• About
  • Advertise
  • Privacy & Policy
  • Contact
Odisha Taza News
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
Odisha Taza News
No Result
View All Result
Home Uncategorized

ଆଖି ବୁଜିଲେ ବଳଙ୍ଗା ପୀଡ଼ିତା : ଏମ୍ସ ଦିଲ୍ଲୀରେ ଚିକିତ୍ସାଧୀନ ଅବସ୍ଥାରେ 

Proprietor Abhimanyu Maharana by Proprietor Abhimanyu Maharana
August 3, 2025
in Uncategorized
0
ଆଖି ବୁଜିଲେ ବଳଙ୍ଗା ପୀଡ଼ିତା  : ଏମ୍ସ ଦିଲ୍ଲୀରେ ଚିକିତ୍ସାଧୀନ ଅବସ୍ଥାରେ 
Share on FacebookShare on TwitterWhatsapp

ଭୁବନେଶ୍ୱର (ଓଡ଼ିଶା ତାଜା ନ୍ୟୁଜ୍) :- ପୁରୀଜିଲ୍ଲା ବଳଙ୍ଗା ନାବାଳିକା ପୀଡ଼ିତା ଆଉ ନାହାନ୍ତି । ଜୀବନ ଯୁଦ୍ଧରେ ସେ ହାରି ଯାଇଛନ୍ତି । ଏମ୍ସ ଦିଲ୍ଲୀରେ ତାଙ୍କର ଚିକିତ୍ସାଧୀନ ଅବସ୍ଥାରେ ତାଙ୍କର ମୃତ୍ୟୁ ଘଟିଛି । ଡାକ୍ତରମାନେ ବଳଙ୍ଗା ପୀଡ଼ିତାଙ୍କୁ ବଞ୍ଚାଇବା ପାଇଁ ଶତ ଚେଷ୍ଟା କରିଥିଲେ ମଧ୍ୟ ବିଫଳ ହୋଇଛନ୍ତି । ଏହି ଖବର ଜଣାପଡ଼ିବା ପରେ ବଳଙ୍ଗାରେ ଚାପା ଉତ୍ତେଜନା ପ୍ରକାଶ ପାଇଛି । ବଳଙ୍ଗା ପୀଡ଼ିତାଙ୍କୁ ବଞ୍ଚାଇବା ପାଇଁ ଡାକ୍ତରୀ ଦଳ ପୁରା ଉଦ୍ୟମ କରିଥିଲେ । ଏମ୍ସ ଭୁବନେଶ୍ୱରରେ ଏକ ୧୪ ଜଣିଆ ଟିମ୍ ତାଙ୍କର ଚିକିତ୍ସା କରୁଥିଲେ । ସ୍ୱାସ୍ଥ୍ୟାବସ୍ଥା ଗୁରୁତର ଥିବାରୁ ଏବଂ ବିରୋଧୀ ଦଳ ଏମ୍ସ ଦିଲ୍ଲୀ ଏୟାରଲିଫ୍ଟ ଦାବି କରିଥିଲେ ।

ସରକାର ମଧ୍ୟ ଏହାକୁ ସମ୍ବେଦନଶୀଳ ମାମଲା ମନେ କରି ଏମ୍ସ ଦିଲ୍ଲୀ ସ୍ଥାନାନ୍ତରିତ କରାଯାଇଥିଲା । ସୂଚନାଯୋଗ୍ୟ, ବଳଙ୍ଗା ଥାନା ବାଇଆବରର ନାବାଳିକା ଜଣକ ଗତମାସ ୧୯ ତାରିଖ ଦିନ ପୂର୍ବାହ୍‌ଣରେ ନିଜ ସାଙ୍ଗ ଘରକୁ ଲୋଣସି କାମରେ ଯାଉଥିଲା । ଏହି ସମୟରେ ଦୁର୍ବୃତ୍ତମାନେ ନାବାଳିକାକୁ ଅନୁସରଣ କରିଥିଲେ ଏବଂ ଅପହରଣ କରି ଏକ ନିର୍ଜନ ସ୍ଥାନକୁ ନେଇଯାଇଥିଲେ । ସେଠାରେ ନିଆଁ ଲଗାଇ ଦେଇଥିଲେ । ଦେହରେ ନିଆଁ ଲାଗିବା ପରେ ନାବାଳିକା ଏଣେତେଣେ ଦେ?ଡ଼ିବାରେ ଲାଗିଥିଲେ । ତାଙ୍କୁ ସ୍ଥାନୀୟ ଲୋକେ ଉଦ୍ଧାର କରିଥିଲେ ।

