• About
  • Advertise
  • Privacy & Policy
  • Contact
Odisha Taza News
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
Odisha Taza News
No Result
View All Result
Home ଓଡ଼ିଶା

ରାଜ୍ୟରେ ନାରୀ ନିର୍ଯାତନା ଅହେତୁକ ବୃଦ୍ଧି ପ୍ରସଙ୍ଗ ସଂଖ୍ୟାଲଘୁ ସମ୍ପ୍ରଦାୟ ମହିଳାଙ୍କୁ ଧର୍ମଶାଳା ବିଧାୟକଙ୍କ ଅସଦାଚରଣ ଦୁର୍ଭାଗ୍ୟଜନକ : ବିଜେଡି

Proprietor Abhimanyu Maharana by Proprietor Abhimanyu Maharana
August 1, 2025
in ଓଡ଼ିଶା, ଖୋର୍ଦ୍ଧା, ମହାନଗର, ରାଜନୀତି, ହୋମ୍
0
ରାଜ୍ୟରେ ନାରୀ ନିର୍ଯାତନା ଅହେତୁକ ବୃଦ୍ଧି ପ୍ରସଙ୍ଗ ସଂଖ୍ୟାଲଘୁ ସମ୍ପ୍ରଦାୟ ମହିଳାଙ୍କୁ ଧର୍ମଶାଳା ବିଧାୟକଙ୍କ ଅସଦାଚରଣ ଦୁର୍ଭାଗ୍ୟଜନକ : ବିଜେଡି
Share on FacebookShare on TwitterWhatsapp

 ଅପରାଧୀ ଉପରମୁହାଁ, ସରକାର ଉପାୟଶୂନ୍ୟ

 ବିଜେପି ସଂଖ୍ୟାଲଘୁ ସେଲ୍ ସଭାପତିଙ୍କ ପତ୍ନୀ ଧର୍ମଶାଳା ବିଧାୟକଙ୍କ ଦ୍ୱାରା ନିର୍ଯାତିତ

 ଯାଜପୁର ଜିଲ୍ଲାରେ କର୍ତ୍ତବ୍ୟରତ ମହିଳା ପୋଲିସ୍ ବି ସୁରକ୍ଷିତ ନାହାନ୍ତି

ଭୁବନେଶ୍ୱର (ଓଡ଼ିଶା ତାଜା ନ୍ୟୁଜ୍) :-  ନାରୀ ନିର୍ଯାତନାକୁ ନେଇ ସମଗ୍ର ରାଜ୍ୟ ଉଦ୍ବିଗ୍ନ ଥିଲାବେଳେ ସଂଖ୍ୟାଲଘୁ ସମ୍ପ୍ରଦାୟର ଜଣେ ମହିଳାଙ୍କୁ ଧର୍ମଶାଳା ବିଧାୟକଙ୍କ ଅସଦାଚରଣ ଘଟଣାରେ ପୋଲିସ୍ ଏତଲା ଗ୍ରହଣ ନ କରିବା ଉଦ୍ବେଗଜନକ ବୋଲି କହିଛି ବିଜୁ ଜନତା ଦଳ । ଶଙ୍ଖ ଭବନରେ ଆୟୋଜିତ ସାମ୍ବାଦିକ ସମ୍ମିଳନୀରେ ପୂର୍ବତନ ମନ୍ତ୍ରୀ ତଥା ଦଳର ପିଏସି ସଦସ୍ୟା ଶ୍ରୀମତୀ ଟୁକୁନି ସାହୁ କହିଛନ୍ତି ଯେ, ବିଜେପି ସରକାରରେ ରାଜ୍ୟରେ ମହିଳାମାନେ କୌଣସି କ୍ଷେତ୍ରରେ ସୁରକ୍ଷିତ ନାହାନ୍ତି । ପ୍ରତିଦିନ ରାଜ୍ୟରେ ଘଟୁଥିବା ନାରୀ ନିର୍ଯାତନା ଘଟଣା ପାଇଁ ଓଡ଼ିଶା ଦେଶରେ ନିନ୍ଦିତ ହେଉଛି ।

