• About
  • Advertise
  • Privacy & Policy
  • Contact
Odisha Taza News
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
Odisha Taza News
No Result
View All Result
Home Uncategorized

ଏଲ୍‌ଆଇସି ହାଉସିଂ ଫାଇନାନ୍ସ ଲିମିଟେଡ୍‌ର ଟିକସ ପରବର୍ତୀ ଲାଭ ୩୪% ବୃଦ୍ଧି ସହ ୮୧୭.୪୮ କୋଟି ଟଙ୍କା : ଭୁବନେଶ୍ୱର

Proprietor Abhimanyu Maharana by Proprietor Abhimanyu Maharana
September 8, 2020
in Uncategorized, ଓଡ଼ିଶା, ବାଣିଜ୍ୟ, ହୋମ୍
0
ଏଲ୍‌ଆଇସି ହାଉସିଂ ଫାଇନାନ୍ସ ଲିମିଟେଡ୍‌ର ଟିକସ ପରବର୍ତୀ ଲାଭ ୩୪% ବୃଦ୍ଧି ସହ ୮୧୭.୪୮ କୋଟି ଟଙ୍କା : ଭୁବନେଶ୍ୱର
Share on FacebookShare on TwitterWhatsapp

ଓଡ଼ିଶା ତାଜା ନ୍ୟୁଜ (୮ ସେପ୍ଟେମ୍ବର ମଙ୍ଗଳବାର) ଭୁବନେଶ୍ୱର :– ଏଲ୍‌ଆଇସି ହାଉସିଂ ଫାଇନାନ୍ସ ଲିମିଟେଡ୍‌ର ନିର୍ଦେଶକ ବୋର୍ଡ ବୈଠକ ମୁମ୍ବାଇରେ ୨୦୨୦ ଅଗଷ୍ଟ ୨୪ରେ ଅନୁଷ୍ଠିତ ହୋଇଯାଇଛି । କଂପାନି ପକ୍ଷରୁ ୨୦୨୦-୨୧ ଆର୍ଥିକ ବର୍ଷ ପ୍ରଥମ ତ୍ରୟମାସର ଫଳାଫଳ ଘୋଷଣା କରାଯାଇଛି । ଏହି ସମୟରେ କଂପାନିର ଟିକସ ପରବର୍ତୀ ଲାଭ ୩୪ ପ୍ରତିଶତ ପର୍ଯ୍ୟନ୍ତ ବୃଦ୍ଧି ପାଇ ୮୧୭.୪୮ କୋଟି ଟଙ୍କା ହୋଇଛି । ପ୍ରଥମ ତ୍ରୟମାସରେ ଏଲ୍‌ଆଇସି ହାଉସିଂ ଫାଇନାନ୍ସ ଲିମିଟେଡ୍‌ର ପରିଚାଳନାରୁ ମୋଟ ରାଜସ୍ୱ ୪ ପ୍ରତିଶତ ବୃଦ୍ଧି ପାଇ ୫୦୦୩.୭୧ କୋଟି ଟଙ୍କା ହୋଇଛି ଯାହା ୨୦୧୯ର ଏହି ସମୟରେ ୪୮୦୭.୨୦ କୋଟି ଟଙ୍କା ଥିଲା । ନିଟ୍ ସୁଧ ଆୟ ୩ ପ୍ରତିଶତ ବୃଦ୍ଧି ପାଇ ୧୨୨୦.୬୧ କୋଟି ଟଙ୍କା ହୋଇଛି ଯାହା ଗତବର୍ଷ ୧୧୮୧.୮୬ କୋଟି ଟଙ୍କା ଟିକସ ପରବର୍ତୀ ଲାଭରେ ୩୪ ପ୍ରତିଶତ ବୃଦ୍ଧି ଘଟି ୮୧୭.୪୮ କୋଟି ଟଙ୍କା ହୋଇଛି ।

