• About
  • Advertise
  • Privacy & Policy
  • Contact
Odisha Taza News
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
Odisha Taza News
No Result
View All Result
Home ଓଡ଼ିଶା

ନିଆରା ପରଂପରା ,ବୃକ୍ଷ ରେ ରାକ୍ଷୀ ବାନ୍ଧିଲେ ଗ୍ରାମବାସୀ

Proprietor Abhimanyu Maharana by Proprietor Abhimanyu Maharana
August 11, 2025
in ଓଡ଼ିଶା, ନୟାଗଡ଼ ନିଉଜ୍, ହୋମ୍
0
ନିଆରା ପରଂପରା ,ବୃକ୍ଷ ରେ ରାକ୍ଷୀ ବାନ୍ଧିଲେ ଗ୍ରାମବାସୀ
Share on FacebookShare on TwitterWhatsapp

ଦଶପଲ୍ଲା  (ଓଡ଼ିଶା ତାଜା ନ୍ୟୁଜ୍)  :-  ସର୍ବତ୍ର ରକ୍ଷାବନ୍ଧନ ଉତ୍ସବ ଆନନ୍ଦଉତ୍ସାହର ସହ ପାଳିତ ହୋଇଛି । ଉତ୍ସବରେ ଭଉଣୀମାନେ ଭାଇ ହାତରେ ରାକ୍ଷୀ ବାନ୍ଧୁଥିବା ବେଳେ ଏକ ନିଆରା ପରମ୍ପରା ଦଶପଲ୍ଲାରେ ଦେଖିବାକୁ ମିଳୁଛି । ଦୀର୍ଘ ବର୍ଷ ହେଲା ଦଶପଲ୍ଲା ବ୍ଲକ ଅନ୍ତର୍ଗତ ବୁଗୁଡା ଓ ବୁଗୁଡା କଲୋନୀ ଗ୍ରାମବାସୀ ଏହି ନିଆରା ପରମ୍ପରା ସହ ବାନ୍ଧି ହୋଇ ଯାଇଛନ୍ତି । ଗଛ ମାନବ ସମାଜ ପାଇଁ ସବୁଠାରୁ ଦରକାରୀ ହୋଇଥିବାରୁ ଗ୍ରାମର ବୟସ୍କ ବ୍ୟକ୍ତିମାନେ ରକ୍ଷାବନ୍ଧନ ତିଥିରେ ଗଛରେ ରାକ୍ଷୀ ବାନ୍ଧି ଥାନ୍ତି । ବୁଗୁଡା ଓ ବୁଗୁଡା କଲୋନୀ ଗ୍ରାମରେ ୧୯୮୮ ମସିହା ଠାରୁ ଏଭଳି ପରମ୍ପରା ଚାଲି ଆସିଛି । ଅପରାହ୍ନରେ ପ୍ରଥମେ ଗ୍ରାମର ବୟସ୍କ ବ୍ୟକ୍ତି ମାନେ ନୂଆ ଲୁଗା ପିନ୍ଧି ଗଛରେ ରାକ୍ଷୀ ବାନ୍ଧି ସାରିବା ପରେ ଗହ୍ମାଡିଆଁ ପର୍ବ ପାଳନ କରିଥାନ୍ତି ।

ମା ମଣୀନାଗ ଆଂଚଳିକ ଯୁବ ସଂସଦର ସଭାପତି ନିକୁଞ୍ଜ କିଶୋର ପ୍ରଧାନ, ସଂପାଦକ ରାଜେଶ୍ କୁମାର ଜାନି,କୋଷାଧ୍ୟକ୍ଷ ଶୁଭକାନ୍ତ ଜାନି କଂ ଓ ସାମ୍ବାଦିକ ରତ୍ନାକର ହୋତାଙ୍କ ପ୍ରତ୍ୟକ୍ଷ ତତ୍ବାବଧାନରେ ଆୟୋଜିତ କାର୍ଯ୍ୟକ୍ରମରେ ମୂଖ୍ୟ ଅତିଥି ଭାବରେ ସ୍ଥାନୀୟ ବନପାଳ( ବନ୍ୟପ୍ରାଣୀ ) ଦୀପ୍ତି ରଂଜନ ଆଚାର୍ଯ୍ୟ, ଅନ୍ତତମ ମୁଖ୍ୟ ଅତିଥି ଭାବରେ ,ବନପାଳ ଦୀପ୍ତି ରଂଜନ ନାୟକ,ସମ୍ମାନିତ ଅତିଥି ଭାବରେ ସ୍ଥାନୀୟ ସରପଞ୍ଚ ମଦନ କୁମାର ଜାନୀ, ଅନ୍ୟତମ ସମ୍ମାନିତ ଅତିଥି ଭାବରେ ସ୍ଥାନୀୟ ସମିତି ସଭ୍ଯ ପ୍ରଶାନ୍ତ ଦଳବେହେରା, ପ୍ରଶାନ୍ତ ସାହୁ, ବନବିଭାଗ କର୍ମଚାରୀ ରସାନନ୍ଦ ମାଝି , ଯୋଗ ଦେଇ ବୃକ୍ଷ ମାନବ ସମାଜ ପାଇଁ କେତେ ଦରକାରୀ ସେ ଉପରେ ପୁଂଖାନୁପୁଂଖ ଆଲୋଚନା କରିଥିଲେ ।

