘଣ୍ଟା ଦର୍ଶନ ବନ୍ଦ ରହିବ
Share on FacebookShare on TwitterWhatsapp

ପୁରୀ  (ଓଡ଼ିଶା ତାଜା ନ୍ୟୁଜ୍) :- ଆସନ୍ତାକାଲି ୨୮ତାରିଖ ସୋମବାର ଶ୍ରାବଣ ଶୁକ୍ଳ ଚତୁର୍ଥୀ ତିଥିରେ ଶ୍ରୀମନ୍ଦିର ରେ ଶ୍ରୀବିଗ୍ରହମାନଙ୍କ ଖସାପଡା ଲାଗି ନୀତି ଅନୁଷ୍ଠିତ ହେବ ।ଏଥିପାଇଁ ଦ୍ୱିତୀୟ ଭୋଗମଣ୍ଡପ ଭୋଗ ଶେଷ ହେବାପରେ ଆପାତତଃ ସନ୍ଧ୍ୟା ଘ.୬.୦୦ ଟିକା ଠାରୁ ରାତ୍ର ଘ.୧୦.୦୦ ଟିକା ପର୍ଯ୍ୟନ୍ତ ପ୍ରାୟ ୪ ଘଣ୍ଟା ସର୍ବସାଧାରଣ ଦର୍ଶନ ବନ୍ଦ ରହିବ ବୋଲି ଶ୍ରୀଜଗନ୍ନାଥ ମନ୍ଦିର ପ୍ରଶାସନ ପକ୍ଷରୁ ଶ୍ରଦ୍ଧାଳୁଙ୍କ ଅବଗତି ନିମନ୍ତେ ଏହି ସୂଚନା ଦିଆଯାଇଛି l

ମହାପ୍ରଭୁଙ୍କ ସ୍ୱତନ୍ତ୍ର ନୀତିକାନ୍ତି ଅନୁଷ୍ଠିତ ହେବ l ଏହା ଏକ ଗୁପ୍ତ ନୀ ଏହି ନୀତିରେ ଶ୍ରୀଜିଉଙ୍କର ଶ୍ରୀପୟର ସୁରକ୍ଷା ଲାଗି କରାଯାଇଥାଏ । ମହପ୍ରଭୁଙ୍କ ଶ୍ରୀପୟରକୁ ଧଳା କପଡାରେ ଘୋଡାଇ ଦିଆଯାଏ । ଏହି ନୀତି ପାଇଁ ପୂର୍ବଦିନରୁ ଦେଉଳକରଣ ଧଳାକନା ଧୋଇ ଶୁଖାଇ ଗାରଦରେ ଜମା ଦେଇଥାନ୍ତି । ସେହିପରି ଶୁଦ୍ଧସୁଆର ଖଳି, କଇଁଥ ଅଠା ଯୋଗାଇଥାନ୍ତି । ମଧ୍ୟାହ୍ନ ଧୂପ ପରେ ଜୟ ବିଜୟ ଦ୍ୱାର ବନ୍ଦ କରାଯାଏ ।

ବେହେରଣ ଦ୍ୱାର ଦେଇ ଦଇତାପତିମାନେ ଗର୍ଭଗୃହକୁ ଯାଇ ରତ୍ନସିଂହାସନ ଉପରେ ମହାପ୍ରଭୁଙ୍କର ଏହି ଗୁପ୍ତ ନୀତି ସମ୍ପନ୍ନ କରିବେ | ବର୍ଷ କୁ ଦୁଇ ତିନି ଥର ଏହି ନିତୀ ଅନୁଷ୍ଠିତ ହୋଇଥାଏ  |  ରଥଯାତ୍ରା ପରେ ଶ୍ରୀପୟର ସୁରକ୍ଷା ପାଇଁ ଏହି ନିତୀ କରାଯାଇଥାଏ. | ନିତୀ ସମାପନ ହେବା ପରେ ମହାପ୍ରଭୁ ଙ୍କ ମହାସ୍ନାନ ହୋଇଥାଏ | ପରେ ପରେ ଆଳତୀ, ସନ୍ଧ୍ୟା ଧୂପ, ଚନ୍ଦନଲାଗି, ବଡସିଂହାର ବେଶ. ବଡ଼ସିଂହାର ଭୋଗ, ହୋଇ ରାତ୍ର ପହୁଡ଼ କରାଯିବ l

Proprietor Abhimanyu Maharana

Proprietor Abhimanyu Maharana

  • Trending
  • Comments
  • Latest
ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

June 13, 2024
ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

February 24, 2020
ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

May 19, 2020
ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା  ।

ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା ।

July 1, 2020
ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

0
“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

0
କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

0
ହୀରାକୁଦ – ନିଷିଦ୍ଧଞ୍ଚଳ ରେ  ତିନି ଅଭିନେତ୍ରୀ ଙ୍କ  ସହିତ  ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