ଗତବର୍ଷ ପ୍ରଥମ ତ୍ରୟମାସ ତାହା ୬୧୦.୬୮ କୋଟି ଟଙ୍କା ଥିଲା । ନିଟ୍ ସୁଧ ମାର୍ଜିନ୍ ୨.୩୨ ପ୍ରତିଶତ ରହିଛି । ବକେୟା ଋଣ ପୋର୍ଟଫୋଲିଓ ପରିମାଣ ୨୦୯୮୧୭ କୋଟି ଟଙ୍କା ରହିଛି । ଏଲ୍‌ଆଇସି ହାଉସିଂ ଫାଇନାନ୍ସ ଲିମିଟେଡ୍‌ର ଏମ୍‌ଡି ଓ ସିଇଓ ଶ୍ରୀଯୁକ୍ତ ସିଦ୍ଧାର୍ଥ ମହାନ୍ତି କହିଛନ୍ତି ଯେ, “ଆଲୋଚ୍ୟ ପ୍ରୟମାସରେ ଜାତୀୟ ସ୍ତରରେ ଲକ୍‌ଡାଉନ୍ ଘୋଷଣା କରାଯାଇଥିଲା ଯେଉଁ ସମୟରେ ଆମର କାରବାର ଗୁରୁତର ଭାବେ ପ୍ରଭାବିତ ହୋଇଛି । ମାତ୍ର, ପରେ ଅନଲକିଂରେ ଅଗ୍ରଗତି ହେବା ପରେ ଆମର ବ୍ୟବସାୟ ବଢ଼ିଥିଲା । ୨୦୨୦ ଜୁନ୍ ମାସରୁ ବ୍ୟବସାୟରେ ଅଗ୍ରଗତି ଘଟିଥିଲା ।

ଯଦିଓ ଅର୍ଥନୈତିକ କାର୍ଯ୍ୟକଳାପରେ ସୁଧାର ହେବାକୁ ଆହୁରି କିଛି ସମୟ ଲାଗିବ, ଏହାର ମାସ ପର ମାସରେ ବ୍ୟବସାୟ ଧାରାରେ ବୃଦ୍ଧି ପରିଲକ୍ଷିତ ହୋଇଛି ଏବଂ ଦ୍ୱିତୀୟ ତ୍ରୟମାସରେ ବିଶ୍ୱାସ ଆହୁରି ବଢ଼ିବ ବୋଲି ଆଶା କରାଯାଉଛି । ଲକ୍‌ଡାଉନ୍‌ ପର୍ଯ୍ୟାୟରେ ଆମେ ଅନେକ ଉତ୍ପାଦ ଓ ଅଭିଯାନ ଉନ୍ମୋଚନ କରିଛୁ ଯାହା ଏହି ନୂଆ ସ୍ୱାଭାବିକ ସମୟରେ ଆମର ବ୍ୟବସାୟ ରଣନୀତିକୁ ସହାୟତା ପ୍ରଦାନ କରିଛି । ମୋରାଟୋରିଅମ୍‌ରେ ଥିବା ସମସ୍ତ ଖାତା ଉପରେ ଆମେ ନଜର ରଖିଛୁ ଏବଂ ତାହା ଯେଭଳି ସ୍ୱାଭାବିକ ଖାତାରେ ପରିଣତ ହେବ ତାହା ନିଶ୍ଚିତ କରୁଛୁ ।’’

Proprietor Abhimanyu Maharana

Proprietor Abhimanyu Maharana

  • Trending
  • Comments
  • Latest
ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

June 13, 2024
ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

February 24, 2020
ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

May 19, 2020
ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା  ।

ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା ।

July 1, 2020
ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

0
“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

0
କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

0
ହୀରାକୁଦ – ନିଷିଦ୍ଧଞ୍ଚଳ ରେ  ତିନି ଅଭିନେତ୍ରୀ ଙ୍କ  ସହିତ  ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

ହୀରାକୁଦ – ନିଷିଦ୍ଧଞ୍ଚଳ ରେ ତିନି ଅଭିନେତ୍ରୀ ଙ୍କ ସହିତ ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