ବୃକ୍ଷବିନା ମାନବ ସମାଜ ର ସ୍ଥିତି ନାହିଁ ବୋଲି ସମସ୍ତ ଦୃଢ଼ କଣ୍ଠରେ ସ୍ବୀକାର କରିବା ସହିତ ବୃକ୍ଷ ଓ ବନ୍ୟଜନ୍ତୁ କଂ ସୁରକ୍ଷା ପାଇଁ ସମସ୍ତେ ବ୍ରତି ହେବାପାଇଁ ସମସ୍ତେ ଶପଥ ଗ୍ରହଣ କରିଥିଲେ । ଗ୍ରାମର ବରିଷ୍ଠ ନାଗରିକ ନିତ୍ୟାନନ୍ଦ ପ୍ରଧାନ, ପରମାନନ୍ଦ ମଳିକ,ପ୍ରମୋଦ କୁମାର ଜାନୀ ଙ୍କ ସମେତ ଗ୍ରାମବାସୀ ଏକତ୍ର ହୋଇ ବଟବୃକ୍ଷରେ ରକ୍ଷାବନ୍ଧନ କରିବା ସହିତ,ଏହି ଉତ୍ସବକୁ ମହା ସମାରୋହରେ ପାଳନ କରିଥିଲେ ଓ ସମସ୍ତଙ୍କ ଶୁଭ ମନାସିଥିଲେ ।ଏହା ପରେ ପରେ ପାରଂପାରିକ ରିତିରେ ଛୋଟ ଛୋଟ ପିଲାମାନେ ଗହ୍ମାପର୍ବ ପାଳନ କରିଥିଲେ ।ଏହି କାର୍ଯ୍ୟକ୍ରମ କୁ ଲାଲୁଭାଇ ଓ ଶୁଭକାନ୍ତ ସଂଯୋଜନା କରିଥିଲେ ।

Proprietor Abhimanyu Maharana

Proprietor Abhimanyu Maharana

  • Trending
  • Comments
  • Latest
ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

June 13, 2024
ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

February 24, 2020
ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

May 19, 2020
ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା  ।

ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା ।

July 1, 2020
ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

0
“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

0
କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

0
ହୀରାକୁଦ – ନିଷିଦ୍ଧଞ୍ଚଳ ରେ  ତିନି ଅଭିନେତ୍ରୀ ଙ୍କ  ସହିତ  ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

ହୀରାକୁଦ – ନିଷିଦ୍ଧଞ୍ଚଳ ରେ ତିନି ଅଭିନେତ୍ରୀ ଙ୍କ ସହିତ ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

0
କେନ୍ଦ୍ରାପଡ଼ା ଜିଲ୍ଲା ଟପ୍ପର ହେଲେ ଖରିନାସି ଉଚ୍ଚ ବିଦ୍ୟାଳୟର ଦେବଦର୍ଶୀ ମଣ୍ଡଳ

କେନ୍ଦ୍ରାପଡ଼ା ଜିଲ୍ଲା ଟପ୍ପର ହେଲେ ଖରିନାସି ଉଚ୍ଚ ବିଦ୍ୟାଳୟର ଦେବଦର୍ଶୀ ମଣ୍ଡଳ

May 4, 2026
ପୁସ୍ତକ “ଶାକ୍ୟମୁନି ଗୌତମ” ଉନ୍ମୋଚିତ

ପୁସ୍ତକ “ଶାକ୍ୟମୁନି ଗୌତମ” ଉନ୍ମୋଚିତ

May 4, 2026
ଆଉ ନାହାନ୍ତି ବିଶିଷ୍ଟ ଲେଖିକା ଛାୟାପୂରବି

ଆଉ ନାହାନ୍ତି ବିଶିଷ୍ଟ ଲେଖିକା ଛାୟାପୂରବି

May 4, 2026
ରାଷ୍ଟ୍ରୀୟ ପତ୍ରକାର ସଂଘ, ଭାରତର ରାଷ୍ଟ୍ରୀୟ ଅଧୂବେଶନ ଝାଡ଼ଖଣ୍ଡର ଧାନବାଦ ଠାରେ ମହାସମାରୋହରେ ଅନୁଷ୍ଠିତ