ହୀରାକୁଦ – ନିଷିଦ୍ଧଞ୍ଚଳ ରେ ତିନି ଅଭିନେତ୍ରୀ ଙ୍କ ସହିତ ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

0
ଡ଼ଃ ସୁରେଶ ଚନ୍ଦ୍ର ଜେନା ଙ୍କ ଜନ୍ମ ବାର୍ଷିକ ପାଳନ

ଡ଼ଃ ସୁରେଶ ଚନ୍ଦ୍ର ଜେନା ଙ୍କ ଜନ୍ମ ବାର୍ଷିକ ପାଳନ

May 6, 2026
ସାମାଜିକ ଗଣମାଧ୍ୟମରେ ଅପମାନଜନକ ଓ ଅଶାଳୀନ ପୋଷ୍ଟ

ସାମାଜିକ ଗଣମାଧ୍ୟମରେ ଅପମାନଜନକ ଓ ଅଶାଳୀନ ପୋଷ୍ଟ

May 6, 2026
ଗରୀବ ଶ୍ରେଣୀର ଝିଅ ହେଲେ ଟପ୍ପର

ଗରୀବ ଶ୍ରେଣୀର ଝିଅ ହେଲେ ଟପ୍ପର

May 6, 2026
ଗଜପତି ଜିଲା ରେ ଗଂଜେଇ ବିହନ ଶୂନ୍ୟ

ଗଜପତି ଜିଲା ରେ ଗଂଜେଇ ବିହନ ଶୂନ୍ୟ

May 6, 2026

Recent News

Welcome to Odisha Taza News.
Chief Editor: Abhimanyu Maharana
Email: odishatazanews1@gmail.com
whatsapp - 9938341180
contact no - 7008991872

Browse by Category

  • Uncategorized
  • ଅନୁଗୁଳ
  • ଅପରାଧ
  • ଓଡ଼ିଶା
  • କଟକ
  • କନ୍ଧମାଳ
  • କରୋନା
  • କଳାହାଣ୍ଡି
  • କେନ୍ଦୁଝର
  • କେନ୍ଦ୍ରାପଡା
  • କୋରାପୁଟ
  • କ୍ରୀଡ଼ା
  • ଖେଳ
  • ଖୋର୍ଦ୍ଧା
  • ଗଜପତି
  • ଗଞ୍ଜାମ
  • ଜଗତସିଂହପୁର
  • ଜୀବନଚର୍ଯ୍ୟା
  • ଝାରସୁଗୁଡା
  • ଢେଙ୍କାନାଳ
  • ଦେବଗଡ଼
  • ଦେଶ
  • ନବରଙ୍ଗପୁର
  • ନୟାଗଡ଼ ନିଉଜ୍
  • ନୂଆପଡ଼ା
  • ପଂଚାୟତ ନିର୍ବାଚନ
  • ପୁରୀ
  • ଫୋଟୋ ଗ୍ୟାଲେରୀ
  • ବରଗଡ଼
  • ବଲାଙ୍ଗିର
  • ବାଣିଜ୍ୟ
  • ବାଲେଶ୍ଵର
  • ବିଚିତ୍ର
  • ବିଶ୍ଵ
  • ବୌଦ୍ଧ
  • ଭଦ୍ରକ
  • ମନୋରଞ୍ଜନ
  • ମୟୁରଭଞ୍ଜ
  • ମହାନଗର
  • ମାଲକାନଗିରି
  • ଯାଜପୁର
  • ରାଜନୀତି
  • ରାୟଗଡା
  • ରାଶିଫଳ
  • ଶିକ୍ଷା ଓ ନିଯୁକ୍ତି
  • ସମ୍ବଲପୁର
  • ସୁନ୍ଦରଗଡ଼
  • ସୁବର୍ଣ୍ଣପୁର
  • ହୋମ୍

Recent News

ଡ଼ଃ ସୁରେଶ ଚନ୍ଦ୍ର ଜେନା ଙ୍କ ଜନ୍ମ ବାର୍ଷିକ ପାଳନ

ଡ଼ଃ ସୁରେଶ ଚନ୍ଦ୍ର ଜେନା ଙ୍କ ଜନ୍ମ ବାର୍ଷିକ ପାଳନ

May 6, 2026
ସାମାଜିକ ଗଣମାଧ୍ୟମରେ ଅପମାନଜନକ ଓ ଅଶାଳୀନ ପୋଷ୍ଟ

ସାମାଜିକ ଗଣମାଧ୍ୟମରେ ଅପମାନଜନକ ଓ ଅଶାଳୀନ ପୋଷ୍ଟ

May 6, 2026
  • About
  • Advertise
  • Privacy & Policy
  • Contact

© 2023 Odisha Taza News.

No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ

© 2023 Odisha Taza News.

Go to mobile version