ଦଳର ମୁଖପାତ୍ର ଶ୍ରୀମତୀ ଇପ୍ସୀତା ସାହୁ କହିଥିଲେ ଯେ, ବିଜେପି ସରକାରରେ ମହିଳା ଓ ଛାତ୍ରୀମାନେ ପ୍ରତ୍ୟେକ ଦିନ ନିର୍ଯାତନାର ଶିକାର ହେଉଥିବା ବେଳେ ଯାଜପୁର ଜିଲ୍ଲାରେ ଏକ ଅଭାବନୀୟ ନାରୀ ନିର୍ଯାତନାର ଖବର ସାମ୍ନାକୁ ଆସିଛି । ବିଜେପି ସଂଖ୍ୟାଲଘୁ ସେଲ୍ର ସଭାପତିଙ୍କ ପତ୍ନୀଙ୍କୁ ତାଙ୍କ ଝିଅ ସାମ୍ନାରେ ଧର୍ମଶାଳା ବିଧାୟକଙ୍କ ଦ୍ୱାରା ନିର୍ଯାତନାର ଶିକାର ହୋଇ ପୋଲିସ୍ର ଦ୍ୱାରସ୍ଥ ହୋଇଥିଲେ ମଧ୍ୟ ତାଙ୍କର ଏତଲାକୁ ପୋଲିସ୍ ଏ ପର୍ଯ୍ୟନ୍ତ ଗ୍ରହଣ କରୁନାହିଁ ।

ତାଙ୍କ ସ୍ୱାମୀଙ୍କୁ ଧର୍ମଶାଳାରେ ବ୍ୟବସାୟ କରିବା ପାଇଁ ହେଲେ ମାସିକ ଦାଦାବାଟି ଦେବାକୁ ପଡ଼ିବ ବୋଲି ବିଧାୟକ ଧମକ ଦେଉଛନ୍ତି ବୋଲି ସେ ତାଙ୍କ ଏତଲାରେ ଦର୍ଶାଇଥିଲେ ମଧ୍ୟ ପୋଲିସ୍ ଏପର୍ଯ୍ୟନ୍ତ ବିଧାୟକଙ୍କ ବିରୋଧରେ କୌଣସି କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିନାହିଁ । ସେହିପରି ଯାଜପୁର ଜିଲ୍ଲାରେ ଜଣେ କର୍ତ୍ତବ୍ୟରତ ମହିଳା ଏଏସ୍ଆଇଙ୍କୁ ଥାନା ଭିତରେ ବିଜେପି ସମର୍ଥକମାନେ ଅସଭ୍ୟ ଭାଷାରେ ଗାଳିଗୁଲଜ ସହ ଅପାମାନିତ କରିଥିଲେ ।  ଏହି ଘଟଣାକୁ ନେଇ ମହିଳା ଏଏସ୍ଆଇ ଯାଜପୁର ପୋଲିସ୍ ପ୍ରଶାସନ ନିକଟରେ ଫେରାଦ ହୋଇଥିଲେ ମଧ୍ୟ ଏପର୍ଯ୍ୟନ୍ତ ଅଭିଯୁକ୍ତଙ୍କ ବିରୋଧରେ କୌଣସି କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯାଇନାହିଁ ।