ରାଷ୍ଟ୍ରୀୟ ପତ୍ରକାର ସଂଘ, ଭାରତର ରାଷ୍ଟ୍ରୀୟ ଅଧୂବେଶନ ଝାଡ଼ଖଣ୍ଡର ଧାନବାଦ ଠାରେ ମହାସମାରୋହରେ ଅନୁଷ୍ଠିତ

May 4, 2026

Recent News

Welcome to Odisha Taza News.
Chief Editor: Abhimanyu Maharana
Email: odishatazanews1@gmail.com
whatsapp - 9938341180
contact no - 7008991872

Browse by Category

  • Uncategorized
  • ଅନୁଗୁଳ
  • ଅପରାଧ
  • ଓଡ଼ିଶା
  • କଟକ
  • କନ୍ଧମାଳ
  • କରୋନା
  • କଳାହାଣ୍ଡି
  • କେନ୍ଦୁଝର
  • କେନ୍ଦ୍ରାପଡା
  • କୋରାପୁଟ
  • କ୍ରୀଡ଼ା
  • ଖେଳ
  • ଖୋର୍ଦ୍ଧା
  • ଗଜପତି
  • ଗଞ୍ଜାମ
  • ଜଗତସିଂହପୁର
  • ଜୀବନଚର୍ଯ୍ୟା
  • ଝାରସୁଗୁଡା
  • ଢେଙ୍କାନାଳ
  • ଦେବଗଡ଼
  • ଦେଶ
  • ନବରଙ୍ଗପୁର
  • ନୟାଗଡ଼ ନିଉଜ୍
  • ନୂଆପଡ଼ା
  • ପଂଚାୟତ ନିର୍ବାଚନ
  • ପୁରୀ
  • ଫୋଟୋ ଗ୍ୟାଲେରୀ
  • ବରଗଡ଼
  • ବଲାଙ୍ଗିର
  • ବାଣିଜ୍ୟ
  • ବାଲେଶ୍ଵର
  • ବିଚିତ୍ର
  • ବିଶ୍ଵ
  • ବୌଦ୍ଧ
  • ଭଦ୍ରକ
  • ମନୋରଞ୍ଜନ
  • ମୟୁରଭଞ୍ଜ
  • ମହାନଗର
  • ମାଲକାନଗିରି
  • ଯାଜପୁର
  • ରାଜନୀତି
  • ରାୟଗଡା
  • ରାଶିଫଳ
  • ଶିକ୍ଷା ଓ ନିଯୁକ୍ତି
  • ସମ୍ବଲପୁର
  • ସୁନ୍ଦରଗଡ଼
  • ସୁବର୍ଣ୍ଣପୁର
  • ହୋମ୍

Recent News

କେନ୍ଦ୍ରାପଡ଼ା ଜିଲ୍ଲା ଟପ୍ପର ହେଲେ ଖରିନାସି ଉଚ୍ଚ ବିଦ୍ୟାଳୟର ଦେବଦର୍ଶୀ ମଣ୍ଡଳ

କେନ୍ଦ୍ରାପଡ଼ା ଜିଲ୍ଲା ଟପ୍ପର ହେଲେ ଖରିନାସି ଉଚ୍ଚ ବିଦ୍ୟାଳୟର ଦେବଦର୍ଶୀ ମଣ୍ଡଳ

May 4, 2026
ପୁସ୍ତକ “ଶାକ୍ୟମୁନି ଗୌତମ” ଉନ୍ମୋଚିତ

ପୁସ୍ତକ “ଶାକ୍ୟମୁନି ଗୌତମ” ଉନ୍ମୋଚିତ

May 4, 2026
  • About
  • Advertise
  • Privacy & Policy
  • Contact

© 2023 Odisha Taza News.

No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ

© 2023 Odisha Taza News.

Go to mobile version