0
୭ମ ମାଁ ବସ୍ତରେନ୍ କ୍ରିକେଟ ଟୁର୍ନାମେଣ୍ଟ ମ୍ୟାଚ୍ ଉଦଯାପିତ

୭ମ ମାଁ ବସ୍ତରେନ୍ କ୍ରିକେଟ ଟୁର୍ନାମେଣ୍ଟ ମ୍ୟାଚ୍ ଉଦଯାପିତ

March 9, 2026
ଏକାମ୍ର ହାଟରେ “ସପ୍ତାହର କାରିଗର” କାର୍ଯ୍ୟକ୍ରମର ଶୁଭାରମ୍ଭ

Launch of “Craftsperson of the Week” Programme at Ekamra Haat

March 9, 2026
ଏକାମ୍ର ହାଟରେ “ସପ୍ତାହର କାରିଗର” କାର୍ଯ୍ୟକ୍ରମର ଶୁଭାରମ୍ଭ

ଏକାମ୍ର ହାଟରେ “ସପ୍ତାହର କାରିଗର” କାର୍ଯ୍ୟକ୍ରମର ଶୁଭାରମ୍ଭ

March 9, 2026
ସିଟୁ ଓ ମହିଳା ସମିତି ତରଫରୁ କଣ୍ଟିଲୋଠାରେ ବିଶ୍ଵ ମହିଳା ଦିବସ ପାଳିତ

ସିଟୁ ଓ ମହିଳା ସମିତି ତରଫରୁ କଣ୍ଟିଲୋଠାରେ ବିଶ୍ଵ ମହିଳା ଦିବସ ପାଳିତ

March 9, 2026

Recent News

Welcome to Odisha Taza News.
Chief Editor: Abhimanyu Maharana
Email: odishatazanews1@gmail.com
whatsapp - 9938341180
contact no - 7008991872

Browse by Category

  • Uncategorized
  • ଅନୁଗୁଳ
  • ଅପରାଧ
  • ଓଡ଼ିଶା
  • କଟକ
  • କନ୍ଧମାଳ
  • କରୋନା
  • କଳାହାଣ୍ଡି
  • କେନ୍ଦୁଝର
  • କେନ୍ଦ୍ରାପଡା
  • କୋରାପୁଟ
  • କ୍ରୀଡ଼ା
  • ଖେଳ
  • ଖୋର୍ଦ୍ଧା
  • ଗଜପତି
  • ଗଞ୍ଜାମ
  • ଜଗତସିଂହପୁର
  • ଜୀବନଚର୍ଯ୍ୟା
  • ଝାରସୁଗୁଡା
  • ଢେଙ୍କାନାଳ
  • ଦେବଗଡ଼
  • ଦେଶ
  • ନବରଙ୍ଗପୁର
  • ନୟାଗଡ଼ ନିଉଜ୍
  • ନୂଆପଡ଼ା
  • ପଂଚାୟତ ନିର୍ବାଚନ
  • ପୁରୀ
  • ଫୋଟୋ ଗ୍ୟାଲେରୀ
  • ବରଗଡ଼
  • ବଲାଙ୍ଗିର
  • ବାଣିଜ୍ୟ
  • ବାଲେଶ୍ଵର
  • ବିଚିତ୍ର
  • ବିଶ୍ଵ
  • ବୌଦ୍ଧ
  • ଭଦ୍ରକ
  • ମନୋରଞ୍ଜନ
  • ମୟୁରଭଞ୍ଜ
  • ମହାନଗର
  • ମାଲକାନଗିରି
  • ଯାଜପୁର
  • ରାଜନୀତି
  • ରାୟଗଡା
  • ରାଶିଫଳ
  • ଶିକ୍ଷା ଓ ନିଯୁକ୍ତି
  • ସମ୍ବଲପୁର
  • ସୁନ୍ଦରଗଡ଼
  • ସୁବର୍ଣ୍ଣପୁର
  • ହୋମ୍

Recent News

୭ମ ମାଁ ବସ୍ତରେନ୍ କ୍ରିକେଟ ଟୁର୍ନାମେଣ୍ଟ ମ୍ୟାଚ୍ ଉଦଯାପିତ

୭ମ ମାଁ ବସ୍ତରେନ୍ କ୍ରିକେଟ ଟୁର୍ନାମେଣ୍ଟ ମ୍ୟାଚ୍ ଉଦଯାପିତ

March 9, 2026
ଏକାମ୍ର ହାଟରେ “ସପ୍ତାହର କାରିଗର” କାର୍ଯ୍ୟକ୍ରମର ଶୁଭାରମ୍ଭ

Launch of “Craftsperson of the Week” Programme at Ekamra Haat

March 9, 2026
  • About
  • Advertise
  • Privacy & Policy
  • Contact

© 2023 Odisha Taza News.

No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ

© 2023 Odisha Taza News.

Go to mobile version