ଏଥିରୁ ଜଣାପଡୁଛି ଧର୍ମଶାଳା ବିଧାୟକଙ୍କ ଧନବଳ ଆଗରେ ରାଜ୍ୟ ବିଜେପି ସଭାପତି ଓ ମୁଖ୍ୟମନ୍ତ୍ରୀ ମହୋଦୟ ଅସହାୟ ହୋଇପଡ଼ିଛନ୍ତି । ସେହିପରି ଦଳର ମୁଖପାତ୍ର ସୋଫିଆ ଆଲାମ କହିଥିଲେ ଯେ, ରାଜ୍ୟରେ ସଂଖ୍ୟାଲଘୁ ସମ୍ପ୍ରଦାୟର ମହିଳାମାନେ ନିର୍ଯାତନାର ଶିକାର ହୋଇ ଥାନାର ଦ୍ୱାରସ୍ଥ ହେଉଥିଲେ ମଧ୍ୟ ଅଭିଯୁକ୍ତଙ୍କ ବିରୋଧରେ ପୋଲିସ୍ କୌଣସି କାର୍ଯ୍ୟାନୁଷ୍ଠାନ ଗ୍ରହଣ ନ କରିବା ଦୁର୍ଭାଗ୍ୟଜନକ । ଏଠି ଅପରାଧୀ ଉପରମୁହାଁ ହୋଇଥିବା ବେଳେ ସରକାର ଉପାୟଶୂନ୍ୟ ହୋଇପଡ଼ିଛନ୍ତି ।

Proprietor Abhimanyu Maharana

Proprietor Abhimanyu Maharana

  • Trending
  • Comments
  • Latest
ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

June 13, 2024
ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

February 24, 2020
ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

May 19, 2020
ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା  ।

ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା ।

July 1, 2020
ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

0
“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

0
କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

0
ହୀରାକୁଦ – ନିଷିଦ୍ଧଞ୍ଚଳ ରେ  ତିନି ଅଭିନେତ୍ରୀ ଙ୍କ  ସହିତ  ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

ହୀରାକୁଦ – ନିଷିଦ୍ଧଞ୍ଚଳ ରେ ତିନି ଅଭିନେତ୍ରୀ ଙ୍କ ସହିତ ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

0
ଭାପୁର ରଥଯାତ୍ରା ପାଇଁ ପ୍ରାକ ପ୍ରସ୍ତୁତି ବୈଠକ

ଭାପୁର ରଥଯାତ୍ରା ପାଇଁ ପ୍ରାକ ପ୍ରସ୍ତୁତି ବୈଠକ

June 25, 2026
ଦୁଇ ବର୍ଷ ପୂର୍ତ୍ତି ଅବସରରେ “ବିକାଶ ଧାରା ଓଡ଼ିଶା ସାରା” କାର୍ଯ୍ୟକ୍ରମ ଆୟୋଜିତ : ୭୨ ଜଣଙ୍କୁ ସମ୍ମାନିତ

ଦୁଇ ବର୍ଷ ପୂର୍ତ୍ତି ଅବସରରେ “ବିକାଶ ଧାରା ଓଡ଼ିଶା ସାରା” କାର୍ଯ୍ୟକ୍ରମ ଆୟୋଜିତ : ୭୨ ଜଣଙ୍କୁ ସମ୍ମାନିତ

June 25, 2026
ବାଲିଗୁଡ଼ା ଏନଏସିରେ ହେଉଥ‌ିବା ବିଭିନ୍ନ ଦୁର୍ନୀତି ଘଟଣା : ପ୍ରତିଶ୍ରୁତି ପରେ ଧାରଣାରୁ ଓହରିଲେ ଦୁଇ କାଉନ୍‌ସିଲର

ବାଲିଗୁଡ଼ା ଏନଏସିରେ ହେଉଥ‌ିବା ବିଭିନ୍ନ ଦୁର୍ନୀତି ଘଟଣା : ପ୍ରତିଶ୍ରୁତି ପରେ ଧାରଣାରୁ ଓହରିଲେ ଦୁଇ କାଉନ୍‌ସିଲର