ଗୁରୁତର ଅବସ୍ଥାରେ ନାବାଳିକାଙ୍କୁ ଉଦ୍ଧାର କରାଯିବା ପରେ ଭୁବନେଶ୍ୱର ଏମ୍ସକୁ ସ୍ଥାନାନ୍ତରିତ କରାଯାଇଥିଲା । ନାବାଳିକାର ଶରୀର ୭୫ ପ୍ରତିଶତ ପୋଡ଼ି ଯାଇଥିବାରୁ ତାଙ୍କୁ ଜୁଲାଇ ୨୨ ତାରିଖ ଦିନ ଏମ୍‌?ସ ଦିଲ୍ଲୀକୁ ସ୍ଥାନାନ୍ତରିତ କରାଯାଇଥିଲା । ଏଥି ପାଇଁ ଏମ୍ସ ଭୁବନେଶ୍ୱରରୁ ବିଜୁ ପଟ୍ଟନାୟକ ଅନ୍ତର୍ଜାତୀୟ ବିମାନବନ୍ଦରକୁ ଗ୍ରୀନ କରିଡ଼ର କରାଯାଇଥିଲା । ଏହି ସମ୍ବେଦନଶୀଳ ଘଟଣା ନେଇ ରାଜ୍ୟ ସରକାର ଖୁବ ତତ୍ପରତା ପ୍ରକାଶ କରିଥିଲେ । ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ା ମଧ୍ୟ ଦିଲ୍ଲୀ ଯାଇ ଏମ୍ସରେ ପୀଡ଼ିତାଙ୍କୁ ଭେଟିଥିଲେ ଓ ପରିବାର ଲୋକଙ୍କ ସହିତ କଥା ହୋଇଥିଲେ । ସେହିପରି କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ମଧ୍ୟ ବଳଙ୍ଗା ପୀଡ଼ିତାଙ୍କୁ ଭେଟିଥିଲେ । ସେ ପରିବାର? ଲୋକଙ୍କ ସହିତ କଥା ହୋଇ ରାଜ୍ୟ ସରକାର ସମସ୍ତ ପ୍ରକାରର ସହଯୋଗର ହାତ ବଢ଼ାଇବେ ବୋଲି କହିଥିଲେ ।

Proprietor Abhimanyu Maharana

Proprietor Abhimanyu Maharana

  • Trending
  • Comments
  • Latest
ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

June 13, 2024
ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

February 24, 2020
ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

May 19, 2020
ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା  ।

ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା ।

July 1, 2020
ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

0
“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

0
କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

0
ହୀରାକୁଦ – ନିଷିଦ୍ଧଞ୍ଚଳ ରେ  ତିନି ଅଭିନେତ୍ରୀ ଙ୍କ  ସହିତ  ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

ହୀରାକୁଦ – ନିଷିଦ୍ଧଞ୍ଚଳ ରେ ତିନି ଅଭିନେତ୍ରୀ ଙ୍କ ସହିତ ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

0
ଭିଜିଲାନ୍ସ ଜାଲରେ ଯନ୍ତ୍ରୀ : କୋଠା ଦେଖୀ ଭିଜିଲାନ୍ସ ଅଧୀକାରୀ ବି ଆଶ୍ଚର୍ଯ୍ୟ

ଭିଜିଲାନ୍ସ ଜାଲରେ ଯନ୍ତ୍ରୀ : କୋଠା ଦେଖୀ ଭିଜିଲାନ୍ସ ଅଧୀକାରୀ ବି ଆଶ୍ଚର୍ଯ୍ୟ

March 8, 2026
ବାଲିଗୁଡା ଓକିଲ ସଂଘ ନିର୍ବାଚନ ମାର୍ଚ୍ଚ ୨୮ ରେ : ପ୍ରାର୍ଥତ୍ପତ୍ର ଦାଖଲ ଆରମ୍ଭ – ନିର୍ବାଚନ ଅଧିକାରୀ ଭାବେ ସୁବ୍ରତ ପ୍ରଧାନ

ବାଲିଗୁଡା ଓକିଲ ସଂଘ ନିର୍ବାଚନ ମାର୍ଚ୍ଚ ୨୮ ରେ : ପ୍ରାର୍ଥତ୍ପତ୍ର ଦାଖଲ ଆରମ୍ଭ – ନିର୍ବାଚନ ଅଧିକାରୀ ଭାବେ ସୁବ୍ରତ ପ୍ରଧାନ

March 8, 2026
କେନ୍ଦ୍ର ପର୍ଯ୍ୟଟନ କମିଶନରଙ୍କ କନ୍ଧମାଳ ଗସ୍ତ, ବିଭିନ୍ନ ପ୍ରକଳ୍ପ ସହ ଅଙ୍ଗନବାଡ଼ି ଓ ଉପସ୍ୱାସ୍ଥ୍ୟକେନ୍ଦ୍ର ବୁଲିଲେ

କେନ୍ଦ୍ର ପର୍ଯ୍ୟଟନ କମିଶନରଙ୍କ କନ୍ଧମାଳ ଗସ୍ତ, ବିଭିନ୍ନ ପ୍ରକଳ୍ପ ସହ ଅଙ୍ଗନବାଡ଼ି ଓ ଉପସ୍ୱାସ୍ଥ୍ୟକେନ୍ଦ୍ର ବୁଲିଲେ