June 25, 2026
ଆଦିବାସୀ ମହାବିଦ୍ଯାଳୟରେ +୩ ପ୍ରଥମ ପର୍ଯ୍ଯାୟ ନାମଲେଖା ଆରମ୍ଭ

ଆଦିବାସୀ ମହାବିଦ୍ଯାଳୟରେ +୩ ପ୍ରଥମ ପର୍ଯ୍ଯାୟ ନାମଲେଖା ଆରମ୍ଭ

June 25, 2026

Recent News

Welcome to Odisha Taza News.
Chief Editor: Abhimanyu Maharana
Email: odishatazanews1@gmail.com
whatsapp - 9938341180
contact no - 7008991872

Browse by Category

  • Uncategorized
  • ଅନୁଗୁଳ
  • ଅପରାଧ
  • ଓଡ଼ିଶା
  • କଟକ
  • କନ୍ଧମାଳ
  • କରୋନା
  • କଳାହାଣ୍ଡି
  • କେନ୍ଦୁଝର
  • କେନ୍ଦ୍ରାପଡା
  • କୋରାପୁଟ
  • କ୍ରୀଡ଼ା
  • ଖେଳ
  • ଖୋର୍ଦ୍ଧା
  • ଗଜପତି
  • ଗଞ୍ଜାମ
  • ଜଗତସିଂହପୁର
  • ଜୀବନଚର୍ଯ୍ୟା
  • ଝାରସୁଗୁଡା
  • ଢେଙ୍କାନାଳ
  • ଦେବଗଡ଼
  • ଦେଶ
  • ନବରଙ୍ଗପୁର
  • ନୟାଗଡ଼ ନିଉଜ୍
  • ନୂଆପଡ଼ା
  • ପଂଚାୟତ ନିର୍ବାଚନ
  • ପୁରୀ
  • ଫୋଟୋ ଗ୍ୟାଲେରୀ
  • ବରଗଡ଼
  • ବଲାଙ୍ଗିର
  • ବାଣିଜ୍ୟ
  • ବାଲେଶ୍ଵର
  • ବିଚିତ୍ର
  • ବିଶ୍ଵ
  • ବୌଦ୍ଧ
  • ଭଦ୍ରକ
  • ମନୋରଞ୍ଜନ
  • ମୟୁରଭଞ୍ଜ
  • ମହାନଗର
  • ମାଲକାନଗିରି
  • ଯାଜପୁର
  • ରାଜନୀତି
  • ରାୟଗଡା
  • ରାଶିଫଳ
  • ଶିକ୍ଷା ଓ ନିଯୁକ୍ତି
  • ସମ୍ବଲପୁର
  • ସୁନ୍ଦରଗଡ଼
  • ସୁବର୍ଣ୍ଣପୁର
  • ହୋମ୍

Recent News

ଭାପୁର ରଥଯାତ୍ରା ପାଇଁ ପ୍ରାକ ପ୍ରସ୍ତୁତି ବୈଠକ

ଭାପୁର ରଥଯାତ୍ରା ପାଇଁ ପ୍ରାକ ପ୍ରସ୍ତୁତି ବୈଠକ

June 25, 2026
ଦୁଇ ବର୍ଷ ପୂର୍ତ୍ତି ଅବସରରେ “ବିକାଶ ଧାରା ଓଡ଼ିଶା ସାରା” କାର୍ଯ୍ୟକ୍ରମ ଆୟୋଜିତ : ୭୨ ଜଣଙ୍କୁ ସମ୍ମାନିତ

ଦୁଇ ବର୍ଷ ପୂର୍ତ୍ତି ଅବସରରେ “ବିକାଶ ଧାରା ଓଡ଼ିଶା ସାରା” କାର୍ଯ୍ୟକ୍ରମ ଆୟୋଜିତ : ୭୨ ଜଣଙ୍କୁ ସମ୍ମାନିତ

June 25, 2026
  • About
  • Advertise
  • Privacy & Policy
  • Contact

© 2023 Odisha Taza News.

No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ

© 2023 Odisha Taza News.

Go to mobile version