March 8, 2026
ବାଲିଗୁଡା ରେ ବିଜୁବାବୁ ଙ୍କ ୧୧୦ ତମ ଜୟନ୍ତୀ ପାଳିତ : ଜନସାଧାରଣ ଙ୍କ ହକ ପାଇଁ ବିଜେଡି ସଦାସର୍ବଦା ଲଢେ଼ଇ ଜାରି ରଖିବ

ବାଲିଗୁଡା ରେ ବିଜୁବାବୁ ଙ୍କ ୧୧୦ ତମ ଜୟନ୍ତୀ ପାଳିତ : ଜନସାଧାରଣ ଙ୍କ ହକ ପାଇଁ ବିଜେଡି ସଦାସର୍ବଦା ଲଢେ଼ଇ ଜାରି ରଖିବ

March 8, 2026

Recent News

Welcome to Odisha Taza News.
Chief Editor: Abhimanyu Maharana
Email: odishatazanews1@gmail.com
whatsapp - 9938341180
contact no - 7008991872

Browse by Category

  • Uncategorized
  • ଅନୁଗୁଳ
  • ଅପରାଧ
  • ଓଡ଼ିଶା
  • କଟକ
  • କନ୍ଧମାଳ
  • କରୋନା
  • କଳାହାଣ୍ଡି
  • କେନ୍ଦୁଝର
  • କେନ୍ଦ୍ରାପଡା
  • କୋରାପୁଟ
  • କ୍ରୀଡ଼ା
  • ଖେଳ
  • ଖୋର୍ଦ୍ଧା
  • ଗଜପତି
  • ଗଞ୍ଜାମ
  • ଜଗତସିଂହପୁର
  • ଜୀବନଚର୍ଯ୍ୟା
  • ଝାରସୁଗୁଡା
  • ଢେଙ୍କାନାଳ
  • ଦେବଗଡ଼
  • ଦେଶ
  • ନବରଙ୍ଗପୁର
  • ନୟାଗଡ଼ ନିଉଜ୍
  • ନୂଆପଡ଼ା
  • ପଂଚାୟତ ନିର୍ବାଚନ
  • ପୁରୀ
  • ଫୋଟୋ ଗ୍ୟାଲେରୀ
  • ବରଗଡ଼
  • ବଲାଙ୍ଗିର
  • ବାଣିଜ୍ୟ
  • ବାଲେଶ୍ଵର
  • ବିଚିତ୍ର
  • ବିଶ୍ଵ
  • ବୌଦ୍ଧ
  • ଭଦ୍ରକ
  • ମନୋରଞ୍ଜନ
  • ମୟୁରଭଞ୍ଜ
  • ମହାନଗର
  • ମାଲକାନଗିରି
  • ଯାଜପୁର
  • ରାଜନୀତି
  • ରାୟଗଡା
  • ରାଶିଫଳ
  • ଶିକ୍ଷା ଓ ନିଯୁକ୍ତି
  • ସମ୍ବଲପୁର
  • ସୁନ୍ଦରଗଡ଼
  • ସୁବର୍ଣ୍ଣପୁର
  • ହୋମ୍

Recent News

ଭିଜିଲାନ୍ସ ଜାଲରେ ଯନ୍ତ୍ରୀ : କୋଠା ଦେଖୀ ଭିଜିଲାନ୍ସ ଅଧୀକାରୀ ବି ଆଶ୍ଚର୍ଯ୍ୟ

ଭିଜିଲାନ୍ସ ଜାଲରେ ଯନ୍ତ୍ରୀ : କୋଠା ଦେଖୀ ଭିଜିଲାନ୍ସ ଅଧୀକାରୀ ବି ଆଶ୍ଚର୍ଯ୍ୟ

March 8, 2026
ବାଲିଗୁଡା ଓକିଲ ସଂଘ ନିର୍ବାଚନ ମାର୍ଚ୍ଚ ୨୮ ରେ : ପ୍ରାର୍ଥତ୍ପତ୍ର ଦାଖଲ ଆରମ୍ଭ – ନିର୍ବାଚନ ଅଧିକାରୀ ଭାବେ ସୁବ୍ରତ ପ୍ରଧାନ

ବାଲିଗୁଡା ଓକିଲ ସଂଘ ନିର୍ବାଚନ ମାର୍ଚ୍ଚ ୨୮ ରେ : ପ୍ରାର୍ଥତ୍ପତ୍ର ଦାଖଲ ଆରମ୍ଭ – ନିର୍ବାଚନ ଅଧିକାରୀ ଭାବେ ସୁବ୍ରତ ପ୍ରଧାନ

March 8, 2026
  • About
  • Advertise
  • Privacy & Policy
  • Contact

© 2023 Odisha Taza News.

No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ

© 2023 Odisha Taza News.

Go to mobile version